ସ୍ପେସ୍ ହୋମ ଦେବ ସୁଖଦ ଅନୁଭୂତି
ନ୍ୟୁୟର୍କ: ବିଶ୍ୱବ୍ରହ୍ମାଣ୍ଡର ପର୍ଯ୍ୟଟନ ମାନଚିତ୍ରରେ ଯୋଡ଼ି ହେବ ମହାକାଶ। ଅର୍ଥାତ୍ ଜଣେ ଚାହିଁଲେ ମହକାଶକୁ ଯାଇପାରିବ। ସେଠାରୁ ଉପଭୋଗ କରିପାରିବ ପୃଥିବୀର ମନୋରମ ଦୃଶ୍ୟ। ହଁ ଏକଥା ସତ ଯେ, କେବଳ ଦୁଃସାହସିକ କାର୍ଯ୍ୟ ଏବଂ ମହାକାଶ ଉପରେ ରୁଚି ରଖୁଥିବା…
ଶେଷରେ ଅନନ୍ୟା
ଯାହାହେଉ ଶେଷରେ କରନ୍ ଟେନସନରୁ ମୁକ୍ତ ହେଲେ। କଥା କ’ଣ କି ତାଙ୍କର ଆଗାମୀ ଫିଲ୍ମ ‘ଫାଇଟର’ର ନାୟିକା କିଏ ହେବ ସେ ନେଇ ଅଡୁଆରେ ପଡିଥିଲେ ସେ। ପ୍ରଥମେ ଏଥିପାଇଁ ଆଲିୟା ଭଟ୍ଟଙ୍କୁ ଯୋଗାଯୋଗ କରାଯାଇଥିଲା। ହେଲେ ନିଜର ବ୍ୟସ୍ତବହୁଳ…
ପରିବା ବୋଝେଇ ପିକ୍ଅପ୍କୁ ପିଟିଲା ଟ୍ରକ: ଦୁଇ ମୃତ, ଜଣେ ଗୁରୁତର
କେନ୍ଦୁଝର,୩୦।୧(ସ୍ବ.ପ୍ର.): କେନ୍ଦୁଝର ଟାଉନ ଥାନା ଅନ୍ତର୍ଗତ ନେକଡାଘର ନିକଟରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ପରିବା ବୋଝେଇ ପିକ୍ଅପ୍ ଗାଡି ଖରାପ ଥିବାରୁ ଛିଡ଼ା ହୋଇ ସଜାଡୁ ଥିବା ସମୟରେ ପଛରୁ ଏକ ଆଇରନ ବୋଝେଇ ଟ୍ରକ ଧକ୍କା ଦେଇଥିଲା। ଫଳରେ…
ରାଜଘାଟରେ ଗାନ୍ଧିଜୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୋଦି
ନୂଆଦିଲ୍ଲୀ,୩୦।୧: ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଶ୍ରାଦ୍ଧ ଦିବସ ଅବସରେ ରାଜଘାଟ ଯାଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗାନ୍ଧିଜୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଏହାସହ ରାଷ୍ଟ୍ରପତି ରାମନାଥ କୋବିନ୍ଦ, କଂଗ୍ରେସର ଅସ୍ଥାୟୀ ଅଧ୍ୟକ୍ଷା ସୋନିଆ ଗାନ୍ଧୀ, ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା, ପୂର୍ବତନ ପ୍ରଧାନମନ୍ତ୍ରୀ…
ଲଣ୍ଡନ ରାସ୍ତାରେ ନୋରାଙ୍କ ଡ୍ୟାନ୍ସ
ମୁମ୍ବାଇ: ଫ୍ୟାନ୍ମାନଙ୍କୁ କିଭଳି ଏଣ୍ଟରଟେନ୍ କରିବାକୁ ହୁଏ ସେ କଳା ନୋରା ଫତେହିଙ୍କୁ ଭଲ ଭାବେ ଜଣା। ଆକର୍ଷଣୀୟ ବ୍ୟକ୍ତିତ୍ୱ ସାଙ୍ଗକୁ ଉଚ୍ଚକୋଟୀର ନୃତ୍ୟରେ ସେ ଫ୍ୟାନ୍ମାନଙ୍କ ହୃଦୟରେ ସ୍ବତନ୍ତ୍ର ସ୍ଥାନ ଅକ୍ତିଆର କରିସାରିଲେଣି। ଏହାସହ ସୋସିଆଲ ମିିଡିଆରେ ମଧ୍ୟ ନୋରାଙ୍କ…
ସାମାଜିକ ବାସନ୍ଦ ନୁହେଁ, ସହଯୋଗ ଲୋଡ଼ା
ବିଶ୍ୱରେ କୁଷ୍ଠରୋଗ ସମ୍ପର୍କରେ ସଚେତନତା ସୃଷ୍ଟିକରିବା ଉଦ୍ଦେଶ୍ୟରେ ପ୍ରତିବର୍ଷ ୩୦ ଜାନୁୟାରୀରେ ବିଶ୍ୱ କୁଷ୍ଠ ନିବାରଣ ଦିବସ ପାଳନ କରାଯାଉଛି। । ଏହି ଦିବସରେ ଗାନ୍ଧିଜୀଙ୍କୁ ମଧ୍ୟ ସ୍ମରଣ କରାଯାଏ। ଗାନ୍ଧିଜୀ ଏହି ରୋଗକୁ ଭଲ ଭାବେ ବୁଝିଥିଲେ ଓ ରୋଗୀଙ୍କ…
ବିନା ଟେଣ୍ଡରରେ କାମ ହାତେଇଛି ଦିଲୀପ କନ୍ଷ୍ଟ୍ରକଶନ
ପୁରୀ ଅଫିସ, ୩୦ା୧: ଗତ ୨୪ତାରିଖରେ ଭୁବନେଶ୍ୱରସ୍ଥ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଛାତ ଭୁଶୁଡ଼ି ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଥିଲା। ଏହି ଘଟଣାରେ ସମ୍ପୃକ୍ତ ଠିକା ସଂସ୍ଥା ଦିଲୀପ କନ୍ଷ୍ଟ୍ରକଶନର ମୁଖ୍ୟ ଦିଲୀପ ଖଟେଇଙ୍କ ସମେତ ୪ଜଣଙ୍କୁ ଗିରଫ କରାଯାଇଥିଲା।…
ନିର୍ଭୟା ଦୋଷୀଙ୍କୁ ଫାଶୀ ଦେବାକୁ ଆଜି ତିହାର ଜେଲ ପହଞ୍ଚିପାରନ୍ତି ଜହ୍ଲାଦ
ନୂଆଦିଲ୍ଲୀ,୩୦।୧: ବହୁଚର୍ଚ୍ଚିତ ନିର୍ଭୟା ଗଣବଳାତ୍କାର ମାମଲାରେ ଦୋଷୀଙ୍କୁ ଫାଶୀ ଦେବାର ସମୟ ପାଖେଇ ଆସୁଥିବା ବେଳେ ଏହାକୁ ନେଇ ନୂଆ ନୂଆ ଖବର ବି ସାମ୍ନାକୁ ଆସୁଛି। ଫେବୃୟାରୀ ୧ ସକାଳ ୬ଟାରେ ଉକ୍ତ ମାମଲାର ୪ ଦାଷୀଙ୍କୁ ଫାଶୀ ଦେବାକୁ…
‘ଖଣ୍ଡୁଆ’ର ଇତିହାସ ୮୦୦ବର୍ଷ ପୁରୁଣା
ଭୁବନେଶ୍ୱର, ୩୦ା୧(ବ୍ୟୁରୋ): ସମ୍ବଲପୁରୀ ଇକତ୍, ସୋନପୁର ଓ ବୌଦ୍ଧର ବମକାଇ, ନୂଆପାଟଣାର ଖଣ୍ଡୁଆ, କୋରାପୁଟର କୋଟପାଡ଼, ଗୋପାଳପୁର, ଫକିରପୁର ଓ ମାଙ୍କିଡ଼ିଆର ଟସର ବସ୍ତ୍ର। ରାଜ୍ୟ ତଥା ରାଜ୍ୟ ବାହାରେ ଓଡ଼ିଶାର ଏହି ହସ୍ତତନ୍ତ ବସ୍ତ୍ର ବେଶ୍ ଆଦୃତ ହୋଇପାରିଛି। ନିଖୁଣ…
ମୋ ସରକାରରେ ଶ୍ରମ ଓ କର୍ମଚାରୀ ବୀମା ବିଭାଗ
ଭୁବନେଶ୍ୱର, ୩୦ା୧(ବ୍ୟୁରୋ): ମୋ ସରକାରରେ ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ବିଭାଗକୁ ସାମିଲ କରାଯାଇଛି। ବୁଧବାର ଲୋକସେବା ଭବନଠାରେ ଅନୁଷ୍ଠିତ ଏକ ସ୍ବତନ୍ତ୍ର ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହା ଘୋଷଣା କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ,…
ବସନ୍ତ ପଞ୍ଚମୀ ଅବସରରେ ପ୍ରୟାଗରାଜରେ ବୁଡ ପକାଇଲେ ମୁଖ୍ୟମନ୍ତ୍ରୀ
ପ୍ରୟାଗରାଜ,୩୦।୧: ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ବସନ୍ତ ପଞ୍ଚମୀ ଅବସରରେ ଗୁରୁବାର ପ୍ରୟାଗରାଜରେ ପହଞ୍ଚିଥିଲେ। ସେଠାରେ ପହଞ୍ଚି ସେ ପ୍ରୟାଗରାଜର ସଙ୍ଗମ ଘାଟରେ ବୁଡ ପକାଇଥିଲେ। ଏହି ସମୟରେ ତାଙ୍କ ସହ ମନ୍ତ୍ରୀ ସିଦ୍ଧାର୍ଥ ନାଥ ସିଂ, ଭାଜପା ପ୍ରଦେଶ…
ବେଙ୍ଗାଲୁରୁ ବିଶ୍ୱର ସବୁଠୁ ଅଧିକ ଟ୍ରାଫିକ୍ ଥିବା ସହର
ବେଙ୍ଗଲୁରୁ,୩୦।୧: ବିଶ୍ୱର ୧୦ଟି ସବୁଠୁ ଅଧିକ ଟ୍ରାଫିକ୍ ଥିବା ସହର ମଧ୍ୟରେ ଭାରତର ୪ଟି ସହର ସ୍ଥାନ ପାଇଛି। ସେଗୁଡିକ ହେଲା ବେଙ୍ଗାଲୁରୁ, ମୁମ୍ବାଇ, ପୁନେ ଏବଂ ଦିଲ୍ଲୀ। ନିକଟରେ ନେଦରଲାଣ୍ଡର ଟ୍ରାଫିକ୍ ଇଣ୍ଡେକ୍ସ ସଂସ୍ଥା ‘ଟମଟମ୍’ ପକ୍ଷରୁ କରାଯାଇଥିବା ଏକ…
Archives


