Home Left

ଏମିତି ମନ୍ଦିର, ଯେଉଁଠି ବ୍ୟବହୃତ ହୋଇନି ଲୁହା

ହରିୟାଣା: ଉତ୍ତରଭାରତର ଅମ୍ବାଲା ସିଟିର ଗୀତା ନଗରୀରେ ଜୈନ ମୁନି ବିଜୟ ଇନ୍ଦ୍ରଦ୍ୟୁମ୍ନ ସୁରେଶ୍ଚରଙ୍କ ସ୍ମୃତିରେ ଭିନ୍ନ ଧରଣର ଏକ ଗୋଲାକାର ମନ୍ଦିର ନିର୍ମାଣ କରାଯାଇଛି। ଏହି ମନ୍ଦିରର ବିଶେଷତ୍ୱ ହେଲା ଏଥିରେ କେବଳ ମାର୍ବଲ ବ୍ୟବହାର କରାଯାଇଛି। ଆଦୌ ଲୁହାର…

କରୋନା ଭୟ: ଚାଇନାରୁ ସ୍ବତନ୍ତ୍ର ବିମାନରେ ଆସିବେ ଭାରତୀୟ

ବେଜିଂ,୩୧।୧: ଭୂତାଣୁ ସଂକ୍ରମଣର କେନ୍ଦ୍ରସ୍ଥଳ କୁହାଯାଉଥିବା ଚାଇନାର ୟୁହାନ ସହରରୁ ଭାରତୀୟମାନଙ୍କୁ ଫେରାଇ ଆଣିବା ପାଇଁ ନୂଆଦିଲ୍ଲୀ ପକ୍ଷରୁ ପ୍ରସ୍ତୁତି ଜାରି ରହିଛି। ସେମାନଙ୍କୁ ଦୁଇଟି ବିମାନରେ ଫେରାଇ ଆଣିବା ପାଇଁ ଚାଇନା କର୍ତ୍ତୃପକ୍ଷଙ୍କୁ ଅନୁମତି ମଗାଯାଇଛି। ଶୁକ୍ରବାର ସାରେ ସୁଦ୍ଧା…

ତାରାତାରିଣୀଙ୍କୁ ଦର୍ଶନ କଲେ ଭି.କେ. ପାଣ୍ଡିଆନ: ମନ୍ଦିର ଉନ୍ନୟନ କାର୍ଯ୍ୟ ସମୀକ୍ଷା

ପୁରୁଷୋତ୍ତମପୁର,୩୧।୧(ଡି.ଏନ୍‌.ଏ.): ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ତଥା ୫ଟିର ସଚିବ ଭି.କାର୍ତ୍ତିକେୟ ପାଣ୍ଡିଆନ ଅଚାନକ ଗଞ୍ଜାମ ଜିଲାର ମା’ତାରା ତାରିଣୀଙ୍କ ଦର୍ଶନ ଲାଗି ଶୁକ୍ରବାର ସକାଳେ ଆସି ପହଞ୍ଚିଛନ୍ତି। ସେ ମା’ଙ୍କ ଦର୍ଶନ କରିବା ସହ ମନ୍ଦିରରେ ଚାଲିଥିବା ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର…

ସ୍ତ୍ରୀ ସାକ୍ଷୀଙ୍କ ନାଁରେ ଏହି ଅଭିଯୋଗ ଆଣିଲେ ଧୋନୀ

ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଏବେ ପରିବାର ସହ ମଧ୍ୟ ପ୍ରଦେଶର କାହ୍ନା ପାର୍କ ବୁଲିବାକୁ ଯାଇଛନ୍ତି। ଧୋନୀଙ୍କ ସ୍ତ୍ରୀ ସାକ୍ଷୀ ସୋସିଆଲ ମିଡିଆରେ ବେଶ୍‌ ସକ୍ରିୟ। ବେଳେବେଳେ ସେ ଧୋନୀଙ୍କ ଭିଡିଓ ମଧ୍ୟ ଶେୟାର…

ଜମ୍ମୁ-କଶ୍ମୀରରେ ଏନ୍‌କାଉଣ୍ଟର: ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିପଡ଼ିଲେ ୩ ଆତଙ୍କବାଦୀ

ଶ୍ରୀନଗର,୩୧।୧: ଜମ୍ମୁ-କଶ୍ମୀରରେ ପୁଣି ଥରେ ଆକ୍ରମଣ ଷଡ଼ଯନ୍ତ୍ର ରଚିଥିବା ଆତଙ୍କବାଦୀଙ୍କ ଯୋଜନାକୁ ପଣ୍ଡ କରିଦେଇଛନ୍ତି ସୁରକ୍ଷାକର୍ମୀ। ନଗରୋଟା ଜାତୀୟ ରାଜପଥ ବନ୍‌ ଟୋଲ ପ୍ଲାଜାଠାରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୩ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ଏଥିସହ ତାଙ୍କଠାରୁ ବିପୁଳ ମାତ୍ରାରେ ମାରଣାସ୍ତ୍ର ଜବତ…

ସମସ୍ୟା ଘେରରେ ପ୍ୟାରୀମୋହନ ଏକାଡେମୀ

କଟକ ଅଫିସ,୩୧।୧: ପ୍ରାଚୀନ ସହର କଟକରେ ରହିଛି ଅନେକ ପୁରାତନ ଶିକ୍ଷାନୁଷ୍ଠାନ। ଏପରି କି ୧୦୦ବର୍ଷରୁ ଊର୍ଦ୍ଧ୍ୱ ସ୍କୁଲ ଏଠାରେ ସ୍ଥାପିତ ହୋଇଛି। ଭାରତର ସ୍ବାଧୀନତା ସଂଗ୍ରାମରେ ଏହି ଶିକ୍ଷାନୁଷ୍ଠାନଗୁଡିକର ବହୁ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଥିଲା। ଅନେକ ସଂଗ୍ରାମୀ ଏଠାରେ ଶିକ୍ଷାଲାଭ…

ହିଜବୁଲ ମୁଜାହିଦ୍ଦିନରୁ ବେତନ ପାଉଥିଲେ ଦାବିନ୍ଦର

ଶ୍ରୀନଗର,୩୧।୧: ଜମ୍ମୁ-କଶ୍ମୀରରୁ ଗିରଫ ହୋଇଥିବା ପୂର୍ବତନ ଡିଏସପି ଦାବିନ୍ଦର ସିଂହଙ୍କୁ ଆତଙ୍କବାଦୀ ସଂଗଠନ ହିଜବୁଲ ମୁଜାହିଦ୍ଦନଠାରୁ ପୁରା ବର୍ଷକର ଦରମା ମିଳୁଥିଲା ବୋଲି ଜଣାପଡ଼ିଛି। ଦାବିନ୍ଦର କେବଳ ଆତଙ୍କବାଦୀ ନଭୀଦ ମୁସ୍ତାକଙ୍କୁ ସ୍ଥାନାନ୍ତର ଓ ବର୍ଷସାରା ସହଯୋଗ କରିବା ପାଇଁ ଟଙ୍କା…

ଥିମ୍‌ଙ୍କ ପ୍ରତିଶୋଧ

୨୦୧୮ ଓ ୨୦୧୯ ଫ୍ରେଞ୍ଚ୍‌ ଓପନ୍‌ ଫାଇନାଲରେ ରାଫାଲ ନାଡାଲଙ୍କଠାରୁ ପରାସ୍ତ ହୋଇ ଡୋମିନିକ୍‌ ଥିମ ରନର୍ସଅପ୍‌ରେ ସନ୍ତୁଷ୍ଟ ହୋଇଥିଲେ। ତେବେ ଚଳିତ ଅଷ୍ଟ୍ରେଲିଆନ ଓପନରେ ଥିମ୍‌ ବିଶ୍ୱର ଏକ ନମ୍ବର ଖେଳାଳି ନାଡାଲଙ୍କୁ ହରାଇ ଏହାର ମଧୁର ପ୍ରତିଶୋଧ ନେଇଛନ୍ତି।…

ଜାମିଆ ଗୁଳିକାଣ୍ଡ: ବିରୋଧ ପ୍ରଦର୍ଶନ କରୁଥିବା ଛାତୀଛାତ୍ରଙ୍କୁ ବଳପୂର୍ବକ ହଟାଇଲା ପୋଲିସ

ନୂଆଦିଲ୍ଲୀ,୩୧।୧: କେନ୍ଦ୍ରର ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ବିରୋଧୀ ବିକ୍ଷୋଭ ବେଳେ ଘଟିଥିବା ଗୁଳିକାଣ୍ଡକୁ ନେଇ ହିଂସାକାଣ୍ଡ ଜୋର ଧରିଛି। ଗୁରୁବାର ଦିଲ୍ଲୀର ଜାମିଆ ନଗରରେ ଏକ ଅଭାବନୀୟ ଘଟଣା ଘଟିଛି। ବିକ୍ଷୋଭକାରୀମାନେ ଶୋଭାଯାତ୍ରା ପାଇଁ ବାହାରୁଥିବାବେଳେ ଜଣେ କିଶୋର ‘ଏଇ…

ପେସାଦାର ମହିଳା ଫୁଟବଲର

ମାତ୍ର ୧୦ ବର୍ଷ ବୟସରୁ ପୁଅ ପିଲାଙ୍କ ସହ ଫୁଟବଲ ଖେଳିବା ଆରମ୍ଭ କରିଥିବା ମହିଳା ଷ୍ଟ୍ରାଇକର ବାଲା ଦେବୀ ଏବେ ଇତିହାସ ସୃଷ୍ଟି କରିଛନ୍ତି। ସେ ସ୍କଟ୍‌ଲାଣ୍ଡର ଜଣାଶୁଣା ଫୁଟବଲ କ୍ଲବ ରେଞ୍ଜର୍ସ ଏଫ୍‌ସି ସହ ଚୁକ୍ତିରେ ସ୍ବାକ୍ଷର କରିଛନ୍ତି।…

ଭିଜନ୍‌ ୨୦୨୪

ରାଜ୍ୟରେ କ୍ରିକେଟକୁ ଆହୁରି କ୍ରିୟାଶୀଳ କରିବାକୁ ଓସିଏ ପ୍ରୟାସ ଆରମ୍ଭ କରିଛି। ତୃଣମୂଳସ୍ତରରେ କ୍ରିକେଟର ବିକାଶ କରିବାକୁ ଓସିଏ ଭିଜନ ୨୦୨୪ ପାଇଁ ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ କରିଛି। ୨୦୧୬ ମସିହାରୁ ବନ୍ଦ ରହିଥିବା ବିଭିନ୍ନ ବର୍ଗର ଟୁର୍ନାମେଣ୍ଟ ଆରମ୍ଭ କରିବା…

ଏମ୍‌ପି ଅନୁଭବଙ୍କ ବିରୋଧରେ ଅଭିଯୋଗ

କେନ୍ଦ୍ରାପଡା ଅଫିସ,୩୧।୧: ବିବାଦ କେନ୍ଦ୍ରାପଡା ଏମପି ଅନୁଭବ ମହାନ୍ତିଙ୍କ ପିଛା ଛାଡୁନାହିଁ। ପୂର୍ବରୁ ତାଙ୍କ ନାମରେ କଟକର ପୁରୀଘାଟ ଥାନା ଓ କେନ୍ଦ୍ରାପଡ଼ା ଟାଉନ ଥାନାରେ ଦୁଇଟି ମାମଲା ରୁଜୁ ହୋଇଥିବା ବେଳେ ଗୁରୁବାର ସନ୍ଧ୍ୟାରେ ପ୍ରଚାରପତ୍ର ବାବଦରେ ବାକି ଟଙ୍କା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri