ବିଧାୟକଙ୍କ ପତ୍ନୀ ବିୟୋଗ
ଭୁବନେଶ୍ୱର,୩ା୨(ବ୍ୟୁରୋ)- ଭଦ୍ରକ ଜିଲା ଚାନ୍ଦବାଲି ବିଧାୟକ ବ୍ୟୋମକେଶ ରାୟଙ୍କ ପତ୍ନୀ ନୀଳିମା ପ୍ରଧାନଙ୍କ ରବିବାର ପରଲୋକ ହୋଇଛି। କିଛିଦିନ ତଳେ କାନରେ ସେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା। ଏହାପରେ…
ରାଜ୍ୟ ଦାୟିତ୍ୱରୁ ମୁକ୍ତ ହେଲେ ରୂପା ମିଶ୍ର
ଭୁବନେଶ୍ୱର,୩ା୨(ବ୍ୟୁରୋ): ୨୦୦୪ ବ୍ୟାଚ୍ର ଆଇଏଏସ୍ ଅଧିକାରୀ ରୂପା ମିଶ୍ରଙ୍କୁ ନିକଟରେ କେନ୍ଦ୍ରୀୟ ନିଯୁକ୍ତି ମିଳିଛି। ସେ କେନ୍ଦ୍ରରେ ଜଳଶକ୍ତି ମନ୍ତ୍ରଣାଳୟ ଅଧୀନସ୍ଥ ପାନୀୟଜଳ ଏବଂ ପରିମଳ ବିଭାଗର ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରିବେ। ରୂପା ଆସନ୍ତା ୫ ବର୍ଷ ପାଇଁ ଏହି…
୪ଦିନ ପର୍ଯ୍ୟନ୍ତ ବର୍ଷା ସମ୍ଭାବନା
ଭୁବନେଶ୍ୱର,୩ା୨(ବ୍ୟୁରୋ): କିଛିଦିନ ଧରି ଉଭାନ୍ ହୋଇଯାଇଥିବା ଶୀତ ଏବେ ପୁଣି ଫେରିବା ଆରମ୍ଭ କରିଛି। ସନ୍ଧ୍ୟା ହେଲେ ଥଣ୍ଡା ଅନୁଭୂତ ହେଉଥିବାବେଳେ ରାତିରେ ବିଭିନ୍ନ ସ୍ଥାନରେ କୁହୁଡ଼ି ମଧ୍ୟ ଦେଖାଯାଉଛି। ସୋମବାର କଳାହାଣ୍ଡି, କନ୍ଧମାଳ ଓ ଅନୁଗୋଳ ଜିଲାରେ କୁହୁଡ଼ି ଅଧିକ…
ଟି୨୦ ସିରଜ: ୫-୦ରେ ଭାରତର କ୍ଲିନ୍ ସୁଇପ୍, ରାହୁଲ ପ୍ଲେୟାର ଅଫ୍ ଦି ସିରିଜ୍
ମାଉଣ୍ଟ ମାଉଁଗାନୁଇ,୩।୨(ପି.ଟି.)- କିକେଟର ସବୁଠାରୁ ଛୋଟ ଫର୍ମାଟ ଟି୨୦ରେ ଭାରତ ରେକର୍ଡ କରିଛି। ବିଶ୍ୱର ପ୍ରଥମ ଦଳ ଭାବେ ଭାରତ ବୃହତ୍ ବ୍ୟବଧାନରେ ସିରିଜ ଜିତି ରେକର୍ଡ ସୃଷ୍ଟି କରିଛି। ସ୍ଥାନୀୟ ବେ ଓଭାଲ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ପଞ୍ଚମ ତଥା…
ପୋଖରୀରେ କୁମ୍ଭୀର: ଭୟରେ ସ୍ନାନ ପାଇଁ ଯାଉନାହାନ୍ତି ଲୋକେ
ନୟାଗଡ ଅଫିସ, ୩ା୨: ନୟାଗଡ଼ ଜିଲା ମହାନଦୀ ବନ୍ୟପ୍ରାଣୀ ବନଖଣ୍ଡ ଛାମୁଣ୍ଡିଆ ବନାଞ୍ଚଳ ଗୋପୀନାଥପୁର (ଖଳିସାହି) ଗ୍ରାମର ପାଖାପାଖି ଥିବା ୪ ପୋଖରୀରେ ୩ କୁମ୍ଭୀର ଆତଙ୍କ ଖେଳାଇଛନ୍ତି। ଭୟରେ ସ୍ଥାନୀୟ ଲୋକେ ସ୍ନାନ ପାଇଁ ପୋଖରୀକୁ ଯାଉନାହାନ୍ତି। ପ୍ରାପ୍ତ ସୂଚନା…
ପୂର୍ଣ୍ଣାଙ୍ଗ ହୋଇପାରିଲାନି ଜରାବ୍ୟାଧି ଚିକିତ୍ସା କେନ୍ଦ୍ର: ଅଧିକ ଅନୁଦାନକୁ ମନା କଲେ ସରକାର
ନୟାଗଡ଼ ଅଫିସ, ୩ା୨(ଲୋକନାଥ ମିଶ୍ର): ପରିବର୍ତ୍ତିତ ପ୍ଲାନକୁ ଅନୁମୋଦନ ନ କରି ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟରେ ଜରାବ୍ୟାଧି ଚିକିତ୍ସା କେନ୍ଦ୍ର ନିର୍ମାଣ କରାଯାଇଥିବା ଅଭିଯୋଗ ହୋଇଛି। ୪୦ଲକ୍ଷ ଟଙ୍କାର ଏହି ଘୋଟାଲା ଉପରେ ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ନେବାକୁ ମୁଖ୍ୟମନ୍ତ୍ରୀଙ୍କ…
ଆବାସ ସମ୍ପୂର୍ଣ୍ଣ କରିବାକୁ ପ୍ରଶାସନର ତତ୍ପରତା
ଯାଜପୁର ଅଫିସ,୩।୨: ଯାଜପୁର ଜିଲାରେ ଆବାସ ଗୃହ ନିର୍ମାଣରେ ଅଗ୍ରଗତି ନୈରାଶ୍ୟଜନକ ରହିଛି। ପୂର୍ବରୁ ଏହି ଯୋଜନାରେ ପ୍ରକୃତ ହିତାଧିକାରୀଙ୍କୁ ଘର ମିଳି ନ ଥିବାବେଳେ ଥିଲାବାଲା ଲୋକଙ୍କୁ ଆବାସ ଯୋଜନାରେ ସାମିଲ କରାଯାଇଥିବା ନଜିର ରହିଛି। ତେବେ ଏନେଇ ବିଭିନ୍ନ…
ତାମିମଙ୍କ ନାମରେ ସର୍ବାଧିକ ରନ୍ ରେକର୍ଡ
ମୀରପୁର, ୨।୨- ବାମହାତୀ ଓପନିଂ ବ୍ୟାଟ୍ସମ୍ୟାନ ତାମିମ୍ ଇକ୍ବାଲ ବାଂଲାଦେଶ ପକ୍ଷରୁ ପ୍ରଥମ ଶ୍ରେଣୀ କ୍ରିକେଟ୍ ମ୍ୟାଚ୍ରେ ସର୍ବାଧିକ ବ୍ୟକ୍ତିଗତ ସ୍କୋର କରିବାର ସୌଭାଗ୍ୟ ଲାଭ କରିଛନ୍ତି। ଏଠାରେ ଅନୁଷ୍ଠିତ ବାଂଲାଦେଶ କ୍ରିକେଟ୍ ଲିଗ୍ ଅବସରରେ ତାମିମ୍ ତ୍ରିଶତକ ହାସଲ କରି…
ଅଷ୍ଟ୍ରେଲିଆନ୍ ଓପନ୍: ଭାରତୀୟ ବଂଶୋଦ୍ଭବ ରାଜୀବଙ୍କୁ ଟାଇଟଲ୍
ମେଲବୋର୍ନ, ୨।୨ (ଏଏଫ୍ପି)- ଆମେରିକାରେ ଅବସ୍ଥାପିତ ଭାରତୀୟ ବଂଶୋଦ୍ଭବ ରାଜୀବ ରାମ ବର୍ଷର ପ୍ରଥମ ଟେନିସ ଗ୍ରାଣ୍ଡସ୍ଲାମ ଅଷ୍ଟ୍ରେଲିଆନ୍ ଓପନ୍ ପୁରୁଷ ଡବଲ୍ସରେ ଚାମ୍ପିୟନ ହୋଇଛନ୍ତି। ବ୍ରିଟେନର ଜୋଏ ସେଲିସବରୀଙ୍କୁ ସାଥୀ କରି ଖେଳୁଥିବା ରାଜୀବ ଫାଇନାଲରେ ୬-୪, ୬-୨ ସିଧାସଳଖ…
ଇସ୍କନ ବିରୋଧରେ ଏତଲା ଦେଲା ଶ୍ରୀଜଗନ୍ନାଥ ସେନା
ପୁରୀ ଅଫିସ, ୨ା୨:ଇସ୍କନ ପକ୍ଷରୁ ମୁମ୍ବାଇରେ ଗତ ଗୁରୁବାର ଅଦିନିଆ ରଥଯାତ୍ରା ଆୟୋଜିତ ହୋଇଥିଲା। ଏହା ଶ୍ରୀଜଗନ୍ନାଥ ସଂସ୍କୃତି ଓ ମହାପ୍ରଭୁଙ୍କ ପ୍ରତି ଅପମାନ ବୋଲି ଦର୍ଶାଯାଇ ଏଭଳି ରଥଯାତ୍ରାକୁ ଓଡ଼ିଶାରେ ବିଶେଷକରି ଚତୁର୍ଦ୍ଧାବିଗ୍ରହଙ୍କ ଲୀଳାସ୍ଥଳ ଶ୍ରୀକ୍ଷେତ୍ରରେ ତୀବ୍ର ବିରୋଧ କରାଯାଇଛି।…
ଓଡ଼ିଶାରେ କରୋନା ସଂକ୍ରମଣ ଭୟ: ୪ ନମୁନା ନେଗେଟିଭ୍
ଭୁବନେଶ୍ୱର, ୨ା୨(ବ୍ୟୁରୋ) – ଚାଇନାର ଉହାନ ସହରରୁ ବ୍ୟାପିଥିବା କରୋନାକୁ ନେଇ ଏବେ ବିଶ୍ୱରେ ଭୟ ଓ ଆତଙ୍କ ବଢ଼ିବାରେ ଲାଗିଛି। ଏହି ମାରାତ୍ମକ ଭୂତାଣୁ ଭାରତକୁ ଡେଇଁଥିବାବେଳେ କେରଳରେ ଆଉ ଗୋଟିଏ ନମୁନା ପଜିଟିଭ୍ ବାହାରିଛି। ଏହା ଜଣାପଡିବା ପରେ…
ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗର ଦୁର୍ନୀତି ନିରୋଧ ଅଭିଯାନ: ମାସକ ମଧ୍ୟରେ ୧୦ଜଣଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ
ଭୁବନେଶ୍ୱର,୨।୨(ବ୍ୟୁରୋ)- ଦୁର୍ନୀତି ଅଭିଯୋଗରେ ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗ ପକ୍ଷରୁ ଗୋଟିଏ ମାସରେ ୧୦ଜଣଙ୍କୁ ବରଖାସ୍ତ କରାଗଲାଣି। ରାଜ୍ୟରୁ ଦୁର୍ନୀତି ହଟାଇବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ‘ଜିରୋ ଟଲେରାନ୍ସ’ ନୀତିକୁ ବିଭାଗ ପକ୍ଷରୁ ଯଥେଷ୍ଟ ଗୁରୁତ୍ୱ ଦିଆଯାଇଛି। ନିକଟରେ ବିଭାଗକୁ…
Archives


