ସୋଲାର ପ୍ଲାଣ୍ଟରୁ ମାସକୁ ଆୟ ୪ ଲକ୍ଷ ଟଙ୍କା
ପୌଡ଼ି: ‘ଆମେ ନିଜେ କିଛି କରିବୁ’ ଏଭଳି ବିଚାର କରୁଥିବା ଯୁବକମାନଙ୍କୁ ଧୀରେନ୍ଦ୍ର ସିଂ ରାଓତଙ୍କ ଠାରୁ କିଛି ଶିଖିବାକୁ ପଡିବ। ୩୧ ବର୍ଷ ଧରି ଦିଲ୍ଲୀ ଓ ନୋଏଡାରେ ଜୀବିକା ପାଇଁ ସଂଗ୍ରାମ କରିବା ପରେ ନିଜ ଗଁ।କୁ ଫେରି…
୭୫ ଯୁବତୀଙ୍କୁ ଡେଟିଂ ପରେ ନେହାଙ୍କୁ ବିବାହ କରିଥିଲେ ଅଙ୍ଗଦ
ବଲିଉଡ୍ ଅଭିନେତା ଅଙ୍ଗଦ ବେଦୀ ୩୭ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୮୩ ମସିହା ଫେବୃୟାରୀ ୬ରେ ନୂଆଦିଲ୍ଲୀରେ ଜନ୍ମଗ୍ରହଣ କରିଥିଲେ। ତାଙ୍କ ପିତା ବିଶେନ ସିଂ ବେଦୀ ଭାରତର ଜଣେ ପ୍ରସିଦ୍ଧ କ୍ରିକେଟ ଖେଳାଳି ଥିଲେ। ପିତା କ୍ରିକେଟର୍ ଥିବା ସତ୍ତ୍ୱେ…
ଏହାକୁ ଖାଇଲେ ବଦଳିଯାଏ ଜୀବନ
ଜୀବନରେ ପ୍ରାୟ ସମସ୍ତେ ଖୁସିରେ ରହିବାକୁ ଚାହିଁଥା’ନ୍ତି। ଏଥିପାଇଁ ଖାଦ୍ୟପେୟ ପ୍ରତି ଧ୍ୟାନ ଦେବା ଜରୁରୀ ଅଟେ। କାରଣ ଖୁସିର ସମ୍ବନ୍ଧ ସିଧା ହର୍ମୋନ ସହିତ ଜଡ଼ିତ। କିଛି ଏମିତି ଜିନିଷ ଅଛି ଯାହାକୁ ଖାଇଲେ ମନ ପ୍ରଫୁଲ୍ଲିତ ରହିବା ସହ…
ଜାଲ୍ ସାର୍ଟିଫିକେଟ ନେଇ ଏତଲା, ଶିକ୍ଷୟିତ୍ରୀ ନିଲମ୍ବିତ
ଚିକିଟି,୬ା୨(ଡି.ଏନ.ଏ.): ଗଞ୍ଜାମ ଜିଲାରେ ଜାଲ ସାର୍ଟିଫିକେଟ ଦେଇ ଚାକିରି କରିଥିବା ଶିକ୍ଷୟିତ୍ରୀ, ଶିକ୍ଷକଙ୍କ ଯାଞ୍ଚ ଚାଲିଛି। ଚିକିଟି ବ୍ଲକରେ ଏପରି ଜଣେ ନକଲି ଶିକ୍ଷୟିତ୍ରୀ ଧରାପଡ଼ିଛନ୍ତି। ତାଙ୍କ ବିରୋଧରେ ଥାନାରେ ଏତଲା ଦିଆଯିବା ସହ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ନକଲି ଶିକ୍ଷୟିତ୍ରୀ…
ଜାତିଭିତ୍ତିକ ଜନଗଣନା ଉପରେ ବିଜେଡିର ଗୁରୁତ୍ୱ
ଭୁବନେଶ୍ୱର,୬ା୨(ବ୍ୟୁରୋ): ରାଷ୍ଟ୍ରପତି ରାମନାଥ କୋବିନ୍ଦ ପାର୍ଲାମେଣ୍ଟ ବଜେଟ ଅଧିବେଶନ ପ୍ରାରମ୍ଭରେ ବକ୍ତବ୍ୟ ରଖି ବାବା ସାହେବ ଆମ୍ବେଡ଼କରଙ୍କ ପ୍ରଦର୍ଶିତ ସାମାଜିକ ନ୍ୟାୟ ପ୍ରସଙ୍ଗରେ ବକ୍ତବ୍ୟ ରଖିଥିଲେ। ରାଷ୍ଟ୍ରପତିଙ୍କର ଏହି ବକ୍ତବ୍ୟକୁ ବିଜେଡି ପକ୍ଷରୁ ରାଜ୍ୟ ସଭାରେ ଧନ୍ୟବାଦ ଦିଆଯାଇଛି। ଉଚ୍ଚ ସଦନରେ…
କର୍ନାଟକ ମନ୍ତ୍ରିମଣ୍ଡଳର ହେଲା ସମ୍ପ୍ରସାରଣ: ୧୦ ଅଯୋଗ୍ୟ ବିଧାୟକଙ୍କୁ ମିଳିଲା ମନ୍ତ୍ରୀ ପଦ
ବେଙ୍ଗାଲୁରୁ,୬।୨: କର୍ନାଟକ ମୁଖ୍ୟମନ୍ତ୍ରୀ ବିଏସ୍ ୟେଦୁରପ୍ପାଙ୍କ ମନ୍ତ୍ରିମଣ୍ଡଳର ସମ୍ପ୍ରସାରଣ ଗୁରୁବାର ହୋଇଛି। ଉପନିର୍ବାଚନ ଜିତିଥିବା କଂଗ୍ରେସ-ଜେଡିଏସ୍ର ୧୦ ଅଯୋଗ୍ୟ ବିଧାୟକଙ୍କୁ ଏଥର ମନ୍ତ୍ରୀ ପଦ ମିଳିଛି। ରାଜ୍ୟପାଳ ଏମାନଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀ ବିଏସ୍…
ଜାତୀୟକରଣ ବ୍ୟାଙ୍କରେ ରହିବ ମହାପ୍ରଭୁଙ୍କ ଟଙ୍କା
ପୁରୀ ଅଫିସ, ୬ା୨: ଏଣିକି କୌଣସି ଘରୋଇ ବ୍ୟାଙ୍କରେ ଆଉ ରହିବନି ଶ୍ରୀମନ୍ଦିର ପାଣ୍ଠି। ଜାତୀୟକରଣ ବ୍ୟାଙ୍କରେ ରଖାଯିବ ମହାପ୍ରଭୁଙ୍କ ଟଙ୍କା। ଏଥିଲାଗି ଟେଣ୍ଡର ଆହ୍ବାନ କରାଯିବ। ଯେଉଁ ବ୍ୟାଙ୍କ ଅଧିକ ସୁଧ ଦେବ ସେହି ବ୍ୟାଙ୍କରେ ୫୦ ପ୍ରତିଶତ ଅର୍ଥ…
ଗ୍ୟାସ୍ ଲିକ୍ରୁ ଅଗ୍ନିକାଣ୍ଡ: ଜଳିଗଲା ସମସ୍ତ ଆସବାବପତ୍ର
ପାପଡ଼ାହାଣ୍ଡି/ମଇଦଳପୁର,୬।୨(ଡି.ଏନ୍.ଏ.): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ ମାଝୀଗୁଡ଼ା ପଞ୍ଚାୟତ ନୂଆଗୁଡ଼ା ଗ୍ରାମର ହେମନ୍ତ ବିଶୋଇଙ୍କ ଘରେ ଗୁରୁବାର ଗ୍ୟାସ ଲିକ୍ରୁ ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ଟଙ୍କାର ଆସବାବପତ୍ର ପୋଡ଼ି ନଷ୍ଟ ହୋଇଯାଇଛି। ସୂଚନାନୁଯାୟୀ, ଆଜି ସକାଳେ ରୋଷେଇ କରିବା ସମୟରେ ଗ୍ୟାସ…
ଫେବୃୟାରୀ ୮ରେ ଦିଲ୍ଲୀବାସୀ କେଜରିଓ୍ବାଲଙ୍କୁ ସର୍ଜିକାଲ ଷ୍ଟ୍ରାଇକ୍ର ପ୍ରମାଣ ଦେବେ: କପିଲ ମିଶ୍ର
ନୂଆଦିଲ୍ଲୀ, ୬।୨: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଗୁରୁବାର ପ୍ରଚାରର ଶେଷ ଦିନ। ଏଥିପାଇଁ ବିଭିନ୍ନ ଦଳ ପକ୍ଷରୁ ପ୍ରଚାର ଜୋରସୋରରେ ଚାଲିଛି। ମଡେଲ ଟାଉନ ବିଧାନସଭା ଆସନରୁ ଭାଜପା ପକ୍ଷରୁ ନିର୍ବାଚନ ଲଢୁଥିବା କପିଳ ମିଶ୍ର ପୁଣି ଅରବିନ୍ଦ କେଜରିଓ୍ବାଲଙ୍କ…
ମା’ଙ୍କ ଫିଲ୍ମ ରିମେକ୍ ପାଇଁ ଝିଅଙ୍କୁ ଅଫର୍
ମୁମ୍ବାଇ: ବଲିଉଡ୍ରେ ରିମେକ୍ ଫିଲ୍ମ କିଛି ନୂଆ କଥା ନୁହେଁ। ତେବେ ମଜାଦାର କଥା ହେଲା ଯେଉଁ ରିମେକ୍ରେ ଝିଅ ହିରୋଇନ୍ ଭୂମିକାରେ ନଜରକୁ ଆସିବେ. ତା’ର ମୂଳ ଫିଲ୍ମରେ ମା’ ହିରୋଇନ୍ ଭୂମିକାରେ ଅଭିନୟ କରି ଫିଲ୍ମଟି ହିଟ୍ କରିଥିଲେ।…
ଜନସଂଖ୍ୟା ବଢ଼ାଇବାକୁ ‘ବେବି ବୋନସ’
ଏଥେନ୍ସ: ୭୫୦କୋଟି ଟପିଲାଣି ପୃଥିବୀର ଜନସଂଖ୍ୟା। ଏହାକୁ ରୋକିବା ଲାଗି କ୍ରମାଗତ ଭାବେ ଉଦ୍ୟମ କରି ଆସୁଛନ୍ତି ବିକଶିତ ଏବଂ ବିକାଶଶୀଳ ଦେଶ। ହେଲେ ଗ୍ରୀସ୍ରେ ଏହାର ବିପରୀତ ଦୃଶ୍ୟ ସାମ୍ନାକୁ ଆସିଛି। ଐତିହ୍ୟ, ପରମ୍ପରାକୁ ନେଇ ସମୃଦ୍ଧ ଏହି ଦେଶ…
କୋରିଓଗ୍ରାଫର୍ ଗଣେଶ ଆଚାର୍ଯ୍ୟଙ୍କ ନାଁରେ ପୁଣି ଯୌନ ନିର୍ଯାତନା ମାମଲା
ମୁମ୍ବାଇ,୬।୨: ବଲିଉଡ୍ର ପ୍ରସିଦ୍ଧ କୋରିଓଗ୍ରାଫର ଗଣେଶ ଆଚାର୍ଯ୍ୟ କିଛି ଦିନ ହେବ ନକାରାତ୍ମକ ଖବରକୁ ନେଇ ଚର୍ଚ୍ଚାରେ ଅଛନ୍ତି। ଦ୍ୱିତୀୟଥର ଜଣେ ମହିଳା ଗଣେଶଙ୍କ ନାଁରେ ଯୌନ ନିର୍ଯାତନା ଅଭିଯୋଗ ଆଣିଛନ୍ତି। ସିନିୟର ବ୍ୟାକଗ୍ରାଉଣ୍ଡ୍ ଡ୍ୟାନ୍ସର ଥିବା ଏହି ମହିଳା ଜଣଙ୍କ…
Archives


