Home Left

ପ୍ରଥମ ଦରମାରେ ପ୍ରଭୁ ଲିଙ୍ଗରାଜଙ୍କ ଠାରେ ଭୋଗ କରିଥିଲି: ଲେଖକ ଦୁର୍ଗାଚରଣ ପଣ୍ଡା

ମୋର ଜନ୍ମ ୧୯୪୨ ମସିହା, ଗଞ୍ଜାମ ଜିଲାର ଛତ୍ରପୁରଠାରେ। ସ୍ଥାନୀୟ ଅନ୍‌ସ୍ଲୋ ଉଚ୍ଚ ବିଦ୍ୟାଳୟରୁ ମାଟ୍ରିକ୍‌ ପାସ୍‌ ପରେ ହାଇଦ୍ରାବାଦ୍‌ର ଏକ କଳା ଅନୁଷ୍ଠାନରେ ଚିତ୍ରଶିକ୍ଷା ନିମନ୍ତେ ନାମ ଲେଖାଇଥିଲି। କିଛି କାଳ ପରେ ଖବରକାଗଜରେ ଏକ ବିଜ୍ଞାପନ ଦେଖି ଭୁବନେଶ୍ୱରସ୍ଥ…

ତ୍ରିରାଷ୍ଟ୍ରୀୟ ମହିଳା ଟି୨୦: ହାରିଲା ଭାରତ

କାନବେରା,୨।୨(ପି.ଟି.)- ଚଳିତ ତ୍ରିରାଷ୍ଟ୍ରୀୟ ମହିଳା ଟି୨୦ ସିରିଜ୍‌ରେ ଭାରତୀୟ ଦଳ ପ୍ରଥମ ପରାଜୟ ବରଣ କରିଛି। ରବିବାର ଅନୁଷ୍ଠିତ ମ୍ୟାଚ୍‌ରେ ଅଷ୍ଟ୍ରେଲିଆ ୪ ଉଇକେଟରେ ଭାରତକୁ ହରାଇ ଦେଇଛି। ଆସନ୍ତା ୭ ତାରିଖରେ ଭାରତୀୟ ଦଳ ତା’ର ପରବର୍ତ୍ତୀ ମ୍ୟାଚ୍‌ରେ ଇଂଲଣ୍ଡକୁ…

କରୋନା: ଆତଙ୍କିତ ନ ହୋଇ ସତର୍କ ରହିବା ଜରୁରୀ

୩୧ ଡିସେମ୍ବର ୨୦୧୯। ଚାଇନାସ୍ଥ ଉହାନ ସହରର ହୁବେଇ ପ୍ରାନ୍ତରେ ଅନେକ ନିମୋନିଆ କେସ୍‌ ଆସିଥିବା ଓ୍ବାର୍ଲ୍‌ଡ ହେଲ୍‌ଥ ଅର୍ଗାନାଇଜେଶନ୍‌ ସତର୍କ କରାଇଥିଲେ। ତେବେ ଏହା କେଉଁ ଭାଇରସ୍‌ ଯୋଗୁଁ ହେଉଛି ଜଣାପଡ଼ି ନ ଥିଲା। କାରଣ ଅନ୍ୟ ପରିଚିତ ଭାଇରସ୍‌…

ସବୁଠାରୁ ଧନୀ ଗାଁ: ଏଠି ସବୁ କୃଷକ ଲକ୍ଷପତି

ନୂଆଦିଲ୍ଲୀ,୨।୨: ହିମାଚଳ ପ୍ରଦେଶର ରାଜଧାନୀ ଶିମଲାଠାରୁ ପାଖାପାଖି ୯୨ କିଲୋମିଟର ଦୂରରେ ଅବସ୍ଥିତ ମଡାବଗ ଗାଁ। ଏହା ଏସିଆର ସବୁଠାରୁ ଧନୀ ଗାଁ ବୋଲି କୁହାଯାଏ। ୭ ହଜାର ଫୁଟ ଉଚ୍ଚରେ ଥିବା ଏହି ଗାଁର ଲୋକେ ସେଓ ଚାଷ କରିଥାଆନ୍ତି।…

ସ୍ବାଭିମାନ ଅଞ୍ଚଳରେ ପୁଣି ମାଓବାଦୀ ବ୍ୟାନର, ପୋଷ୍ଟର: ୪ ଜଣଙ୍କୁ ମୃତ୍ୟୁଦଣ୍ଡ ଉଲ୍ଲେଖ

ମାଲକାନଗିରି,୨।୨(ସ୍ବ.ପ୍ର.): ସ୍ବାଭିମାନ ଅଞ୍ଚଳରେ ପୁଣି ମାଓବାଦୀ ବ୍ୟାନର ଓ ପୋଷ୍ଟର ରବିବାର ଦେଖିବାକୁ ମିଳିଛି। ପୋଲିସ ଓ ସରକାରଙ୍କୁ ବିରୋଧ କରି ଏହି ପୋଷ୍ଟର ଲଗାଯାଇଛି। ଯୋଡ଼ାମ୍ବରୁ ପଣସପୁଟ ପର୍ଯ୍ୟନ୍ତ ଦୀର୍ଘ ୧୦ କିଲୋମିଟର ଯାଏ ଏହି ପୋଷ୍ଟର ଲାଗିଥିବା ଦେଖିବାକୁ…

ନାଗରିକତ୍ୱ ପ୍ରମାଣ କରିବା କଷ୍ଟକର; ମହାରାଷ୍ଟ୍ରରେ ହେବନି ଲାଗୁ ଏନ୍‌ଆର୍‌ସି: ଉଦ୍ଧବ

ମୁମ୍ବାଇ,୨।୨: ନାଗରିକତ୍ୱ ପ୍ରମାଣ କରିବା ସାଧାରଣ ଲୋକଙ୍କ ପାଇଁ କଷ୍ଟକର ହେବ। ତେଣୁ ମହାରାଷ୍ଟ୍ରରେ ରାଷ୍ଟ୍ରୀୟ ନାଗରିକତ୍ୱ ପଞ୍ଜିକା(ଏନ୍‌ଆର୍‌ସି) ଲାଗୁ ହେବ ନାହିଁ ବୋଲି ମୁଖ୍ୟନ୍ତ୍ରୀ ଉଦ୍ଧବ ଠାକ୍‌ରେ ସୂଚନା ଦେଇଛନ୍ତି। ଶିବସେନା ମୁଖପତ୍ର ସାମନାରେ ଏକ ସାକ୍ଷାତ୍‌କାରରେ ସେ ଏଭଳି…

ଭାରତର ପ୍ରଥମେ ବ୍ୟାଟିଂ

ମାଉଣ୍ଟ ମାଉଁଗାନୁଇ,୨।୨- ନ୍ୟୁଜିଲାଣ୍ଡ ବିପକ୍ଷ ପଞ୍ଚମ ତଥା ଅନ୍ତିମ ଟି୨୦ ମ୍ୟାଚ୍‌ରେ ମଧ୍ୟ ଭାରତୀୟ ଦଳ ପ୍ରଥମେ ବ୍ୟାଟିଂ କରିବ। କାମଚଳା ଭାରତୀୟ ଅଧିନାୟକ ରୋହିତ ଶର୍ମା ଟସ୍‌ ଜିତି ଏହି ନିଷ୍ପତ୍ତି ନେଇଛନ୍ତି। ବିରାଟ କୋହଲିଙ୍କୁ ବିଶ୍ରାମ ଦିଆଯାଇଛି। ଦଳରେ…

ଲକ୍ଷ୍ନୌ ସଡ଼କରେ ଫୁଟିଲା ଗୁଳି

ଲକ୍ଷ୍ନୌ,୨।୨: ଉତ୍ତର ପ୍ରଦେଶର ଆଇନ ବ୍ୟବସ୍ଥାକୁ ନେଇ ପୁଣିଥରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ରାଜଧାନୀ ଲକ୍ଷ୍ନୌର ହଜରତଗଞ୍ଜଠାରେ ରବିବାର ସକାଳେ ରାସ୍ତା ଉପରେ ଗୁଳିକରି ଅଖିଳ ଭାରତ ହିନ୍ଦୁ ମହାସଭାର ପ୍ରଦେଶ ଅଧ୍ୟକ୍ଷ ରଞ୍ଜିତ ବଚ୍ଚନଙ୍କୁ ହତ୍ୟା କରାଯାଇଥିବା ଜଣାପଡିଛି। ସକାଳୁ…

ବିନା କାରଣରେ ହାତୀକୁ ପିଟିଲା ବାଳକ, ପ୍ରତିଶୋଧ ନେବାକୁ ହାତୀ କଲା ଏପରି , ଦେଖନ୍ତୁ ଏହି ଭିଡିଓ

ନିର୍ଦ୍ଦୋଷ ଜୀବଙ୍କ ପ୍ରତି ମଣିଷ କ୍ରୁର ହେବାରୁ ନିରୀହ ଜୀବଟି କିପରି ପ୍ରତିଶୋଧ ପରାୟଣ ହୋଇଉଠେ ଏହି ଭିଡିଓଟିକୁ ଦେଖିଲେ ଠିକ୍‌ ଜାଣିପାରିବେ। ଜଣେ ପିଲା ବିନା କାରଣରେ ଗୋଟିଏ ହାତୀକୁ ପିଟିବାରୁ ସେ ଏତେ ହିଂସ୍ର ହୋଇଉଠିଲା ଯେ, ମାରିବା…

କରୋନା ଆତଙ୍କ: କୁକୁର ଫେସ୍‌ ମାସ୍କ୍‌ ବିକ୍ରିରେ ୧୦ ଗୁଣା ବୃଦ୍ଧି

ବେଜିଂ, ୨।୨: ଚାଇନାର ବୁହାନରେ କରୋନା ଭୁତାଣୁ ସଂକ୍ରମଣ ମହାମାରୀ ଭଳି ବ୍ୟାପିବାରେ ଲାଗିଛି। ଏଥିରୁ ସୁରକ୍ଷିତ ରହିବା ପାଇଁ ଲୋକେ ଫେସ୍‌ ମାସ୍କ୍‌ ବ୍ୟବହାର କରୁଛନ୍ତି। ନିଜ ପୋଷା କୁକୁରଙ୍କୁ ଏହି ଭୁତାଣୁ ସଂକ୍ରମଣରୁ ସୁରକ୍ଷିତ ରଖିବା ଲାଗି ଲୋକେ…

ବେଆଇନ ପାଚେରି ନିର୍ମାଣକୁ ଅଞ୍ଚଳବାସୀଙ୍କ ତୀବ୍ର ବିରୋଧ: ଘଟଣାସ୍ଥଳ ଛାଡିଲେ କମ୍ପାନୀ କର୍ତ୍ତୃପକ୍ଷ

କୁଆଁରମୁଣ୍ଡା,୨।୨(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ବ୍ଲକ ଅନ୍ତର୍ଗତ ଓଡ଼ିଶାର ଦ୍ୱିତୀୟ ବୃହତ୍ତମ ସରକାରୀ ଡାଏରି ଫାର୍ମର ୨୦ ଏକରରୁ ଊର୍ଦ୍ଧ୍ୱ ଜାଗାରେ ବେଆଇନ ପାଚେରି ନିର୍ମାଣକୁ ଅଞ୍ଚଳବାସୀ ତୀବ୍ର ବିରୋଧ କରିଛନ୍ତି। ସୂଚନାଯୋଗ୍ୟ, ଶନିବାର ବିଳମ୍ବିତ ରାତିରୁ ଏକ ଘରୋଇ କମ୍ପାନୀ…

ଚାଇନାରେ ଫଶିଥିବା ପାକିସ୍ତାନ ଛାତ୍ର ଇମ୍ରାନଙ୍କୁ କହିଲେ ଭାରତଠାରୁ କିଛି ଶିଖ

ବେଜିଂ,୨।୨: କରୋନାଭାଇରସ କାରଣରୁ ଚାଇନାର ଉହାନ ସହରରେ ବହୁଲୋକ ଫଶି ରହିଛନ୍ତି। ଏବେ ସେଠାକୁ ଯିବାକୁ ଚାଇନା ପକ୍ଷରୁ ବାରଣ କରାଯାଇଛି। କାରଣ ଉହାନ ସହରରେ ହିଁ ସବୁଠାରୁ ଅଧିକ ଲୋକ କରୋନାଭାଇରସରେ ଆକ୍ରାନ୍ତ ହୋଇଛନ୍ତି। ତେବେ ସେଠାରେ ଥିବା ଅଧିକାଂଶ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri