Home Left

ପାଚେରିରେ ଅଟକିଛି ପ୍ଲାନେଟାରିୟମ ନିର୍ମାଣ

ବ୍ରହ୍ମପୁର ଅଫିସ,୧ା୨ – ଗୋପାଳପୁର ବେଳାଭୂମି ପ୍ରତି ପର୍ଯ୍ୟଟକଙ୍କୁ ଆକୃଷ୍ଟ କରାଇବା ନିମନ୍ତେ ବିକ୍ରମପୁରଠାରେ ରାଜ୍ୟର ତୃତୀୟ ପ୍ଲାନେଟାରିୟମ ଓ ସାଇନ୍ସ ପାର୍କ ନିର୍ମାଣ ପାଇଁ ଯୋଜନା ହୋଇଛି । ହେଲେ କାର୍ଯ୍ୟରେ ଅଗ୍ରଗତି ହେଉ ନ ଥିବାରୁ ଏହା କେବଳ…

ସଚିବଙ୍କ ନିର୍ଦ୍ଦେଶ ପରେ ବିଭାଗୀୟ ତତ୍ପରତା

ଯାଜପୁର ଅଫିସ,୧।୨: ଯାଜପୁର ଜିଲା ସୁକିନ୍ଦା ମେଗା ଜଳଯୋଗାଣ ପ୍ରକଳ୍ପ ନିର୍ମାଣରେ ହୋଇଥିବା ଅନିୟମିତତା ସଂକ୍ରାନ୍ତରେ ବିଭାଗୀୟ ତତ୍ପରତା ଦେଖିବାକୁ ମିଳିଛି। ଓଡ଼ିଶା ସରକାର ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗର ଅଧସ୍ଥନ ସଚିବ ଏସ୍‌.ଆର୍‌. ପଟ୍ଟନାୟକ ତାଙ୍କ ପତ୍ରସଂଖ୍ୟା ୨୩୪୬୪/୧୩ା୧୨ା୨୦୧୯ରେ ନିର୍ଦ୍ଦେଶ…

୧୫ ସୁଦ୍ଧା ବକେୟା ପୈଠ ନ କଲେ ବିଦ୍ୟୁତ୍‌ ବିଚ୍ଛିନ୍ନ

ବ୍ରହ୍ମପୁର ଅଫିସ,୧ା୨-ଦକ୍ଷିଣାଞ୍ଚଳ ବିଦ୍ୟୁତ ପରିବଣ୍ଟନ ସଂସ୍ଥା ସାଉଥକୋ ଅଧୀନ ୮ ଜିଲାର ୧୫ ଲକ୍ଷ ୭୩ ହଜାର ୮୧୫ ଉପଭୋକ୍ତାଙ୍କ ଉପରେ ୧୩୭୪.୨୬ କୋଟି ଟଙ୍କା ବକେୟା ପଡ଼ିଛି। ଆସନ୍ତା ୧୫ ତାରିଖ ସୁଦ୍ଧା ଉପଭୋକ୍ତା ବକେୟା ପୈଠ କରିବା ପାଇଁ…

ଡୁବୁରୀ ଛକରେ ସ୍ଥାପନ ହେବ ଟ୍ରାଫିକ ଲାଇଟ୍‌ ସିଗନାଲ

ଯାଜପୁର ଟାଉନ,୧।୨(ଡି.ଏନ.ଏ): ସଡ଼କ ସୁରକ୍ଷା ସମ୍ପର୍କିତ ପ୍ରଥମ ପାର୍ଲାମେଣ୍ଟାରୀ କମିଟି ବୈଠକ ଜିଲାପରିଷଦ ସଭାଗୃହଠାରେ ଏମ୍‌ପି ଶର୍ମିଷ୍ଠା ସେଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଦେଶରେ ସଡ଼କ ଦୁର୍ଘଟଣା ବୃଦ୍ଧି ପାଇଥିବାରୁ ସେଠୀ ଉଦ୍‌ବେଗ ପ୍ରକାଶ କରିବା ସହିତ ଏ ଦିଗରେ ସମସ୍ତଙ୍କର…

ସପ୍ତାହରେ ଦୁଇଥର ଏହି ଖାଦ୍ୟ ଖାଇଲେ ଦୂର ହୁଏ ହୃଦ୍‌ରୋଗ ଆଶଙ୍କା

ଆଜିକାଲି ଏମିତି ରୋଗ ହେଉଛି ନିମିଷକ ମଧ୍ୟରେ ପ୍ରାଣ ଚାଲିଯାଉଛି। ତେଣୁ ଖାଇବା ପିଇବା ପ୍ରତି ଧ୍ୟାନ ଦେବା ନିହାତି ଜରୁରୀ। ସୁସ୍ଥ ଜୀବନଶୈଳୀ ଆପଣାଇବା ସତ୍ତ୍ୱେ ମଧ୍ୟ କିଛି ରୋଗ ହଠାତ୍‌ ହୋଇଥାଏ। ଯେମିତିକି ହୃଦ୍‌ରୋଗ। ଏହା କେତେବେଳେ କାହାକୁ…

ବାଲେଶ୍ୱର ଷ୍ଟେଶନରେ ଅହୋରାତ୍ର ଉଡ଼ିଲା ତ୍ରିରଙ୍ଗା

ବାଲେଶ୍ୱର ଅଫିସ, ୧।୨-ବାଲେଶ୍ୱର ରେଳଷ୍ଟେଶନଠାରେ ରେଳ ବିଭାଗ ପକ୍ଷରୁ ଅହୋରାତ୍ର ତ୍ରିରଙ୍ଗା ପତକା ଉଡ଼ିବା ବ୍ୟବସ୍ଥା ଶୁକ୍ରବାରଠାରୁ କରାଯାଇଛି। ସଦର ବିଧାୟକ ମଦନମୋହନ ଦତ୍ତ ଷ୍ଟେଶନରେ ପହଞ୍ଚତ୍ ତ୍ରିରଙ୍ଗା ପତକାକୁ ସଲାମ କରିଥିଲେ। ବିଧାୟକଙ୍କ ଅନୁରୋଧ କ୍ରମେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ…

ଅଷ୍ଟ୍ରେଲିଆନ ଓପନ୍‌: ଜୋକୋଭିଚ୍‌- ଥିମ୍‌ ଫାଇନାଲ

ମେଲବୋର୍ନ,୧।୨ (ଏଏଫ୍‌ପି)- ବର୍ଷର ପ୍ରଥମ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ଅଷ୍ଟ୍ରେଲିଆନ ଓପନର ପୁରୁଷ ସିଙ୍ଗଲ୍ସ ଫାଇନାଲ ମୁକାବିଲା ସ୍ପଷ୍ଟ ହୋଇଛି। ରବିବାର ଟାଇଟଲ ପାଇଁ ଫାଇନାଲ ମୁକାବିଲାରେ ଦ୍ୱିତୀୟ ସିଡ ସର୍ବିୟାର ଅଭିଜ୍ଞ ଖେଳାଳି ନୋଭାକ ଜୋକେଭିଚ ଓ ପଞ୍ଚମ ସିଡ ଅଷ୍ଟ୍ରିଆର…

ପ୍ରସ୍ତାବିତ ଓଭରବ୍ରିଜ ପାଇଁ ଉଚ୍ଛେଦକୁ ବିରୋଧ

ବାରିପଦା ଅଫିସ,୩୧ା୧- ମୟୂରଭଞ୍ଜ ଜିଲା ବାରିପଦା ସହରର ପାଳବଣି ଗୋଲେଇଠାରୁ କୃଷ୍ଣଚନ୍ଦ୍ର ଗୋଲେଇ ମଧ୍ୟରେ ରେଳ ଓ ପୂର୍ତ୍ତ ବିଭାଗ ପକ୍ଷରୁ ମିଳିତ ଭାବେ ଓଭରବ୍ରିଜ ନିର୍ମାଣ କରାଯିବ। ଏଥିପାଇଁ ମାଟି ପରୀକ୍ଷା ସରିଥିବା ବେଳେ ଟେଣ୍ଡର ପ୍ରକ୍ରିୟା ଆରମ୍ଭ ହୋଇଛି।…

ଧର୍ମଘଟ ଯୋଗୁ ବ୍ୟାଙ୍କ ସେବା ବାଧାପ୍ରାପ୍ତ

ବାରିପଦା ଅଫିସ,୩୦ା୧- ୟୁନାଇଟେଡ ଫୋରମ ଅଫ ବ୍ୟାଙ୍କ ୟୁନିୟନ(ୟୁଏଫବିୟୁ) ତରଫରୁ ୨ ଦିନିଆ ବ୍ୟାଙ୍କ ଧର୍ମଘଟ ଆରମ୍ଭ ହୋଇଛି। ଶୁକ୍ରବାର ୟୁନିୟନର କର୍ମକର୍ତ୍ତାମାନେ ବାରିପଦାର ବ୍ୟାଙ୍କ ଅଫ ଇଣ୍ଡିଆ, ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ ଓ ଅନ୍ୟ ସମସ୍ତ ରାଷ୍ଟ୍ରାୟତ୍ତ ବ୍ୟାଙ୍କ…

ରାଜ୍ୟକୁ ମଦମୁକ୍ତ ଦାବିରେ ବିକ୍ଷୋଭ: ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର

ବାଲେଶ୍ୱର ଅଫିସ, ୩୧।୧-ବାଲେଶ୍ୱର ଉତ୍କଳ ମହିଳା ସମିତି ପକ୍ଷରୁ ରାଜ୍ୟକୁ ମଦ ମୁକ୍ତ କରିବା ପାଇଁ ଶୁକ୍ରବାର ପୂର୍ବାହ୍ନରେ ମୁଖ୍ୟମନ୍ତ୍ରୀଙ୍କୁ ଏକ ଦାବିପତ୍ର ଅତିରିକ୍ତ ଜିଲାପାଳ ସମ୍ବିତ କୁମାର ନାୟକଙ୍କ ମାଧ୍ୟମରେ ପ୍ରଦାନ କରିଛନ୍ତି। ଉତ୍କଳ ମହିଳା ସମିତିର ଜିଲା ସଭାନେତ୍ରୀ…

କାନାଡ଼ା ବୋଲର ସସ୍‌ପେଣ୍ଡ

ଦୁବାଇ, ୩୧ା୧ (ପି.ଟି.)-କାନାଡ଼ା ବୋଲର ରକିବ୍‌ ଶାମସୁଦ୍ଦିନ ଅନ୍ତର୍ଜାତୀୟ କ୍ରିକେଟରୁ ସସ୍‌ପେଣ୍ଡ ହୋଇଛନ୍ତି। ଏହି ସ୍ପିନ ବୋଲରଙ୍କ ବୋଲିଂ ଆକ୍ସନ ଅବୈଧ ଥିବା ଚଳିତ ୧୯ ବର୍ଷରୁ କମ୍‌ ଆଇସିସି (ଇଣ୍ଟରନ୍ୟାଶନାଲ କ୍ରିକେଟ କାଉନ୍‌ସିଲ) ବିଶ୍ୱକପ୍‌ ଇଭେଣ୍ଟ ପ୍ୟାନେଲର ହୃଦ୍‌ବୋଧ ହୋଇଥିଲା।…

କ୍ରିକେଟ ଉପଦେଷ୍ଟା କମିଟିରେ ମଦନ ଲାଲ

ନୂଆଦିଲ୍ଲୀ, ୩୧ା୧ (ପି.ଟି.)-ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଦ୍ୱାରା ପୂର୍ବତନ କ୍ରିକେଟର ରୁଦ୍ରପ୍ରତାପ ସିଂ, ମଦନ ଲାଲ ଏବଂ ସୁଲକ୍ଷଣା ନାଏକ ପ୍ରମୁଖ ଶୁକ୍ରବାର କ୍ରିକେଟ ଉପଦେଷ୍ଟା କମିଟି (ସିଏସି)ର ସଦସ୍ୟ ଭାବେ ମନୋନୀତ ହୋଇଛନ୍ତି। ସେମାନଙ୍କ କାର୍ଯ୍ୟକାଳ ୧…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri