Home Left

ସାକ୍ଷୀ ଏହି ନାଁରେ ଡାକିବାରୁ ଲାଜେଇଗଲେ ଧୋନୀ

କ୍ରିକେଟ ପଡିଆରୁ ଦୂରେଇ ରହିଥିଲେ ମଧ୍ୟ ସୋସିଆଲ ମିଡିଆରେ ସର୍ବଦା ଚର୍ଚ୍ଚାରେ ରହୁଛନ୍ତି ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ। କେତେବେଳେ ତାଙ୍କୁ ଝିଅ ଜିଭାଙ୍କ ସହ ଖେଳୁଥିବାର ଦେଖାଯାଉଛି ତ ଆଉ କେତେବେଳେ ଟେନିସ କୋର୍ଟରେ ନଜରକୁ ଆସୁଛନ୍ତି।…

ଫେବୃୟାରୀରେ ଭାରତ ଗସ୍ତରେ ଆସିପାରନ୍ତି ଟ୍ରମ୍ପ୍‌

ନୂଆଦିଲ୍ଲୀ,୨୯।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ପ୍ରଥମ ଥର ପାଇଁ ଭାରତ ଗସ୍ତରେ ଆସିବା ସମ୍ଭାବନା ରହିଛି। ଫେବୃୟାରୀ ୨୪ରୁ ୨୬ ମଧ୍ୟରେ ସେ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ଗତ କିଛି ଦିନ ହେଲା ଟ୍ରମ୍ପ୍‌ଙ୍କ ଏହି ଗସ୍ତକୁ ନେଇ…

୨୪ ସପ୍ତାହରେ ବି ଗର୍ଭପାତ କରିପାରିବେ ମହିଳା: କ୍ୟାବିନେଟ୍‌ ମଞ୍ଜୁରୀ

ନୂଆଦିଲ୍ଲୀ,୨୯।୧: ଏଣିକି ମହିଳାମାନେ ୨୪ ସପ୍ତାହରେ ମଧ୍ୟ ଗର୍ଭପାତ କରିପାରିବେ। ଏସମ୍ପର୍କିତ ଏକ ପ୍ରସ୍ତାବକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କ୍ୟାବିନେଟ୍‌ରେ ମଞ୍ଜୁରୀ ମିଳିଛି। ୧୯୭୧ ମେଡିକାଲ ଟର୍ମିନେଶନ ଅଫ୍‌ ପ୍ରେଗ୍ନାସି ଆକ୍ଟର ସଂଶୋଧନ କରାଯାଇ ଏଭଳି କରାଯାଇଛି। ଏହାକୁ ସଂସଦର ଆଗାମୀ…

ରୋହିତଙ୍କ ୧୦ ହଜାର ରନ୍‌

ହାମିଲଟନ,୨୯।୧- ଏଠାରେ ନ୍ୟୁଜିଲାଣ୍ଡ ବିପକ୍ଷ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତୀୟ ଓପନର ରୋହିତ ଶର୍ମା ୬୫ ରନ୍‌ର ଅର୍ଦ୍ଧଶତକୀୟ ଇନିଂସ ଖେଳିଛନ୍ତି। ଏହି ଅବସରରେ ଏକ ସ୍ବତନ୍ତ୍ର ମାଇଲଷ୍ଟୋନ ସ୍ପର୍ଶ କରିଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟରେ ଓପନର ଭାବେ ୧୦,୦୦୦ ରନ୍‌…

ନ୍ୟୁଜିଲାଣ୍ଡ ଆଗରେ ୧୮୦ ରନ୍‌ର ବିଜୟଲକ୍ଷ୍ୟ

ହାମିଲଟନ,୨୯।୧- ଏଠାରେ ଚାଲିଥିବା ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତୀୟ ଦଳ ଘରୋଇ ନ୍ୟୁଜିଲାଣ୍ଡ ଆଗରେ ୧୮୦ ରନ୍‌ର ବିଜୟଲକ୍ଷ୍ୟ ଧାର୍ଯ୍ୟ କରିଛି। ପ୍ରଥମେ ବ୍ୟାଟିଂ କରିଥିବା ଟିମ୍‌ ଇଣ୍ଡିଆ ଧାର୍ଯ୍ୟ ୨୦ ଓଭରରେ ୫ ଉଇକେଟ ହରାଇ ୧୭୯ ରନ୍‌ କରିଛି।…

ତପ୍ତପାଣି ଘାଟିରେ ବସ ଦୁର୍ଘଟଣାଗ୍ରସ୍ତ: ମୃତକଙ୍କ ମଧ୍ୟରେ ରାୟଗଡ଼ାର ୩

ରାୟଗଡ଼ା ଅଫିସ,୨୯।୧: ଗଞ୍ଜାମ-ଗଜପତି ସୀମାନ୍ତ ତପ୍ତପାଣି ଘାଟିରେ ବୁଧବାର ଏକ ଯାତ୍ରୀବାହୀ ବସ ଓଲଟି ପଡ଼ିବା ଯୋଗୁ ୮ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୩୭ରୁ ଊର୍ଦ୍ଧ୍ୱ ଗୁରୁତର ହୋଇଛନ୍ତି। ମୃତକଙ୍କ ମଧ୍ୟରୁ ୩ ଜଣ ରାୟଗଡ଼ା ଜିଲାର ହୋଇଥିବା ବେଳେ ଜଣେ…

ମାଙ୍କଡ଼ ଆକ୍ରମଣ: ୧୯ ବର୍ଷରୁ କମ୍‌ ବିଶ୍ୱକପ୍‌ରୁ ବାଦ୍‌ପଡ଼ିଲେ ଖେଳାଳି

ପୋଚେଫ୍ସଟ୍ରୁମ,୨୯।୧- ଅଷ୍ଟ୍ରେଲିଆନ ଓପନର ଜ୍ୟାକ ଫ୍ରାସର ମ୍ୟାକଗର୍କ ଚଳିତ ୧୯ ବର୍ଷରୁ କମ୍‌ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିଛନ୍ତି। ତାଙ୍କ ମୁହଁକୁ ମାଙ୍କଡ଼ ରାମ୍ପୁଡି ଦେଇଛି। ନେଚର ରିଜର୍ଭଠାରେ ଏହି ଘଟଣା ଘଟିଥିବା କ୍ରିକେଟ ଅଷ୍ଟ୍ରେଲିଆ (ସିଏ) ପକ୍ଷରୁ ବୁଧବାର କୁହାଯାଇଛି। ଗତ…

୩ ହଜାର ବର୍ଷ ପରେ ମମିରୁ ଆସୁଛି ଅଜବ ଶବ୍ଦ, ଏହା ଶୁଣି ବୈଜ୍ଞାନିକ ଆଶ୍ଚର୍ଯ୍ୟ

ଲଣ୍ଡନ: ଆପଣ ଫିଲ୍ମରେ ଦେଖିଥିବେ ୧୦୦୦ ବର୍ଷର ମମି ପୁଣି ଜିଇଁଉଠି କଥା କହିଥାଏ। ଥରେ ଚିନ୍ତା କଲେ ବାସ୍ତବରେ ଯଦି ଏମିତି ଘଟେ ତେବେ ଅବସ୍ଥା କ’ଣ ହେବ। ନିଶ୍ଚିତ ଭୟରେ ଦେହ ଶୀତେଇ ଉଠିବ। କିନ୍ତୁ ବ୍ରିଟେନ୍‌ରେ ଏମିତି…

ଷ୍ଟାର କ୍ୟାମ୍ପେନ ତାଲିକାରୁ ବାଦ୍‌ ପଡ଼ିଲେ ୨ଭାଜପା ନେତା

ନୂଆଦିଲ୍ଲୀ,୨୯।୧: ଆକ୍ସନ ମୁଡ୍‌ରେ ଦିଲ୍ଲୀ ନିର୍ବାଚନ କମିଶନ। ଉତ୍ତେଜନାପୂର୍ଣ୍ଣ ବୟାନକୁ ନେଇ ଭାଜପା ଏମ୍‌ପି ଓ କେନ୍ଦ୍ରମନ୍ତ୍ରୀଙ୍କ ବିରୋଧରେ ନିର୍ବାଚନ କମିଶନ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଭାଜପା ଏମ୍‌ପି ପ୍ରବେଶ ସିଂହ ବର୍ମା ଓ କେନ୍ଦ୍ରମନ୍ତ୍ରୀ ଅନୁରାଗ ଠାକୁରଙ୍କୁ ଭାଜପାର…

ଏବେ ବି ହଲ୍‌ରେ ଫିଲ୍ମ ଦେଖିବାକୁ ଯାଉଛନ୍ତି ୯୨ ବର୍ଷୀୟ ଆଡ୍‌ଭାନୀ

ଏକଦା ରାଜନୈତିକ ଜଗତରେ ଭାଜପାର ଭୀଷ୍ମ କୁହାଯାଉଥିବା ଲାଲକୃଷ୍ଣ ଆଡ୍‌ଭାନୀ ୯୨ ବର୍ଷରେ ବି ଖୁବ୍‌ ସକ୍ରିୟ। ଦଳୀୟ କାର୍ଯ୍ୟକ୍ରମରୁ ଦୂରରେ ରହୁଥିବା ଆଡ୍‌ଭାନୀଙ୍କୁ ନିକଟରେ ସାଧାରଣତନ୍ତ୍ର ଦିବସ ପରେଡରେ ଦେଖାଯାଇଥିଲା। କେବଳ ଏତିକି ନୁହେଁ, ସେ ପୃଥ୍ବୀରାଜ ରୋଡ୍‌ରେ ଥିବା…

ଭବାନୀପାଟଣାରେ ଭାରତବନ୍ଦର ପ୍ରଭାବ

ଭବାନୀପାଟଣା,୨୯।୧(ଡି.ଏନ୍‌.ଏ.): ସିଏଏ, ଏନ୍‌ଆର୍‌ସି, ଇଭିଏମ୍‌ ଓ ଏନ୍‌ଆର୍‌ପିକୁ ବିରୋଧକରି ବହୁଜନ କ୍ରାନ୍ତି ମୋର୍ଚ୍ଚା (ବିକେଏମ୍‌) ପକ୍ଷରୁ ବୁଧବାର ୧୨ ଘଣ୍ଟିଆ ଭାରତବନ୍ଦ ଡାକରା ଦିଆଯାଇଛି। ଜିଲାର ଭବାନୀପାଟଣା ସମେତ ବିଭିନ୍ନ ଅଞ୍ଚଳରେ ବନ୍ଦର ପ୍ରଭାବ ଦେଖିବାକୁ ମିଳିଛି। ସକାଳୁ ଦୋକାନ ବଜାର,…

ହିମାଂଶିଙ୍କୁ ବିବାହ ପ୍ରସ୍ତାବ ଦେଲେ ଆସିମ

ବମ୍ବେ: ‘ବିଗ୍‌ବସ୍‌’ ଘରେ ଅନେକ ସଫଳ ପ୍ରେମ କାହାଣୀ ଗଢ଼ି ଉଠିଥିବା ନଜିର ରହିଛି। ଏହି କ୍ରମରେ ଚଳିତ ସିଜନ୍‌ରେ ଦୁଇଟି ଯୋଡ଼ି ଚର୍ଚ୍ଚାରେ। ସିଦ୍ଧାର୍ଥ-ଶେହନାଜ ଏବଂ ଆସିମ-ହିମାଂଶୀଙ୍କ ପ୍ରେମର ଗାଡ଼ି ଏବେ ନୂଆ ନୂଆ ସୋପାନ ଦେଇ ଗତିକରୁଛି। ମଙ୍ଗଳବାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri