ରାତିରେ ଭିଜାଇ ସକାଳୁ ଖାଆନ୍ତୁ ଅଲ୍ମଣ୍ଡ, ମିଳିବ ଏସବୁ ଫାଇଦା
ଶୀତଦିନେ ଅନେକ ଲୋକ ଡ୍ରାଏଫ୍ରୁଟ୍ସକୁ ଖାଦ୍ୟପେୟରେ ସାମିଲ କରିଥାଆନ୍ତି। ସେଥିମଧ୍ୟରୁ ଅଲମଣ୍ଡ (ବାଦାମ) ଅନ୍ୟତମ। ଏହା ଉପାଦେୟ ପୋଷକ ତତ୍ତ୍ୱରେ ଭରପୂର। ବିଶେଷକରି ତ୍ୱଚା ଓ କେଶ ପାଇଁ ଏହା ଭଲ। ତେବେ ବାଦାମରୁ ଅଧିକ ଲାଭ ପାଇବା ପାଇଁ ଏହାକୁ…
ଗଙ୍ଗାରେ ଅସ୍ଥି ବିସର୍ଜନ ଲାଗି ଭାରତୀୟ ଭିଜାନୀତି କୋହଳ ଲାଗି ଦାବି କଲେ ପାକିସ୍ତାନୀ ହିନ୍ଦୁ
ନୂଆଦିଲ୍ଲୀ/ଇସଲାମାବାଦ୍,୩୦।୧: ପାକିସ୍ତାନରେ ବାସ କରୁଥିବା ହିନ୍ଦୁମାନେ ଗଙ୍ଗାରେ ଅସ୍ଥି ବିସର୍ଜନ ଲାଗି ଭାରତ ସରକାରଙ୍କ ଭିଜା ନୀତିକୁ କୋହଳ କରିବାକୁ ଦାବି କରିଛନ୍ତି। ଭାରତ ସରକାର ପାକିସ୍ତାନୀ ହିନ୍ଦୁ ଶରଣାର୍ଥୀଙ୍କୁ ନାଗରିକତ୍ୱ ପ୍ରଦାନ କରିବା ଭଳି ମହାନ କାର୍ଯ୍ୟ କରିଥିବାବେଳେ ଏବେ…
୫୦ କୋଟି କ୍ଲବ୍ରେ ‘ଷ୍ଟ୍ରିଟ୍ ଡ୍ୟାନ୍ସର’
ମୁମ୍ବାଇ: ଦର୍ଶକଙ୍କ ଭରପୂର ମନୋରଞ୍ଜନ କରୁଛି ବରୁଣ ଧାଓ୍ବନ-ଶ୍ରଦ୍ଧା କପୁର ଅଭିନୀତ ‘ଷ୍ଟ୍ରିଟ୍ ଡ୍ୟାନ୍ସର ଥ୍ରୀଡି’। ଛ’ ଦିନ ରିଲିଜ୍ ପରେ ଫିଲ୍ମ ୫୦ କୋଟି କ୍ଲବ୍ରେ ସାମିଲ ହୋଇଛି। ଏନେଇ ଟ୍ରେଡ୍ ଆନାଲିଷ୍ଟ ତରଣ ଆଦର୍ଶ ଟୁଇଟ୍ କରି ସୂଚନା…
ବିବାହ କରିବେ ବିଲ୍ ଗେଟସ୍ଙ୍କ ଝିଅ!
ଓ୍ବାଶିଂଟନ: ମାଇକ୍ରୋସଫ୍ଟର ପ୍ରତିଷ୍ଠାତା ବିଲ୍ ଗେଟସ୍ଙ୍କ ଝିଅ ଜେନିଫର ଏବେ ବିବାହ କରିବାକୁ ଯାଉଛନ୍ତି। ଏକଥା ନିଜେ ଜେନିଫର ସୋସିଆଲ ମିଡିଆ ମାଧ୍ୟମରେ ଜଣାଇଛନ୍ତି। ସେ ମିଶରର ଘୋଡା ଚଢାଳି ନାୟେଲ ନାସ୍ସାରଙ୍କୁ ବିବାହ କରୁଛନ୍ତି ବୋଲି ଜଣାପଡିଛି। ଏବେ ଇନଷ୍ଟାଗ୍ରାମରେ…
ଭାଜପାରେ ଫାଟ: ଏମ୍ପି-ମନ୍ତ୍ରୀଙ୍କ କଳିରୁ ପୋଲ ଉପର ଦେଇ ଯାତାୟାତ ବନ୍ଦ
କାନପୁର,୩୦।୧: ଉତ୍ତରପ୍ରଦେଶ ଭାଜପାରେ ଫାଟ ସୃଷ୍ଟି ହୋଇଛି। ଏମ୍ପି ସତ୍ୟଦେବ ପଚୌରି ଏବଂ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ କ୍ୟାବିନେଟ୍ ମନ୍ତ୍ରୀ ସତିଶ ମହାନାଙ୍କ ମଧ୍ୟରେ ଲାଗି ରହିଥିବା କଳି ଯୋଗୁ ଏବେ କାନପୁରରେ ନିର୍ମିତ ହୋଇଥିବା ପୋଲ ଉପର ଦେଇ ଯାତାୟାତ…
ରଣବୀରଙ୍କ ମା’ଙ୍କ ଭୂମିକାରେ ନଜର ଆସିପାରନ୍ତି ରତ୍ନା
ମୁମ୍ବାଇ: ବଲିଉଡ୍ ନାୟକ ରଣବୀର ସିଂଙ୍କ ଷ୍ଟାର କାଷ୍ଟରେ ନିର୍ମାଣ ହେବାକୁ ଯାଉଛି ବଲିଉଡ୍ ମୁଭି ‘ଜୟେଶଭାଇ ଜୋରଦାର’। ଏଥିରେ ତାଙ୍କ ମାତାପିତାଙ୍କ ଭୂମିକାରେ ନଜର ଆସିବାକୁ ଥିବା କଳାକାଳରଙ୍କ ନାଁ ଏକ ପ୍ରକାର ଚୁଡାନ୍ତ ହୋଇଯାଇଛି ବୋଲି କୁହାଯାଉଛି। ଏହି…
ଇନ୍ଷ୍ଟାଗ୍ରାମର ସବୁଠୁ ଷ୍ଟାଇଲିଶ୍ ଗ୍ରାଣ୍ଡ୍ ମା’
ବାଡ୍ଡି ଓ୍ବିଙ୍କଲ୍। ବୟସ ୯୨। କିନ୍ତୁ ଏବେ ବି କମିନି ତାଙ୍କ ଜଲଓ୍ବା। ଷ୍ଟାଇଲରେ ସେ ଆଜିକାଲି ମଡେଲଙ୍କୁ ପଛରେ ପକାଇ ଦେଇଛନ୍ତି। ଇନ୍ଷ୍ଟାଗ୍ରାମରେ ସବୁଠୁ ଷ୍ଟାଇଲିଶ୍ ଗ୍ରାଣ୍ଡ୍ ମା’ ଭାବେ ସେ ପରିଚୟ ହାସଲ କରିଛନ୍ତି। ତାଙ୍କ ଷ୍ଟାଇଲ୍ ଦେଖି…
ବୋଲ୍ଡ ଡ୍ରେସ୍ ପାଇଁ ଟ୍ରୋଲ ହେଲେ ପ୍ରିୟଙ୍କା
ମୁମ୍ବାଇ: ପ୍ରିୟଙ୍କା ଚୋପ୍ରା ନିକ୍ ଜୋନାସ୍ଙ୍କ ହାତ ଧରିବା ପରଠାରୁ ନିଜର ବେଶପୋଷାକ, ଚାଲିଚଳନକୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଆସୁଛନ୍ତି। ଚଳିତବର୍ଷ ଆରମ୍ଭରୁ ସେ ଟ୍ରୋଲ ହୋଇଛନ୍ତି। ଗତ ୨୬ ତାରିଖରେ ଲସ୍ ଏଞ୍ଜେଲସ୍ର ଷ୍ଟେପ୍ଲେସ୍ ସେଣ୍ଟରରେ ଆୟୋଜିତ ବିଶ୍ୱର ସବୁଠୁ…
‘ମିଶନ ମଙ୍ଗଲ’ ନିର୍ଦ୍ଦେଶକଙ୍କ ଚିକିତ୍ସା ଖର୍ଚ୍ଚ ବହନ କରୁଛନ୍ତି ଅକ୍ଷୟ
ମୁମ୍ବାଇ: ବଲିଉଡ୍ ଫିଲ୍ମ ‘ମିଶନ ମଙ୍ଗଲ’ର ନିର୍ଦ୍ଦେଶକ ଜଗନ ଶକ୍ତି ହଠାତ୍ ଗତ ୨୫ ତାରିଖରେ ଅସୁସ୍ଥ ହୋଇ ପଡିଥିଲେ। ଏହାପରେ ତାଙ୍କୁ ତୁରନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ତେବେ ତାଙ୍କ ମୁଣ୍ଡରେ ରକ୍ତ ଜମାଟ ବାନ୍ଧିଥିବା କୁହାଯାଉଥିବା ବେଳେ ଜାନୁୟାରୀ…
ଭାରତୀୟ ଦଳକୁ ଏମିତି ବିଜୟର ଶୁଭେଚ୍ଛା ଜଣାଇଲେ ଅନୁଷ୍କା ଶର୍ମା
ଭାରତୀୟ କ୍ରିକେଟ ଦଳ ସୁପର ଓଭରରେ ନ୍ୟୁଜିଲାଣ୍ଡକୁ ପରାସ୍ତ କରିବା ପରେ ଦଳକୁ ଚାରିଆଡୁ ଅଭିନନ୍ଦନର ସୁଅ ଛୁଟିଛି। ଏଥିରେ ସାମିଲ ହୋଇଛନ୍ତି ଅଧିନାୟକ ବିରାଟ କୋହଲିଙ୍କ ସ୍ତ୍ରୀ ତଥା ଅଭିନେତ୍ରୀ ଅନୁଷ୍କା ଶର୍ମା। ଭାରତୀୟ ଦଳର ବିଜୟକୁ ସେ ଅଭୂତପୂର୍ବ…
ଧୋନୀ ଥିଲେ ସୁପର ଓଭରରେ ବୁମ୍ରା ନୁହେଁ, ଏହି ବୋଲରଙ୍କୁ ଦେଇଥାନ୍ତେ ବୋଲିଂ
ନୂଆଦିଲ୍ଲୀ,୩୦ା୧: ହାମିଲ୍ଟନର ଶେଡନ୍ ପାର୍କରେ ଟିମ୍ ଇଣ୍ଡିଆ ସୁପର୍ ଓଭରରେ ଚମତ୍କାର ବିଜୟ ସହ ନ୍ୟୁଜିଲାଣ୍ଡ ମାଟିରେ ପ୍ରଥମଥର ଦ୍ୱିପାକ୍ଷିକ ଟି-୨୦ ସିରିଜ୍ ଜିତି ଇତିହାସ ରଚିଛି। ତେବେ ସୁପର ଓଭରରେ ଭାରତୀୟ ବୋଲର ଯଶ୍ପ୍ରୀତ୍ ବୁମ୍ରାଙ୍କୁ ବୋଲିଂ ଦାୟିତ୍ୱ ଦେଇଥିଲେ…
ବିମାନବନ୍ଦର ଛାତ ଭୁଶୁଡ଼ି ମୃତ୍ୟୁ ଘଟଣା: ଅନ୍ତର୍ଯ୍ୟାମୀଙ୍କ ପରିବାରକୁ ମିଳିବ ଭତ୍ତା
ଭୁବନେଶ୍ୱର,୩୦।୧(ବ୍ୟୁରୋ): ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନବନ୍ଦରରେ ନିର୍ମାଣାଧୀନ ଛାତ ଭୁଶୁଡ଼ି ପ୍ରାଣ ହରାଇଥିବା ଅନ୍ତର୍ଯ୍ୟାମୀଙ୍କ ପରିବାରକୁ ଭତ୍ତା ମିଳିବ। ତାଙ୍କ ପରିବାରକୁ ମାସିକ ଭତ୍ତା ପ୍ରଦାନ ପାଇଁ ପ୍ରଶାସନ ମଞ୍ଜୁରୀ ଦେଇଛି। ମଧୁବାବୁ ପେନସନ ଯୋଜନାରେ ଅନ୍ତର୍ଯ୍ୟାମୀଙ୍କ ପରିବାରର ୩ଜଣଙ୍କୁ ଭତ୍ତା…
Archives


