Home Left

କରୋନାରୁ ବର୍ତ୍ତିବା ପାଇଁ ଭାରତକୁ ଏନ୍‌-୯୫ ମାସ୍କ ମାଗିଲା ଚାଇନା

ବେଜିଂ,୧।୨: ଚାଇନାରେ କରୋନା ଭୂତାଣୁ ଦିନକୁ ଦିନ ଭୟଙ୍କର ହେବାରେ ଲାଗିଛି। ଏଥିଯୋଗୁ ଏବେ ପର୍ଯ୍ୟନ୍ତ ୨୫୯ ଜଣଙ୍କର ଜୀବନ ଗଲାଣି। ଏହି ରୋଗରେ ପ୍ରାୟ ୧୨ହଜାରରୁ ଊର୍ଦ୍ଧ୍ୱ ଚାଇନା ନାଗରିକ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି। ଏପରିସ୍ଥିତିରେ ଏବେ ଚାଇନା ସମ୍ମୁଖରେ…

ଏମିତି ଦେଶ, ଯେଉଁଠି ମନ୍ତ୍ରୀ ଚାହିଁଲେ ମଦ ପିଇ ମଧ୍ୟ କରିପାରିବେ ବଜେଟ୍‌ ଉପସ୍ଥାପନ

ପ୍ରତ୍ୟେକ ଦେଶର ସରକାର ପ୍ରତିବର୍ଷ ବଜେଟ୍‌ ପ୍ରସ୍ତୁତ କରିଥାନ୍ତି। ମୁଖ୍ୟତଃ ବଜେଟ୍‌ ଉପସ୍ଥାପନ ବେଳେ ସରକାର ଦେଶର ଆୟ ବ୍ୟୟ ହିସାବ କରିଥାନ୍ତି। ଏହି ବଜେଟ୍‌କୁ ଅର୍ଥମନ୍ତ୍ରୀ ସ୍ଥିର ଆଉ ସୁସ୍ଥ ମସ୍ତିଷ୍କରେ ଉପସ୍ଥାପନ କରିଥାନ୍ତି। ମାତ୍ର ଏମିତି ଏକ ଦେଶ…

ହାପି ବାର୍ଥ ଡେ ବ୍ରହ୍ମାନନ୍ଦମ୍‌: ୧ ହଜାରରୁ ଅଧିକ ଫିଲ୍ମରେ କରିଛନ୍ତି କାମ, ଗିନିଜ୍‌ ରେକଡର୍‌ସରେ ନାମ ସାମିଲ

ଦକ୍ଷିଣ ଭାରତୀୟ ସିନେମାର ଖ୍ୟାତନାମା ହାସ୍ୟ କଳାକାର ବ୍ରହ୍ମାନନ୍ଦମ୍‌ଙ୍କ ଶନିବାର ହାପି ବାର୍ଥ ଡେ। ସେ ୬୩ତମ ଜନ୍ମଦିନ ପାଳନ କରୁଛନ୍ତି। ଏହି ଅବସରରେ ସୋସିଆଲ ମିଡିଆରେ #Brahmanandam ଟ୍ରେଣ୍ଡ କରୁଥିବା ବେଳେ ପ୍ରଶଂସକ ଓ ଶୁଭେଚ୍ଛୁମାନଙ୍କ ତରଫରୁ ତାଙ୍କୁ ଅଭିନନ୍ଦନର…

ସୁଦର୍ଶନପୁର ପୂର୍ବତନ ସରପଞ୍ଚଙ୍କ ପରଲୋକ

ବାସୁଦେବପୁର,୧।୨: ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ସୁଦର୍ଶନପୁର ପଞ୍ଚାୟତର ପୂର୍ବତନ ସରପଞ୍ଚ ଭୁବନାନନ୍ଦ ମଲିକଙ୍କ ଶନିବାର ଭୋର ସମୟରେ ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୬୫ ବର୍ଷ ହୋଇଥିଲା। ହଠାତ୍‌ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ଭୁବନାନନ୍ଦଙ୍କୁ ବାସୁଦେବପୁର ଚିକିତ୍ସାଳୟରେ ଭର୍ତ୍ତି…

ଜି-୨୦ ସମ୍ମିଳନୀ ପାଇଁ ବଜେଟରେ ଶହେ କୋଟିର ପ୍ରସ୍ତାବ

ନୂଆଦିଲ୍ଲୀ,୧।୨: କିଛିଦିନ ହେବ ଦେଶ ମହଙ୍ଗା ମାଡରେ ଭାଙ୍ଗି ପଡିଥିବା ବେଳେ ଏବେ ସମସ୍ତଙ୍କ ନଜର ରହିଛି ଚଳିତ ବର୍ଷର ବଜେଟ ଉପରେ। କୃଷକ, ମଧ୍ୟବିତ୍ତ, ଟ୍ୟାକ୍ସ ପେୟର ସମସ୍ତଙ୍କ ନଜର ଶନିବାର ଉପସ୍ଥାପିତ ହେଉଥିବା ବଜେଟ ଉପରେ। ଶନିବାର ଅର୍ଥମନ୍ତ୍ରୀ…

ଚନ୍ଦ୍ରଭାଗାରେ ମାଘବୁଡ଼ ପକାଇଲେ ଲକ୍ଷାଧିକ ଶ୍ରଦ୍ଧାଳୁ

କୋଣାର୍କ,୧।୨(ଡି.ଏନ୍‌.ଏ.): ମାଘ ସପ୍ତମୀ ଉପଲକ୍ଷେ ଶନିବାର ପବିତ୍ର ଚନ୍ଦ୍ରଭାଗା ତୀର୍ଥ ପୁଷ୍କରିଣୀରେ ଲକ୍ଷାଧିକ ଶ୍ରଦ୍ଧାଳୁ ବୁଡ଼ ପକାଇଛନ୍ତି। ଏଥିସହ ମହୋଦଧି କୂଳରେ ସୂର୍ଯ୍ୟପୂଜା କରିବା ସହ ସୂର୍ଯ୍ୟଦର୍ଶନ କରିଥିଲେ। ପରେ କୋଣାର୍କ ଆସି ନବଗ୍ରହଙ୍କ ପୀଠରେ ପୂଜାର୍ଚ୍ଚନା କରି ହୋମଯଜ୍ଞ କରିଛନ୍ତି।…

ବରଗଡ଼ ସିଟି ହସ୍‌ପିଟାଲ ଦାବି: ସେଲ୍ଫିଜୋନ୍‌ ଆଗରେ ସଚେତନ ନାଗରିକ ମଞ୍ଚର ଧାରଣା

ବରଗଡ଼ ଅଫିସ୍‌,୧।୨- ବରଗଡ଼ ସହରରୁ ଭଟଲି ବ୍ଲକ ଅନ୍ତର୍ଗତ ଟୁକୁର୍ଲା (ଖେଦାପାଲି) ନିକଟକୁ ଜିଲା ମୁଖ୍ୟ ଡାକ୍ତରଖାନା ଉଠିଯିବା ପରେ ସହରବାସୀଙ୍କ ମଧ୍ୟରେ ଅସନ୍ତୋଷ ବଢ଼ିବାରେ ଲାଗିଛି। ପୁରୁଣା ଜିଲା ମୁଖ୍ୟ ଡାକ୍ତରଖାନାକୁ ସିଟି ହସ୍‌ପିଟାଲ ଘୋଷଣା ଦାବିରେ ଶନିବାର ବରଗଡ଼…

ସିଟି ହସ୍ପିଟାଲ ଦାବି: ଧାରଣାକୁ ଓହ୍ଲାଇଲା ଭାଜପା

ବରଗଡ଼ ଅଫିସ,୧।୨: ବରଗଡ଼ ସହରରେ ଥିବା ପୁରୁଣା ଜିଲା ମୁଖ୍ୟ ଡାକ୍ତରଖାନାକୁ ସିଟି ହସ୍ପିଟାଲ ଘୋଷଣା ଦାବିରେ ଆନ୍ଦୋଳନ ତେଜି ଉଠିଛି। ଏହି ଦାବି ନେଇ ଶନିବାର ଭାଜପା ସ୍ଥାନୀୟ ଥାନାଛକରେ ତିନି ଘଣ୍ଟିଆ ଧାରଣାକୁ ଓହ୍ଲାଇଛି। ଦଳର ଜିଲା ସଭାପତି…

ବଜେଟ ଉପସ୍ଥାପନ ପୂର୍ବରୁ କଶ୍ମୀର କବିତା ପଢିଲେ ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୧।୨: କେନ୍ଦ୍ରୀୟ ବଜେଟକୁ ଶନିବାର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଉପସ୍ଥାପନ କରିଛନ୍ତି। ଅର୍ଥମନ୍ତ୍ରୀ ଭାବେ ସେ ତାଙ୍କର ଦ୍ୱିତୀୟ ବଜେଟ ଉପସ୍ଥାପନ କରିବା ପୂର୍ବରୁ ଏକ କଶ୍ମୀର କବିତା ପଢିଥିଲେ। ଏହାକୁ ପରେ ସେ ହିନ୍ଦୀରେ ଅନୁବାଦ ମଧ୍ୟ କରିଥିଲେ। ପଣ୍ଡିତ…

ବିଜୟ ସୁନିଶ୍ଚିତ ଦେଖି ଉତ୍ସବ ମନାଇବା ଅନୁଚିତ

କ୍ରୀଡ଼ାରେ ବିଜୟ ସୁନିଶ୍ଚିତ ଦେଖି ଉତ୍ସବ କିମ୍ବା ସେଲିବ୍ରେଶନ କରିବା କଦାପି ଉଚିତ ନୁହେଁ। ଏହା ମହଙ୍ଗା ପଡ଼ିପାରେ। ଟ୍ରେନିଙ୍କୁ ଏ ସମ୍ପର୍କରେ ଅବଗତ କରାଇବା ପ୍ରତ୍ୟେକ କୋଚ୍‌ଙ୍କ ପ୍ରାଥମିକ କାର୍ଯ୍ୟ। ବିଶ୍ୱ କ୍ରୀଡ଼ାରେ ଏହାର ବହୁ ଉଦାହରଣ ରହିଛି। ସବୁଠୁ…

କରୋନା ଭାଇରସ୍‌ ଭୟ: ଚାଇନା ମାଷ୍ଟର୍ସ ବାତିଲ

ବେଜିଂ,୧।୨(ଏଏଫ୍‌ପି)- ଦେଶରେ କରୋନା ଭାଇରସ୍‌ କାୟା ବିସ୍ତାର କରିସାରିଛି। ଏହାର ପ୍ରଭାବ କ୍ରୀଡ଼ାଜଗତ ଉପରେ ମଧ୍ୟ ପଡ଼ିଛି। ୨୦୨୦ ବିଶ୍ୱ ଟୁର ସିଜନରେ ଚାଇନାର ପ୍ରଥମ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟ ଚାଇନା ମାଷ୍ଟର୍ସକୁ ବାତିଲ କରାଯାଇଛି। ଏ ନେଇ ଶନିବାର ଆୟୋଜକମାନେ ଘୋଷଣା…

ବିନୟଙ୍କ ଆବେଦନ ଖାରଜ ପରେ ରାଷ୍ଟ୍ରପତିଙ୍କ ନିକଟରେ କ୍ଷମା ଆବେଦନ କଲେ ଅକ୍ଷୟ

ନୂଆଦିଲ୍ଲୀ,୧।୨: ନିର୍ଭୟା ଗଣବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ଅକ୍ଷୟ ଠାକୁର ଏବେ ରାଷ୍ଟ୍ରପତିଙ୍କ ନିକଟରେ କ୍ଷମା ଆବେଦନ କରିଛନ୍ତି। ଶନିବାର ରାଷ୍ଟ୍ରପତି ରାମନାଥ କୋବିନ୍ଦ ବିନୟ ଶର୍ମାଙ୍କ କ୍ଷମା ଆବେଦନ ଖାରଜ କରିବା ପରେ ଏବେ ଅକ୍ଷୟ ରାଷ୍ଟ୍ରପତିଙ୍କ ନିକଟରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri