Home Left

କେରଳରେ ଯୁବ ଚାଷୀଙ୍କ ମୃତ୍ୟୁ ଘଟଣା: ପ୍ରଶାସନ ପରେ ବଢୁଛି ସହାୟତାର ହାତ

ଲୋଇସିଂହା,୬।୨(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ସନଅଗାଁ(କ) ଗ୍ରାମର ଯୁବ ଚାଷୀ ବଳରାମ ପଧାନ ତାଙ୍କ ଖରିଫ ଧାନ ବିକ୍ରି ଟଙ୍କା କୌଣସିକାରଣବଶତଃ କେରଳରେ ଥିବା ତାଙ୍କର ଏକ ବ୍ୟାଙ୍କ ଆକାଉଣ୍ଟରେ ଜମା ହୋଇଛି। ସେହି ଟଙ୍କା ଉଠାଇବା ପାଇଁ…

ପାକିସ୍ତାନର ଦୋମୁହାଁ ନୀତି: କ୍ରିକେଟରେ ରାଜନୀତି, ‘ଡଲାର’ ପାଇଁ ଭାରତୀୟ ବଂଶୋଦ୍ଭବଙ୍କୁ ଭବ୍ୟ ସ୍ୱାଗତ

ନୂଆଦିଲ୍ଲୀ,୬।୨: ପାକିସ୍ତାନର ଦୋମୁହାଁ ଚରିତ୍ର ଏବେ ସାରା ବିଶ୍ୱ ଆଗରେ ପୁଣିଥରେ ପ୍ରକଟ ହୋଇଛି। ଗୋଟିଏ ପଟେ ପାକିସ୍ତାନ ଭାରତ ବିରୋଧରେ କ୍ରିକେଟକୁ ଅସ୍ତ୍ର କରି ଟି-୨୦ ବିଶ୍ୱକପ୍‌ ମ୍ୟାଚ୍‌ ବର୍ଜନ କରିବାକୁ ନିଷ୍ପତ୍ତି ନେଇଛି। ଅନ୍ୟପଟେ ନିଜର ଦେବାଳିଆ ଅର୍ଥନୀତିକୁ…

ଯାତ୍ରା ମଝିରେ ଷ୍ଟେଜ୍‌ରେ ଗଳିପଡିଲେ ସାଇ, ରାତି ଅଧରେ ଗଲେ ମେଡିକାଲ

ଭୁବନେଶ୍ୱର,୬।୨: ଅସୁସ୍ଥ ହେଲେ ତୁଳସୀ ଗଣନାଟ୍ୟର ମୁଖ୍ୟ ଖଳନାୟକ ସାଇ ସତ୍ୟଜିତ୍‌ ପଣ୍ଡା। ଅଧାରୁ ବନ୍ଦ ହେଲା ଯାତ୍ରା। ଯାତ୍ରା ଅଧାରୁ ସାଇଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ଜଣାପଡିଛି। ସେପଟେ ଯାତ୍ରା ମାଲିକ ନାଣ୍ଡୁ ବାବୁଙ୍କ ନାଁରେ ଏଫଆଇଆର ଆଣିଛନ୍ତି ସାଇଙ୍କ…

ଅବକାରୀ ଥାନାଠାରୁ ଅନତି ଦୂରରେ ଚାଲିଛି ଚୋରାମଦ କାରବାର, ପ୍ରତିବାଦରେ ମହିଳା…

ଧର୍ମଶାଳା,୬ା୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଜାରକା ଅଞ୍ଚଳର ଶତାଧିକ ମହିଳା ଚୋରା ମଦ ବିକ୍ରି ପ୍ରତିବାଦରେ ଧର୍ମଶାଳା ଅବକାରୀ ଥାନା ସମ୍ମୁଖରେ ଧାରଣା ଦେଇଛନ୍ତି। ଜାରକା ଅଞ୍ଚଳରେ ଦିନକୁ ଦିନ ଚୋରାମଦ କାରବାର ବଢୁଥିବା ବେଳେ ସେମାନଙ୍କ ପରିବାର ନଷ୍ଟ…

ସମ୍ବଲପୁର ସର୍କଲ ଜେଲ୍‌ରେ ରାଜସ୍ଥାନ ପୋଲିସ

ସମ୍ବଲପୁର,୬।୨: ରାଜସ୍ଥାନ ପୋଲିସର ଏକ ଟିମ୍‌ ଶୁକ୍ରବାର ସମ୍ବଲପୁର ସର୍କଲ ଜେଲ୍‌ରେ ପହଞ୍ଚି ପୋଲିସ ଅଧିକାରୀଙ୍କୁ ଭେଟିଛନ୍ତି। ଏହି ଅବସରରେ ରାଜସ୍ଥାନ ପୋଲିସ ଜେଲ୍‌ରେ ଥିବା ଦୁର୍ଦ୍ଦାନ୍ତ ବିହାରୀ ଅପରାଧୀ ସୁବୋଧ ସିଂହକୁ ରିମାଣ୍ଡରେ ନେବାକୁ ଅଧିକାରୀଙ୍କ ସହ ଆଲୋଚନା କରିଥିବା…

RCB ମହିଳା ଟିମକୁ ଶୁଭେଚ୍ଛା ଜଣାଉ ଜଣାଉ ପୁରୁଷ ଟିମକୁ ଏମିତି କହିଲେ ବିଜୟ ମାଲ୍ୟା, ଯାହା ହେଉଛି ଭାଇରାଲ

ନୂଆଦିଲ୍ଲୀ,୬।୨: ମହିଳା ପ୍ରିମିୟର ଲିଗ ୨୦୨୬ର ଫାଇନାଲ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଦିଲ୍ଲୀ କ୍ୟାପିଟାଲ୍ସକୁ ପରାସ୍ତ କରି ଟାଇଟଲ ଜିତିଛି। ସ୍ମୃତି ମନ୍ଧାନାଙ୍କ ନେତୃତ୍ୱରେ RCB ମହିଳା ଦଳ ଦ୍ୱିତୀୟ ଥର ପାଇଁ ଟ୍ରଫି ଉଠାଇଛି। ଆରସିବିକୁ ସବୁ ମହଲରୁ…

ଭାଲେଣ୍ଟାଇନ୍‌ ଡେ’ରୁ ଏହି ରାଶିର ଆରମ୍ଭ ହେବ ଭଲ ଦିନ, ଖୋଲିବ ବନ୍ଦ ଭାଗ୍ୟର ତାଲା

ଫେବୃଆରୀ ମାସ ମିଥୁନ ରାଶି ପାଇଁ ବିଶେଷ ହୋଇପାରେ। ୧୩ ଫେବୃଆରୀ ପରେ, ମିଥୁନ ରାଶିର ଭାଗ୍ୟ ସେମାନଙ୍କ ପାଇଁ ଅନୁକୂଳ ହୋଇପାରେ। ରାଶିର ଅଧିଷ୍ଠାତ୍ରୀ ଦେବତା ବୃହସ୍ପତି ମାସ ସାରା ମିଥୁନରେ ରହିବେ। ଆପଣଙ୍କ ଏକାଦଶ ଘରର କର୍ତ୍ତା ମଙ୍ଗଳ…

ଆମେରିକା ସହିତ ‘ସିକ୍ରେଟ୍‌ ଟାରିଫ୍‌ ଡିଲ୍‌’ କରିବାକୁ ଯାଉଛି ବାଂଲାଦେଶ, ଭାରତ ପାଇଁ ବଢିଲା ଟେନସନ୍‌

ନୂଆଦିଲ୍ଲୀ,୬।୨: ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାର ଆମେରିକା ସହିତ ଏକ ଗୁପ୍ତ ଟାରିଫ୍‌ ଚୁକ୍ତି କରିବାକୁ ଯୋଜନା କରୁଛି। ଦେଶର ସଂସଦୀୟ ନିର୍ବାଚନର ମାତ୍ର ତିନି ଦିନ ପୂର୍ବରୁ, ଫେବୃଆରୀ ୯ ତାରିଖରେ ଏହି ଚୁକ୍ତିନାମା ସ୍ଥିର ହୋଇଛି। ଭାରତ ମଧ୍ୟ ଆମେରିକା…

ଏମିତି ମିଛ କହିଲେ ଟ୍ରମ୍ପ: ପୋଲ୍‌ ଖୋଲି ଦେଲା ଚାଇନା

ଓ୍ବାଶିଂଟନ୍‌,୬।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ସହ ଫୋନ କଲ୍‌ ପରେ ଟ୍ରୁଥ ସୋସିଆଲରେ ଏକ ପୋଷ୍ଟରେ ଅନେକ ସାହସିକ ଦାବି କରିଛନ୍ତି। ଟ୍ରମ୍ପ ଏହାକୁ ‘ଲମ୍ବା ଏବଂ ଅତ୍ୟନ୍ତ ସକାରାତ୍ମକ’ ଆଲୋଚନା ବୋଲି ବର୍ଣ୍ଣନା…

ଝିଅ ଜନ୍ମ ହେବା ମାତ୍ରେ ମିଳିବ ୨୧,୦୦୦ ଟଙ୍କା, ପଢିବା ଖର୍ଚ୍ଚ ମଧ୍ୟ ବହନ କରିବେ ସରକାର, ଜାଣନ୍ତୁ ଏହି ଯୋଜନା କ’ଣ…

ନୂଆଦିଲ୍ଲୀ,୬।୨: ଝିଅମାନଙ୍କୁ ଶିକ୍ଷା ଏବଂ ପାଳନପୋଷଣ ପାଇଁ ସରକାର ଅନେକ ଯୋଜନା ଚଳାନ୍ତି। ରାଜ୍ୟ ସରକାରଗୁଡ଼ିକ ମଧ୍ୟ ରାଜ୍ୟ ସ୍ତରରେ ଅନେକ ଯୋଜନା ଚଳାନ୍ତି, ଯେପରିକି ଉତ୍ତର ପ୍ରଦେଶରେ ମୁଖ୍ୟମନ୍ତ୍ରୀ କନ୍ୟା ସୁମଙ୍ଗଳା ଯୋଜନା। ସେହିପରି, ହିମାଚଳ ପ୍ରଦେଶ ସରକାର ବେଟି…

କୁମୁତାଲପେଟାରେ ଭୟାବହ ଅଗ୍ନିକାଣ୍ଡ: ଜଳିଗଲା ୧୨ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ସମ୍ପତ୍ତି

ଜେକେପୁର,୬ା୨(ରାଜେଶ ବିଶ୍ୱାଳ): ରାୟଗଡା ବ୍ଲକର କୁମୁତାଲପେଟା ପଞ୍ଚାୟତ ଅନ୍ତର୍ଗତ କୁମୁତାଲପେଟା ଗ୍ରାମରେ ଥିବା ପଞ୍ଚାୟତ କମ୍ପ୍ଲେକ୍ସର ଏକ ଦୋକାନରେ ଶୁକ୍ରବାର ଭୋର୍‌ ସମୟରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଶଟ୍‌ସର୍କିଟ ଯୋଗୁ ଏହି ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି। ଏହି ଅଗ୍ନିକାଣ୍ଡରେ ୧୨…

‘ଆପଣଙ୍କୁ କେବଳ ପବ୍ଲିସିଟି ଦରକାର’, କାହିଁକି ପ୍ରଶାନ୍ତ କିଶୋରଙ୍କୁ ଏମିତି କହିଲେ ସୁପ୍ରିମକୋର୍ଟ? ଜାଣନ୍ତୁ…

ପାଟନା,୬।୨: ୨୦୨୫ ବିହାର ବିଧାନସଭା ନିର୍ବାଚନକୁ ଚ୍ୟାଲେଞ୍ଜ କରି ଏବଂ ନୂତନ ନିର୍ବାଚନ ପାଇଁ ପ୍ରଶାନ୍ତ କିଶୋରଙ୍କ ଜନ ସୂରଜ ପାର୍ଟି ଦ୍ୱାରା ଦାୟର କରାଯାଇଥିବା ଆବେଦନର ଶୁଣାଣି କରିବାକୁ ସୁପ୍ରିମକୋର୍ଟ ଶୁକ୍ରବାର ମନା କରିଦେଇଛନ୍ତି। ଯେତେବେଳେ କୋର୍ଟ ମାମଲା ଶୁଣାଣି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?