ହସ୍ତକ୍ଷେପ ଲାଗି ମନାକଲା କେନ୍ଦ୍ର
ନୂଆଦିଲ୍ଲୀ/ହାଇଦ୍ରାବାଦ, ୫ା୨: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଜଗନ୍ମୋହନ ରେଡ୍ଡୀ ଭାଇଜାଗ୍କୁ କାର୍ଯ୍ୟକାରୀ ରାଜଧାନୀ, ଅମରାବତୀକୁ ବ୍ୟବସ୍ଥାପକ ରାଜଧାନୀ ଓ କୁର୍ନୁଲ୍କୁ ନ୍ୟାୟିକ ରାଜଧାନୀ କରିବା ଯୋଜନାରେ ଅଛନ୍ତି। ରାଜ୍ୟରେ ଏଭଳି ୩ ରାଜଧାନୀ କରିବାକୁ ସେ ଚାହୁଁଥିବାବେଳେ ଟିଡିପି ଏହାକୁ ବିରୋଧ କରିଆସୁଛି।…
କପିଲ ଗୁଜ୍ଜର ଏଏପି ସଦସ୍ୟ
ନୂଆଦିଲ୍ଲୀ, ୫ା୨: ଦିଲ୍ଲୀର ଶାହିନ୍ବାଗରେ ଗତ ସପ୍ତାହରେ ହୋଇଥିବା ସିଏଏ ବିରୋଧୀ ବିକ୍ଷୋଭ ବେଳେ ଗୁଳି ଫୁଟାଇ ଗିରଫ ହୋଇଥିବା ୨୩ ବର୍ଷୀୟ କପିଲ ଗୁଜ୍ଜର ଏଏପି ସଦସ୍ୟ ବୋଲି ପୋଲିସ କହିଛି। କ୍ରାଇମ୍ ବ୍ରାଞ୍ଚର ବରିଷ୍ଠ ଅଧିକାରୀ ରାଜେଶ୍ ଦେଓ…
ସଚେତନ କରିଥିବା ଚାଇନା ଡାକ୍ତର ଆଇସିୟୁରେ
ଉହାନ୍, ୫ା୨: ଚାଇନାରେ କରୋନା ଭାଇରସ୍ ଉଗ୍ର ରୂପ ଧାରଣ କରିଛି। ହେଲେ ଏହାର ଭୟାବହତାକୁ ନେଇ ପ୍ରଥମେ ଲୋକମାନଙ୍କୁ ସଚେନତ କରାଇଥିବା ଚାଇନା ଡାକ୍ତର ଲି ଓ୍ବେନ୍ଲିଆଙ୍ଗ (୩୪) ଏବେ ଆଇସିୟୁରେ ମୃତ୍ୟୁ ସହ ସଂଗ୍ରାମ କରୁଛନ୍ତି। ସେ କରୋନା…
ହାଇକୋର୍ଟ ଗଲେ ନିର୍ଭୟାଙ୍କ ମା’
ନୂଆଦିଲ୍ଲୀ,୫ା୨(ପି.ଟି.): ନିର୍ଭୟା ଗଣବଳାତ୍କାର ଓ ହତ୍ୟା ମାମଲାରେ ଦୋଷୀମାନଙ୍କୁ ତୁରନ୍ତ ଫାଶୀ ଦେବା ପାଇଁ କେନ୍ଦ୍ର ସରକାର ଦିଲ୍ଲୀ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ହାଇକୋର୍ଟ ରବିବାର ଏହା ଉପରେ ଶୁଣାଣି ଶେଷ କରି ରାୟ ସଂରକ୍ଷିତ ରଖିଛନ୍ତି। ତେବେ ୪ ଦୋଷୀଙ୍କ…
୧୦% ଭାରତୀୟଙ୍କୁ ହୋଇପାରେ କ୍ୟାନ୍ସର
ଜାତିସଂଘ,୫ା୨: କର୍କଟ ରୋଗ ଭାରତରେ ଉଦ୍ବେଗଜନକ ସ୍ଥିତି ସୃଷ୍ଟି କରିଛି। ଦେଶର ପ୍ରତି ୧୦ ଜଣରେ ଜଣେ ବ୍ୟକ୍ତି ନିଜ ଜୀବନ କାଳ ମଧ୍ୟରେ କର୍କଟ ରୋଗରେ ଆକ୍ରାନ୍ତ ହୋଇପାରନ୍ତି। ସେହିପରି ୧୫ ଜଣଙ୍କ ମଧ୍ୟରୁ ଜଣେ ଆକ୍ରାନ୍ତଙ୍କ ଜୀବନ କ୍ୟାନ୍ସର…
ନିଯୁକ୍ତି ଦେବାକୁ ଚାହୁଁନାହାନ୍ତି ମୋଦି, କେଜ୍ରିଓ୍ବାଲ
ନୂଆଦିଲ୍ଲୀ,୫ା୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ ଜେ୍ରିଓ୍ବାଲ ଯୁବତୀଯୁବକଙ୍କୁ ନିଯୁକ୍ତି ପ୍ରଦାନ କରିବାକୁ ଚାହୁଁନାହାନ୍ତି। ସମାଜରେ ଘୃଣା ବିସ୍ତାର କରିବା ହେଉଛି ଉଭୟ ଭାଜପା ଏବଂ ଏଏପିର ଲକ୍ଷ୍ୟ, ଯାହାକୁ ସଫଳ ହେବାକୁ ଦିଆଯିବ ନାହିଁ ବୋଲି…
‘ଏବେ ଓଓ୍ବାଇସି ପଢ଼ିବେ ହନୁମାନ ଚାଳିଶା’
ନୂଆଦିଲ୍ଲୀ,୫ା୨: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ ଜେ୍ରିଓ୍ବାଲ ଏବେ ହନୁମାନ ଚାଳିଶା ପାଠ କରିବା ଆରମ୍ଭ କରିଦେଇଛନ୍ତି। ଆଗକୁ ଏଆଇଏମ୍ଆଇଏମ୍ ଅଧ୍ୟକ୍ଷ ଅସାଦୁଦ୍ଦିନ ଓଓ୍ବାଇସି ମଧ୍ୟ ହନୁମାନ ଚାଳିଶା ପାଠ କରିବେ ବୋଲି ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ କଟାକ୍ଷ କରିଛନ୍ତି। ଦିଲ୍ଲୀର…
ଯୁବତୀଙ୍କ ଆତ୍ମହତ୍ୟା ଉଦ୍ୟମ, କନଷ୍ଟେବଳ ଗିରଫ
ଭୁବନେଶ୍ୱର,୫-୨(ବ୍ୟୁରୋ):ବିବାହ ଆଳରେ ଯୁବତୀଙ୍କୁ ବଳାତ୍କାର କରି ସିଆର୍ପିଏଫ୍ରେ କାର୍ଯ୍ୟରତ ଜଣେ ଯବାନ ସୋମବାର ଗିରଫ ହୋଇଥିଲେ। ମଙ୍ଗଳବାର ଆଉ ଏକ ଘଟଣା ପଦାକୁ ଆସିଛି। ପୋଲିସ ବାବୁଙ୍କ ଦ୍ୱାରା ବାରମ୍ବାର ବଳାତ୍କାରର ଶିକାର ହୋଇଥିବା ଜଣେ ଯୁବତୀ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି।…
