ଚାଲିଗଲେ ଶାହାରୁଖ ଖାଁଙ୍କ ଭଉଣୀ
ବଲିଉଡ୍ ଅଭିନେତା ଶାହାରୁଖ୍ ଖାଁଙ୍କ ସମ୍ପର୍କୀୟ ଭଉଣୀ ନୁର୍ ଜହାଁଙ୍କ ପରଲୋକ ଘଟିଛି। ସେ କିଛିଦିନ ହେବ କ୍ୟାନସରରେ ପୀଡିତ ହୋଇ ଚିକିତ୍ସିତ ହେଉଥିଲେ। ମୃତ୍ୟୁ ବେଳକୁୂ ତାଙ୍କୁ ୫୨ ବର୍ଷ ହୋଇଥିଲା। ନୁର୍ ପାକିସ୍ତାନର ପେଶାଓ୍ବାରର କ୍ୱିସା ଖ୍ବାନି ବଜାର…
ଉନ୍ନାଓ୍ବରେ ପୁଣି ତାତି: ଏକତରଫା ପ୍ରେମରେ ବିଫଳ ହୋଇ ମୁସଲମାନ୍ ଯୁବତୀ ରୋହିତଙ୍କ ଉପରେ କଲେ ଏସିଡ୍ ମାଡ଼
ଉନ୍ନାଓ୍ବ,୨୯।୧: ଉତ୍ତରପ୍ରଦେଶ ଉନ୍ନାଓ୍ବ ବିଭିନ୍ନ ଆପରାଧୀକ ମାମଲା ଯୋଗୁ ଚର୍ଚ୍ଚାରେ ରହି ଆସିଛି। ସମ୍ପ୍ରତି ଏଠାରେ ଜଣେ ମୁସଲମାନ୍ ଯୁବତୀ ଏକ ତରଫା ପ୍ରେମରେ ବିଫଳ ହୋଇ ପ୍ରେମିକଙ୍କ ଉପରେ ଏସିଡ୍ ମାଡ଼ କରିଛନ୍ତି। ଗତ ୫ ମାସ ଧରି ପ୍ରେମିକ…
ଜାଣନ୍ତୁ ବସନ୍ତ ପଞ୍ଚମୀରେ ମା’ ସରସ୍ବତୀଙ୍କୁ କାହିଁକି କରାଯାଏ ଆରାଧନା
ହିନ୍ଦୁଧର୍ମରେ ବସନ୍ତ ପଞ୍ଚମୀର ମହତ୍ତ୍ୱ ରହିଛି। ଏହିଦିନ ମା’ ସରସ୍ବତୀଙ୍କୁ ଆରାଧନା କରାଯାଏ। ପ୍ରତିବର୍ଷ ମାଘ ଶୁକ୍ଳପକ୍ଷ ପଞ୍ଚମୀ ତିଥିରେ ମା’ ସରସ୍ବତୀଙ୍କ ପୂଜା କରାଯାଏ। କୁହାଯାଏ, ବସନ୍ତପଞ୍ଚମୀଠାରୁ ଶୀତ ପୃଥିବୀପୃଷ୍ଠରୁ ବିଦାୟ ନେଇଥାଏ। ଋତୁ ବଦଳିବା ସହ ଏହି ପର୍ବର…
ବିକେଏମ୍ର ଭାରତବନ୍ଦ ଡାକରା: ତୁମୁଡ଼ିବନ୍ଧରେ ପ୍ରଭାବ
ତୁମୁଡ଼ିବନ୍ଧ,୨୯।୧(ଡି.ଏନ୍.ଏ.): ସିଏଏ, ଏନ୍ଆର୍ସି, ଇଭିଏମ୍ ଓ ଏନ୍ଆର୍ପିକୁ ବିରୋଧକରି ବହୁଜନ କ୍ରାନ୍ତି ମୋର୍ଚ୍ଚା (ବିକେଏମ୍) ପକ୍ଷରୁ ବୁଧବାର ୧୨ ଘଣ୍ଟିଆ ଭାରତବନ୍ଦ ଡାକରା ଦିଆଯାଇଛି। କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ ଅଞ୍ଚଳରେ ଏହାର ପ୍ରଭାବ ଦେଖିବାକୁ ମିଳିଛି। ତୁମୁଡ଼ିବନ୍ଧର ଭିମ୍ ଆର୍ମି…
ପ୍ରଥମେ ବ୍ୟାଟିଂ କରିବ ଭାରତ
ହାମିଲଟନ,୨୯।୧- ପ୍ରଥମ ଥର ନ୍ୟୁଜିଲାଣ୍ଡରେ ଟି୨୦ ସିରିଜ୍ ଜିତିବା ଲକ୍ଷ୍ୟରେ ଥିବା ଭାରତୀୟ ଦଳ ତୃତୀୟ ଟି୨୦ ମ୍ୟାଚ୍ରେ ପ୍ରଥମେ ବ୍ୟାଟିଂ କରିବ। ଘରୋଇ ନ୍ୟୁଜିଲାଣ୍ଡ ଅଧିନାୟକ କେନ ଓ୍ବିଲିୟମସନ ଟସ୍ ଜିତି ଫିଲ୍ଡିଂ ନିଷ୍ପତ୍ତି ନେଇଛନ୍ତି। ଭାରତୀୟ ଦଳ ଅପରିବର୍ତ୍ତିତ…
ଦୁର୍ଘଟଣାଗ୍ରସ୍ତ ଆହତ ବସ୍ଯାତ୍ରୀଙ୍କୁ ହସ୍ପିଟାଲରେ ଭେଟିଲେ ଜିଲାପାଳ
ଦିଗପହଣ୍ଡି,(ଡିଏନ୍ଏ)/ପାଟପୁର,୨୯।୧: ଗଞ୍ଜାମ-ଗଜପତି ସୀମାନ୍ତ ତପ୍ତପାଣି ଘାଟିରେ ମାରୁତି ଶ୍ରୀ ସାଇ ନାମକ ଯାତ୍ରୀବାହୀ ବସ୍ (ଓଆର୍ ୦୫- ଏ ବି ୩୫୩୦) ଓଲଟି ପଡିବାରୁ ଘଟଣାସ୍ଥଳରେ ୬ଜଣ ଯାତ୍ରୀଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ରାୟଗଡ଼ା ଜେ.କେ.ପୁରର ବିଦ୍ୟୁତ୍ ନାୟକ( ୪୦),…
ସୁପ୍ରିମକୋର୍ଟଙ୍କ ଉପରେ ବିଶ୍ୱାସ ଅଛି, ଫେବୃୟାରୀ ୧ରେ ଦୋଷୀଙ୍କୁ ଦିଆଯିବ ଫାଶୀ: ନିର୍ଭୟାଙ୍କ ମା’
ନୂଆଦିଲ୍ଲୀ,୨୯।୧: ବହୁ ଚର୍ଚ୍ଚିତ ନିର୍ଭୟା ଗଣବଳାତ୍କାର ଓ ହତ୍ୟା ମାମଲାରେ ଫାଶୀଖୁଣ୍ଟରେ ଝୁଲିବାକୁ ଥିବା ୪ ଅଭିଯୁକ୍ତ ନୂଆ ନୂଆ ଭେଳିକି ଦେଖାଉଛନ୍ତି। ଆସନ୍ତା ଫେବୃଆରୀ ୧ ସକାଳ ୬ଟାରେ ସମସ୍ତଙ୍କୁ ଫାଶୀଖୁଣ୍ଟରେ ଝୁଲାଇବାକୁ କୋର୍ଟ ଡେଥ୍ ୱାରେଣ୍ଟ ଜାରି କରିଛନ୍ତି।…
ବସ୍ ଦୁର୍ଘଟଣା: ମୃତକଙ୍କ ସଂଖ୍ୟା ୮ରେ ପହଞ୍ଚିଲା
ଦିଗପହଣ୍ଡି/ପାଟପୁର,୨୯।୧(ଡି.ଏନ୍.ଏ.): ଗଞ୍ଜାମ-ଗଜପତି ସୀମାନ୍ତ ତପ୍ତପାଣି ଘାଟିରେ ପ୍ରବଳ କୁହୁଡ଼ି ଯୋଗୁ ମାରୁତି ଶ୍ରୀ ସାଇ ନାମକ ଏକ ଯାତ୍ରୀବାହୀ ବସ୍ ନଂ. ଓ ଆର୍ ୦୫-ଏ ବି ୩୫୩୦ ବୁଧବାର ଭୋର୍ ସମୟରେ ଓଲଟି ପଡ଼ିଥିଲା। ଏହି ଦୁର୍ଘଟଣାରେ ମୃତକଙ୍କ ସଂଖ୍ୟା…
ଜାଭେଲିନ ଥ୍ରୋୟର ନିରଜଙ୍କୁ ଅଲିମ୍ପକ୍ସ ଯୋଗ୍ୟତା
ନୂଆଦିଲ୍ଲୀ,୨୯।୧- ଷ୍ଟାର ଜାଲେଭିନ ଥ୍ରୋୟର ନିରଜ ଚୋପ୍ରା ଟୋକିଓ ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ହାସଲ କରିଛନ୍ତି। ଆଥ୍ଲେଟିକ୍ସ ସେଣ୍ଟ୍ରାଲ ନର୍ଥ ଇଷ୍ଟ ପ୍ରତିଯୋଗିତାରେ ସେ ୮୭.୮୬ ମିଟର ଦୂରତା ହାସଲ କରିଛନ୍ତି। କହୁଣୀରେ ଅସ୍ତ୍ରୋପଚାର ପରେ ସେ ପ୍ରଥମ ଥର ପାଇଁ…
ପୁରୀ ବେଳାଭୂମିରେ ନିଶାସକ୍ତ ଯୁବତୀଙ୍କୁ ବଳାତ୍କାର
ପୁରୀ ଅଫିସ,୨୯।୧: ପୁରୀ ବେଳାଭୂମିରେ ମଙ୍ଗଳବାର ବିଳମ୍ବିତ ରାତିରେ ଜଣେ ନିଶାସକ୍ତ ଯୁବତୀଙ୍କୁ ଦୁଇ ଜଣ ସ୍ଥାନୀୟ ଯୁବକ ବଳାତ୍କାର ଉଦ୍ୟମ କରିଛନ୍ତି। କିଛି ଯୁବକ ତାଙ୍କୁ ଧରି ସମୁଦ୍ରକୂଳ ଥାନାରେ ଜିମା ଦେଇଛନ୍ତି। ପ୍ରକାଶ ଯେ, କଂଗ୍ରେସ ଯୁବନେତା ସ୍ବାଧୀନ…
ନେହା କକ୍କଡ଼ଙ୍କୁ ବିବାହ ଶଗୁନ୍ ଭାବେ ଓଢ଼ଣୀ ଭେଟି ଦେଲେ କୁମାର ସାନୁ !
ମୁମ୍ବାଇ: ନେହା କକ୍କଡ଼ଙ୍କ ବିବାହ ଆଦିତ୍ୟ ନାରାୟଣଙ୍କ ସହିତ ହେବାକୁ ଯାଉଛି। ଏନେଇ ବିବାହ ଶଗୁନ୍ ଭାବେ କୁମାର ସାନୁ ନେହାଙ୍କୁ ଓଢ଼ଣୀ ଭେଟି ଦେଇଛନ୍ତି। ଏହା ଇଣ୍ଡିଆନ୍ ଆଇଡଲ୍-୧୧ର ଶୁଟିଂ ସେଟ୍ରେ ସମ୍ପନ୍ନ ହୋଇଛି। ଦୁହିଁଙ୍କ ବିବାହ ଆୟୋଜନ ଜୋର୍ସୋର୍ରେ…
ଦିନେ ପିତାଙ୍କ ସହ କୃଷି କାମ କରୁଥିଲେ, ଏବେ ଭାରତକୁ ବିଶ୍ୱକପ୍ ସେମିଫାଇନାଲରେ ପହଞ୍ଚାଇଲେ ଏହି କ୍ରିକେଟର୍
ପୋଚେଫଷ୍ଟ୍ରୁମ,୨୯।୧: ଚଳିତ ଅଣ୍ଡର୍-୧୯ ବିଶ୍ୱକପରେ ଡିଫେଣ୍ଡିଂ ଚାମ୍ପିୟନ ଭାରତ ତା’ର ଦମଦାର ପ୍ରଦର୍ଶନ ଜାରି ରଖି ଟୁର୍ଣ୍ଣାମେଣ୍ଟର ସେମିଫାଇନାଲରେ ସ୍ଥାନ ପକ୍କା କରିନେଇଛି। ଭାରତ ସୁପର୍ ଲିଗ କ୍ୱାର୍ଟରଫାଇନାଲ ମୁକାବିଲାରେ ଶକ୍ତିଶାଳୀ ଅଷ୍ଟ୍ରେଲିଆକୁ ୭୪ ରନରେ ହରାଇ କ୍ରମାଗାତ ତୃତୀୟଥର ଅନ୍ତିମ-୪ରେ…
Archives


