ତାଲିକା ଧରି କୋଲକାତା ଗଲା ଏସ୍ଟିଏଫ୍ ଟିମ୍
ଭୁବନେଶ୍ୱର,୧।୨(ବ୍ୟୁରୋ): ବାଂଲାଦେଶୀ ଯୁବତୀଙ୍କୁ ଓଡ଼ିଶା ଚାଲାଣ କରି ଦେହ ବ୍ୟବସାୟରେ ଲଗାଇବା ମାମଲାରେ କ୍ରାଇମବ୍ରାଞ୍ଚ ଏସ୍ଟିଏଫ୍ ହାତରେ ଏବେ ଆଉ ଏକ ବଡ଼ ସୁରାକ ଲାଗିଛି। ଏହି ର଼୍ୟାକେଟର କିଙ୍ଗ୍ପିନ୍ ଅଞ୍ଜଳି ଦିଦି ଓ ତାଙ୍କ ସ୍ବାମୀ ଇବ୍ରାହିମ୍ଙ୍କୁ ଶୁକ୍ରବାର ରିମାଣ୍ଡରେ…
ବିରୋଧୀଙ୍କୁ ମୁକାବିଲା କର
ନୂଆଦିଲ୍ଲୀ,୧ା୨(ପି.ଟି.): ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ)କୁ ନେଇ ତାଙ୍କ ସରକାର ରକ୍ଷାତ୍ମକ ଅନୁଭବ କରିବାର କୌଣସି କାରଣ ନାହିଁ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏନ୍ଡିଏ ବୈଠକରେ କହିଛନ୍ତି। ପାର୍ଲାମେଣ୍ଟରେ ସିଏଏକୁ ଦୃଢ଼ ସମର୍ଥନ କରିବା ଲାଗି ସେ ଏନ୍ଡିଏ ନେତାମାନଙ୍କୁ…
ପୋଷା କୁକୁର ଯୋଗୁ ପରିବାର ଲୋକଙ୍କ ଜୀବନ ରକ୍ଷା ହେଲା
ଜଟଣୀ,୧।୨(ଡି.ଏନ.ଏ.): ପୋଷା କୁକୁର ନାଗ ସାପକୁ ଅଟକାଇବା ଦ୍ୱାରା ପରିବାର ଲୋକଙ୍କ ଜୀବନ ରକ୍ଷା ହୋଇଛି। ଏଭଳି ଦେଖିବାକୁ ମଳିଛି ଜଟଣୀ କୁଦିଆରୀ ଗ୍ରାମରେ ସରୋଜ ସ୍ବାଇଁ ଓ ମନୋଜ ସ୍ବାଇଁଙ୍କ ଘରେ। ଶୁକ୍ରବାର ଅପରାହ୍ନରେ ହଠାତ୍ ପୋଷା କୁକୁର ଦୁଇଟି…
ଶୁଟରଙ୍କୁ ଜାମିଆ ଛାତ୍ର କହିଥିଲେ, ଆସ କଥା ହେବା
ନୂଆଦିଲ୍ଲୀ, ୧ା୨ : ଦିଲ୍ଲୀର ଜାମିଆ ମିଲିଆ ଇସ୍ଲାମିଆ ୟୁନିଭର୍ସିଟି ନିକଟରେ ଗୁରୁବାର ଗୁଳିକାଣ୍ଡ ଘଟାଇଥିବା ନାବାଳକ ରାମଭକ୍ତ ଗୋପାଳଙ୍କୁ ଆକ୍ରମଣର ଶିକାର ହେବା ପୂର୍ବରୁ ଛାତ୍ର ଶାଦାବ ନଜାର କହିଥିଲେ, ରହିଯାଅ। ଆସ ବସି କଥା ହେବା। ହେଲେ ରାମଭକ୍ତ…
୭ରୁ ଧଉଳି-କଳିଙ୍ଗ ମହୋତ୍ସବ
ଭୁବନେଶ୍ୱର,୧।୨(ବ୍ୟୁରୋ): କଳିଙ୍ଗ ବୀରମାନଙ୍କ ବୀରତ୍ୱର ଗାଥାକୁ ମନେପକାଇ ଶାନ୍ତିସ୍ତୂପ ଧଉଳି ପାହାଡ଼ର ପାଦ ଦେଶରେ ଅନୁଷ୍ଠିତ ହେବ ୧୬ତମ ଧଉଳି-କଳିଙ୍ଗ ମହୋତ୍ସବ। ଆସନ୍ତା ଫେବୃୟାରୀ ୭ରୁ ୯ ପର୍ଯ୍ୟନ୍ତ ଦୀର୍ଘ ୩ ଦିନବ୍ୟାପୀ ଚାଲିବାକୁ ଥିବା ଏହି ମହୋତ୍ସବରେ ପ୍ରତିବର୍ଷ ଭଳି…
ଆହତ ହାତୀକୁ ଖୋଜିବ ଡ୍ରୋନ୍
ଢେଙ୍କାନାଳ ଅଫିସ, ୧।୨ – ଢେଙ୍କାନାଳ ସଦର ରେଞ୍ଜ୍ ଓଡ଼ାପଡ଼ା ବ୍ଲକ ୫୫ନଂ. ଜାତୀୟ ରାଜପଥର ପୋଡ଼ାପଡ଼ା ଛକରେ ଗୁରୁବାର ଭୋର ସମୟରେ ଦ୍ରୁତ ଗତିରେ ଆସୁଥିବା ୧୨ଚକିଆ ଟ୍ରକ୍ ଧକ୍କାରେ ଏକ ହାତୀର ମୃତ୍ୟୁ ଘଟିଥିଲା। ଦୁର୍ଘଟଣାରେ ଅନ୍ୟ ଏକ…
କେନ୍ଦ୍ର ମାନବ ସମ୍ବଳ ବିକାଶ ଯୁଗ୍ମ ସଚିବଙ୍କ ସମୀକ୍ଷା
ଢେଙ୍କାନାଳ ଅଫିସ, ୧ା୨ – କେନ୍ଦ୍ର ମାନବ ସମ୍ବଳ ବିକାଶ ବିଭାଗର ଯୁଗ୍ମ ସଚିବ ସଚିନ୍ ସିହ୍ନା ଏବଂ ରାଜ୍ୟ ସମଗ୍ର ଶିକ୍ଷା ପ୍ରକଳ୍ପ ନିର୍ଦ୍ଦେଶକ ଭୂପିନ୍ଦର ସିଂ ପୁନିଆ ଶୁକ୍ରବାର ଢେଙ୍କାନାଳ ଜିଲା ଗସ୍ତ କରି ବିଭିନ୍ନ ସରକାରୀ ବିଦ୍ୟାଳୟ…
ଆଜିଠାରୁ ଖଣ୍ଡଗିରି କୁମ୍ଭମେଳା
ଭୁବନେଶ୍ୱର,୧।୨(ବ୍ୟୁରୋ): ଶନିବାରଠାରୁ ଆରମ୍ଭ ହେଉଛି ପ୍ରସିଦ୍ଧ ଖଣ୍ଡଗିରି ମାଘ ସପ୍ତମୀ ମେଳା। ଏଥିପାଇଁ ଉତ୍ସବମୁଖର ହୋଇଉଠିଛି ଖଣ୍ଡଗିରି ଉଦୟଗିରି ପାଦଦେଶ। ସାରା ଦେଶରୁ ୩ହଜାରରୁ ଊର୍ଦ୍ଧ୍ୱ ସାଧୁସନ୍ଥଙ୍କ ସମାଗମ ହୋଇଥିବାବେଳେ ପ୍ରତ୍ୟୁଷରୁ ଧୁନି ସ୍ଥାପନ ପରେ ଉଛୁଳି ଉଠିବ ମେଳା ପରିସର।…
ବ୍ୟବଚ୍ଛେଦ ପରେ ପୋତାଗଲା ମୃତ ତିମି
ବ୍ରହ୍ମଗିରି, ୧।୨(ଡି. ଏନ୍.ଏ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ ସାନପାଟଣା ସମୁଦ୍ରକୂଳରେ ଲାଗିଥିବା ମୃତ ତିମିର ମୃତଦେହକୁ ଶୁକ୍ରବାର ବ୍ୟବଚ୍ଛେଦ କରାଯିବା ପରେ ପୋତି ଦିଆଯାଇଛି। ବ୍ରହ୍ମଗିରି ମଣ୍ଡଳ ପ୍ରାଣୀ ଚିକିତ୍ସାଧିକାରୀ ଡାକ୍ତର ମଳୟ କୁମାର ମିଶ୍ର ମୃତ ତିମିକୁ…
ରାସ୍ତାକୁ ଗାଈ ଛାଡ଼ିଲେ ଧରିନେବ ସ୍କ୍ବାଡ୍
ଭୁବନେଶ୍ୱର, ୧।୨(ବ୍ୟୁରୋ): ଏଣିକି ରାସ୍ତାକୁ ଗାଈ ଛାଡ଼ିଲେ ମାଲିକ ଗଣିବେ ୫ହଜାର ଜରିମାନା। ନଚେତ୍ ପାଳିତ ଗାଈକୁ ହରାଇବାକୁ ପଡ଼ିବ। ଏଭଳି କଡା ନିଷ୍ପତ୍ତି ଗ୍ରହଣ କରିଛି ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି)। ରାଜଧାନୀ ତଥା ଉପକଣ୍ଠ ଅଞ୍ଚଳ ରାସ୍ତାରେ ଦଳ…
ଜଗତ୍ସିଂହପୁରରେ ଶୁଭାରମ୍ଭ ହେଲା ଇ-ଅଫିସ୍
ଜଗତ୍ସିଂହପୁର ଅଫିସ୍,୧।୨: ଫାଇଲ ଚାଷ ଯୋଗୁ ଅନେକ ସମୟରେ ଲୋକଙ୍କ ପାଖରେ ସେବା ପହଞ୍ଚତ୍ବାରେ ବିଳମ୍ବ ହେଉଛି। ଏପରି କି ଫାଇଲ ହଜିଯାଉଥିବା କୁହାଯାଇ ଅନେକ ପ୍ରସଙ୍ଗକୁ ବିବାଦୀୟ କରି ଦିଆଯାଉଛି। କେତେକ ସରକାରୀ କର୍ମଚାରୀ ଦୁର୍ନୀତି ଲୁଚାଇବା ପାଇଁ ଜାଣିଶୁଣି…
ବୈରୀ ଷ୍ଟେଶନ୍ରେ ରହିଲା କେନ୍ଦୁଝର-ଭୁବନେଶ୍ୱର ଫାଷ୍ଟ ପାସେଞ୍ଜର
ଛତିଆ,୧।୨(ଡି.ଏନ୍.ଏ.): ବୈରୀ ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ଦାବି ସଫଳ ହୋଇଛି। ଶୁକ୍ରବାରଠାରୁ ବୈରୀ ଷ୍ଟେଶନରେ କେନ୍ଦୁଝର, ଭୁବନେଶ୍ୱର ପାସେଞ୍ଜର ଟ୍ରେନ୍ ରହଣୀ ହୋଇଛି। ଉଭୟ ପଟୁ ୧ ମିନିଟ୍ ଲେଖାଏ ରହିବା ପାଇଁ ଇଷ୍ଟକୋଷ୍ଟ ରେଲୱେ ପକ୍ଷରୁ ବିଧିବଦ୍ଧ ଭାବେ ବିଜ୍ଞପ୍ତି…
Archives


