କନ୍ଦାଉଛି କରୋନାଭାଇରସରେ ପୀଡିତ ବୃଦ୍ଧ ଦମ୍ପତିଙ୍କ ଶେଷ ଗୁଡବାୟ ଭିଡିଓ
ବେଜିଂ,୪।୨: ସାରା ବିଶ୍ୱକୁ ଡରାଉଛି କରୋନାଭାଇରସ। ଚାଇନାରେ ଏବେ କରୋନାଭାଇରସରେ ୪୨୬ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨୦ ହଜାରୁ ଊର୍ଦ୍ଧ୍ୱ ଲୋକ ଏବେ ଏଥିରେ ଆକ୍ରନ୍ତ ଅଛନ୍ତି। ଏହି କରୋନାଭାଇରସରେ ପୀଡିତ ଚାଇନାର ଏକ ବୃଦ୍ଧ ଦମ୍ପତିଙ୍କ ଭିଡିଓ ଏବେ…
ସିଏଏ, ଏନ୍ଆର୍ସିକୁ ନେଇ ପୁଣି ଗର୍ଜିଲେ ଦିଦି
ନଏଡା,୪।୨: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମଙ୍ଗଳବାର ନଏଡାରେ ଅନୁଷ୍ଠିତ ଏକ ଜନସଭାକୁ ସମ୍ବୋଧନ କରିବା ଅବସରରେ ପୁଣିଥରେ କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଛନ୍ତି। ସେ କହିଛନ୍ତି ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ଓ ରାଷ୍ଟ୍ରୀୟ ନାଗରିକ ପଞ୍ଜିକା(ଏନ୍ଆର୍ସି)କୁ ନେଇ ଆସାମରେ ଶହେରୁ…
କରୋନାକୁ ନେଇ ଛାତ୍ରୀଛାତ୍ରଙ୍କ ସୁରକ୍ଷା ଚିନ୍ତା: ଆଡଭାଇଜରି ଜାରି କଲା ଗଣଶିକ୍ଷା ବିଭାଗ
ଭୁବନେଶ୍ୱର,୪।୨(ବ୍ୟୁରୋ): ପ୍ରାଣଘାତକ କରୋନା ଭୂତାଣୁକୁ ବିଶ୍ୱରେ ଆତଙ୍କ ଖେଳାଇଥିବା ବେଳେ ଛାତ୍ରୀଛାତ୍ରଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ରାଜ୍ୟ ଗଣଶିକ୍ଷା ବିଭାଗ ପକ୍ଷରୁ ଆଡଭାଇଜରି ଜାରି କରାଯାଇଛି। ଆଗକୁ ପରୀକ୍ଷା ସମୟ ଥିବାରୁ ଛାତ୍ରୀଛାତ୍ରଙ୍କ ସ୍ବାସ୍ଥ୍ୟକୁ ନଜର ରଖାଯିବ। କୌଣସି ଛାତ୍ରୀଛାତ୍ର ଥଣ୍ଡା…
ନେଗେଟିଭ୍ ଆସିଲା ଫୁଲବାଣୀ ଛାତ୍ରଙ୍କ ରକ୍ତ ନମୂନା
କଟକ ଅଫିସ, ୪।୨: ଚାଇନାର ସିଚୁଆନସ୍ଥିତ ସାଉଥ୍ ଓ୍ବେଷ୍ଟ ମେଡିକାଲ ବିଶ୍ୱବିଦ୍ୟାଳୟରେ ଏମ୍ବିବିଏସ୍ ପଢ଼ୁଥିବା ଫୁଲବାଣୀର ଜଣେ ଛାତ୍ର କରୋନା ଭାଇରସ୍ରେ ଆକ୍ରାନ୍ତ ହୋଇଥିବା ସନ୍ଦେହ କରାଯାଉଥିଲା। ହେଲେ ମଙ୍ଗଳବାର ତାଙ୍କ ରକ୍ତ ନମୂନା ରିପୋର୍ଟ ନେଗେଟିଭ୍ ଆସିଛି। ଫଳରେ ସେ…
ହଂକଂରେ ଥିବା ପୁଅ ପାଇଁ ମାସ୍କ ପଠାଇ ପାରୁ ନାହାନ୍ତି ବାପା
ନଏଡା,୪।୨: ଚାଇନାରେ ଏବେ କରୋନାଭାଇରସ ମହାମାରୀର ରୂପ ନେଇଥିବା ବେଳେ ଏହାକୁ ଦେଖି ସାରା ବିଶ୍ୱ ଚିନ୍ତାରେ ପଡିଯାଇଛି। ଉତ୍ତରପ୍ରଦେଶ ନଏଡା ମେଡିକାଲ ଆସୋସିଏଶନର ଅଧ୍ୟକ୍ଷ ଥିବା ଅନୁପ ଖାନ୍ନା ଏବେ ତାଙ୍କ ଅସହାୟତା କଥା ପ୍ରକାଶ କରିଛନ୍ତି। ହଂକଂରେ ତାଙ୍କ…
ସିଲ୍ ହେଲା ଓୟୁଏଟି କୁକୁଡା ଫାର୍ମ
ଭୁବନେଶ୍ୱର,୪।୧(ବ୍ୟୁରୋ): ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ (ଓୟୁଏଟି)ର କୁକୁଡ଼ା ଫାର୍ମ ମଙ୍ଗଳବାର ସିଲ୍ କରାଯାଇଛି। ବାର୍ଡ ଫ୍ଲୁ ଯୋଗୁ ପ୍ରାଣୀ ସମ୍ପଦ ବିଭାଗ ପକ୍ଷରୁ ୩ ମାସ ପାଇଁ ଏହାକୁ ସିଲ୍ କରାଯାଇଛି। ପ୍ରତି ୧୫ଦିନ ଅନ୍ତରରେ ଫାର୍ମକୁ ବିଶୋଧନ…
୬ ବର୍ଷରୁ ଅଧିକ ରହିପାରିବେନି ବିଇଓ, ଡିଇଓ ଅଫିସରେ ଥିବା କିରାଣି: ଗଣଶିକ୍ଷା ମନ୍ତ୍ରୀ
ଭୁବନେଶ୍ୱର,୪।୧(ବ୍ୟୁରୋ): ଏଣିକି ବ୍ଲକ ଶିକ୍ଷା ଅଧିକାରୀ(ବିଇଓ) ଓ ଜିଲା ଶିକ୍ଷା ଅଧିକାରୀ (ଡିଇଓ)ଙ୍କ କାର୍ଯ୍ୟାଳୟରେ ୬ ବର୍ଷରୁ ଅଧିକ ସମୟ କାର୍ଯ୍ୟରତ କିରାଣିଙ୍କୁ ଅନ୍ୟତ୍ର ବଦଳି କରାଯିବ ବୋଲି ମଙ୍ଗଳବାର ଗଣଶିକ୍ଷା ବିଭାଗ ନିଷ୍ପତ୍ତି ନେଇଛି। ଯେଉଁ କିରାଣିମାନେ ୬ ବର୍ଷରୁ…
ଓପିଟିସିଏଲ୍ ଗ୍ରୀଡ୍ ମରାମତି ପାଇଁ ବିଦ୍ୟୁତ୍ କାଟ୍
ଭବାନୀପାଟଣା,୪।୨(ଡିଏନଏ): କଳାହାଣ୍ଡି ଜିଲା ଭବାନୀପାଟଣା ବ୍ଲକ ଅନ୍ତର୍ଗତ ଭଙ୍ଗାବାବରୀରେ ଥିବା ଓପିଟିସିଏଲ ଗ୍ରୀଡ୍ ମରାମତି ପାଇଁ ବିଦ୍ୟୁତ କାଟ ହେବ । ଏ ନେଇ ମଙ୍ଗଳବାର ୱେସ୍କୋର ପୂର୍ବଖଣ୍ଡ ଡିଭିଜନ ନିର୍ବାହୀଯନ୍ତ୍ରୀ ଇଂ ଆଲୋକ ପଟ୍ଟନାୟକ ଏକ ପ୍ରେସ ବିଜ୍ଞପ୍ତିରେ ଜଣାଇଛନ୍ତି।…
ଅନ୍ୟମାନଙ୍କ ପାଇଁ ସାଜିଲେ ପ୍ରେରଣା: ସଡ଼କ ଦୁର୍ଘଟଣାରେ ମୃତ ପ୍ରିୟଙ୍କାଙ୍କ କିଡ୍ନୀ, ଚକ୍ଷୁ ଦାନ କଲେ ପରିବାର
ଦିଗପହଣ୍ଡି,୪।୨(ଡି.ଏନ୍.ଏ.): ସଡ଼କ ଦୁର୍ଘଟଣାରେ ଗୁରୁତର ହୋଇ ଚିକିତ୍ସିତ ହେଉଥିବା ଗଞ୍ଜାମ ଜିଲା ଦିଗପହଣ୍ଡି ରାଣୀ ସାହିର ପ୍ରିୟଙ୍କାରାଣୀ ରାଜୁ(୨୬)ଙ୍କ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ମୃତ୍ୟୁ ଘଟିଥିଲା। ପରେ ପରିବାର ଲୋକଙ୍କ ସହମତି ଭିତ୍ତିରେ ପ୍ରିୟଙ୍କାଙ୍କ ଦୁଇଟି କିଡ୍ନୀ ଓ ଚକ୍ଷୁକୁ…
ଡିଫେନ୍ସ୍ ଏକ୍ସ୍ପୋରେ ଯୋଗ ଦେବନି ଚାଇନା: ଯାତ୍ରା କଲା ବାତିଲ
ଲକ୍ଷ୍ନୌ/ବେଜିଂ,୪।୨: ବୁଧବାର ଠାରୁ ଲକ୍ଷ୍ନୌରେ ଡିଫେନ୍ସ୍ ଏକ୍ସ୍ପୋ ଆରମ୍ଭ ହେଉଛି। ଏଥିରେ ଯୋଗଦେବା ପାଇଁ ଚାଇନା ସହମତି ପ୍ରକାଶ କରିଥିବାବେଳେ ଶେଷ ମୁହୂର୍ତ୍ତରେ ଏହାକଚ ବାତିଲ କରିଛି। କରୋନା ଭୁତାଣୁ ସଂକ୍ରମଣକୁ ଦୃଷ୍ଟିରେ ରଖି ଚାଇନା ନିଜର ପ୍ରତିନିଧିଙ୍କୁ ଲକ୍ଷ୍ନୌ ପଠାଇବାକୁ…
ପରବିନ ବାବିଙ୍କ ଚରିତ୍ରରେ ନଜର ଆସିବେ ଏହି ସାଉଥ୍ ନାୟିକା
ମୁମ୍ବାଇ: ବଲିଉଡ୍ ନିର୍ଦ୍ଦେଶକ ମହେଶ ଭଟ୍ଟ ତାଙ୍କର ପ୍ରଥମ ଓ୍ବେବ ସିରିଜ୍ ନିର୍ମାଣ କରିବାକୁ ପ୍ରସ୍ତୁତ ହୋଇଗଲେଣି। ୭୦ ଦଶକର ହିଟ୍ ନାୟିକା ପରବିନ ବାବିଙ୍କ ଉପରେ ଓ୍ବେବ ସିରିଜ ନିର୍ମାଣ କରିବାକୁ ଯାଉଛନ୍ତି ମହେଶ। ମଙ୍ଗଳବାର ସେ ତାଙ୍କ ଇନଷ୍ଟାଗ୍ରାମ…
ପୃଥିବୀର ସର୍ବ ବୃହତ୍ ଆବାସିକ କଲୋନୀ: ୧୩୫୦୦ ଆପାର୍ଟମେଣ୍ଟରେ ରହିପାରିବେ ୩୦ ହଜାର ଲୋକ
କାହିରା,୪।୨: ମିଶରର ରାଜଧାନୀ କାହିରାରେ ପୃଥିବୀର ସର୍ବ ବୃହତ୍ ଆବାସିକ କଲୋନୀ ନିର୍ମାଣ କରାଯାଉଛି। ଏଠାରେ ନିର୍ମିତ ହେବାକୁ ଥିବା ୩୫୦୦ ଆପାର୍ଟମେଣ୍ଟରେ ୩୦ ହଜାର ଲୋକ ରହିପାରିବେ ବୋଲି କୁହାଯାଉଛି। ଏହି କଲୋନୀକୁ ଗିନିଜ୍ ରେକର୍ଡରେ ସ୍ଥାନୀତ କରାଯାଇଛି। ଏହାର…
Archives


