Home Left

ୟୁନାଇଟେଡ୍‌ ଫୋରମ୍‌ ଅଫ୍‌ ବ୍ୟାଙ୍କ ୟୁନିୟନ ପକ୍ଷରୁ ଧର୍ମଘଟ

ରାୟଗଡ଼ା ଅଫିସ,୩୧।୧: ୟୁନାଇଟେଡ୍‌ ଫୋରମ୍‌ ଅଫ୍‌ ବ୍ୟାଙ୍କ ୟୁନିୟନ ପକ୍ଷରୁ ଜାନୁୟାରୀ ୩୧ ଶୁକ୍ରବାର ଓ ଫେବୃୟାରୀ ୧ ଶନିବାର ସମସ୍ତ ବ୍ୟାଙ୍କ ବନ୍ଦ ଡାକରା ଦିଆଯାଇଛି। ସପ୍ତାହକୁ ୫ ଦିନ ବ୍ୟାଙ୍କିଙ୍ଗ୍‌ ବ୍ୟବସ୍ଥା ପ୍ରଚଳନ, ଦରମାର ପୁନଃ ନିର୍ଦ୍ଧାରଣ, ସମାନ…

ଖାଇସାରିବା ପରେ ତୁରନ୍ତ ପାଣି ପିଇବା ହୋଇଥାଏ କ୍ଷତିକାରକ

ସାଧାରଣ ଜୀବନଚର୍ଯ୍ୟା ମଧ୍ୟରେ ଆବଶ୍ୟକ ମୁତାବକ ପାଣି ପିଇବା ଜରୁରୀ। ଏ ନେଇ ଅଧିକ ପାଣି ପିଇବାକୁ ଡାକ୍ତର ପରାମର୍ଶ ଦେଇଥାନ୍ତି। ମାତ୍ର ଅନେକେ ଖାଇବା ସମୟରେ ପାଣି ପିଇବାକୁ ମନା କରିଥାନ୍ତି। ଏପରି କରିବା ଫଳରେ ଶରୀର ଉପରେ ଖରାପ…

ଶନିବାର ମାଘବୁଡ଼: ଶ୍ରଦ୍ଧାଳୁଙ୍କ ଆଗମନକୁ ନେଇ ଚଳଚଞ୍ଚଳ କୋଣାର୍କ, ଶେଷ ପର୍ଯ୍ୟାୟରେ ପ୍ରସ୍ତୁତି

କୋଣାର୍କ,୩୧।୧(ଡି.ଏନ୍‌.ଏ.): ପୁରୀ ଜିଲା କୋଣାର୍କ ପ୍ରସିଦ୍ଧ ମାଘବୁଡ଼ ଲାଗି ପ୍ରଶାସନିକ କ୍ଷେତ୍ରରେ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଶନିବାର ପ୍ରାତଃରେ ଚନ୍ଦ୍ରଭାଗା ପବିତ୍ର ପୁଷ୍କରିଣୀରେ ଶ୍ରଦ୍ଧାଳୁମାନେ ବୁଡ଼ ପକାଇବେ। ଏହାପୂର୍ବରୁ ଶୁକ୍ରବାର କୋଣାର୍କକୁ ଶ୍ରଦ୍ଧାଳୁମାନଙ୍କ ଆଗମନ ଲାଗି ରହିଛି। ତେବେ ଚଳିତ…

ଦିଲ୍ଲୀ ବିଧାନସଭା ନିର୍ବାଚନରେ ପାକ୍‌ର ଏଣ୍ଟ୍ରି

ନୂଆଦିଲ୍ଲୀ,୩୧।୧: ଦିଲ୍ଲୀ ବିଧାନସଭା ନିର୍ବାଚନକୁ ନେଇ ଏବେ ରାଜନୀତି ରହିଛି ଗରମ। ତେବେ ଏହି ସମୟରେ ଦିଲ୍ଲୀ ନିର୍ବାଚନରେ ପାକିସ୍ତାନର ପ୍ରବେଶକୁ ନେଇ ଚର୍ଚ୍ଚା ଯୋର ଧରିଛି। ପାକିସ୍ତାନ କହିଛି ଏହି ନିର୍ବାଚନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭାରତୀୟ ଜନତା ପାର୍ଟି(ଭାଜପା)କୁ…

୫ରେ ପଶ୍ଚିମ ଓଡ଼ିଶା ବନ୍ଦ: ସାମିଲ ହେବନି କଳାହାଣ୍ଡି ଓକିଲ ସଂଘ

ଭବାନୀପାଟଣା, ୩୧।୧ (ଡି.ଏନ୍‌.ଏ.): ଫେବୃୟାରୀ ୫ ତାରିଖରେ ପଶ୍ଚିମ ଓଡ଼ିଶା ବନ୍ଦ ଡାକରା ପାଇଁ ଓକିଲ ସଂଘ ନିଷ୍ପତ୍ତି ନେଇଥିବା ବେଳେ ଏହି ବନ୍ଦରେ କଳାହାଣ୍ଡି ବାର୍‌ ଆସୋସିଏଶନ୍‌ ସାମିଲ ହେବ ନାହିଁ ବୋଲି ଜଣାପଡ଼ିଛି। ଶୁକ୍ରବାର ପଶ୍ଚିମ ଓଡ଼ିଶାରେ ହାଇକୋର୍ଟର…

କନ୍ଧମାଳରେ କରୋନା ଭୟ, ଚାଇନାରେ ରହି ଏମ୍‌ବିବିଏସ୍‌ କରୁଥିବା ଛାତ୍ର ଆକ୍ରାନ୍ତ ସନ୍ଦେହ

ଫୁଲବାଣୀ ଅଫିସ, ୩୧।୧: ଦିନକୁ ଦିନ କାୟା ମେଲାଇବାରେ ଲାଗିଛି ପ୍ରାଣଘାତୀ କରୋନା ଭୂତାଣୁ ସଂକ୍ରମଣ। କେରଳରେ ପ୍ରଥମ କରୋନା ରୋଗୀ ଚିହ୍ନଟ ହେବା ପରେ ଶୁକ୍ରବାର କନ୍ଧମାଳ ଜିଲା ଫୁଲବାଣୀରେ ଜଣେ ଡାକ୍ତରୀ ଛାତ୍ର କରୋନାରେ ଆକ୍ରାନ୍ତ ଥିବା ସନ୍ଦେହ…

ଚହକା କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ରାଜ୍ୟସ୍ତରରେ ପୁରସ୍କୃତ

ଭବାନୀପାଟଣା,୩୧।୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ ଚହକା କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ରାଜ୍ୟସ୍ତରରେ ପୁରସ୍କୃତ ହୋଇଛି। ଜାନୁୟାରୀ ୧୬ ରୁ ୩୦ ତାରିଖ ପର୍ଯ୍ୟନ୍ତ ଆୟୋଜିତ ପାଣି ପଞ୍ଚାୟତ ପକ୍ଷ ପାଳନ ଅବସରରେ ରାଜ୍ୟ ଜଳ ସମ୍ପଦ ବିଭାଗ ପକ୍ଷରୁ ଚହକା…

ଝାରସୁଗୁଡ଼ାରୁ ବାରାଣସୀକୁ ଉଡ଼ିଲା ପ୍ରଥମ ବିମାନ

ଝାରସୁଗୁଡ଼ା ଅଫିସ/ଲଖନପୁର,୩୧।୧(ଡି.ଏନ୍‌.ଏ): ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନ ବନ୍ଦରରୁ ଶୁକ୍ରବାର ଏଲାୟନ୍ସ ଏୟାର୍‌ ଏଟିଆର୍‌ ୭୨ ବିମାନ ଭାୟା ଭୁବନେଶ୍ବର ଦେଇ ବାରାଣସୀକୁ ପ୍ରଥମ କରି ଉଡ଼ାଣ କରିଛି । ଏହି ବିମାନ ଝାରସୁଗୁଡ଼ା ଭିଏସ୍‌ଏସ୍‌ ବିମାନ ବନ୍ଦରରୁ ୧୦ଟା…

ଏଥର ଅନ୍‌ଲାଇନ୍‌ରେ ହେବ ଓଜେଇଇ: ଉଭୟ ପିଜି, ୟୁଜି କୋର୍ସ ପାଇଁ ସିବିଟି ପଦ୍ଧତି ଲାଗୁ

ଭୁବନେଶ୍ୱର,୩୧।୧(ବ୍ୟୁରୋ): ଚଳିତ ବର୍ଷ ଓଜେଇଇ କମ୍ପ୍ୟୁଟର ବେସ୍‌ଡ ଟେଷ୍ଟ ବା ସିବିଟି ମାଧ୍ୟମରେ ହେବ। ଉଭୟ ପିଜି ଓ ୟୁଜି କୋର୍ସ ପାଇଁ ଏହି ପଦ୍ଧତି ଲାଗୁ ହୋଇଛି। ଏ ନେଇ ଓଜେଇଇ ଆପେକ୍ସ କମିଟି ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଛି।…

ନିର୍ଭୟା ମାମଲା: ଖାରଜ ହେଲା ପବନଙ୍କ ଆବେଦନ

ନୂଆଦିଲ୍ଲୀ,୩୧।୧: ନିର୍ଭୟା ଗଣବଳାତ୍କାର ମାମଲାର ଅନ୍ୟତମ ଅଭିଯୁକ୍ତ ପବନ ଗୁପ୍ତାଙ୍କୁ ଲାଗିଛି ଆଉ ଏକ ଝଟ୍‌କା। ଘଟଣା ସମୟରେ ପବନ ନାବାଳକ ଥିବା ଦର୍ଶାଇ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ଶୁକ୍ରବାର କୋର୍ଟ ଏହି ଆବେଦନକୁ ଖାରଜ କରିଦେଇଛନ୍ତି। ପୂର୍ବରୁ ଅନୁମାନ କରାଯାଉଥିଲା…

ସ୍ପଷ୍ଟ କଲେ ରିୟା: ‘ବୀରେ ଦି ଓ୍ବେଡିଂ’ର ଆସିବ ସିକ୍ୟୁଏଲ

ବମ୍ବେ: ୨୦୧୮ରେ ରିଲିଜ ହୋଇଥିଲା କରିନା କପୁର ଖାଁ, ସୋନମ କପୁର, ସ୍ବରା ଭାସ୍କର, ଶିଖା ତଲ୍ସିନିୟା ଅଭିନୀତ ‘ବୀରେ ଦି ଓ୍ବେଡିଂ’। ଏବେ ଏହାର ସିକ୍ୟୁଏଲ(ଉତ୍ତରବୃତ୍ତାନ୍ତ) ନିର୍ମାଣ ହେବାକୁ ଯାଉଛି। ପ୍ରଯୋଜିକା ରିୟା କପୁର ନିଜ ଇନ୍‌ଷ୍ଟାଗ୍ରାମରେ ‘ଆସ୍କ ମି…

ରାଷ୍ଟ୍ରାୟତ୍ତ ବ୍ୟାଙ୍କ କର୍ମଚାରୀଙ୍କ ବନ୍ଦ ଡାକରା: କୋରାପୁଟରେ ସମସ୍ତ ବ୍ୟାଙ୍କ ବନ୍ଦ

ଜୟପୁର,୩୧।୧(ଡି.ଏନ୍‌.ଏ.): କୋରାପୁଟ ଜିଲା ଜୟପୁରଠାରେ ରାଷ୍ଟ୍ରାୟତ୍ତ ବ୍ୟାଙ୍କ ମିଳିତ କର୍ମଚାରୀ ଏବଂ ଅଧିକାରୀ ସଂଘ ପକ୍ଷରୁ ବିଭିନ୍ନ ଦାବି ନେଇ ଶୁକ୍ରବାର କାର୍ଯ୍ୟ ବନ୍ଦ ଆନ୍ଦୋଳନ କରାଯାଇଛି । ଏହି ଅବସରରେ ଅନ୍ୟାନ୍ୟ ଘରୋଇ ବ୍ୟାଙ୍କକୁ ଆନ୍ଦୋଳନକାରୀ ବନ୍ଦ କରିଛନ୍ତି ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri