Home Left

ସିଏଏ ବିରୋଧୀ ବିକ୍ଷୋଭ ବେଳେ ଦିଲ୍ଲୀରେ ଗୁଳିକାଣ୍ଡ

ନୂଆଦିଲ୍ଲୀ,୨ା୨: ଦିଲ୍ଲୀର ଶାହିନ୍‌ବାଗ୍‌ଠାରେ ସିଏଏକୁ ବିରୋଧ କରି ବିକ୍ଷୋଭ ଚାଲିଥିବାବେଳେ ଶନିବାର ଗୁଳିକାଣ୍ଡ ଘଟିଛି। ଗୁଳି ଫୁଟାଇଥିବା ଯୁବକଙ୍କୁ ପୋଲିସ ଗିରଫ କରିଥିବାବେଳେ କେହି ମୃତାହତ ହୋଇ ନ ଥିବା ଜଣାପଡ଼ିଛି। ଅଭିଯୁକ୍ତ ଜଣକ କପିଲ ଗୁଜ୍ଜର(୨୫) ବୋଲି ଚିହ୍ନଟ କରାଯାଇଛି।…

ଲାଗିଲା ସଚେତନତା ପୋଷ୍ଟର, ବୁଲିଲା ପ୍ରଚାର ଗାଡ଼ି

ଫୁଲବାଣୀ ଅଫିସ୍‌,୨ା୨-ଫୁଲବାଣୀରୁ ଜଣେ ସନ୍ଦିଗ୍ଧ କରୋନା ରୋଗୀ ବାହାରିବା ପରେ ଜିଲା ସ୍ବାସ୍ଥ୍ୟ ବିଭାଗ ସଜାଗ ହୋଇଉଠିଛି। ରବିବାର ଜିଲାର ବିଭିନ୍ନ ସ୍ଥାନରେ କରୋନା ରୋଗର ଲକ୍ଷଣ, ଏହାର ନିରାକରଣ ଉପରେ ସଚେତନତା ପୋଷ୍ଟର ଲଗାଯାଇଛି। ଏଥିସହ ପ୍ରଚାର ଗାଡି ମଧ୍ୟ…

ସମୟକୁ ଜ୍ଞାନ ଆହରଣରେ ଉପଯୋଗ କର: ମନ୍ତ୍ରୀ

ବ୍ରହ୍ମପୁର ଅଫିସ,୨ା୨-ପଠ୍ୟପୁସ୍ତକ ଅଧ୍ୟୟନ ଜୀବନର ମାପକାଠି ନୁହେଁ । କେବଳ ପାଠ୍ୟଖସଡା ସମ୍ପର୍କିତ ପୁସ୍ତକ ପଢି ପରୀକ୍ଷା ଦେବା ଶିକ୍ଷାର ମୂଳମନ୍ତ୍ର ନୁହେଁ । ପାଠ୍ୟପୁସ୍ତକ ସହ ଗ୍ରନ୍ଥାଗାରରେ ସଂଗୃହୀତ ପୁସ୍ତକ, ଖବରକାଗଜ ଅଧ୍ୟୟନ ମାଧ୍ୟମରେ ବାହ୍ୟଜ୍ଞାନ ଆହରଣ କରି ସମୟର…

ଜନ୍ମଦିନରେ କେକ୍‌ କାଟୁଥିଲେ ହୋଇଥାଏ…

ଆଜିକାଲି ଅଧିକାଂଶ ଜନ୍ମଦିନ ହେଉ କିମ୍ବା ବିବାହ ବାର୍ଷିକୀ ସବୁଥିରେ କେକ୍‌ କଟାଯାଉଛି। କେକ୍‌ କାଟିବା ପୂର୍ବରୁ ମହମବତୀ ଫୁଙ୍କି ଲିଭାଯିବାର ପରମ୍ପରା ମଧ୍ୟ ଚଳିଆସୁଛି। ପିଲାଠାରୁ ବୟସ୍କ ପର୍ଯ୍ୟନ୍ତ ନିଜ ନିଜ ଜନ୍ମଦିନରେ କେକ୍‌ କାଟିବା ପୂର୍ବରୁ ମହମବତୀ ଫୁଙ୍କିବାକୁ…

କାର୍ଯ୍ୟକ୍ଷମ ହେଉନି ଆହାର କେନ୍ଦ୍ର

ଚମ୍ପୁଆ,୨।୨(ଡି.ଏନ.ଏ)-କେନ୍ଦୁଝର ଜିଲା ଚମ୍ପୁଆ ଏନ୍‌ଏସି ଅନ୍ତର୍ଗତ ବେସରକାରୀ ବସ୍‌ଷ୍ଟାଣ୍ଡ ନିକଟରେ ନିର୍ମିତ ନୂତନ ଆହାରକେନ୍ଦ୍ର କାର୍ଯ୍ୟକ୍ଷମ ହେଉ ନ ଥିବା ଅଭିଯୋଗ ହୋଇଛି। ଉକ୍ତ ଆହାରକେନ୍ଦ୍ର ସମ୍ମୁଖରେ ଡ୍ରେନ୍‌ ସ୍ଲାବ ପଡି ନ ଥିବା ଓ ପାଚେରି ନ ଥିବାରୁ ଏହା…

କରୋନା ନିୟନ୍ତ୍ରଣ ପାଇଁ ସ୍ବତନ୍ତ୍ର ୱାର୍ଡ

ଭଦ୍ରକ ଅଫିସ, ୨।୨- ଦେଶ ଓ ରାଜ୍ୟରେ ଆତଙ୍କ ଖେଳାଇଥିବା କରୋନା ଭାଇରସ୍‌ଜନିତ ରୋଗକୁ ନିୟନ୍ତ୍ରଣ କରିବା ପାଇଁ ଶନିବାରଠାରୁ ଭଦ୍ରକ ଜିଲା ଚିକିତ୍ସାଳୟ ପକ୍ଷରୁ ସ୍ବତନ୍ତ୍ର ପଦକ୍ଷେପ ନିଆଯାଇଛି। ଏଥିପାଇଁ ଏକ ସ୍ବତନ୍ତ୍ର ଓ୍ବାର୍ଡ ଓ କଣ୍ଟ୍ରୋଲରୁମ୍‌ ଖୋଲାଯାଇଛି। କଣ୍ଟ୍ରୋଲରୁମ୍‌ରେ…

ଜଳଯୋଗାଣ ପ୍ରକଳ୍ପ ନିର୍ମାଣସ୍ଥଳକୁ ନେଇ ଉତ୍ତେଜନା

ରାଇରଙ୍ଗପୁର,୨ା୨(ଡି.ଏନ୍‌.ଏ.): ରାଇରଙ୍ଗପୁର କଲେଜ ଛାତ୍ରୀନିବାସ ପଛପଟ ପାଚେରୀ ଏବଂ ଖେଳପଡ଼ିଆ ପାର୍ଶ୍ୱରେ ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପ ନିର୍ମାଣସ୍ଥଳକୁ ନେଇ ବିବାଦ ଦେଖାଦେଇଛି। ରାଇରଙ୍ଗପୁର ବ୍ଲକ ଅଧୀନ ଭାଲୁବସା ପଞ୍ଚାୟତବାସୀ ଏହି ପ୍ରକଳ୍ପ ନିର୍ମାଣ ସପକ୍ଷରେ ଥିବା ବେଳେ ସ୍ଥାନୀୟ ପୁରୁଣାଘାଟୀ ବସ୍ତି…

ବିଦ୍ୟୁତ୍‌କାଟ ପ୍ରତିବାଦରେ ଧାରଣା

ଜଳେଶ୍ୱର, ୨।୨(ସ୍ବ.ପ୍ର.)-ବାଲେଶ୍ୱର ଜିଲାର ରାଇବଣିଆ ଅଞ୍ଚଳର ଶ୍ୟାମନଗର, କାଳିକ, ଖୁଆଡ, କଳମା ଓ ସର୍ଦ୍ଦାରବନ୍ଧ ପଞ୍ଚାୟତରେ ରାତ୍ରୀ ସମୟରେ ବିଦ୍ୟୁ୍‌ତ୍‌କାଟ ଯୋଗୁ ଅନ୍ଧାର ସୁଯୋଗ ଦେଇ ହାତୀପଲ ବ୍ୟାପକ କ୍ଷତି ଘଟାଇ ଚାଲିଛନ୍ତି। ଲୋକମାନେ ଗୋଟିଏ ସ୍ଥାନରୁ ଅନ୍ୟ ସ୍ଥାନକୁ ଯିବାରେ…

ନ୍ୟୁଜିଲାଣ୍ଡ ଟେଷ୍ଟ ସିରିଜରୁ ବାଦ୍‌ପଡ଼ିଲେ ପାଣ୍ଡ୍ୟା

ନୂଆଦିଲ୍ଲୀ,୧।୨: ଭାରତୀୟ ଅଲ୍‌ରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ସମ୍ପୂର୍ଣ୍ଣ ଫିଟନେସ୍‌ ହାସଲ କରି ନ ଥିବାରୁ ନ୍ୟୁଜିଲାଣ୍ଡ ବିପକ୍ଷ ଦୁଇ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ୍‌ରୁ ବାଦ୍‌ ପଡ଼ିଛନ୍ତି। ପାଣ୍ଡ୍ୟା ଏନ୍‌ସିଏ ମୁଖ୍ୟ ଫିଜିଓ ଆଶିଷ କୌଶିକଙ୍କ ସହ ଲଣ୍ଡନ ଗସ୍ତ କରିଥିଲେ।…

କେନିନ୍‌ଙ୍କୁ ପ୍ରଥମ ଗ୍ରାଣ୍ଡସ୍ଲାମ ଟାଇଟଲ

ମେଲବୋର୍ନ,୧।୨(ଏଏଫ୍‌ପି)-୨୧ବର୍ଷୀୟା ଆମେରିକୀୟ ମହିଳା ଟେନିସ ଖେଳାଳି ସୋଫିଆ କେନିନ୍‌ ଏଥର ବର୍ଷର ପ୍ରଥମ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ଅଷ୍ଟ୍ରେଲିଆନ୍‌ ଓପନ୍‌ରେ ଚାମ୍ପିୟନ ହେବାର ଗୌରବ ଅର୍ଜନ କରିଛନ୍ତି। ଶନିବାର ଅନୁଷ୍ଠିତ ମହିଳା ସିଙ୍ଗଲ୍ସ ଫାଇନାଲ ମ୍ୟାଚ୍‌ରେ ସେ ଦୁଇଥର ଗ୍ରାଣ୍ଡସ୍ଲାମ ଟାଇଟଲ ବିଜୟିନୀ…

ଧରିତ୍ରୀ ପ୍ରଭାବ: ଖୋଲିଲା ଓ୍ବାଚ ଟାଓ୍ବାର

କେନ୍ଦୁଝର, ୧ା୨(ସ୍ବ.ପ୍ର.): ପାଟଣା ବ୍ଲକ ଭୀମକୁଣ୍ଡ ପର୍ଯ୍ୟଟନ କେନ୍ଦ୍ରରେ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବାକୁ ଓ୍ବାଚ ଟାଓ୍ବାରକୁ ଜିଲା ପ୍ରଶାସନ ମକର ପୂର୍ବ ଦିନ ଉଦ୍‌ଘାଟନ କରିଥିଲେ। ଉଦ୍‌ଘାଟନର ତିନି ଦିନ ପରେ ତାଲା ପଡିବାରୁ ପର୍ଯ୍ୟଟକମାନେ ନିରାଶ ହୋଇଥିଲେ। ୧ କୋଟି…

ପିଏମ୍‌ କିଷାନରେ ୨୭.୫% ହ୍ରାସ

ନୂଆଦିଲ୍ଲୀ,୧ା୨: ୨୦୨୦-୨୧ ଆର୍ଥିକ ବର୍ଷ ପାଇଁ ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (ପିଏମ୍‌-କିଷାନ) ଯୋଜନା ଲାଗି ପୂର୍ବରୁ ୭୫,୦୦୦ କୋଟି ଟଙ୍କା ବ୍ୟୟବରାଦର ଲକ୍ଷ୍ୟ ରଖାଯାଇଥଲା। ତେବେ ପଶ୍ଚିମବଙ୍ଗ ସମେତ କେତେକ ରାଜ୍ୟରେ ପରିଚାଳନାଗତ ଅସୁବିଧା ଯୋଗୁ ଏଥିରେ ୨୭.୫% ହ୍ରାସ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri