Home Left

ପୁଲଓ୍ବାମା ଭଳି ଆକ୍ରମଣ ଯୋଜନାରେ ଥିଲେ ଆତଙ୍କବାଦୀ: ଜବତ ଅସ୍ତ୍ରଶସ୍ତ୍ର ଉଡାଇ ପାରିଥାଆନ୍ତା ବୁଲେଟ୍‌ ପ୍ରୁଫ୍‌ ଗାଡ଼ି

ଶ୍ରୀନଗର,୧।୨: ଜମ୍ମୁର ଗନରୋଟା ଅଞ୍ଚଳରେ ଜୈଶ-ଇ-ମହମ୍ମଦର ମୃତ ୩ ଆତଙ୍କବାଦୀ ବଡ ଧରଣର ଆକ୍ରମଣ ଯୋଜନାରେ ଥିବା ଜଣାପଡିଛି। ଏଥିପାଇଁ ସେମାନେ ନଗରୋଟା ହାଇଓ୍ବେର ସ୍ଥାନେ ସ୍ଥାନେ ଆଇଇଡି ଲଗାଇଥିଲେ। ଏବେ ଜାଣିବାକୁ ମିଳିଛି କି ଜବତ ହୋଇଥିବା ଆଇଇଡି ଗୁଡିକ…

ଚାଇନାରୁ ନିଜ ନାଗରିକଙ୍କୁ ଫେରାଇ ଆଣିବନି ପାକିସ୍ତାନ

ଇସ୍‌ଲାମାବାଦ,୧।୨: ଚାଇନାରେ ଏବେ କରୋନା ଭୂତାଣୁ ମହାମାରୀର ରୂପ ନେଇଛି। ଏବେ ଏଠାକୁ କିଛି ଦେଶ ସେମାନଙ୍କ ବିମାନ ସେବା ବନ୍ଦ କରିଦେଇଥିବା ବେଳେ ଆଉ କିଛି ଦେଶ ସେମାନଙ୍କ ବିମାନ ସେବାକୁ କମାଇ ଦେଇଛନ୍ତି। ଭାରତ ସମେତ କିଛି ଦେଶ…

୫ ଶ୍ରେଷ୍ଠ ନାଟକ ପୁରସ୍କୃତ

କଟକ ଅଫିସ, ୧।୨: ଥିଏଟର ମୁଭ୍‌ମେଣ୍ଟ ପକ୍ଷରୁ କଟକ କଳାବିକାଶ କେନ୍ଦ୍ରଠାରେ ଚାଲିଥିବା ଗ୍ଲୋବାଲ ଥିଏଟର ଫେଷ୍ଟିଭାଲ ଶୁକ୍ରବାର ସନ୍ଧ୍ୟାରେ ଉଦ୍‌ଯାପିତ ହୋଇଯାଇଛି। ଏଥିରେ ମୁଖ୍ୟଅତିଥି ଭାବେ ପୂର୍ବତନ ନିର୍ବାଚନ କମିଶନର ରବିନାରାୟଣ ସେନାପତି ଯୋଗଦେଇଥିଲେ। ଗତ ୨୦ ତାରିଖରୁ ଚାଲିଥିବା…

କରୋନା ପାଇଁ ମକ୍‌ଡ୍ରିଲ୍‌

ଭୁବନେଶ୍ୱର,୧।୨(ବ୍ୟୁରୋ): ନଭେଲ୍‌ କରୋନା ଭୂତାଣୁର ସମ୍ଭାବ୍ୟ ସଂକ୍ରମଣ ମୁକାବିଲା ଲାଗି ଶୁକ୍ରବାର ଏକ ମକ୍‌ଡ୍ରିଲ୍‌ ଆୟୋଜିତ ହୋଇଯାଇଛି। ଡିଏମ୍‌ଇଟି ପ୍ରଫେସର ଡା. ସିବିକେ ମହାନ୍ତି, ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା. ଅଜିତ୍‌ କୁମାର ମହାନ୍ତିଙ୍କ ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ ଡା. ଧନଞ୍ଜୟ ଦାସଙ୍କ ନେତୃତ୍ୱରେ…

ମାଓବାଦୀ ଅଞ୍ଚଳ ବୁଲିଲେ ସିଆର୍‌ପିଏଫ୍‌ ଡିଜି

ଭୁବନେଶ୍ୱର,୧।୨(ବ୍ୟୁରୋ): ସିଆର୍‌ପିଏଫ୍‌ ଡିଜି ଏ.ପି. ମାହେଶ୍ୱରୀ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସି ଶୁକ୍ରବାର ମାଲକାନଗିରି, କୋରାପୁଟ ଆଦି ରାଜ୍ୟର ବିଭିନ୍ନ ମାଓବାଦୀ ପ୍ରଭାବିତ ଜିଲା ବୁଲିଛନ୍ତି। କ୍ଷେତ୍ରୀୟ ଅନୁଧ୍ୟାନ ସହ ମାଓବାଦୀ ସ୍ଥିତିର ସମୀକ୍ଷା କରିଛନ୍ତି। ମାଓବାଦୀ ଦମନରେ ରହୁଥିବା…

କନ୍ୟା ମାଗିଲେ ଯୌତୁକ: ବରପକ୍ଷ କଲେ ମନା; ଭାଙ୍ଗିଲା ବିବାହ

ରୁର୍‌କି, ୧।୨: କନ୍ୟାପକ୍ଷ ବରଙ୍କୁ ଯୌତୁକ ଦେବାର ପରମ୍ପରା ଭାରତୀୟ ସଂସ୍କୃତିରେ ପ୍ରାୟତଃ ଦେଖିବାକୁ ମିଳିଥାଏ। ତେବେ ରୁର୍‌କିର ଜଣେ କନ୍ୟା ବରପକ୍ଷଙ୍କଠାରୁ ଯୌତୁକ ଦାବି କରିଛନ୍ତି। ବରପକ୍ଷ ଯୌତୁକ ଦେବାକୁ ମନା କରିବାରୁ ଏବେ ବିବାହ ଭାଙ୍ଗିଯାଇଛି। ଏନେଇ ବରପକ୍ଷରୁ…

ରାଜ୍ୟପାଳ ପୁରସ୍କାରପ୍ରାପ୍ତ ପ୍ରଧାନ ଶିକ୍ଷକଙ୍କ ପରଲୋକ

ଧାମନଗର,୧।୨(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମନଗର ବ୍ଲକ ଅସୁରାଳିର ବିଶିଷ୍ଟ ସମାଜସେବୀ ତଥା ପୂର୍ବତନ ପ୍ରଧାନ ଶିକ୍ଷକ ଗୌରାଙ୍ଗ ଚରଣ ଦାସଙ୍କର ଶନିବାର ପରଲୋକ ହୋଇଛି। ମୃତ୍ୟୁବେଳକୁ ତାଙ୍କୁ ୯୧ ବର୍ଷ ହୋଇଥିଲା। ଗୌରାଙ୍ଗ ଅନେକ ଦିନ ଧରି ବାର୍ଦ୍ଧକ୍ୟଜନିତ ସ୍ବାସ୍ଥ୍ୟ ସମସ୍ୟାରେ…

ପୁରୁଣା ମୁଖ୍ୟ ଚିକିତ୍ସାଳୟରେ ପୂର୍ଣ୍ଣାଙ୍ଗ ସ୍ବାସ୍ଥ୍ୟସେବା ଦାବି: ଅନଶନରେ କଂଗ୍ରେସ ନେତା

ବରଗଡ଼ ଅଫିସ,୧।୨: ବରଗଡ଼ର ପୁରୁଣା ମୁଖ୍ୟ ଚିକିତ୍ସାଳୟରେ ସମ୍ପୂର୍ଣ୍ଣ ସୁବିଧା ସହ ସିଟି ହସ୍ପିଟାଲ ଘୋଷଣା ଦାବିରେ ଶନିବାର ପୂର୍ବାହ୍ନ ୧୦ଟାରୁ କଂଗ୍ରେସ ୨୪ ଘଣ୍ଟିଆ ଅନଶନକୁ ଓହ୍ଲାଇଛି। ସ୍ଥାନୀୟ ବୀର ସୁରେନ୍ଦ୍ର ସାଏ, ମହାତ୍ମା ଗାନ୍ଧୀ, ସ୍ବଭାବ କବି ଗଙ୍ଗାଧର…

ଅଭିଯୋଗ ପରେ ବନ୍ଦ ହେଲା ମଦ ଦୋକାନ

ଡେରାବିଶ (ସ୍ବ.ପ୍ର.)/ ପାଟକୁରା (ଡି.ଏନ.ଏ.), ୧।୨: ପାଟକୁରା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଡେରାବିଶ ଓ ଗରଦପୁର ବ୍ଲକ ଅଞ୍ଚଳର ବିକାଶ ନକ୍ସା ଆଙ୍କିବାକୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ୩ ସଚିବ କେନ୍ଦ୍ରାପଡା ଜିଲାକୁ ଶୁକ୍ରବାର ଗସ୍ତ କରିଛନ୍ତି। ଜିଲା ପ୍ରଶାସନିକ ଅଧିକାରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ…

ବ୍ୟାଙ୍କ କାରବାର ଠପ୍‌

ଭୁବନେଶ୍ୱର,୧।୨: ବେତନ ସଂଶୋଧନ ଦାବିରେ ବ୍ୟାଙ୍କ ସଂଘଗୁଡିକ ଦେଇଥିବା ୨ ଦିନିଆ ଧର୍ମଘଟ ଡାକରା ଯୋଗୁ ସାରା ଦେଶରେ ବ୍ୟାଙ୍କ କାରବାର ଠପ୍‌ ହୋଇଯାଇଛି। ୟୁନାଇଟେଡ ଫୋରମ୍‌ ଅଫ୍‌ ବ୍ୟାଙ୍କ୍‌ ୟୁନିୟନ୍ସ(ୟୁଏଫ୍‌ବିୟୁ) ପକ୍ଷରୁ ଦିଆଯାଇଥିବା ଏହି ଧର୍ମଘଟ ଡାକରାରେ ଦେଶର ୧୦…

‘ମ୍ୟାନ୍‌ ଭର୍ସେସ ଓ୍ବାଇଲ୍ଡ’ରେ ବିରାଟ-ଦୀପିକା

ମୁମ୍ବାଇ: ବିୟର ଗ୍ରିଲ୍ସଙ୍କ ଲୋକପ୍ରିୟ ଟିଭି ଶୋ ‘ମ୍ୟାନ୍‌ ଭର୍ସେସ୍‌ ଓ୍ବାଇଲ୍ଡ’ ପାଇଁ ଭାରତୀୟ ତାରକାଙ୍କ ଉତ୍ସାହ ଦିନକୁ ଦିନ ବଢ଼ୁଥିବା ଦେଖିବାକୁ ମିଳୁଛି। ସାରା ବିଶ୍ୱରେ ଏହି ଶୋ’ର ସର୍ବାଧିକ ଲୋକପ୍ରିୟତା ରହିଥିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଶୋ’ରେ…

୧୪ ଫୁଟ ଉଚ୍ଚରେ କିକ୍‌ କଲେ ତାଏକୋଣ୍ଡୋ ଖେଳାଳି: ଭିଡ଼ିଓ ଭାଇରାଲ

ସିଓଲ,୧।୨: ଦକ୍ଷିଣ କୋରିଆର ଜଣେ ତାଏକୋଣ୍ଡୋ ଖେଳାଳି ୧୪ ଫୁଟ ଉଚ୍ଚରେ ଡେଇଁ କିକ୍‌ କରିଛନ୍ତି। ଏହାର ଭିଡ଼ିଓ ଏବେ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ୨୧ ବର୍ଷ ବୟସ୍କ ଯୁବକ ଓ୍ବନଜିନ୍‌ କିମ୍‌ ବିଶ୍ୱ ତାଏକୋଣ୍ଡୋ ଫେଷ୍ଟିଭାଲ୍‌ରେ ଏଭଳି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri