Home Left

ବାବରୀ ମସଜିଦ୍‌ ପାଇଁ ଯୋଗୀ ସରକାର ଦାନ କଲେ ୫ଏକର ଜମି

ଆଯୋଧ୍ୟା,୫।୨: ରାମମନ୍ଦିର ଟ୍ରଷ୍ଟ ଘୋଷଣା ହେବା ପରେ ଏବେ ଯୋଗୀଙ୍କ କ୍ୟାବିନେଟ ସୁନ୍ନି ଓ୍ବାକଫ୍‌ ବୋର୍ଡକୁ ଜମି ପ୍ରଦାନ ନେଇ ଏକ ପ୍ରସ୍ତାବକୁ ପାସ୍‌ କରିଛନ୍ତି। ଆଯୋଧ୍ୟାର ସୋହାବଲ ତହସିଲର ଧନିପୁର ଗାଁରେ ସୁନ୍ନି ଓ୍ବାକଫ୍‌ ବୋର୍ଡଙ୍କୁ ଜମି ପ୍ରଦାନ ପାଇଁ…

ୟୁଟ୍ୟୁବ୍‌ ଦେଖି ସାନ ଭାଇଙ୍କ ଜୀବନ ରକ୍ଷାକଲେ ୯ ବର୍ଷ ବାଳକ

ଓ୍ବାଶିଂଟନ,୫।୨: ଆମେରିକାରେ ଜଣେ ୯ ବର୍ଷ ବୟସ୍କ ବାଳକ ୟୁଟ୍ୟୁବ୍‌ ଦେଖି ତାଙ୍କ ୩ ବର୍ଷର ସାନ ଭାଇଙ୍କ ଜୀବନ ରକ୍ଷା କରିଛନ୍ତି। ଟିମୋଥି ପ୍ରଥରଙ୍କ ସାନ ଭାଇ କୋନୋର ହଠାତ୍‌ ନିଶ୍ୱାସ ପ୍ରଶ୍ୱାସ ନେବାରେ କଷ୍ଟ ଅନୁଭବ କରିଥିଲେ। ସେ…

ଅର୍‌ମାନଙ୍କ ରିସେପ୍‌ସନ ପାର୍ଟିରେ ମଲାଇକା, ଅର୍ଜୁନ

କରିନା- କରିସ୍ମାଙ୍କ ସମ୍ପର୍କୀୟ ଭାଇ ଅରମାନ ଜୈନଙ୍କ ରିସେପ୍‌ସନ ପାର୍ଟିରେ ବହୁ ନାମୀଦାମୀ ଅତିଥି ଯୋଗ ଦେଇଥିଲେ। ମାତ୍ର ପାର୍ଟିରେ ମୁଖ୍ୟ ଆକର୍ଷଣର କେନ୍ଦ୍ରବିନ୍ଦୁ ପାଲଟିଥିଲେ ମଲାଇକା ଏବଂ ଅର୍ଜୁନ। ସମସ୍ତ ଅତିଥିଙ୍କ ନଜର ଥିଲା ଏହି ଯୋଡ଼ିଙ୍କ ଉପରେ। ଫଟୋଗ୍ରାଫରମାନେ…

ଐଶ୍ୱର୍ଯ୍ୟାଙ୍କୁ ଏମିତି ପ୍ରପୋଜ୍‌ କରିଥିଲେ ଅଭିଷେକ

ଅଭିଷେକ୍‌ ଏବଂ ଐଶ୍ୱର୍ଯ୍ୟାଙ୍କୁ ବଲିଉଡ୍‌ର ମୋଷ୍ଟ ପାଓ୍ବାରଫୁଲ୍‌ କପଲ କୁହାଯାଏ। ୧୨ ବର୍ଷ ତଳେ ଦୁହେଁ ବିବାହ ବନ୍ଧନରେ ବାନ୍ଧି ହୋଇଥିଲେ। ଆଜି ଅର୍ଥାତ୍‌ ବୁଧବାର ଅଭିଷେକଙ୍କ ଜନ୍ମଦିନ। ଆଜିର ଏହି ଖାସ୍‌ ଦିନରେ ଜାଣନ୍ତୁ କେମିତି ଆରମ୍ଭ ହୋଇଥିଲା ଦୁହିଁଙ୍କ…

ବଦଳିଲା ପାଗ: ବଢ଼ିପାରେ ଶୀତ

ଭୁବନେଶ୍ୱର,୫।୨(ବ୍ୟୁରୋ): ପୁଣି ପାଗରେ ପରିବର୍ତ୍ତନ ଘଟିଛି। ବୁଧବାର ରାଜ୍ୟର ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ମଧ୍ୟମ ଧରଣର ବର୍ଷା ଲାଗି ରହିଛି। ୨୪ ଘଣ୍ଟାରେ ତାଳଚେରରେ ସର୍ବାଧିକ ୧୩ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ତେବେ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ…

ରାଜ୍ୟର ପ୍ରମୁଖ ବସ୍‌ଷ୍ଟାଣ୍ଡକୁ ବିମାନବନ୍ଦର ଭଳି ଉନ୍ନତ କରାଯିବ: ମନ୍ତ୍ରୀ

ଭୁବନେଶ୍ୱର,୫।୨(ବ୍ୟୁରୋ): ରାଜ୍ୟର ସମସ୍ତ ବସ୍‌ଷ୍ଟାଣ୍ଡଗୁଡ଼ିକର ଉନ୍ନତୀକରଣ କରାଯିବ। ଏପରିକି ପ୍ରମୁଖ ବସ୍‌ଷ୍ଟାଣ୍ଡଗୁଡ଼ିକୁ ବିମାନ ବନ୍ଦର ଭଳି ଉନ୍ନତ କରାଯିବ। ବସ୍‌ଷ୍ଟାଣ୍ଡରେ ଶପିଂମଲ ଓ ମଲ୍ଟି ପ୍ଲେକ୍ସ ମଧ୍ୟ ରହିବ। ଏ ନେଇ ବୁଧବାର ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା ସୂଚନା…

ରାମମନ୍ଦିର ଟ୍ରଷ୍ଟରେ ରହିବେ ୧୫ ଟ୍ରଷ୍ଟି: ଶାହ

ନୂଆଦିଲ୍ଲୀ,୫।୨: କେନ୍ଦ୍ର ସରକାରଙ୍କ ପକ୍ଷରୁ ରାମମନ୍ଦିର ଗଠନ ପାଇଁ କରାଯାଇଥିବା ଶ୍ରୀରାମ ଜନ୍ମଭୂମି ତୀର୍ଥ ଟ୍ରଷ୍ଟରେ ୧୫ ଜଣ ଟ୍ରଷ୍ଟି ରହିବେ ବୋଲି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ବୁଧବାର ଟୁଇଟ୍‌ କରି ଜଣାଇଛନ୍ତି। ସେମାନଙ୍କ ମଧ୍ୟରେ ଜଣେ ଏସ୍‌ସି/ଏସ୍‌ଟି ଟ୍ରଷ୍ଟି…

ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଆରମ୍ଭ, ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ହେବ ଆଲୋଚନା

ପୁରୀ ଅଫିସ,୫।୨: ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ପରିଚାଳନା କମିଟି ବୈଠକ ବୁଧବାର ଆରମ୍ଭ ହୋଇଛି। ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା କରାଯିବ। ବିଶେଷକରି ଶ୍ରୀମନ୍ଦିର ଐତିହ୍ୟ କରିଡର, ସୁପ୍ରିମକୋର୍ଟରେ ଦାୟର…

ପାକିସ୍ତାନର କଟା ଘା’ରେ ଚୂନ ଦେଲେ ସେହ୍ବାଗ

ନୂଆଦିଲ୍ଲୀ,୫।୨: ଦକ୍ଷିଣ ଆଫ୍ରିକାରେ ଚାଲିଥିବା ୧୯ ବର୍ଷରୁ କମ ବିଶ୍ୱକପରେ ଗତଥରର ଚାମ୍ପିୟନ ଭାରତ ଫାଇନାଲରେ ପ୍ରବେଶ କରିଛି। ପ୍ରଥମେ ବୋଲିଂ ଓ ପରେ ବ୍ୟାଟିଂରେ ଉଚ୍ଚକୋଟୀର ପ୍ରଦର୍ଶନ କରି ଭାରତ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନକୁ ପରାସ୍ତ କରି ଫାଇନାଲ ଟିକେଟ…

ଅତିରିକ୍ତ ତହସିଲଦାର, ଆର୍‌ଆଇଙ୍କୁ ଆକ୍ରମଣ ଘଟଣା: ରାଜସ୍ବ ଅମଲା, କ୍ଷେତ୍ର କର୍ମଚାରୀଙ୍କ କଲମଛାଡ଼ ଆନ୍ଦୋଳନ ଦ୍ୱିତୀୟ ଦିନରେ

ଭଣ୍ଡାରିପୋଖରୀ୫।୨(ଡି.ଏନ୍‌.ଏ): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ତହସିଲ ଅଧୀନ ମଞ୍ଜୁରୀରୋଡ଼ଠାରେ ଥିବା ରାଜସ୍ବ ନିରୀକ୍ଷକ(ଆର୍‌ଆଇ)ଙ୍କ କାର୍ଯ୍ୟାଳୟରେ ପଶି ଗତ ସୋମବାର ବାଲିମାଫିଆମାନେ ଗଣ୍ଡଗୋଳ କରିଥିଲେ। ସେମାନଙ୍କ ଆକ୍ରମଣରେ ଅତିରିକ୍ତ ତହସିଲଦାର ଶରତ ଚନ୍ଦ୍ର ସ୍ବାଇଁ ଓ ରାଜସ୍ବ ନିରୀକ୍ଷକ ରାମନାରାୟଣ ସାମଲ ଆହତ…

ଏକାଥରକେ ପଦାର୍ପଣ କରିଥିବା ଦୁଇ ଭାରତୀୟ ଓପନର

ହାମିଲଟନ,୫।୨- ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ଦିନିକିଆରେ ଟିମ୍‌ ଇଣ୍ଡିଆ ପାଇଁ ଦୁଇ ପଦାର୍ପଣକାରୀ ଖେଳାଳି ପୃଥ୍ବୀ ଶ’ ଓ ମୟଙ୍କ ଅଗ୍ରଓ୍ବାଲ ଓପନିଂ କରିଥିଲେ। ତେବେ ଦୁଇ ବ୍ୟାଟ୍ସମ୍ୟାନ ପ୍ରଥମ ମ୍ୟାଚ୍‌ରେ ସେତେଟା ସଫଳ ହୋଇନାହାନ୍ତି। ଦୁହେଁ ପ୍ରଥମ ଉଇକେଟ ପାଇଁ…

କରୋନା ଭାଇରସ୍‌ର ଲକ୍ଷଣ ଏବଂ ପ୍ରତିକାର

ସାରା ବିଶ୍ୱକୁ ଏବେ ଘାରିଛି କରୋନା ଭାଇରସ୍‌ ଆତଙ୍କ। ଚାଇନାର ଉହାନ ସହରରୁ ବ୍ୟାପିଥିବା ଏହି ଭାଇରସ୍‌ ପ୍ରାୟ ୨୫ ଦେଶକୁ କବଳିତ କରିସାରିଲାଣି। କେବଳ ଚାଇନାରେ ବର୍ତ୍ତମାନ ସୁଦ୍ଧା ୪୨୬ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୨୦ ହଜାର ୪୩୮ ଜଣ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri