କୁକୁରର ଜୀବନ ବଞ୍ଚାଇଲେ ଡାକ୍ତର, ଧନ୍ୟବାଦ ଦେବାକୁ ମାଲିକ ଖର୍ଚ୍ଚ କଲେ ୪୨ କୋଟି
ଓ୍ବାଶିଂଟନ୍: ପୋଷା ଜୀବଜନ୍ତୁ ଅନେକ ସମୟରେ ମାଲିକଙ୍କ ଜୀବନ ରକ୍ଷା କରିଥିବା ଉଦାହରଣ ରହିଛି। ସେହିପରି ମାଲିକମାନେ ମଧ୍ୟ ପାଳିତ ପଶୁପକ୍ଷୀଙ୍କୁ ବହୁତ ସ୍ନେହ ଆଦର ଦେଇ ଘରେ ପାଳିଥାନ୍ତି। ଏପରିକି ସେମାନଙ୍କର ଦେହ ଖରାପ ହେଲେ ଡାକ୍ତରଙ୍କ ପାଖକୁ ନେଇ…
ପୃଥିବୀର ବୃହତମ ବହି ପୃଷ୍ଠା ଓଲଟାଇବା ପାଇଁ ଲାଗନ୍ତି ୬ ଜଣ
ସିନ୍ପେତ୍ରି,୨।୨: ଉତ୍ତର ହଙ୍ଗେରୀରେ ରହିଛି ପୃଥିବୀର ବୃହତମ ବହି। ଏହାର ଓଜନ ୧୪୨୦ କିଲୋଗ୍ରାମ। ବହିର ପୃଷ୍ଠା ଓଲଟାଇବା ପାଇଁ ୬ ଜଣ ଲୋକଙ୍କର ଆବଶ୍ୟକ ହୋଇଥାଏ। ଏହି ବହିର ଲମ୍ବ ୪.୧୮ ମିଟର ଥିବାବେଳେ ଚୌଡ଼ା ୩.୭୭ ମିଟର ରହିଛି।…
ଫିଲିପାଇନ୍ସରେ ପ୍ରଥମ କରୋନାଭାଇରସ ସଂକ୍ରମିତଙ୍କ ମୃତ୍ୟୁ
ମାନିଲା,୨।୨: ସାରା ବିଶ୍ୱରେ କରୋନାଭାଇରସର ଭୟ। ଏହା ଏବେ ଚାଇନାରେ ମହାମାରୀର ରୂପ ନେଇଥିବା ବେଳେ ସାରା ବିଶ୍ୱକୁ ଏହା କାୟା ବିସ୍ତାର କରି ଚାଲିଛି। ଫିଲିପାଇନ୍ସରେ କରୋନାଭାଇରସରେ ସଂକ୍ରମିତ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି। ତେବେ ଫିଲିପାଇନ୍ସର କରୋନାଭାଇରସ…
କେରଳରେ ଚିହ୍ନଟ ହେଲେ କରୋନା ଭୂତାଣୁ ସଂକ୍ରମିତ ଦ୍ୱିତୀୟ ବ୍ୟକ୍ତି
ଥିରୁଭାନନ୍ଥପୁରମ,୨।୨: କେରଳରେ ୩ ଦିନ ପୂର୍ବରୁ ଜଣେ କରୋନା ଭୂତାଣୁ ସଂକ୍ରମିତ ପଜିଟିଭ ମିଳିଥିବା ବେଳେ ଏବେ ଆଉ ଜଣେ ବ୍ୟକ୍ତି ଏଥିରେ ସଂକ୍ରମିତ ବୋଲି ଜଣାପଡିଛି। ତେବେ ଦ୍ୱିତୀୟ ବ୍ୟକ୍ତି ଜଣଙ୍କ ମଧ୍ୟ ଚାଇନାରୁ ଫେରିଥିବା କୁହାଯାଉଛି। ଏବେ ଏହି…
ଜଣେ ବଳାତ୍କାରୀଙ୍କ ସମେତ ୩ କଏଦୀ ଜେଲ୍ରୁ ଫେରାର
ଅମୃତସର,୨।୨: ଜଣେ ବଳାତ୍କାରୀଙ୍କ ସମେତ ୩ ଜଣ କଏଦୀ ଜେଲ୍ରୁ ଫେରାର ହୋଇଯାଇଛନ୍ତି। ଅମୃତସର ଜେଲ୍ରେ ଏଭଳି ଘଟଣା ଘଟିଛି। ଫେରାର ହୋଇଥିବା କଏଦୀଙ୍କ ମଧ୍ୟରେ ୨ ଜଣଙ୍କ ନାମରେ ଚୋରି ଅଭିଯୋଗ ରହିଛି। ରବିବାର କଏଦୀଙ୍କ ଗଣତି କରାଯିବା ସମୟରେ…
ବଜେଟକୁ ନେଇ ଖାସ୍ କଥା
*୨୦୨୦-୨୧ ଆର୍ଥିକ ବର୍ଷର ବଜେଟ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଉପସ୍ଥାପନ କରିଛନ୍ତି। ଏଥର ବଜେଟ ପ୍ରସ୍ତୁତି ପ୍ରକ୍ରିୟାରେ ଅର୍ଥ ମନ୍ତ୍ରଣାଳୟ ପ୍ରେସ୍ର ଡେପୁଟି ମ୍ୟାନେଜର କୁଲଦୀପ କୁମାର ଶର୍ମାଙ୍କ ପିତାଙ୍କ ଦେହାନ୍ତ ୨୬ ଜାନୁୟାରୀରେ ହୋଇଥିଲେ ବି ସେ ଘରକୁ ଯାଇପାରି…
ବଜେଟ-୨୦୨୦: ବାଣିଜ୍ୟ-ଉଦ୍ୟୋଗ ପାଇଁ ୨୭,୩୦୦ କୋଟି
ଏପ୍ରିଲରୁ ସହଜ ଜିଏସ୍ଟି ରିଟର୍ନ ଦାଖଲ ବାଣିଜ୍ୟ ଓ ଉଦ୍ୟୋଗର ବିକାଶ ଏବଂ ପ୍ରୋତ୍ସାହନ ପାଇଁ ଚଳିତ ବଜେଟ୍ରେ ୨୭ ହଜାର ୩୦୦ କୋଟି ଟଙ୍କାର ବ୍ୟୟବରାଦ ରଖାଯାଇଛି। ଏଥିରେ କ୍ଷୁଦ୍ର ଓ ଅଣୁ ଉଦ୍ୟୋଗ ପାଇଁ ସହାୟକ ଋଣ ବ୍ୟବସ୍ଥା…
ସବୁ ଅଣଗେଜେଟେଡ ପଦବୀ ଲାଗି ଗୋଟିଏ ପରୀକ୍ଷା
ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍ ବଜେଟରେ ଯୁବପିଢ଼ିଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ସମସ୍ତ ଅଣଗେଜେଟେଡ ସରକାରୀ ପଦବୀରେ ନିଯୁକ୍ତି ପାଇଁ ଗୋଟିଏ ପରୀକ୍ଷା ବ୍ୟବସ୍ଥା ରହିବ ବୋଲି ଅର୍ଥମନ୍ତ୍ରୀ କହିଛନ୍ତି। ସରକାର ଏକ ଜାତୀୟ ନିଯୁକ୍ତି ସଂସ୍ଥା (ନ୍ୟାଶନାଲ ରିକ୍ରୁଟ୍ମେଣ୍ଟ…
ବଜେଟ-୨୦୨୦: ମହିଳା,ଶିଶୁ ବିକାଶକୁ ପ୍ରାଧାନ୍ୟ; ଝିଅଙ୍କ ବିବାହ ବୟସ ଧାର୍ଯ୍ୟ ଲାଗି ଟାସ୍କଫୋର୍ସ
ମହିଳାମାନଙ୍କ ପାଇଁ ବିଭିନ୍ନ କାର୍ଯ୍ୟକ୍ରମ ବାବଦରେ ସରକାର ବଜେଟରେ ୨୮,୬୦୦ କୋଟି ଟଙ୍କା ବ୍ୟୟବରାଦ କରିଛନ୍ତି। ବଜେଟ ଉପସ୍ଥାପନ କରି ଅର୍ଥମନ୍ତ୍ରୀ କହିଥିଲେ, ସରକାରଙ୍କ ‘ବେଟି ବଚାଓ, ବେଟି ପଢ଼ାଓ’ ଯୋଜନାକୁ ଉଲ୍ଲେଖନୀୟ ସଫଳତା ମିଳିଛି। ଏବେ ସବୁସ୍ତରର ଶିକ୍ଷାରେ ଝିଅମାନଙ୍କ…
ଭାଷଣରେ ଚତୁରତା
କବିତାରୁ କୂଟନୀତି ସଂସଦରେ ବଜେଟ ଉପସ୍ଥାପନ ବେଳେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ବେଶ୍ ବିଜ୍ଞତାର ସହ ସିନ୍ଧୁ-ସରସ୍ବତୀ ସଭ୍ୟତାଠାରୁ ଆରମ୍ଭ କରି ରାଜନୀତି, କୂଟନୀତି, ଅର୍ଥନୀତି ଏବଂ ଉତ୍ତମ ରାଷ୍ଟ୍ରଗଠନ ନେଇ ଗୋଟିଏ ପରେ ଗୋଟିଏ ଉଦାହରଣ କବିତା ଓ ଶ୍ଳୋକ…
ମକା ଅଟାରୁ ତିଆରି ହେଲା ପ୍ଲାଷ୍ଟିକ୍
ରାୟପୁର,୨।୨: ଛତିଶଗଡ଼ରେ ଥିବା ଆଇଆଇଟିର ୩ ଜଣ ଛାତ୍ର ମକା ଅଟାରୁ ପ୍ଲାଷ୍ଟିକ୍ ତିଆରି କରିଛନ୍ତି। ଗୋଟିଏ ବର୍ଷ ମଧ୍ୟରେ ଏହି ପ୍ଲାଷ୍ଟିକ୍ ବିଘଟନ ହୋଇ ସମ୍ପୂର୍ଣ୍ଣ ଭାବେ ମାଟିରେ ମିଶି ଯିବ ବୋଲି ଛାତ୍ର ନିଖିଲ ବର୍ମା, କୃଷ୍ଣେନ୍ଦୁ ପାଣ୍ଡେ…
ଏସ୍ସିବି ମେଡିକାଲରେ ପ୍ରଥମ କରୋନା ସନ୍ଦିଗ୍ଧ
କଟକ ଅଫିସ,୨।୨: ଚାଇନାର ସିଚୁଆନ ସ୍ଥିତ ସାଉଥ ୱେଷ୍ଟ ମେଡିକାଲ ବିଶ୍ୱବିଦ୍ୟାଳୟରେ ଏମ୍ବିବିଏସ ପଢୁଥିବା ଫୁଲବାଣୀର ଜଣେ ଡାକ୍ତରୀ ଛାତ୍ର କରୋନା ଭାଇରସ୍ରେ ଆକ୍ରାନ୍ତ ହୋଇଥିବା ସନ୍ଦେହ କରାଯାଉଛି। ଚିକିତ୍ସାଲାଗି ତାଙ୍କୁ ଏସ୍ସିବି ମେଡିକାଲର ସ୍ବତନ୍ତ୍ର ଆଇସୋଲେଶନ୍ ୱାର୍ଡରେ ଭର୍ତ୍ତି କରାଯାଇଛି।…
Archives


