୩ ବର୍ଷରେ ୨ ଯୁବକ ସମୁଦ୍ରରୁ ବାହାର କଲେ ୪ ହଜାର ଟନ୍ ପ୍ଲାଷ୍ଟିକ୍
ଓ୍ବାଶିଂଟନ,୪।୨: ସମୁଦ୍ରରେ ପ୍ଲାଷ୍ଟିକ୍ ବର୍ଜ୍ୟର ପରିମାଣ ବୃଦ୍ଧି ପାଇବାରେ ଲାଗିଛି। ଏନେଇ ପୃଥିବୀ ସାରା ସଚେତନତା ଅଭିଯାନ ଜାରି ରହିଛି। ଏହି ମର୍ମରେ ଆମେରିକା ଫ୍ଲୋରିଡ଼ାର ୨ ଜଣ ଯୁବକ ଗତ ୩ ବର୍ଷ ମଧ୍ୟରେ ସମୁଦ୍ରରୁ ୪ ହଜାର ଟନ୍…
ଓଏଏସ୍ ସ୍ତରରେ ଅଦଳବଦଳ
ଭୁବନେଶ୍ୱର,୪।୨(ବ୍ୟୁରୋ): ରାଜ୍ୟ ସରକାର ସୋମବାର ଓଏଏସ୍ ସ୍ତରରେ ଅଦଳବଦଳ କରିଛନ୍ତି। ରାଜ୍ୟ ସରକାରଙ୍କ ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ ଏବଂ ଜଳ ସମ୍ପଦ ବିଭାଗର ଅତିରିକ୍ତ ସଚିବ ଅଭୟ କୁମାର ନାୟକଙ୍କୁ ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ କମିଶନର ଭାବେ ଦାୟିତ୍ୱ…
ଗତବର୍ଷ ଅପେକ୍ଷା ବଢ଼ିଛି ଧାନ ସଂଗ୍ରହ: ଧାର୍ଯ୍ୟ ଲକ୍ଷ୍ୟର ୭୯% ଧାନ ସଂଗ୍ରହ ସରିଛି
ଭୁବନେଶ୍ୱର,୪।୨(ବ୍ୟୁରୋ): ସାରା ରାଜ୍ୟରେ ଚଳିତ ଖରିଫ୍ ଧାନ ସଂଗ୍ରହ କାର୍ଯ୍ୟ ପୂର୍ଣ୍ଣମାତ୍ରାରେ ଚାଲିଛି। ଫେବୃୟାରୀ ୩ ତାରିଖ ସୁଦ୍ଧା ରାଜ୍ୟ ସରକାରଙ୍କ ଦ୍ବାରା ୩୯ ଲକ୍ଷ ୫୦ ହଜାର ୭୮୫ କୁଇଣ୍ଟାଲ୍ ଧାନ ସଂଗ୍ରହ କରାଯାଇଛି। ଯାହା ଧାର୍ଯ୍ୟ ଲକ୍ଷ୍ୟର ୭୯ପ୍ରତିଶତରୁ…
ଇସ୍କନ ବିରୋଧରେ ପଦକ୍ଷେପ ନିଆଯିବ: ସଂସ୍କୃତି ମନ୍ତ୍ରୀ
ଭୁବନେଶ୍ୱର (ବ୍ୟୁରୋ)/ପୁରୀ ଅଫିସ, ୪।୨: ମୁମ୍ବାଇରେ ଅନୁଷ୍ଠିତ ଅଦିନିଆ ରଥଯାତ୍ରାକୁ ନେଇ ଓଡ଼ିଶାରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ବିଶେଷକରି ମହାପ୍ରଭୁଙ୍କ ଲୀଳାସ୍ଥଳ ଶ୍ରୀକ୍ଷେତ୍ରରେ ଏହାର ଘୋର ବିରୋଧ କରାଯାଇଛି। ବାରମ୍ବାର ଇସ୍କନ ଏଭଳି ଆଚରଣ ଦେଖାଇ ବିଧି ପରମ୍ପରାକୁ ବେଖାତିର…
ଭାରତ-ପାକିସ୍ତାନ ସେମିଫାଇନାଲ ଆଜି: ଜାଣନ୍ତୁ ରେକର୍ଡ କାହା ସପକ୍ଷରେ
ପୋଚେଫଷ୍ଟ୍ରମ,୪।୨: ଦକ୍ଷିଣ ଆଫ୍ରିକାରେ ଚାଲିଥିବା ଆଇସିସି ୧୯ ବର୍ଷରୁ କମ୍ ବିଶ୍ୱକପ୍ର ପ୍ରଥମ ସେମିଫାଇନାଲର ଏକ ହାଇଭୋଲ୍ଟେଜ ମୁକାବିଲାରେ ଡିଫେଣ୍ଡିଂ ଚାମ୍ପିୟନ ଭାରତୀୟ ଦଳ ଚିରପ୍ରତିଦ୍ୱନ୍ଦୀ ପାକିସ୍ତାନକୁ ଭେଟିବ। ବର୍ତ୍ତମାନ ସୁଦ୍ଧା ଟୁର୍ନାମେଣ୍ଟରେ ଅପରାଜେୟ ରହିଥିବା ପ୍ରିୟମ୍ ଗର୍ଗଙ୍କ ନେତୃତ୍ୱାଧୀନ ଭାରତୀୟ…
ଏମ୍ପି ଜୁଏଲ ଓରାମଙ୍କ ଝିଅ ବାହାଘରରେ ଯୋଗଦେଲେ ଦୁଇ ରାଜ୍ୟପାଳ
ଲହୁଣୀପଡ଼ା,୪।୨(ଡି.ଏନ.ଏ.): ସୁନ୍ଦରଗଡ଼ ଏମ୍ପି ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମଙ୍କ ଜ୍ୟେଷ୍ଠା କନ୍ୟା ଇନ୍ଦୁମତୀଙ୍କ ସହ ବନ୍ଧମୁଣ୍ଡା ନିବାସୀ ସନ୍ତୋଷ ବାରୁୱାଙ୍କ ସୋମବାର ପାରମ୍ପାରିକ ରୀତିନୀତିରେ ବିବାହ ସମ୍ପନ୍ନ ହୋଇଯାଇଛି। ଏନେଇ ଜୁଏଲଙ୍କ ପୈତୃକ ଗ୍ରାମ କେନ୍ଦୁଡିହି ଚଳଚଞ୍ଚଳ ହୋଇଉଠିଥିଲା। ଏହି…
ଅସ୍ଥାୟୀ କର୍ମଚାରୀଙ୍କୁ ସ୍ଥାୟୀ କରିବାକୁ ମନ୍ତ୍ରୀଙ୍କୁ ପ୍ରସ୍ତାବ
ଭୁବନେଶ୍ୱର,୪।୨(ବ୍ୟୁରୋ): ପଞ୍ଚାୟତିରାଜ ଓ ପାନୀୟ ଜଳ ମନ୍ତ୍ରୀ ପ୍ରତାପ ଜେନାଙ୍କ ଅଧ୍ୟକ୍ଷତାରେ ସୋମବାର ଲୋକ ସେବା ଭବନଠାରେ ଓଡ଼ିଶା ପୌର କର୍ମଚାରୀ ମହାସଂଘର ଅସ୍ଥାୟୀ କର୍ମଚାରୀମାନଙ୍କୁ ନେଇ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି। ବୈଠକରେ ଉପସ୍ଥିତ ଥିବା ଅସ୍ଥାୟୀ ପୌର…
ଚିଲିକା ଡଙ୍ଗାବୁଡ଼ି ଘଟଣାରେ ୪ ଗିରଫ
ବାଲୁଗାଁ,୩।୨(ଡି.ଏନ୍.ଏ.): ରବିବାର ସନ୍ଧ୍ୟାରେ ଚିଲିକା ଡଙ୍ଗା ବୁଡ଼ି ଘଟଣାରେ ସମ୍ପୃକ୍ତ ଡଙ୍ଗା ମାଲିକଙ୍କ ସମେତ ୪ ଜଣଙ୍କୁ ବାଲୁଗାଁ ଥାନା ପୋଲିସ ଗିରଫ କରିଛି। ଅନ୍ୟପକ୍ଷେ ଚିଲିକାରେ ବିନା ଲାଇସେନ୍ସରେ ଚଳାଚଳ କରୁଥିବା ଯାତ୍ରୀବାହୀ ଓ ମାଛଧରା ଡଙ୍ଗା ମାଲିକଙ୍କ ବିରୋଧରେ…
ବରଗଡ଼ ବନ୍ଦର ପ୍ରଭାବ : ନୂତନ ଜିଲା ମୁଖ୍ୟ ଡାକ୍ତରଖାନାକୁ ଯାଇ ପାରୁ ନାହାନ୍ତି ସ୍ବାସ୍ଥ୍ୟ କର୍ମଚାରୀ
ବରଗଡ଼ ଅଫିସ,୪।୨: ବରଗଡ଼ ସହରରେ ରହିଥିବା ପୁରୁଣା ଜିଲା ମୁଖ୍ୟ ଡାକ୍ତରଖାନାକୁ ସିଟି ହସପିଟାଲ ଘୋଷଣା ଦାବିରେ ମଙ୍ଗଳବାର ସ୍ଥାନୀୟ ଏକତା ମଞ୍ଚ ଆହ୍ବାନରେ ବରଗଡ଼ ସହରରେ ବନ୍ଦ ପାଳନ କରାଯାଉଛି । ତେବେ ହାଟପଦାସ୍ଥିତ ପରିବା ବଜାର ଖୋଲା ଥିବାବେଳେ…
ମୋଦିଙ୍କୁ ସଲାମ କଲେ ଶତ୍ରୁଘ୍ନ ସିହ୍ନା
ନୂଆଦିଲ୍ଲୀ,୪।୨: ଚାଇନାରେ ଫଶିଥିବା ଭାରତୀୟ ଛାତ୍ରଙ୍କୁ ସ୍ବଦେଶ ଫେରିବା ପରେ ସେମାନଙ୍କ ମଧ୍ୟରେ ଖୁସିର ଲହରୀ ଦେଖିବାକୁ ମିଳିଛି। ଏୟାର ଇଣ୍ଡିଆର ଏକ ସ୍ବତନ୍ତ୍ର ବିମାନ ୬୪୭ ଭାରତୀୟଙ୍କୁ ଚାଇନାର ଉହାନରୁ ଆଣି ଭାରତରେ ପହଞ୍ଚିଥିଲା। କେନ୍ଦ୍ର ସରକାରଙ୍କ ଏଭଳି ପଦକ୍ଷେପକୁ…
ଜର୍ଜିଆରେ ଚମକିଲେ ଓଡ଼ିଆ କୁନିଝିଅ
ପୁରୀ ଅଫିସ, ୪ା୨: ପୁଣି ଜଣେ ଓଡ଼ିଆ ଅନ୍ତର୍ଜତୀୟସ୍ତରରେ ସଫଳତା ସାଉଣ୍ଟିଛନ୍ତି। ଜର୍ଜିଆରେ ଅନୁଷ୍ଠିତ ୱାଲର୍ଡ ରାଇଜିଂ ଷ୍ଟାର-୨୦୨୦ରେ ୧୨ଟି ଦେଶର ପ୍ରତିଯୋଗୀଙ୍କୁ ପଛରେ ପକାଇ ବେଷ୍ଟ ନ୍ୟାଶନାଲ କଷ୍ଟ୍ୟୁମ ଏବଂ ଟପ୍ ମଡେଲର ମୁକୁଟ ପିନ୍ଧିଛନ୍ତି ପୁରୀର ୫ବର୍ଷୀୟା ଝିଅ…
୭ଦିନ ଧରି ପାଳନ ହେବ ବିଜୁ ଜୟନ୍ତୀ
ଭୁବନେଶ୍ୱର,୪ା୨(ବ୍ୟୁରୋ): ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀକୁ ଚଳିତ ବର୍ଷ ବିଜେଡି ସପ୍ତହବ୍ୟାପୀ ପାଳନ କରିବ ବୋଲି ନିଷ୍ପତ୍ତି ନେଇଛି। ଆସନ୍ତା ମାର୍ଚ୍ଚ ୫ ତାରିଖରେ ବିଜୁବାବୁଙ୍କ ଜୟନ୍ତୀ ଉତ୍ସବ କାର୍ଯ୍ୟକ୍ରମ ତାଙ୍କ ଜନ୍ମସ୍ଥାନ କଟକରୁ ଆରମ୍ଭ କରାଯିବ। ଚଳିତ ବର୍ଷ ବିଜେଡି…
Archives


