Home Left

ରାଜ୍ୟପାଳ, ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପାଇଁ ତତ୍ପର ଆନନ୍ଦପୁର

ଆନନ୍ଦପୁର, ୩୦।୧(ସ୍ବ.ପ୍ର.)- ଓଡିଶାର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଗସ୍ତ ପାଇଁ ଆନନ୍ଦପୁର ସହର ବେଶ୍‌ ତତ୍ପର ହୋଇଉଠିଛି। ଆନନ୍ଦପୁରର ସର୍ବ ପୁରାତନ ଶିକ୍ଷାନୁଷ୍ଠାନ ବଳଭଦ୍ର ନାରାୟଣ ଉଚ୍ଚ ବିଦ୍ୟାଳୟର ପ୍ଲାଟିନମ୍‌ ଜୁବିଲି ଚଳିତ ମାସ…

ମହିଳାଙ୍କ ମସ୍‌ଜିଦ ପ୍ରବେଶ ଉପରେ କଟକଣା ନାହିଁ

ନୂଆଦିଲ୍ଲୀ,୩୦ା୧: ମସ୍‌ଜିଦରେ ମହିଳାଙ୍କ ପ୍ରବେଶ ଓ ନମାଜ ପାଠ ଉପରେ ଇସ୍‌ଲାମ ଧର୍ମରେ କୌଣସି କଟକଣା ଲଗାଯାଇନାହିଁ। ଅଲ୍‌ ଇଣ୍ଡିଆ ମୁସ୍‌ଲିମ ପର୍ସୋନାଲ ଲ’ ବୋର୍ଡ (ଏଆଇଏମ୍‌ପିଏଲ୍‌ବି) ମସ୍‌ଜିଦରେ ମହିଳାଙ୍କ ପ୍ରବେଶକୁ ସମର୍ଥନ କରେ ବୋଲି ସୁପ୍ରିମକୋର୍ଟଙ୍କୁ ଜଣାଇଛି। ତେବେ ଶୁକ୍ରବାର…

ଏକ୍‌ଜିଟ ପୋଲ୍‌ ଉପରେ କଟକଣା

ନୂଆଦିଲ୍ଲୀ,୩୦ା୧: ଫେବୃୟାରୀ ୮ରେ ଦିଲ୍ଲୀ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ସେଦିନ ସକାଳ ୮ଟାରୁ ସନ୍ଧ୍ୟା ୬ଟା ୩୦ ପର୍ଯ୍ୟନ୍ତ ଏକ୍‌ଜିଟ ପୋଲ୍‌ ଉପରେ ନିର୍ବାଚନ କମିଶନ (ଇସି) କଟକଣା ଜାରି କରିଛନ୍ତି। ଏହି ସମୟ ମଧ୍ୟରେ ବୁଥ୍‌ ଫେରନ୍ତା…

କେରଳ ବିଧାନସଭାରେ ରାଜ୍ୟପାଳ ହଟହଟା

ଥିରୁଭାନନ୍ଥପୁରମ୍‌,୩୦ା୧(ପି.ଟି.): କେରଳ ବିଧାନସଭାରେ ବୁଧବାର ଅଭୂତପୂର୍ବ ଘଟଣା ଦେଖିବାକୁ ମିଳିଥିଲା। ବିରୋଧୀ ଦଳ କଂଗ୍ରେସ ନେତୃତ୍ୱରେ ୟୁଡିଏଫ୍‌ ବିଧାୟକମାନେ ରାଜ୍ୟପାଳ ଅରିଫ୍‌ ମହମ୍ମଦ ଖାନଙ୍କୁ ବିଧାନସଭା ଭିତରେ ଅଟକାଇଥିଲେ। ସେମାନେ ‘ରାଜ୍ୟପାଳ ଫେରିଯାଅ’ ସ୍ଲୋଗାନ ଦେବା ସହ ନାଗରିକତ୍ୱ ସଂଶୋଧନ ଆଇନ…

କୁନାଲଙ୍କ ଯାତ୍ରା ଉପରେ ୪ ଏୟାର ଲାଇନ୍ସର କଟକଣା

ଚଣ୍ଡିଗଡ଼,୩୦ା୧: ଷ୍ଟାଣ୍ଡଅପ୍‌ କମେଡିଆନ୍‌ କୁନାଲ କାମରାଙ୍କ ବିମାନଯାତ୍ରା ଉପରେ ଇଣ୍ଡିଗୋ ପକ୍ଷରୁ ୬ ମାସ ପାଇଁ ଲଗାଯାଇଥିବା କଟକଣାକୁ ବେସାମରିକ ବିମାନ ଚଳାଚଳ ମହାନିର୍ଦ୍ଦେଶାଳୟ (ଡିଜିସିଏ) ମୁଖ୍ୟ ଅରୁଣ କୁମାର ନିନ୍ଦା କରିଛନ୍ତି। ଇଣ୍ଡିଗୋ କୁନାଲଙ୍କ ନାମକୁ ୬ ମାସ ପାଇଁ…

ପ୍ରଥମ ଶ୍ରେଣୀରୁ ସ୍ପୋକନ ଇଂଲିଶ ଶିକ୍ଷା

ଭୁବନେଶ୍ୱର,୩୦ା୧(ବ୍ୟୁରୋ): ଏଣିକି ରାଜ୍ୟର ସମସ୍ତ ବିଦ୍ୟାଳୟରେ ପ୍ରଥମ ଶ୍ରେଣୀରୁ ପିଲାଙ୍କୁ ସ୍ପୋକନ ଇଂଲିଶ ଶିକ୍ଷା ଦିଆଯିବ। ପିଲାମାନଙ୍କ ଗୁଣାତ୍ମକ ଶିକ୍ଷା ବୃଦ୍ଧି ସକାଶେ ସରକାରଙ୍କ ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି। ଛାତ୍ରୀଛାତ୍ରମାନଙ୍କ ଆଧାର ସଂଯୋଗକୁ ମଧ୍ୟ ସୁନିଶ୍ଚିତ କରାଯିବ। ୩୦ ଜିଲାର…

ବଳକା ମଧ୍ୟାହ୍ନଭୋଜନରେ ଜୀବେଦୟା

ଓଡ଼ଗଁ।,୩୦ା୬(ସ୍ବ.ପ୍ର.): ସମ୍ପ୍ରତି ସମସ୍ତ ସ୍କୁଲରେ ମଧ୍ୟାହ୍ନ ଭୋଜନ ପ୍ରଚଳନ ଥିବା ବେଳେ ପିଲାମାନେ ବଳକା ଖାଦ୍ୟକୁ ନେଇ ଏଣେତେଣେ ଫିଙ୍ଗିବା ନିତିଦିନିଆ ଘଟଣା ହୋଇଛି। ଏହି ବଳକା ମଧ୍ୟାହ୍ନ ଭୋଜନ ଜରିଆରେ ଜୀବେଦୟା କାର୍ଯ୍ୟକ୍ରମ ଗଛସାର୍‌ଙ୍କ ଏକ ନିଆରା ଉଦ୍ୟମ। ନୟାଗଡ଼…

ଘରେ ପଶି ସଶସ୍ତ୍ର ଡକାୟତି: ୭ ଲକ୍ଷର ସମ୍ପତ୍ତି, ନଗଦ ୨.୮୫ ଲକ୍ଷ ଲୁଟ୍‌

ରଣପୁର,୩୦ା୧(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ଥାନାର ପାଇକସାହି ମଣିନାଗ ବାଇପାସ୍‌ ରାସ୍ତାରେ ଥିବା ସତ୍ୟନାରାୟଣ ସାହୁଙ୍କ ଘରୁ ମଙ୍ଗଳବାର ବିଳମ୍ବିତ ରାତ୍ରିରେ ଡକାୟତି ହୋଇଛି। ଦୁର୍ବୃତ୍ତମାନେ ୧୨୦ଗ୍ରାମ ସୁନା ଓ ୭୦୦ଗ୍ରାମ ରୁପା ଅଳଙ୍କାର ସହିତ ନଗଦ ୨ଲକ୍ଷ ୮୫ ହଜାର…

ଜଗତ୍‌ସିଂହପୁର ପୌର ପରିଷଦ: ୧୮୭ ଉଠା ଦୋକାନୀଙ୍କୁ ମିଳିଲା ଫନୀ ସହାୟତା

ଜଗତ୍‌ସିଂହପୁର ଅଫିସ,୩୦ା୧: ଜଗତ୍‌ସିଂହପୁର ପୌର ପରିଷଦ ଅଞ୍ଚଳର ବିଭିନ୍ନସ୍ଥାନରେ ଉଠାଦୋକାନ କରି ଗୁଜରାଣ ମେଣ୍ଟାଉଥିବା ଦୋକାନୀଙ୍କ ମଧ୍ୟରୁ ୧୮୭ ଜଣଙ୍କୁ ଫନୀ ସହାୟତା ରାଶି ପ୍ରଦାନ କରାଯାଇଛି। ଫନୀ ବାତ୍ୟାରେ କ୍ଷତିଗ୍ରସ୍ତ ଉଠା ଦୋକାନୀ ପିଛା ୧୦ ହଜାର ଟଙ୍କା ଲେଖାଏ…

୨୦୩୦ ସୁଦ୍ଧା ଏଚ୍‌ଆଇଭି ମୁକ୍ତ ଓଡ଼ିଶା

ଭୁବନେଶ୍ୱର,୩୦ା୧(ବ୍ୟୁରୋ): ଜନସାଧାରଣଙ୍କୁ ଏଚ୍‌ଆଇଭି ତଥା ଏଡ୍‌ସ ବିଷୟରେ ଅଧିକ ସଚେତନ କରିବାକୁ ଓଡ଼ିଶା ରାଜ୍ୟ ଏଡ୍‌ସ ନିୟନ୍ତ୍ରଣ ସମିତି (ଓସାକ୍ସ) ଦ୍ୱାରା ବ୍ୟାପକ ସଚେତନତା କାର୍ଯ୍ୟକ୍ରମ କରାଯାଉଛି। ୨୦୩୦ ସୁଦ୍ଧା ଏଚ୍‌ଆଇଭି ସଂକ୍ରମଣର ମୂଳୋତ୍ପାଟନ କରି ନିରନ୍ତର ବିକାଶ ଲକ୍ଷ୍ୟ ହାସଲ…

ପାସପୋର୍ଟ ଅବଧି ସରିବା ପୂର୍ବରୁ ଆସିବ ଏସ୍‌ଏମ୍‌ଏସ୍‌

ଭୁବନେଶ୍ୱର, ୩୦ା୧(ବ୍ୟୁରୋ): ପାର୍ସପୋର୍ଟଧାରୀ ଏଣିକି ନିଜ ପାର୍ସପୋର୍ଟର ନିର୍ଦ୍ଧାରିତ ଅବଧି ସରିବା ପୂର୍ବରୁ ଏସ୍‌ଏମ୍‌ଏସ୍‌ ମାଧ୍ୟମରେ ସୂଚନା ପାଇପାରିବେ। ପାସପୋର୍ଟ ଅବଧି ସରିବାର ୭ମାସ ଏବଂ ୯ମାସ ପୂର୍ବରୁ ଏହି ଏସ୍‌ଏମ୍‌ଏସ୍‌ ଦିଆଯିବ। ଭାରତ ସରକାରଙ୍କ ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ…

ଅନ୍‌ଲାଇନ୍‌ରେ ହୋଲ୍ଡିଂ ଟ୍ୟାକ୍ସ ପାଇଁ ୪ ହେଲ୍ପଡେସ୍କ ଖୋଲିଲା ବିଏମ୍‌ସି

ଭୁବନେଶ୍ୱର, ୩୦ା୧(ବ୍ୟୁରୋ): ସହରାଞ୍ଚଳରେ ବାସ କରୁଥିବା ଲୋକେ ସେମାନଙ୍କ ସମ୍ପତ୍ତି (ହୋଲ୍ଡିଂ) ଟିକସ ଦେବାକୁ ଏନ୍‌ଏସି, ମ୍ୟୁନିସିପାଲିଟି କିମ୍ବା ମହାନଗର ନିଗମ କାର୍ଯ୍ୟାଳୟକୁ ଦୌଡିବାକୁ ପଡିବ ନାହିଁ। ଘରେ ବସି ଅନ୍‌ଲାଇନ ଜରିଆରେ ଟିକସ ପଇଠ କରିପାରିବେ। ରାଜ୍ୟର ୧୧୪ ସହରାଞ୍ଚଳରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri