ନାବାଳିକା ବଳାତ୍କାରୀଙ୍କୁ ୧୦ ବର୍ଷ ଜେଲ
କେନ୍ଦୁଝର, ୨୯ା୧(ସ୍ବ.ପ୍ର.): ସ୍ଥାନୀୟ ଅତିରିକ୍ତ ଜିଲା ଜଜ କମ ସ୍ପେଶାଲ ଜଜ ଲୋକନାଥ ସାହୁ ଏକ ନାବାଳିକା ବଳାତ୍କାର ମାମଲାର ଶୁଣାଣି କରି ବୁଧବାର ଦୋଷୀ ଜଗନା ମୁଣ୍ଡାଙ୍କୁ ୧୦ ବର୍ଷ ଜେଲ ଦଣ୍ଡାଦେଶ ଓ ୧୦ ହଜାର ଟଙ୍କା ଫାଇନ…
ବ୍ରାଏଣ୍ଟଙ୍କ ହେଲିକପ୍ଟରରେ ସତର୍କ ବ୍ୟବସ୍ଥା ନ ଥିଲା
ଲସ୍ ଏଞ୍ଜେଲସ, ୨୯।୧(ପି.ଟି.): ଜଣାଶୁଣା ବାସ୍କେଟ ବଲ୍ ଖେଳାଳି ତଥା ଏନ୍ବିଏ ଲିଜେଣ୍ଡ କୋବ୍ ବ୍ରାଏଣ୍ଟ ହେଲିକପ୍ଟର ଦୁର୍ଘଟଣାରେ ମୃତ୍ୟୁ ବରଣ କରିବା ପରେ ଏ ନେଇ ତଦନ୍ତ ଆରମ୍ଭ ହୋଇଛି। ବ୍ରାଏଣ୍ଟଙ୍କ ହେଲିକପ୍ଟରରେ କୌଣସି ସତର୍କ ବ୍ୟବସ୍ଥା ନ ଥିଲା…
ସୁପର ଓଭରରେ ରୋହିତଙ୍କ ସୁପର ଶୋ: ନ୍ୟୁଜିଲାଣ୍ଡରେ ଭାରତର ପ୍ରଥମ ଟି୨୦ ସିରିଜ ବିଜୟ
ହାମିଲଟନ, ୨୯।୧(ପି.ଟି.): ହିଟ୍ମ୍ୟାନ ରୋହିତ ଶର୍ମାଙ୍କ ସୁପର ଶୋ ବଳରେ ଭାରତ ଏହାର ସର୍ବପ୍ରଥମ ଟି୨୦ ସୁପର ଓଭର ମ୍ୟାଚରେ ଚମକପ୍ରଦ ବିଜୟ ହାସଲ କରିଛି। ବିଭିନ୍ନ ସମୟରେ ମୋଡ଼ ବଦଳାଇଥିବା ମ୍ୟାଚ ଟାଇରେ ଶେଷ ହେବା ଏବଂ ସୁପର ଓଭରରେ…
ପ୍ରଶାନ୍ତ କିଶୋର ଓ ପଓ୍ବନ ଶର୍ମା ଜେଡିୟୁରୁ ବହିଷ୍କୃତ
ପାଟନା,୨୯।୧: ବିହାର ମୁଖ୍ୟମନ୍ତ୍ରୀ ତଥା ଜେଡିୟୁ ସୁପ୍ରିମୋ ନୀତୀଶ କୁମାର ବୁଧବାର ଦଳର ଦୁଇ ବରିଷ୍ଠ ନେତାଙ୍କୁ ବହିଷ୍କୃତ କରିଛନ୍ତି। ଦଳ ବିରୋଧୀ କାର୍ଯ୍ୟ କରିବା ଅଭିଯୋଗରେ ଉପାଧ୍ୟକ୍ଷ ପ୍ରଶାନ୍ତ କିଶୋର ଓ ପଓ୍ବନ କୁମାର ବର୍ମାଙ୍କୁ ବହିଷ୍କାର କରିବା ସହ…
ମହିଳାଙ୍କୁ ଗଣବଳାତ୍କାର ଘଟଣା: ୩ ଅଭିଯୁକ୍ତ ଗିରଫ
ଜଳେଶ୍ୱର,୨୯।୧(ଡି.ଏନ.ଏ.): ବାଲେଶ୍ୱର ଜିଲା ରାଇବଣିଆ ଥାନା ଅଞ୍ଚଳରେ ଗତ ୧୭ ତାରିଖରେ ଜଣେ ମହିଳାଙ୍କୁ ରାସ୍ତାରୁ ଟେକି ନେଇ ଗଣବଳାତ୍କାର ଘଟଣାରେ ପୋଲିସ ଉଦାସୀନ ରହିଥିବା ଅଭିଯୋଗ ହୋଇଥିଲା। ପରେ ଗ୍ରାମବାସୀଙ୍କ ଚାପରେ ପୋଲିସ ଏକ ମାମଲା ରୁଜୁ କରି ଘଟଣାରେ…
ଶୀତଦିନେ ନିହାତି ଖାଆନ୍ତୁ ଗ୍ରୀନ୍ ମଟର
ସାଧାରଣତଃ ଶୀତଦିନେ ଗ୍ରୀନ୍ ମଟର ହୋଇଥାଏ। ଛୋଟରୁ ଆରମ୍ଭ କରି ବୟସ୍କ ପର୍ଯ୍ୟନ୍ତ ସମସ୍ତେ ଏହାକୁ ଖାଇବାକୁ ପସନ୍ଦ କରିଥାନ୍ତି। ଏହା ସମସ୍ତ ପ୍ରକାରର ତରକାରିରେ ବ୍ୟବହାର କରିହୁଏ। ଅନେକେ ଏହାକୁ କଞ୍ଚା ଖାଇବାକୁ ମଧ୍ୟ ପସନ୍ଦ କରିଥାନ୍ତି। ତେବେ ଏହା…
ଦିଲ୍ଲୀରେ ‘ବିଟିଂ ଦ ରିଟ୍ରିଟ୍’ ଉତ୍ସବ ସମାପନ
ନୂଆଦିଲ୍ଲୀ,୨୯।୧: ଦିଲ୍ଲୀର ରାଜପଥରେ ବୁଧବାର ସନ୍ଧ୍ୟାରେ ‘ବିଟିଂ ଦ ରିଟ୍ରିଟ’ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ରାଇସିନା ରୋଡ୍ସ୍ଥିତ ରାଷ୍ଟ୍ରପତି ଭବନ ସାମ୍ନାରେ ଏହାର ପ୍ରଦର୍ଶନ ସହ ୭୧ତମ ସାଧାରଣତନ୍ତ୍ର ଦିବସ ମଧ୍ୟ ଶେଷ ହୋଇଛି। ଏହି ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ,…
ଓ୍ବାକଫ୍ ବୋର୍ଡ ସମ୍ପତ୍ତିର ଦୁରୁପଯୋଗ ଅଭିଯୋଗରେ ଏଏପି ବିଧାୟକଙ୍କ ନାଁରେ ଏତଲା
ନୂଆଦିଲ୍ଲୀ,୨୯।୧: ସବୁବେଳେ ବିବାଦରେ ଛନ୍ଦିହେଉଥିବା ଆମ୍ ଆଦ୍ମୀ ପାର୍ଟି (ଏଏପି)ର ବିଧାୟକଙ୍କ ଏବେ ପୁଣି ଅଡ଼ୁଆ ବଢ଼ିଯାଇଛି। ଦିଲ୍ଲୀର ଆଣ୍ଟି କରପ୍ସନ ବ୍ୟୁରୋ(ଏସିବି) ଏଏପି ବିଧାୟକ ଅମାନତୁଲ୍ଲା ଖାଁଙ୍କ ବିରୋଧରେ ମଙ୍ଗଳବାର ଏତଲା ରୁଜୁ କରିଛି। ଦିଲ୍ଲୀ ଓ୍ବାକଫ୍ ବୋର୍ଡ ଫଣ୍ଡର…
ଏହିସବୁ ତେଲ ଶିଶୁଙ୍କ ହାଡ଼କୁ କରିଥାଏ ଶକ୍ତ
ଶିଶୁ ଜନ୍ମ ନେବା ପରେ ତାର ଲାଳନପାଳନ କ୍ଷେତ୍ରରେ ଅନେକ ଯତ୍ନ ନେବାକୁ ପଡ଼ିଥାଏ । ଜନ୍ମ ହେବା ପରେ ସେମାନଙ୍କୁ କ’ଣ ଖାଇବାକୁ ଦିଆଯିବ, ସେମାନଙ୍କଠାରେ କେଉଁ ତେଲ ମାଲିସ କରାଯିବ ସେ ନେଇ ମା’ମାନେ ଦ୍ୱନ୍ଦ୍ୱରେ ଥାନ୍ତି। ମାତ୍ର…
ଫେବୃୟାରୀ ୧ରେ ନେହା କକ୍କରଙ୍କ ମେହେନ୍ଦୀ ଉତ୍ସବ
ମୁମ୍ବାଇ: ବଲିଉଡ୍ ଗାୟିକା ନେହା କକ୍କର ଆଜିକାଲି ଖୁବ୍ ଚର୍ଚ୍ଚାରେ ରହୁଛନ୍ତି। ବିଶେଷକରି ବିବାହ ଖବରକୁ ନେଇ ସମସ୍ତଙ୍କ ନଜର ତାଙ୍କ ଉପରେ। ଶୁଣିବାକୁ ମିଳୁଛି ନେହା ପ୍ରସିଦ୍ଧ କଣ୍ଠଶିଳ୍ପୀ ଉଦିତ୍ ନାରାୟଣଙ୍କ ପୁଅ ଆଦିତ୍ୟଙ୍କୁ ବିବାହ କରିବାକୁ ଯାଉଛନ୍ତି। କିଛିଦିନ…
ଓଡ଼ିଶାକୁ ଏକ ଲକ୍ଷ ଟଙ୍କା ଜରିମାନା
ଭୁବନେଶ୍ୱର,୨୯।୧(ବ୍ୟୁରୋ): ଗ୍ରାମ୍ୟ ନ୍ୟାୟାଳୟ ପ୍ରତିଷ୍ଠାରେ ବିଳମ୍ବ ନେଇ ଓଡ଼ିଶାକୁ ଜରିମାନା କରାଯାଇଛି। ବୁଧବାର ସୁପ୍ରିମକୋର୍ଟ ଓଡ଼ିଶା ସହ ୮ଟି ରାଜ୍ୟକୁ ଏକ ଲକ୍ଷ ଟଙ୍କା ଲେଖାଏ ଜରିମାନା କରିଥିବା ସୂଚନା ମିଳିଛି। ପ୍ରକାଶ ଯେ, କୋର୍ଟ ଗ୍ରାମ୍ୟ ନ୍ୟାୟାଳୟ ପ୍ରତିଷ୍ଠା ନେଇ…
ନାଡାଲଙ୍କୁ ରୋକିଲେ ଅଷ୍ଟ୍ରେଲିଆନ ଓପନ ସୁରକ୍ଷାକର୍ମୀ
ମେଲବୋର୍ନ,୨୯।୧- କଡ଼ା ସୁରକ୍ଷା ବ୍ୟବସ୍ଥା ଯୋଗୁ ବିଶ୍ୱର ନମ୍ବର ଓ୍ବାନ ପୁରୁଷ ସିଙ୍ଗଲ୍ସ ଟେନିସ ଖେଳାଳି ରାଫାଲ ନାଡାଲଙ୍କୁ ଅଷ୍ଟ୍ରେଲିଆନ ଓପନରେ ଏକ ଭିନ୍ନ ପରିସ୍ଥିତିର ସମ୍ମୁଖୀନ ହେବାକୁ ପଡ଼ିଛି। ସ୍ପାନିଶ କିମ୍ବଦନ୍ତୀଙ୍କୁ ବୁଧବାର ଏକ ଚେକ ପଏଣ୍ଟରେ ରୋକିଥିଲେ ଜଣେ…
Archives


