Home Left

ପଶ୍ଚିମ ଓଡ଼ିଶା ବନ୍ଦ: ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା

ବଲାଙ୍ଗୀର ଅଫିସ,୫।୨: ଆଇନଜୀବୀଙ୍କ ପକ୍ଷରୁ ବୁଧବାର ପଶ୍ଚିମ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ଏହାର ପ୍ରଭାବ ବଲାଙ୍ଗୀରରେ ମଧ୍ୟ ଦେଖିବାକୁ ମିଳିଛି। ବୁଧବାର ସକାଳୁ ଆନ୍ଦୋଳନକାରୀମାନେ ବିଭିନ୍ନ ସରକାରୀ ଅଫିସ, ଡାକଘର ସମ୍ମୁଖରେ ପିକେଟିଂ କରିଛନ୍ତି । ଏହା ସହ ଜିଲାପାଳଙ୍କ…

ପାକିସ୍ତାନରେ ବି ରହିଛି ମନ୍ଦିର ପାଖରେ ମସଜିଦ୍‌: ଲୋକେ ପାଳନ୍ତି ଇଦ୍‌-ହୋଲି-ଦିଓ୍ବାଲି

ଇସଲାମାବାଦ୍‌: ପୃଥିବୀରେ ଭିନ୍ନ ଭିନ୍ନ ସମ୍ପ୍ରଦାୟର ମଣିଷ ମଣିଷ ମଧ୍ୟରେ ଭେଦଭାବ ବଢ଼ିଚାଲିଛି। ତେବେ ପାକିସ୍ତାନର ଏକ ସହର ସାମ୍ପ୍ରଦାୟିକ ସଦ୍‌ଭାବର ବାର୍ତ୍ତା ଦେଇଥାଏ। ସହରରେ ମନ୍ଦିର ପାଖରେ ମସଜିଦ୍‌ ରହିଛି। ଏହି ସହରରେ ଜନସଂଖ୍ୟା ୬୦ ହଜାର। ଏଠାରେ ମୁସଲମାନ୍‌ଙ୍କ…

ଦିଲ୍ଲୀରେ ଗୁଳି ଫୁଟିବା ପାଇଁ ଅନୁରାଗ ଠାକୁର ଦାୟୀ: ଅଭିନେତ୍ରୀ ନଗମା

ନୂଆଦିଲ୍ଲୀ,୫।୨: ଦିଲ୍ଲୀ ବିଧାନସଭା ନିର୍ବାଚନକୁ ନେଇ ରାଜନୀତି ସରଗରମ ହୋଇଯାଇଛି। ଏଠାରେ ବିଭିନ୍ନ ଦଳ ପକ୍ଷରୁ ପ୍ରଚାର ଜୋରସୋରରେ ଚାଲିଛି। କଂଗ୍ରେସ ପକ୍ଷରୁ ପ୍ରଚାର ମୈଦାନକୁ ଓହ୍ଲାଇ ଥିବା ପ୍ରସିଦ୍ଧ ଅଭିନେତ୍ରୀ ନଗମା ଭାଜପା ନେତା କେନ୍ଦ୍ରମନ୍ତ୍ରୀ ଅନୁରାଗ ଠାକୁରଙ୍କ ଉପରେ…

ବିଶାଳ ଟାର୍ଗେଟ ଛିଡ଼ା କଲା ଭାରତ

ହାମିଲଟନ, ୫।୨- ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ଦିନିକିଆରେ ଭାରତୀୟ ଦଳ ପ୍ରଥମେ ବ୍ୟାଟିଂ କରି ୩୪୮ ରନ୍‌ର ବିଶାଳ ଟାର୍ଗେଟ ଛିଡ଼ା କରିଛି। ଧାର୍ଯ୍ୟ ୫୦ ଓଭରରେ ଟିମ୍‌ ଇଣ୍ଡିଆ ୪ ଉଇକେଟ ହରାଇ ୩୪୭ ରନ୍‌ କରିଛି। ଶ୍ରେୟାସ ଆୟାର…

ବରଗଡ଼ରେ ବନ୍ଦର ପ୍ରଭାବ: କୋର୍ଟ ସମ୍ମୁଖରୁ ଫେରିଲେ ବିଚାରପତି

ବରଗଡ଼ ଅଫିସ,୫।୨: ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ ବୁଧବାର ବନ୍ଦ ପାଳନ କରାଯାଉଛି। ଏହି ବନ୍ଦ ପାଳନକୁ ବରଗଡ଼ରେ ସ୍ବତଃସ୍ଫୂର୍ତ୍ତ ସମର୍ଥନ ମିଳିଥିବାବେଳେ ଏହାର ଯଥେଷ୍ଟ ପ୍ରଭାବ ଅନୁଭୂତ ହୋଇଛି। ଦିନ ପ୍ରାୟ ସାଢେ ୧୦ଟାରେ ବିଚାରପତି…

ଶ୍ରେୟାସଙ୍କ ଶତକ

ହାମିଲଟନ, ୫।୨- ଭାରତୀୟ ଦଳର ମଧ୍ୟକ୍ରମ ବ୍ୟାଟ୍ସମ୍ୟାନ ଶ୍ରେୟାସ ଆୟାର ଏଠାରେ ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ଦିନିକିଆରେ ଶତକ ହାସଲ କରିଛନ୍ତି। ଏହା ତାଙ୍କ ଅନ୍ତର୍ଜାତୀୟ କ୍ୟାରିୟରର ପ୍ରଥମ ଶତକ। ଏତଦ୍‌ ବ୍ୟତୀତ ଅଧିନାୟକ ବିରାଟ କୋହଲି (୫୧) ଓ ଲୋକେଶ…

ଲୋକଙ୍କ ସୁଖଦୁଃଖ ବୁଝୁଥିବା ଜଣେ କ’ଣ ହୋଇପାରେ ଆତଙ୍କବାଦୀ: କେଜରିଓ୍ବାଲଙ୍କ ଝିଅ ହର୍ଷିତା

ନୂଆଦିଲ୍ଲୀ,୫।୨: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଖେଇ ଆସୁଛି। ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କୁ ଆତଙ୍କବାଦୀ ବୋଲି କହିଥିବା ଭାଜପା ନେତାଙ୍କୁ ଟାର୍ଗେଟ୍‌ କରିଛନ୍ତି ଝିଅ ହର୍ଷିତା। ସେ ପ୍ରଶ୍ନ କରିଛନ୍ତି ଯେ, ଲୋକଙ୍କ ସୁଖଦୁଃଖ ବୁଝୁଥିବା ଏବଂ ବିକାଶ ଧାରା ଅବ୍ୟାହତ ରଖିଥିବା…

ଦିବ୍ୟାଙ୍ଗ ପାଦରେ ଆଙ୍କିଲେ ବିଗ୍‌ ବି ଅମିତାଭଙ୍କ ପେଣ୍ଟିଂ: କେବିସିର ସିଜିନ୍‌-୧୨ରେ ହେବେ ଅତିଥି

ମୁମ୍ବାଇ: ମଧ୍ୟପ୍ରଦେଶ ଇନ୍ଦୋରର ଜଣେ ଦିବ୍ୟାଙ୍ଗ ବିଗ୍‌ ବି ଅମିତାଭ ବଚ୍ଚନଙ୍କ ପେଣ୍ଟିଂ ପାଦରେ ଆଙ୍କିଛନ୍ତି। ଖବର ବିଗ୍‌ ବିଙ୍କ ପାଖରେ ପହଞ୍ଚିବା ପରେ ସେ ଦିବ୍ୟାଙ୍ଗ ଆୟୁଷ କୁଣ୍ଡଲଙ୍କୁ ନିଜ ଘରକୁ ଡକାଇ ତାଙ୍କ ସହିତ ଅଧଘଣ୍ଟାଏ ବିତାଇଛନ୍ତି। ଆୟୁଷଙ୍କ…

ପଶ୍ଚିମ ଓଡ଼ିଶା ବନ୍ଦ: ବରଗଡରେ ବନ୍ଦର ପ୍ରଭାବ

ବରଗଡ଼ ଅଫିସ,୫।୨- ପଶ୍ଚିମ ଓଡ଼ିଶାରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ ବୁଧବାର ଚାଲିଥିବା ପଶ୍ଚିମ ଓ ବନ୍ଦ ଡାକରାକୁ ବରଗଡ଼ରେ ସମର୍ଥନ ମିଳିଛି। ଜିଲାର ଦୋକାନ, ବଜାର, ସରକାରୀ, ବେସରକାରୀ, ସ୍କୁଲ, କଲେଜ ସହିତ ଯାନବାହାନ ଚଳାଚଳ ବନ୍ଦ ରହିଛି।…

ବର୍ଷାରେ ଭିଜୁଛି ଶହ ଶହ ଧାନ ବସ୍ତା

ବୌଦ୍ଧ,୫।୨(ସ୍ବ.ପ୍ର.): ବୌଦ୍ଧ ଜିଲା କଣ୍ଟାମାଳ ବ୍ଲକର ଖଟଖଟିଆ ଧାନ ମଣ୍ଡିରେ ଦୀର୍ଘ ୬ ଦିନ ହେଲା ୨୦ରୁ ୨୫ ଚାଷୀ ଟୋକନ ପାଇ ଧାନ ବିକ୍ରି କରିବାକୁ ଆଣିଥିଲେ। କିନ୍ତୁ ଯୋଗାଣ ବିଭାଗ ପକ୍ଷରୁ ଧାନ ଉଠା ଯାଇ ନ ଥିବାରୁ…

ଭାରତ-ନ୍ୟୁଜିଲାଣ୍ଡ ପ୍ରଥମ ଦିନିକିଆ: ଭାରତର ପ୍ରଥମେ ବ୍ୟାଟିଂ; କୋହଲି, ଶ୍ରେୟସଙ୍କ ଅର୍ଦ୍ଧଶତକ

ହାମିଲଟନ,୫।୨: ଭାରତ ଓ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ତିନିମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜର ପ୍ରଥମ ମ୍ୟାଚ ବୁଧବାର ହାମିଲଟନର ସେଡନ ପାର୍କରେ ଆରମ୍ଭ ହୋଇଛି। ଘରୋଇ ଦଳ ପ୍ରଥମେ ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଛି। ଫଳରେ ଭାରତ ପ୍ରଥମେ ବ୍ୟାଟିଂ ଆରମ୍ଭ…

ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ଦାବିରେ ବୌଦ୍ଧ ଜିଲା ବନ୍ଦ ଆରମ୍ଭ

ବୌଦ୍ଧ,୫।୨(ସ୍ବ.ପ୍ର.): ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ଏବଂ ବୌଦ୍ଧକୁ ଉତ୍ତରାଞ୍ଜଳ ରାଜସ୍ବ ଅଧିନରେ ସାମଲ କରାଯିବା ନେଇ ବୁଧବାର ବୌଦ୍ଧ ଓକିଲ ସଂଘ ପକ୍ଷରୁ ୧୨ ଘଣ୍ଟିଆ ବୌଦ୍ଧ ବନ୍ଦ ଆରମ୍ଭ ହୋଇଛି। ଓକିଲ ସଂଘର ପ୍ରତିନିଧିମାନେ ସକାଳ ୬ଟାରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri