Home Left

ବାପା ପଡ଼ିଯିବା ଖବର ପାଇ ବି ଶୁଟିଂସେଟ୍‌ ଛାଡ଼ିପାରି ନ ଥିଲି

ସମ୍ବଲପୁରୀ ଆଲବମର ଜଣେ ଆଗଧାଡ଼ିର ଅଭିନେତା ଭାରତଗୌରବ ଦାଶ। ମାଆ ଗୀତାଞ୍ଜଳି ଓ ବାପା ଭିକାରିଚରଣ ଦାଶଙ୍କ ସୁଯୋଗ୍ୟ ସନ୍ତାନ ଭାରତଗୌରବ ପଶ୍ଚିମ ଓଡ଼ିଶା ସମେତ ରାଜ୍ୟର କୋଣ ଅନୁକୋଣରେ ନିଜସ୍ବ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିପାରିଛନ୍ତି। ସମ୍ବଲପୁର ଜିଲା ରେଢ଼ାଖୋଲରେ…

କରୋନା ଆତଙ୍କରେ ଲୋକ ପିନ୍ଧୁଛନ୍ତି ପ୍ଲାଷ୍ଟିକ୍‌ ବ୍ୟାଗ୍‌: ଫଟୋ ଭାଇରାଲ

ବେଜିଂ,୩୦।୧: ଚାଇନାରେ ଦେଖାଦେଇଥିବା କରୋନା ଭୁତାଣୁ ସଂକ୍ରମଣ ଯୋଗୁ ଲୋକେ ଆତଙ୍କିତ ହୋଇପଡ଼ିଛନ୍ତି। ବିମାନ, ଟ୍ରେନ୍‌ ଅବା ବସ୍‌ରେ ଯାତ୍ରା କରିବା ସମୟରେ ଯାତ୍ରୀ ସୁରକ୍ଷା ପାଇଁ ପ୍ଲାଷ୍ଟିକ୍‌ ତିଆରି ବ୍ୟାଗ୍‌ ଏବଂ କଣ୍ଟେନର ପିନ୍ଧୁଛନ୍ତି। ଏବେ ଏହାର ଫଟୋ ସୋସିଆଲ୍‌…

ଯୌତୁକ ଯୋଗୁ ବିବାହ ଭାଙ୍ଗିବାରୁ ଘର ଛାଡ଼ି ବିବାହ କଲେ ଯୁବତୀଯୁବକ

କୁଶୀନଗର, ୩୦ା୧: ସମାଜ ପାଇଁ ଘାତକ ସାଜିଥିବା ଯୌତୁକ ଭଳି କୁପ୍ରଥାର ପ୍ରଚଳନକୁ ବନ୍ଦ କରିବା ପାଇଁ ବର୍ତ୍ତମାନ ଲୋକେ ସ୍ବର ଉତ୍ତୋଳନ କରିବା ଆରମ୍ଭ କଲେଣି। କିନ୍ତୁ କୌଣସି ସୁଫଳ ମିଳୁନାହିଁ। ଏବେ ବି ଏହି କୁପ୍ରଥା ସମାଜରେ ଚାଲିଛି।…

ମୋବାଇଲ୍‌ ଲାଇଟ୍‌ରେ ବ୍ରେନ୍‌ ଅପରେଶନ୍‌ କଲେ ଡାକ୍ତର

ସେନ୍‌ ମେଗୁଏଲ୍‌,୩୦।୧: ଚିଲିରେ ଏକ ଅଭାବନୀୟ ଘଟଣା ଘଟିଛି। ଏକ ହସ୍ପିଟାଲରେ ଜଣେ ଲୋକଙ୍କ ବ୍ରେନ୍‌ ଅପରେଶନ୍‌ ସମୟରେ ପାଓ୍ବାର କଟ୍‌ ହେବାରୁ ଡାକ୍ତରୀ ଦଳ ବାଧ୍ୟ ହୋଇ ମୋବାଇଲ୍‌ ଲାଇଟ୍‌ରେ ଅପରେଶନ୍‌ ଶେଷ କରିଛନ୍ତି। ଏବେ ଏହା ସୋସିଆଲ୍‌ ମିଡ଼ିଆରେ…

କରନ୍‌ଙ୍କ ଉପରେ ରାଗିଗଲେ କଙ୍ଗନାଙ୍କ ଭଉଣୀ

ବମ୍ବେ: ବଲିଉଡ୍‌ର ଲୋକପ୍ରିୟ ଫିଲ୍ମ ନିର୍ମାତା କରନ୍‌ ଜୋହର ଅଭିନେତ୍ରୀ କଙ୍ଗନା ରାଣାଓ୍ବତଙ୍କ ସହ ସମ୍ପର୍କ ସୁଧାରିବାକୁ ଚେଷ୍ଟା କରୁଥିବା କୁହାଯାଉଛି। ନିକଟରେ ପଦ୍ମଶ୍ରୀ ପୁରସ୍କାର ପାଉଥିବା ଅଭିନେତାଙ୍କ ତାଲିକା ପ୍ରକାଶ ପାଇଛି। ଏଥିରେ କରନ୍‌ ଏବଂ କଙ୍ଗନା ଅଛନ୍ତି। ଏହାକୁ…

ଆଲମଙ୍କଠାରୁ ଅଲଗା ହେଲେ ଶ୍ରଦ୍ଧା !

ବମ୍ବେ: ଟେଲି ଅଭିନେତ୍ରୀ ଶ୍ରଦ୍ଧା ଆର଼୍ୟା ନିଜ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ। ରିଆଲିଟି ଶୋ’ ‘ନଚ ବଲିୟେ’ରେ ପ୍ରେମିକ ଆଲମ ମକ୍କଡ଼ଙ୍କୁ ସମସ୍ତଙ୍କ ସହ ପରିଚିତ କରିଥିଲେ ଶ୍ରଦ୍ଧା। ସେତେବେଳେ ସେ ୯ ମାସ ଧରି ଉଭୟଙ୍କୁ ଡେଟ୍‌ କରି…

କୋଣାର୍କ-ପୁରୀ ବେଳାଭୂମି ମାର୍ଗରେ ଦୁର୍ଘଟଣା: ଦୁଇ ବସ୍‌ ଧକ୍କାରେ ୮ ଗୁରୁତର, ୯ ଆହତ

କୋଣାର୍କ, ୩୦।୧(ଡି.ଏନ୍‌.ଏ.): କୋଣାର୍କ ଥାନା ଅଧୀନ କୋଣାର୍କ -ପୁରୀ ବେଳାଭୂମି ମାର୍ଗ ରାସ୍ତାରେ ଗୁରୁବାର ଏକ ଟୁରିଷ୍ଟ ବସକୁ ପଛପଟୁ ଯାତ୍ରୀବାହୀ ବସ୍‌ ଧକ୍କା ଦେବା ଫଳରେ ୮ ଯାତ୍ରୀ ଗୁରୁତର ହୋଇଥିବା ବେଳେ ୯ଜଣ ଆହତ ହୋଇଛନ୍ତି। ପ୍ରକାଶ ଯେ,…

ମେଡ୍‌ ଇନ୍‌ ଓଡ଼ିଶା

‘ମେଡ୍‌ ଇନ୍‌ ଚାଇନା’ ନୁହେଁ କି ‘ମେଡ୍‌ ଇନ୍‌ ୟୁଏସ୍‌ଏ’ ନୁହେଁ। ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ଏହା ସମ୍ପୂର୍ଣ୍ଣଭାବେ ‘ମେଡ୍‌ ଇନ୍‌ ଓଡ଼ିଶା’ ପ୍ରଡକ୍ଟ। କୌଣସି ମଲ୍ଟିନ୍ୟାଶନାଲ କମ୍ପାନୀ କି ରୋବୋ ଦ୍ୱାରା ଏହା କରାଯାଇନି। ଜଣେ ସାଧାରଣ ଚାଷୀଙ୍କ ପୁଅ…

୫୦୦୦ ବର୍ଷ ପୁରୁଣା କୁକୁର ଲକେଟ ମିଳିଲା: ଦାମ୍‌ ୨୭ କୋଟି

ଲଣ୍ଡନ,୩୦।୧: ବ୍ରିଟେନ୍‌ର ସମରସେଟ୍‌ରୁ ୫୦୦୦ ବର୍ଷ ପୁରୁଣା ରତ୍ନପଥରରେ ତିଆରି କୁକୁର ଲକେଟ ମିଳିଛି। ଏହାର ଦାମ ୨୭ କୋଟି ଟଙ୍କା ହେବ ବୋଲି ଅନୁମାନ କରାଯାଉଛି। ମୂଳ ଭାରତୀୟ ଅଲଫ୍ରେଡ୍‌ କୋର୍ରିୟ ତାଙ୍କ ଗ୍ୟାରେଜ ଥିବା ଟେଜେରୀରୁ ହକିକ୍‌ ରତ୍ନ…

ପାଟଣାରେ ଅଦିନିଆ ବର୍ଷା ସାଙ୍ଗକୁ କୁଆପଥର ମାଡ଼: ଜନଜୀବନ ପ୍ରଭାବିତ

ପାଟଣା,୩୦।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ଗୁରୁବାର ପୂର୍ବାହ୍ନରେ ଅଦିନିଆ ବର୍ଷା ସାଙ୍ଗକୁ ପ୍ରବଳ କୁଆପଥର ମାଡ଼ ହେବା ଫଳରେ ଜନଜୀବନ ପ୍ରଭାବିତ ହୋଇଛି। କୁଆପଥର ବର୍ଷା ଯୋଗୁ ଆମ୍ବ ଗଛରୁ ବଉଳସବୁ ଝଡ଼ିପଡ଼ିବା ସହ ଅନ୍ୟାନ୍ୟ ଫସଲ ମଧ୍ୟ…

ଶବାନା ଆଜମୀଙ୍କ ଜୀବନ ବଞ୍ଚାଇଥିବା ଯବାନ ହେଲେ ପୁରସ୍କୃତ

ବଲିଉଡ୍‌ର ନାମକରା ଅଭିନେତ୍ରୀ ଶବାନା ଆଜ୍‌ମୀ ସଡ଼କ ଦୁର୍ଘଟଣାରେ ଆହତ ହୋଇ ଚିକିତ୍ସିତ ହେଉଛନ୍ତି। ଶବାନାଙ୍କୁ ବଞ୍ଚାଇବା ପାଇଁ ପ୍ରାୟ ୧ କିମି ଦୌଡିଥିବା ମହାରାଷ୍ଟ୍ର ସିକ୍ୟୁରିଟି ଫୋର୍ସ (ଏମ୍‌ଏସ୍‌ଏଫ୍‌)ର ଯବାନ ବିବେକାନନ୍ଦ ଅନିଲ ଯୋଗେଙ୍କୁ ଲାଇଫ୍‌ ସେଭିଂ ଫାଉଣ୍ଡେଶନ୍‌ ପକ୍ଷରୁ…

ନିର୍ବାଚନରେ ପରାଜିତ ହେବା ପରେ ଭୋଟରଙ୍କୁ ଉପହାର ଫେରାଇବାକୁ କହିଲେ ପ୍ରାର୍ଥୀ

ରାୟପୁର, ୩୦।୧: ଭୋଟରଙ୍କୁ ହାତେଇବା ପାଇଁ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରୁ ଥିବା ପ୍ରାର୍ଥୀମାନେ ବେଳେବେଳେ କେତେକ ଉପହାର ଦେଇଥାନ୍ତି। କିନ୍ତୁ ନିର୍ବାଚନରେ ପରାଜିତ ହେବାପରେ ଏହାକୁ ଭୋଟରଙ୍କଠାରେ ଫେରାଇ ନେବା କଥା ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହେବ। ତେବେ ଏଭଳି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri