ବ୍ୟାଙ୍କଗୁଡିକରେ ୧.୧୩ ଲକ୍ଷ କୋଟି ଟଙ୍କାର ଠକେଇ
ନୂଆଦିଲ୍ଲୀ,୪-୨ ଚଳିତ ଆର୍ଥତ୍କ ବର୍ଷ ପ୍ରଥମ ୬ ମାସରେ ଦେଶର ବିଭିନ୍ନ ବ୍ୟାଙ୍କ ଏବଂ ବଚ୍ଛାବଚ୍ଛା ବିତ୍ତ ପ୍ରତିଷ୍ଠାନଗୁଡିକରେ ୧.୧୩ ଲକ୍ଷ କୋଟି ଟଙ୍କାର ଠକେଇ ହୋଇଥିବା ରିପୋର୍ଟ ହୋଇଛି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମ ସୋମବାର ଏ ନେଇ ସଂସଦକୁ ସୂଚନା…
୫୯ ବସ୍ତା ଗଞ୍ଜେଇ ବୋଝେଇ ଗାଡ଼ି ଜବତ : ଏକଜିକ୍ୟୁଟିଭ ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ତଦନ୍ତ, ମାଷ୍ଟର ମାଇଣ୍ଡ ଫେରାର
ଦିଗପହଣ୍ଡି,୪ା୨(ଡି.ଏନ୍.ଏ.)-ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଏକ ଗଞ୍ଜେଇ ବୋଝେଇ ଗାଡ଼ି ଜବତ କରବା ସହ ଜଣକୁ ଗିରଫ କରିଛି। ଗଜପତି ଜିଲାର ବିଭିନ୍ନ ଅଞ୍ଚଳରୁ ବ୍ରହ୍ମପୁର ଦେଇ ଗଞ୍ଜେଇ ଚାଲାଣ କରାଯାଉଥିବା ଗୋଇନ୍ଦା ସୂଚନାକୁ ଭିତ୍ତିକରି ଦିଗପହଣ୍ଡି ଆଇଆଇସି ବସନ୍ତ…
ବିବିସି ପୁରସ୍କାର ଦୌଡ଼ରେ ଦୂତୀ
ନୂଆଦିଲ୍ଲୀ, ୪।୨- ଭାରତୀୟ ସ୍ପ୍ରିଣ୍ଟ କୁଇନ୍ ଓଡ଼ିଶାର ଦୂତୀ ଚାନ୍ଦ ବିବିସିର ସର୍ବପ୍ରଥମ ଭାରତୀୟ ‘ସ୍ପୋଟର୍ସ ଓମ୍ୟାନ୍ ଅଫ୍ ଦି ଇୟର’ ପୁରସ୍କାର ଦୌଡ଼ରେ ସାମିଲ ହୋଇଛନ୍ତି। ତାଙ୍କ ବ୍ୟତୀତ ତାରକା ରେସ୍ଲର ଭିନେଶ ଫୋଗତ, ବ୍ୟାଡ୍ମିଣ୍ଟନ କୁଇନ୍ ପି.ଭି. ସିନ୍ଧୁ,…
ଭାରତୀୟ ହକି ଦଳରେ ବୀରେନ୍ଦ୍ର, ଅମିତ
ଭୁବନେଶ୍ୱର, ୪।୨(କ୍ରୀଡ଼ା ପ୍ରତିନିଧି)- ଏପଆଇଏଚ୍ ହକି ପ୍ରୋ ଲିଗ୍ରେ ଦ୍ୱିତୀୟ ପର୍ଯ୍ୟାୟ ମ୍ୟାଚ ଖେଳିବାପାଇଁ ଭାରତ ପ୍ରସ୍ତୁତ। ଏଥର ଭାରତର ପ୍ରତିଦ୍ୱନ୍ଦ୍ୱୀ ବିଶ୍ୱ ଚାମ୍ପିୟନ ବେଲଜିୟମ। କଳିଙ୍ଗ ଷ୍ଟାଡିୟମରେ ନଭେମ୍ବର ୧୮ ଓ ୧୯ରେ ଅନୁଷ୍ଠିତ ମ୍ୟାଚରେ ଭାରତ ୫ ଗୋଲ…
ବହୁ ଉପକାରୀ ମୁଗଡାଲି ପାଣି
ମୁଗଡାଲିରେ ଥିବା ଜରୁରୀ ଭିଟାମିନ୍ ଏବଂ ମିନେରାଲ୍ସ ଶରୀରକୁ ସୁସ୍ଥ ରଖିଥାଏ। ତା’ସହ ଏହାର ପାଣି ଓଜନ ହ୍ରାସ କରିବାରେ ସହାୟକ ହୋଇଥାଏ। ମୁଗ ଡାଲିରେ ମାଙ୍ଗାନିଜ୍, ପଟାସିୟମ୍, ମ୍ୟାଗ୍ନେସିୟମ୍, କପର୍, ଏବଂ ଅନେକ ପ୍ରକାରର ଭିଟାମିନ୍ ଭରପୂର୍ ଥାଏ। ମୁଗଡାଲିର…
କ୍ରିକେଟ ଖେଳିନାହାନ୍ତି, ତଥାପି ବିଶ୍ୱ କ୍ରିକେଟରେ ତାଙ୍କ କ୍ରେଜ୍ ଅଧିକ
ସୁଧୀର କୁମାର ଗୌତମ ଜୀବନରେ ବ୍ୟାଟ କିମ୍ବା ବଲ ଧରି ନ ଥିଲେ ମଧ୍ୟ ଭାରତୀୟ କ୍ରିକେଟରେ ଏକ ପରିଚିତ ନାମ। କ୍ରିକେଟ କିମ୍ବଦନ୍ତୀ ସଚିନ ତେନ୍ଦୁଲକରଙ୍କ ପ୍ରବଳ ସମର୍ଥକ ଭାବେ ସୁଧୀର ଗୌତମ ସାରା ବିଶ୍ବରେ ପ୍ରସିଦ୍ଧ। ସଚିନଙ୍କୁ ଈଶ୍ବରଙ୍କ…
ବିବାହିତ ମହିଳାଙ୍କୁ ବିବାହ କରିବା ପାଇଁ ଘରୁ ଲୁଚି ପଳାଇଥିଲେ ଏହି କ୍ରିକେଟର୍
ଭାରତୀୟ କ୍ରିକେଟ ଖେଳାଳିଙ୍କ ପ୍ରେମ କାହାଣୀକୁ ନେଇ ସର୍ବଦା ଚର୍ଚ୍ଚା ଉଠିଥାଏ। କିଏ କାହା ସହ ଡେଟିଂରେ ଗଲେ, କିଏ କାହାକୁ ନେଇ ବୁଲିଲେ ତାକୁ ନେଇ ଗଣମାଧ୍ୟମରେ ବେଶ୍ ଆଲୋଚନା ମଧ୍ୟ ହୋଇଥାଏ। କିନ୍ତୁ ଏମିତି ଜଣେ କ୍ରିକେଟର ଅଛନ୍ତି…
କରୋନା ଭାଇରସ୍: ସାମୟିକ ଡୋପ୍ ଟେଷ୍ଟ କରିବନି ଚିନାଡା
ଲାଉସାନେ, ୩ା୨ (ଏଏଫ୍ପି)-ଟୋକିଓ ଅଲିମ୍ପିକ୍ସ ୬ମାସରୁ କମ୍ ସମୟ ରହିଥିବା ବେଳେ କରୋନା ଭାଇରସ ପାଇଁ ଚାଇନାର ଷ୍ଟେଟ୍ ଆଣ୍ଟି ଡୋପିଂ ଏଜେନ୍ସି (ଚିନାଡା)କୁ ସାମୟିକ ଭାବେ ଡୋପ୍ ଟେଷ୍ଟିଂରୁ ସସ୍ପେଣ୍ଡ କରାଯାଇଛି। ଇଣ୍ଟରନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଆଇଟିଏ) ତରଫରୁ ସୋମବାର…
ଗୋଲ୍ଡେନ ଗର୍ଲ ଚାମ୍ପିୟନଶିପ୍ : ଭାରତୀୟ ବକ୍ସରଙ୍କୁ ୬ ସ୍ବର୍ଣ୍ଣ
ନୂଆଦିଲ୍ଲୀ, ୩।୨ (ପି.ଟି.)-ସ୍ବିଡେନ୍ର ବୋରାସରେ ଅନୁଷ୍ଠିତ ଗୋଲ୍ଡେନ ଗର୍ଲ ଚାମ୍ପିୟନଶିପ୍ରେ ଭାରତୀୟ ଜୁନିୟର ଓ ୟୁ୨ତିଛି, ଯେଉଁଥିରେ ୬ ସ୍ବର୍ଣ୍ଣ ରହିଛି। ସେହିଭଳି ‘ବେଷ୍ଟ ବକ୍ସର’ ପୁରସ୍କାର ମଧ୍ୟ ଭାରତକୁ ମିଳିଛି। ଭାରତୀୟ ଜୁନିୟର ମହିଳା ଦଳ ୫ ସ୍ବର୍ଣ୍ଣ, ୩…
ବାଲ୍ୟ ବିବାହ ରୋକିଲା ପ୍ରଶାସନ
ପାଟପୁର,୩ା୨-ସାନଖେମୁଣ୍ଡି ବ୍ଲକ ସିଙ୍ଗିପୁର, କଉଡିଆ, କଙ୍କୋରଡା ଅଞ୍ଚଳରେ ହେବାକୁ ଥିବା ବାଲ୍ୟ ବିବାହକୁ ସୋମବାର ପ୍ରଶାସନ ପକ୍ଷରୁ ବନ୍ଦ କରି ଦିଆଯାଇଛି। ଉକ୍ତ ଅଞ୍ଚଳରେ ପରିବାର ଲୋକେ ନାବାଳିକାଙ୍କ ବିବାହ ପାଇଁ ପ୍ରସ୍ତୁତି ଜୋରଦାର ଚଳାଇଥିଲେ। ଖବର ପାଇ ବ୍ରହ୍ମପୁର ଚାଇଲଡ଼…
ବଳିଆରସିଂହପୁରରେ ହାତୀ ଉପଦ୍ରବ, ୫ ଏକର ଜମିର ଫସଲ ନଷ୍ଟ
ଶେରଗଡ,୩ା୨(ଡି.ଏନ.ଏ.)-ଶେରଗଡ଼ ବ୍ଲକ ବଳିଆରସିଂହପୁର ଗ୍ରାମରେ ସୋମବାର ଭୋର୍ରେ ହାତୀପଲ ପଶି ପ୍ରାୟ ୫ ଏକର ଜମିର ପରିବା ଫସଲ ନଷ୍ଟ କରିଦେଇଛନ୍ତି। ଅଲାରିଗଡ଼ ଲଣ୍ଡା ପାହାଡରେ ଥିବା ୯ ହାତୀ ବଳିଆରସିଂହପୁର ଦେଇ ଗୋବିନ୍ଦପୁର ଗ୍ରାମ ଅଭିମୁଖେ ଯାଉଥିଲେ। ବଳିଆରସିଂହପୁରରେ ବିଷ୍ଣୂଚରଣ…
ପେଟ୍ରୋଲପମ୍ପ ଉପରେ ଅଚାନକ ଚଢ଼ାଉ: ୨୫ ହଜାର ଜରିମାନା ଆଦାୟ
ବାଲେଶ୍ୱର ଅଫିସ, ୩।୨-ବାଲେଶ୍ୱର ସହରର ବିଭିନ୍ନ ପେଟ୍ରୋଲପମ୍ପ ଉପରେ ମାପ ଓ ଓଜନ ବିଭାଗର ସ୍ବତନ୍ତ୍ର ସ୍କ୍ବାଡ଼ ସୋମବାର ଚଢ଼ାଉ କରି ୫ଟି ପେଟ୍ରୋଲ ପମ୍ପରେ ପ୍ରମାଣପତ୍ର ଟାଙ୍ଗି ନ ଥିବା ଅଭିଯୋଗରେ ୨୫ହଜାର ଟଙ୍କା ଜରିମାନା ଆଦାୟ କରିଛନ୍ତି। ମାପ…
Archives