ଗର୍ଭ ନଷ୍ଟ ପାଇଁ ହସ୍ପିଟାଲ ଆଣି ଛାଡ଼ି ପଳାଇଲେ ପ୍ରେମିକ: ବିବାହ ପାଇଁ ଜିଦ୍ ଧରି ହାତ କାଟିଲେ ଯୁବତୀ
ଭୁବନେଶ୍ୱର,୫-୨(ବ୍ୟୁରୋ):ପ୍ରେମ ବ୍ୟାପାରକୁ ନେଇ ଇନ୍ଫୋସିଟି ଥାନାଞ୍ଚଳରେ ଅପ୍ରୀତିକର ଘଟଣା ଘଟିଛି। ବିବାହ ପାଇଁ ଜିଦ୍ ଧରି ଜଣେ ମୁସଲିମ୍ ସମ୍ପ୍ରଦାୟ ଯୁବତୀ ହାତ କାଟି ଗୁରୁତର ହୋଇଛନ୍ତି। ଏପରିସ୍ଥଳେ ଯୁବତୀଙ୍କ ଗର୍ଭ ନଷ୍ଟ ପାଇଁ କ୍ୟାପିଟାଲ ହସ୍ପିଟାଲ ଆଣି ତାଙ୍କୁ ପ୍ରେମିକ…
ଆହତ ମହିଳାଙ୍କୁ ଡାକ୍ତରଖାନା ନେଲେ ମନ୍ତ୍ରୀ
ସଇଁତଲା, ୫-୨ (ଡି.ଏନ.ଏ.):ମଙ୍ଗଳବାର ବଲାଙ୍ଗୀର ଜିଲା ସଇଁତଲା ବ୍ଲକ ଷାଣ୍ଡପାଲି ଛକରେ ବାଇକରୁ ପଡ଼ି ଜଣେ ମହିଳା ଆହତ ହୋଇଥିଲେ। ତାଙ୍କୁ ଉଦ୍ଧାର କରି ଟିଟିଲାଗଡ଼ ବିଧାୟିକା ତଥା ମହିଳା, ଶିଶୁ ବିକାଶ ଓ ମିଶନ ଶକ୍ତି ମନ୍ତ୍ରୀ ଟୁକୁନୀ ସାହୁ…
ମୃତ ରେଳ କର୍ମଚାରୀଙ୍କ ପରିବାରକୁ ୪୮ ଘଣ୍ଟାରେ ପେନ୍ସନ
ଭୁବନେଶ୍ୱର, ୫-୨:ଗତ ଜାନୁୟାରୀ ୨୮ ଦିନ ଖୋର୍ଦ୍ଧାରୋଡ଼ ଷ୍ଟେସନଠାରେ ରେଳପଥର ପଣ୍ୟବାହୀ ଟ୍ରେନରେ କାର୍ଯ୍ୟରତ ଗାର୍ଡ ପ୍ରଭୁଦତ୍ତ ବେହେରାଙ୍କ ଦେହାନ୍ତ ହୋଇଥିଲା। ତାଙ୍କ ପରିବାରବର୍ଗଙ୍କୁ ୪୮ ଘଣ୍ଟା ମଧ୍ୟରେ ପେନସନ ସହିତ ଅନ୍ୟାନ ପାଉଣା ପ୍ରଦାନ ନେଇ ରେଳପଥ ପକ୍ଷରୁ ବ୍ୟବସ୍ଥା…
ବଳଦା ଲୁହାପଥର ଖଣି ହାତେଇଲା ସିରାଜୁଦ୍ଦିନ୍
ଭୁବନେଶ୍ୱର,୫-୨(ବ୍ୟୁରୋ):କେନ୍ଦୁଝର ଜିଲାରେ ଥିବା ବଳଦା ଲୁହା ପଥର ଖଣିକୁ ସିରାଜୁଦ୍ଦିନ୍ ଆଣ୍ଡ କୋ ନିଜ ପାଖରେ ରଖିବାରେ ସମର୍ଥ ହୋଇଛି। ସୋମବାର ମଧ୍ୟରାତ୍ର ପରେ ମଧ୍ୟ ଏହି ଖଣିର ନିଲାମୀ ପ୍ରକ୍ରିୟା ଜାରି ରହିଥିଲା। ରାତି ୨ଟା ୪୧ ମିନିଟ୍ରେ ସେହି…
Archives


