Home Left

କେତେବେଳେ ହିରୋ କେତେବେଳେ ଜିରୋ

ଖୁସି କ୍ରିଏସନ୍ସ ବ୍ୟାନରରେ ନିର୍ମିତ ହୋଇଛି ନୂଆ ଓଡ଼ିଆ ସିନେମା ‘ହିରୋ ନଂ ଜିରୋ’। ଚିତ୍ରର କାହାଣୀ, ଚିତ୍ରନାଟ୍ୟ ରଚନା ସହ ନିର୍ଦ୍ଦେଶନା ଦାୟିତ୍ୱ ତୁଲାଇଛନ୍ତି ‘ପ୍ରେମ ପାଇଁ ମହାଭାରତ’ର ନିର୍ଦ୍ଦେଶକ ନିରଞ୍ଜନ ବେହେରା। ଖାସ୍‌ କଥା ହେଲା ଏହାର ମେଲ୍‌…

ପିତା କୋଟିପତି: ହାତେ ରାନ୍ଧିି ଖାଉଛନ୍ତି ପୁଅ

କୋଟିପତି ହେବାର ନିଶା ପ୍ରାୟ ଅଧିକାଂଶ ଲୋକଙ୍କର ଥାଏ। ଯଦି ପିତା କୋଟିପତି, ତେବେ ପୁଅ ମଧ୍ୟ ଛୋଟବେଳୁ ସେମିତି ଜୀବନଶୈଳୀ ଆପଣାଇ ଥାଆନ୍ତି। କିନ୍ତୁ ଆଲେକ୍‌ଜାଣ୍ଡର ଫ୍ରିଡ୍‌ମ୍ୟାନ୍‌ଙ୍କ କ୍ଷେତ୍ରରେ ଏହା ଭୁଲ ପ୍ରମାଣିତ ହୋଇଛି। ରୁଷର ଧନୀ ତାଲିକାରେ ଏକାଦଶ…

ନାଥୁରାମ ଗଡସେଙ୍କ ସହ ମୋଦିଙ୍କୁ ତୁଳନା କଲେ ରାହୁଲ

ଓ୍ବାୟନାଡ,୩୦।୧: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର କେରଳ ଗସ୍ତ କରିଛନ୍ତି। କେରଳର କାଲପେଟାରେ ସେ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ କରାଯାଉଥିବା ବିରୋଧ ପ୍ରଦର୍ଶନରେ ସାମିଲ ହେବା ସହ ଏକ ଜନସଭାକୁ ଉଦ୍‌ବୋଧନ ଦେଇଛନ୍ତି। ଏହି ସମୟରେ ସେ ପ୍ରଧାନମନ୍ତ୍ରୀ…

ଭାରତର ସବୁଠୁ ବଡ଼ ଲୁଣ ମରୁଭୂମି

ସାଧାରଣତଃ ମରୁଭୂମି କହିଲେ ବିସ୍ତୀର୍ଣ୍ଣ ବାଲି, ବିଭିନ୍ନ ପ୍ରକାର କଣ୍ଟାଗଛ ଏବଂ ଓଟ ବାସ କରୁଥିବା ସ୍ଥାନକୁ ବୁଝାଇଥାଏ। ମାତ୍ର ଭାରତରେ ଏମିତି ଏକ ମରୁଭୂମି ଅଛି, ଯାହାକୁ ଲୁଣର ମରୁଭୂମି କୁହାଯାଇଥାଏ। ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ସତ। ଏପରି ମରୁଭୂମି…

ଶ୍ରଦ୍ଧାଞ୍ଜଳି ଓ ସଂକଳ୍ପର ଦିନଟିଏ

ପ୍ରତିବର୍ଷ ୩୦ ଜାନୁୟାରୀରେ ଭାରତରେ ଶହୀଦ ଦିବସ ପାଳନ କରାଯାଏ। ଜାତିର ପିତା ତଥା ଅହିଂସା ପୂଜାରୀ ମହାତ୍ମା ଗାନ୍ଧୀଙ୍କ ପୁଣ୍ୟତିଥିକୁ ଶହୀଦ ଦିବସ ଭାବେ ପାଳନ କରଯାଉଛି। ୩୦ ଜାନୁୟାରୀ, ୧୯୪୮ରେ ମହାମତ୍ା ଗାନ୍ଧୀଙ୍କୁ ବିର୍ଲା ହାଉସ୍‌ର ପ୍ରାର୍ଥନାସଭାରେ ନାଥୁରାମ…

୩୦ ମିନିଟ୍‌ରେ ଜାମିନ ମିଳିବା ଘଟଣା: ଏସ୍‌ଆଇ ନିଲମ୍ବିତ

ଅନୁଗୋଳ ଅଫିସ,୩୦।୧: ତଦନ୍ତ ପ୍ରକ୍ରିୟାରେ ଅବହେଳା ଓ କେସ୍‌ ରେକର୍ଡରେ ଗୁରୁତ୍ୱପୂର୍ଣ୍ଣ ତଥ୍ୟ କୋର୍ଟକୁ ପ୍ରଦାନ କରି ନ ଥିବାରୁ ଅନୁଗୋଳ ଥାନା ଏସ୍‌ଆଇ ଅରକ୍ଷିତ ସେଠୀଙ୍କୁ କାର୍ଯ୍ୟରୁ ନିଲମ୍ବନ କରାଯାଇଛି। ଉତ୍ତର-କେନ୍ଦ୍ରାଞ୍ଚଳ ଡିଆଇଜି ନରସିଂହ ଭୋଳଙ୍କ ନିର୍ଦ୍ଦେଶକ୍ରମେ ଅନୁଗୋଳ ଏସ୍‌ପି…

ନ୍ୟୁଜିଲାଣ୍ଡ କ୍ରୀଡ଼ାମନ୍ତ୍ରୀଙ୍କ ଟୁଇଟ୍‌କୁ ନେଇ ଚର୍ଚ୍ଚା: ସୁପର ଓଭର ବ୍ୟାନ୍‌ ପାଇଁ ଆସିବ ବିଲ୍‌

ହାମିଲଟନ,୩୦।୧: ହାମିଲଟନର ଶେଡନ ପାର୍କରେ ଟିମ ଇଣ୍ଡିଆ ସୁପର୍‌ ଓଭରରେ ଚମତ୍କାର ବିଜୟ ସହ ନ୍ୟୁଜିଲାଣ୍ଡ ମାଟିରେ ପ୍ରଥମଥର ଦ୍ୱିପାକ୍ଷିକ ଟି-୨୦ ସିରିଜ ଜିତି ଇତିହାସ ରଚିଛି। ସୁପର୍‌ ଓଭରରେ ନ୍ୟୁଜିଲାଣ୍ଡ ପରାସ୍ତ ହେବା ପରେ ଦେଶର କ୍ରୀଡ଼ା ମନ୍ତ୍ରୀ ଗ୍ରାଣ୍ଟ…

ଘର ସଂସାର କରିବେ ଅର୍ଦ୍ଧେନ୍ଦୁ

ବଡ଼ ପରଦାରେ ମିଛିମିଛିକା ବର ସାଜିଛନ୍ତି ସେ। ହେଲେ ଏଥର ସତସତିକା ବରବେଶରେ ଯିବେ। ହଁ, ଓଲିଉଡ୍‌ର ଅନ୍ୟତମ ନାୟକ ଅର୍ଦ୍ଧେନ୍ଦୁ ଘର ସଂସାର କରିବାକୁ ଯାଉଛନ୍ତି। ନିକଟରେ ତାଙ୍କର ରିଂ ସେରିମନି ସମ୍ପନ୍ନ ହୋଇଛି। ହେଲେ ସେ କାହାକୁ ପତ୍ନୀ…

ସ୍ପେସ୍‌ ହୋମ ଦେବ ସୁଖଦ ଅନୁଭୂତି

ନ୍ୟୁୟର୍କ: ବିଶ୍ୱବ୍ରହ୍ମାଣ୍ଡର ପର୍ଯ୍ୟଟନ ମାନଚିତ୍ରରେ ଯୋଡ଼ି ହେବ ମହାକାଶ। ଅର୍ଥାତ୍‌ ଜଣେ ଚାହିଁଲେ ମହକାଶକୁ ଯାଇପାରିବ। ସେଠାରୁ ଉପଭୋଗ କରିପାରିବ ପୃଥିବୀର ମନୋରମ ଦୃଶ୍ୟ। ହଁ ଏକଥା ସତ ଯେ, କେବଳ ଦୁଃସାହସିକ କାର୍ଯ୍ୟ ଏବଂ ମହାକାଶ ଉପରେ ରୁଚି ରଖୁଥିବା…

ଶେଷରେ ଅନନ୍ୟା

ଯାହାହେଉ ଶେଷରେ କରନ୍‌ ଟେନସନରୁ ମୁକ୍ତ ହେଲେ। କଥା କ’ଣ କି ତାଙ୍କର ଆଗାମୀ ଫିଲ୍ମ ‘ଫାଇଟର’ର ନାୟିକା କିଏ ହେବ ସେ ନେଇ ଅଡୁଆରେ ପଡିଥିଲେ ସେ। ପ୍ରଥମେ ଏଥିପାଇଁ ଆଲିୟା ଭଟ୍ଟଙ୍କୁ ଯୋଗାଯୋଗ କରାଯାଇଥିଲା। ହେଲେ ନିଜର ବ୍ୟସ୍ତବହୁଳ…

ପରିବା ବୋଝେଇ ପିକ୍‌ଅପ୍‌କୁ ପିଟିଲା ଟ୍ରକ: ଦୁଇ ମୃତ, ଜଣେ ଗୁରୁତର

କେନ୍ଦୁଝର,୩୦।୧(ସ୍ବ.ପ୍ର.): କେନ୍ଦୁଝର ଟାଉନ ଥାନା ଅନ୍ତର୍ଗତ ନେକଡାଘର ନିକଟରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ପରିବା ବୋଝେଇ ପିକ୍‌ଅପ୍‌ ଗାଡି ଖରାପ ଥିବାରୁ ଛିଡ଼ା ହୋଇ ସଜାଡୁ ଥିବା ସମୟରେ ପଛରୁ ଏକ ଆଇରନ ବୋଝେଇ ଟ୍ରକ ଧକ୍କା ଦେଇଥିଲା। ଫଳରେ…

ରାଜଘାଟରେ ଗାନ୍ଧିଜୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୋଦି

ନୂଆଦିଲ୍ଲୀ,୩୦।୧: ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଶ୍ରାଦ୍ଧ ଦିବସ ଅବସରେ ରାଜଘାଟ ଯାଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗାନ୍ଧିଜୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଏହାସହ ରାଷ୍ଟ୍ରପତି ରାମନାଥ କୋବିନ୍ଦ, କଂଗ୍ରେସର ଅସ୍ଥାୟୀ ଅଧ୍ୟକ୍ଷା ସୋନିଆ ଗାନ୍ଧୀ, ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା, ପୂର୍ବତନ ପ୍ରଧାନମନ୍ତ୍ରୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri