Home Left

ଟୋକନ ନ ମିଳିବାରୁ ଖୋଲିନି ମଣ୍ଡି

ଯାଜପୁର ଅଫିସ,୩୧-୧:ଯାଜପୁର ଜିଲାରେ ଧାନ ସଂଗ୍ରହରେ ବିଳମ୍ବ କାରଣରୁ ଚାଷୀ ବହୁଳ ଭାବେ ଅଭାବୀ ବିକ୍ରିର ଶିକାର ହେଉଛନ୍ତି। ପୂର୍ବରୁ ଧାନ ଅମଳ କରି ଚାଷୀ ଅଭାବ ଅନାଟନ ଯୋଗୁ ଦଲାଲ ହାତରେ କୁଇଣ୍ଟାଲ ପିଛା ୫୦୦ରୁ ୬୦୦ ଟଙ୍କା ପର୍ଯ୍ୟନ୍ତ…

ସତ୍‌ସଙ୍ଗ ଦ୍ୱାରା ସାମ୍ପ୍ରଦାୟିକତା ଦୂର ହୋଇଥାଏ : ତଥାଗତ

ଚଣ୍ଡିଖୋଲ,୩୧-୧(ଡି.ଏନ୍‌.ଏ.):ବର୍ତ୍ତମାନ ଧର୍ମନାମରେ ବିଭେଦ ସୃଷ୍ଟି ହେଉଛି। ଜାତି, ଧର୍ମ, ବର୍ଣ୍ଣକୁ ନେଇ ରାଜନୀତି କରାଯାଉଛି। ଏପରିକି ଭେଦଭାବ ସୃଷ୍ଟି କରାଯାଇ ପରସ୍ପର ପ୍ରତି ବିଦ୍ୱେଷ ଭାବ ସୃଷ୍ଟି ହେଉଛି। ସତ୍‌ସଙ୍ଗ ହେଉଛି ଜୀବନଧାରା ପରିବର୍ତ୍ତନର ମାର୍ଗ। ସମସ୍ତେ ଏଠାରେ ପ୍ରେମପ୍ରୀତିରେ ବାନ୍ଧି…

ପେନ୍‌ସନଧାରୀଙ୍କ ଘରୁ ସଂଗ୍ରହ ହେବ ଜୀବିତ ପ୍ରମାଣପତ୍ର

ନୂଆଦିଲ୍ଲୀ,୩୧-୧(ପି.ଟି.):ପେନ୍‌ସନଧାରୀ ଜୀବିତ ଥିବାର ପ୍ରମାଣପତ୍ର ଏଣିକି ସେମାନଙ୍କ ଘରୁ ସଂଗ୍ରହ କରିବାକୁ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଛନ୍ତି। ଏବାବଦରେ ପେନ୍‌ସନଧାରୀଙ୍କଠାରୁ ସର୍ବାଧିକ ୬୦ ଟଙ୍କା ଦେୟ ନିଆଯିବ । ସାର୍ଟିଫିକେଟ ଦାଖଲ କରିବାକୁ ସେମାନଙ୍କୁ ଆଉ ପେନ୍‌ସନ ଯୋଗାଉଥିବା ବ୍ୟାଙ୍କକୁ ଦୌଡ଼ିବାକୁ…

କରୋନା ଭୟ: ଜାହାଜରେ ଫସିଛନ୍ତି ୭୦୦୦ ଲୋକ

ସିଭିଟାଭେଛିଆ (ଇଟାଲୀ),୩୧-୧:କରୋନା ଭୂତାଣୁ ସଂକ୍ରମଣ ଭୟରେ ଇଟାଲୀର ଏକ କ୍ରୁଜ୍‌ ଜାହାଜରେ ୭୦୦୦ ଲୋକ ସମୁଦ୍ର ମଧ୍ୟରେ ଅଟକି ରହିଛନ୍ତି। ଜାହାଜରେ ଥିବା ଜଣେ ୫୪ ବର୍ଷୀୟା ମହିଳା ଅସୁସ୍ଥ ହୋଇପଡ଼ିଥିଲେ। ତାଙ୍କଠାରେ କରୋନା ଭୂତାଣୁ ରହିଥିବା ସନ୍ଦେହ କରାଯାଉଛି। ମାକାଉରୁ…

ଗୁଳିକାଣ୍ଡକୁ ନେଇ ତେଜିଲା ରାଜନୀତି

ନୂଆଦିଲ୍ଲୀ,୩୧-୧(ପି.ଟି.):ଦିଲ୍ଲୀର ଜାମିଆ ନଗରରେ ଗୁରୁବାର ଘଟିଥିବା ଗୁଳିକାଣ୍ଡକୁ ନେଇ ରାଜନୀତି ସରଗରମ ହେବାରେ ଲାଗିଛି। ଦିଲ୍ଲୀ ବିଧାନସଭା ନିର୍ବାଚନକୁ ଘୁଞ୍ଚାଇବା ପାଇଁ ଏହା ଭାଜପାର ଏକ ଷଡ଼ଯନ୍ତ୍ର ବୋଲି ଶାସକ ଆମ୍‌ ଆଦ୍‌ମୀ ପାର୍ଟି (ଏଏପି) ସମାଲୋଚନା କରିଛି। କଂଗ୍ରେସ ଏହାକୁ…

ଆଜି ଇୟୁ ଛାଡ଼ିବ ବ୍ରିଟେନ

ଲଣ୍ଡନ,୩୧-୧:ୟୁରୋପୀୟ ସଂଘ (ଇୟୁ)ରୁ ବ୍ରିଟେନ ଶୁକ୍ରବାର ରାତି ୧୧ଟାରେ ଅଲଗା ହୋଇଯିବ। ଏଥିପାଇଁ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚତ୍ଛି। ବ୍ରିଟିଶ ପ୍ରଧାନମନ୍ତ୍ରୀ ବୋରିସ୍‌ ଜନ୍‌ସନଙ୍କ ବ୍ରେକ୍‌ଜିଟ ଚୁକ୍ତିକୁ ଚୂଡ଼ାନ୍ତ ଅନୁମୋଦନ ମିଳିଯାଇଛି। ବ୍ରସେଲ୍ସରେ ଥିବା ୟୁରୋପୀୟ ପାର୍ଲାମେଣ୍ଟର ବ୍ରିଟିଶ ସଦସ୍ୟମାନେ ସେମାନଙ୍କ…

ୟୁପିରେ ୨୦ ପିଲା ବନ୍ଧକ: ଉଦ୍ଧାର ଲାଗି ପୋଲିସର ଉଦ୍ୟମ ଜାରି

ଫାରୁଖାବାଦ (ୟୁପି), ୩୧-୧(ଆଇଏଏନ୍‌ଏସ୍‌): ଉତ୍ତରପ୍ରଦେଶର ଫାରୁଖାବାଦରେ ଜଣେ ଅପରାଧୀ ୨୦ ଜଣ ପିଲାଙ୍କୁ ନେଇ ବନ୍ଧକ ରଖିଥିବା ଜଣାପଡିଛି। ସେ ଜନ୍ମଦିନ ପାଳନ ପାଇଁ ପିଲାମାନଙ୍କୁ ଘରକୁ ଡାକି ବନ୍ଧକ ରଖିଥିଲେ। ଫାରୁଖାବାଦର ମହମ୍ମଦାବାଦ ଅଞ୍ଚଳରେ ଗୁରୁବାର ସନ୍ଧ୍ୟାରେ ଏହି ଘଟଣା…

ଏନ୍‌ପିଆର୍‌, ଜାତିଭିତ୍ତିକ ଜନଗଣନା ପ୍ରସଙ୍ଗ ଉଠାଇଲା ବିଜେଡି

ନୂଆଦିଲ୍ଲୀ,୩୧-୧:ବଜେଟ ଅଧିବେଶନ ପୂର୍ବରୁ କେନ୍ଦ୍ର ସରକାର ଡାକିଥିବା ସର୍ବଦଳୀୟ ବୈଠକରେ ବିଜେଡି ଯୋଗଦେଇ ଜାତିଭିତ୍ତିକ ଜନଗଣନା ପାଇଁ ଦାବି କରିବା ସହ ଜାତୀୟ ଜନସଂଖ୍ୟା ପଞ୍ଜିକା (ଏନ୍‌ପିଆର୍‌)ରେ ଥିବା କେତେକ ବ୍ୟବସ୍ଥା ବାଦ୍‌ ଦେବାକୁ ଦାବି କରିଛି। ସଂଦୀୟ ବ୍ୟାପାର ମନ୍ତ୍ରୀ…

ସବୁ ପ୍ରସଙ୍ଗରେ ଆଲୋଚନା ପାଇଁ ସରକାର ପ୍ରସ୍ତୁତ: ମୋଦି

ନୂଆଦିଲ୍ଲୀ,୩୧-୧(ପି.ଟି.): ପାର୍ଲାମେଣ୍ଟର ବଜେଟ ଅଧିବେଶନ ଶୁକ୍ରବାରଠାରୁ ଆରମ୍ଭ ହେଉଥିବାବେଳେ ଶନିବାର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ୨୦୨୦-୨୧ ବର୍ଷ ଲାଗି ବଜେଟ ଉପସ୍ଥାପନ କରିବେ। ବଜେଟ ଉପସ୍ଥାପନର ଦିନକ ପୂର୍ବରୁ ଅର୍ଥାତ୍‌ ୩୧ ତାରିଖରେ ସରକାର ଚଳିତବର୍ଷର ଅର୍ଥନୈତିକ ସର୍ଭେ ରିପୋର୍ଟ ଉପସ୍ଥାପନ…

୯୩୩ କୋଟି ଟଙ୍କା ଜମା କରି ଖଣି ଚଳାଅ

ଭୁବନେଶ୍ୱର, ୩୧-୧(ବ୍ୟୁରୋ):ବନ୍ଦ ରହିଥିବା ଖଣି କାର୍ଯ୍ୟ ଆରମ୍ଭ କରିବାକୁ ସାରଦା ମାଇନ୍ସ ପ୍ରାଇଭେଟ ଲିମିଟେଡ (ଏସଏମ୍‌ପିଏଲ)କୁ ଗୁରୁବାର ସୁପ୍ରିମକୋର୍ଟ ଅନୁମତି ଦେଇଛନ୍ତି। ତେବେ ଆସନ୍ତା ଫେବୃୟାରୀ ୨୯ ସୁଦ୍ଧା ପରିବେଶ କ୍ଷତିପୂରଣ ରାଶି ବାବଦରେ ୯୩୩ କୋଟି ଟଙ୍କା ଓଡ଼ିଶା ସରକାରଙ୍କ…

ଆୟକର ଛାଡ ସୀମା ବୃଦ୍ଧି ଆଶା

ନୂଆଦିଲ୍ଲୀ,୩୧-୧: ଶୁକ୍ରବାରଠାରୁ ୨୦୨୦-୨୧ ଆର୍ଥତ୍କ ବର୍ଷ ଲାଗି ସାଧାରଣ ବଜେଟର ଅଧିବେଶନ ଆରମ୍ଭ ହେଉଛି। ଅର୍ଥନୈତିକ ସର୍ଭେ ରିପୋର୍ଟ ଉପସ୍ଥାପନ ହେବା ପରେ ଫେବୃୟାରୀ ପହିଲାରେ ବଜେଟ ଆସିବ। ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ବଜେଟ ଉପସ୍ଥାପନ କରିବେ। ଚଳିତ ଆର୍ଥତ୍କ ବର୍ଷ…

ଆଜିଠାରୁ ବ୍ୟାଙ୍କ ଧର୍ମଘଟ

ଭୁବନେଶ୍ୱର,୩୧-୧: ଇଣ୍ଡିଆନ୍‌ ବ୍ୟାଙ୍କ ଆସୋସିଏଶନ (ଆଇବିଏ) ଦେଇଥିବା କର୍ମଚାରୀଙ୍କ ଲାଗି ୧୫% ବେତନ ବୃଦ୍ଧି ପ୍ରସ୍ତାବକୁ ବ୍ୟାଙ୍କ ସଂଘ ଅଗ୍ରାହ୍ୟ କରି ଦେଇଛନ୍ତି। ଫଳରେ ବ୍ୟାଙ୍କ କର୍ମଚାରୀମାନେ ୨ ଦିିନିଆ ଧର୍ମଘଟରେ ସାମିଲ ହେବେ ବୋଲି ଜଣାପଡିଛି। ବେତନ ସଂଶୋଧନକୁ ନେଇ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri