Home Left

ସିଏଏ ପ୍ରତ୍ୟାହାର କଲେ ମୋଦିଙ୍କ ସହ ଆଲୋଚନା: ସର୍ତ୍ତ ବାଢ଼ିଲେ ମମତା ବାନାର୍ଜୀ

କୋଲକାତା,୨୯ା୧: ସିଏଏକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଆଲୋଚନା ପାଇଁ ପ୍ରସ୍ତୁତ ଅଛୁ। କିନ୍ତୁ ତା’ ପୂର୍ବରୁ ଏହି ବିବାଦୀୟ ଆଇନକୁ ପ୍ରତ୍ୟାହାର କରିବାକୁ ପଡ଼ିବ ବୋଲି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସର୍ତ୍ତ ବାଢ଼ିଛନ୍ତି। ଟିଏମ୍‌ସି ନେତ୍ରୀ ମମତା…

ଭାରତ ଆସିବ ଆଫ୍ରିକୀୟ ଚିତା: କେନ୍ଦ୍ରକୁ ମିଳିଲା ସୁପ୍ରିମକୋର୍ଟ ଅନୁମତି

ନୂଆଦିଲ୍ଲୀ,୨୯ା୧(ପି.ଟି.): ନାମ୍ବିଆରୁ ଆଫ୍ରିକୀୟ ଚିତାବାଘକୁ ଭାରତ ଅଣାଯିବ। ତାକୁ ପରୀକ୍ଷାମୂଳକ ଭାବେ ଭାରତର ପାଣିପାଗରେ ଖାପଖୁଆଇ ରହିବା ପାଇଁ ବ୍ୟବସ୍ଥା କରାଯିବ। ଏ ନେଇ ସୁପ୍ରିମକୋର୍ଟ ମଙ୍ଗଳବାର କେନ୍ଦ୍ର ସରକାରଙ୍କୁ ଅନୁମତି ଦେଇଛନ୍ତି। ଏହି ଯୋଜନାକୁ ପ୍ରାୟ ୧୦ ବର୍ଷ ପରେ…

କୁନାଲଙ୍କୁ ଇଣ୍ଡିଗୋରେ ୬ ମାସ ଯାତ୍ରା ମନା: ବିମାନରେ ଅର୍ଣ୍ଣବ ଗୋସ୍ବାମୀଙ୍କୁ ଦୁର୍ବ୍ୟବହାର ଅଭିଯୋଗ

ନୂଆଦିଲ୍ଲୀ,୨୯ା୧: ରିପବ୍ଲିକ୍‌ ଟିଭିର ସାମ୍ବାଦିକ ଅର୍ଣ୍ଣବ ଗୋସ୍ବାମୀଙ୍କୁ ବିମାନରେ ଦୁର୍ବ୍ୟବହାର କରିବା ଷ୍ଟାଣ୍ଡଅପ୍‌ କମେଡିଆନ୍‌ କୁନାଲ କାମରାଙ୍କୁ ମହଙ୍ଗା ପଡ଼ିଛି। କୁନାଲଙ୍କ ଏ ସମ୍ପର୍କିତ ଭିଡିଓ ଭାଇରାଲ ହେବା ପରେ ତାଙ୍କ ବିମାନ ଯାତ୍ରା ଉପରେ ଇଣ୍ଡିଗୋ ୬ ମାସ ପାଇଁ…

ବସ୍‌ରେ ମହିଳାଙ୍କୁ ଦୁର୍ବ୍ୟବହାର କଲେ କାର୍ଯ୍ୟାନୁଷ୍ଠାନ: ମହିଳା ସିଟରେ ପୁରୁଷ ବସିଲେ ଜରିମାନା

ଭୁବନେଶ୍ୱର,୨୯।୧ (ବ୍ୟୁରୋ):ଘରୋଇ ବସ୍‌ ଓ ମୋ ବସ୍‌ରେ ମହିଳା ଯାତ୍ରୀ ଅନେକ ସମୟରେ ଦୁର୍ବ୍ୟବହାରର ଶିକାର ହେଉଛନ୍ତି। ଏ ନେଇ କମିଶନରେଟ ପୋଲିସ ପକ୍ଷରୁ ନିଯୁକ୍ତ ଏସ୍‌ପିଓମାନେ ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀଙ୍କୁ ଅଭିଯୋଗ କରିଥିଲେ। କମିଶନର ଏ ନେଇ ମୋ ବସ୍‌ର…

ରକ୍ତ ଦେଇ ଗର୍ଭବତୀଙ୍କ ଜୀବନ ବଞ୍ଚାଇଲେ ଫାର୍ମାସିଷ୍ଟ:ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୯।୧ (ବ୍ୟୁରୋ):ଆଜି ବି ମାନବିକତା ବଞ୍ଚିରହିଛି। ଆଉ ଏହାର ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି ଆଦିବାସୀ ଅଧ୍ୟୁଷିତ ମାଲ୍‌କାନଗିରି ଜିଲାରେ। ଜଣେ ଗର୍ଭବତୀ ମହିଳାଙ୍କୁ ରକ୍ତ ଦେଇ ତାଙ୍କ ଜୀବନ ବଞ୍ଚାଇଛନ୍ତି ୧୦୮ ଆମ୍ବୁଲାନ୍ସର ଜଣେ ଫାର୍ମାସିଷ୍ଟ ସମୀର କୁମାର ତ୍ରିପାଠୀ। ଗର୍ଭବତୀ…

ପଞ୍ଚାନନଙ୍କ ଚିତ୍ରକଳା ‘ୱାନ୍‌ନେସ୍‌’ ପୁସ୍ତକରେ ସ୍ଥାନ ପାଇଲା

ପୁରୁଣା ଭୁବନେଶ୍ୱର,୨୯।୧  (ଡି.ଏନ.ଏ.):ପୁଡୁଚେରିର ଆରୋଧନ ଗ୍ୟାଲେରୀ ଦ୍ୱାରା ବିଶ୍ୱର କେତେଜଣ ବିଶିଷ୍ଟ ଚିତ୍ରକର, ମୂର୍ତ୍ତିିକାର, ନୃତ୍ୟଶିଳ୍ପୀ, ଲେଖକ, ଅଭିନେତା, ଫଟୋ ଗ୍ରାଫର ଓ ସଙ୍ଗୀତ ଶିଳ୍ପୀଙ୍କ କୃତୀକୁ ନେଇ ‘ୱାନ୍‌ନେସ୍‌’ ଶୀର୍ଷକ ରଙ୍ଗୀନ ପୁସ୍ତକ ପ୍ରକାଶ ପାଇଛି। ଏହି ପୁସ୍ତକରେ ଓଡ଼ିଶାର…

ସୁରକ୍ଷା ପାଇଁ ଡିଜିପିଙ୍କ ଦ୍ୱାରସ୍ଥ ହେଲେ ପରବିନ୍ଦର

ଭୁବନେଶ୍ୱର,୨୯।୧ (ବ୍ୟୁରୋ):ପଞ୍ଜାବୀ ଯୁବକ ପରବିନ୍ଦର ପାଲ୍‌ ସିଂଙ୍କୁ ପୋଲିସ ସମ୍ମୁଖରେ ସଂଘବଦ୍ଧ ଆକ୍ରମଣ ଓ ତାଙ୍କ ପଗଡ଼ିକୁ ଗୋଇଠାମାଡ଼ ଘଟଣାରେ ପୋଲିସର ପଦକ୍ଷେପକୁ ନେଇ ନାନା ଚର୍ଚ୍ଚା ଜାରି ରହିଛି। ଏନେଇ ନିଜେ ପରବିନ୍ଦର ମଧ୍ୟ ଅସନ୍ତୋଷ ବ୍ୟକ୍ତ କରିବା ସହ…

ମଧ୍ୟବର୍ତ୍ତିକାଳୀନ କ୍ଷତିପୂରଣ ସହ ପୀଡ଼ିତାଙ୍କୁ ସୁରକ୍ଷା ନିର୍ଦ୍ଦେଶ

ଭୁବନେଶ୍ୱର,୨୯।୧ (ବ୍ୟୁରୋ):ଯାଜପୁର ଜିଲା ଧର୍ମଶାଳା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଅପହରଣ ଓ ବଳାକତ୍ାର ଘଟଣାକୁ ନେଇ ରାଜ୍ୟ କଂଗ୍ରେସର ଏକ ପ୍ରତିନିଧି ଦଳ ମଙ୍ଗଳବାର ରାଜ୍ୟ ମାନବିକ ଅଧିକାର କମିଶନ (ଓଏଚ୍‌ଆର୍‌ସି)ଙ୍କୁ ଭେଟିଛନ୍ତି। ପୂର୍ବତନ ଏମ୍‌ପି ପ୍ରଦୀପ ମାଝିଙ୍କ ନେତୃତ୍ୱରେ ଉକ୍ତ ଟିମ୍‌…

ଆଜି ସୁନନ୍ଦା ପଟ୍ଟନାୟକଙ୍କ ସ୍ମୃତିରେ ରାଜ୍ୟସ୍ତରୀୟ ଶୋକସଭା

ଭୁବନେଶ୍ୱର,୨୯।୧ (ବ୍ୟୁରୋ):ଶାସ୍ତ୍ରୀୟ ସଙ୍ଗୀତ ଜଗତର ମହାନ୍‌ କିମ୍ବଦନ୍ତୀ ସୁନନ୍ଦା ପଟ୍ଟନାୟକଙ୍କ ସ୍ମୃତିରେ ବୁଧବାର ସାରେ ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ରରେ ଏକ ରାଜ୍ୟସ୍ତରୀୟ ଶୋକସଭା ଅନୁଷ୍ଠିତ ହେବ। ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ର, ସଙ୍ଗୀତ ନାଟକ ଏକାଡେମୀ…

୪ ପଲିଥିନ ଫ୍ୟାକ୍ଟ୍ରିରେ ବିଏମ୍‌ସିର ଚଢ଼ାଉ

ଭୁବନେଶ୍ୱର,୨୯।୧ (ବ୍ୟୁରୋ):ସରକାର ପଲିଥିନ ଓ ପ୍ଲାଷ୍ଟିକ୍‌ ବ୍ୟବହାର ଉପରେ କଟକଣା ଲଗାଇବା ସହ ଏହାର ଉପତ୍ାଦନକୁ ନିୟନ୍ତ୍ରିତ କରିବାରେ ପଦକ୍ଷେପ ନେଉଛନ୍ତି। ହେଲେ କେତେକ ପଲିଥିନ୍‌ ଫ୍ୟାକ୍ଟ୍ରି ବା କାରଖାନାରେ ଏବେ ବି ବେଆଇନ କାରବାର କରୁଥିବାର ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)…

ତରୁଣକାନ୍ତି ମିଶ୍ର ପାଇଲେ ପ୍ରାଣନାଥ ସମ୍ମାନ

ଖୋର୍ଦ୍ଧା ଅଫିସ,୨୯।୧ :ଖୋର୍ଦ୍ଧାର ପ୍ରାଣନାଥ ସ୍ବୟଂଶାସିତ ମହାବିଦ୍ୟାଳୟର ୬୧ତମ ସାମ୍ବତ୍ସରିକ ଉତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ପରିଚାଳନା କମିଟିର ଅଧ୍ୟକ୍ଷ ତଥା ଖୋର୍ଦ୍ଧା ବିଧାୟକ ଜ୍ୟୋତିରିନ୍ଦ୍ରନାଥ ମିତ୍ରଙ୍କ ଅଧ୍ୟକ୍ଷତାରେ ରାଜ୍ୟ ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ ମୁଖ୍ୟ ଅତିଥି ଭାବେ…

ଖୋଜିଲେ ମିଳୁନି ଐତିହ୍ୟ ରାଜନଅର

ପୁରୁଣା ଭୁବନେଶ୍ୱର,୨୯।୧ (ଡି.ଏନ୍‌.ଏ.):ଓଡ଼ିଶା ପର୍ଯ୍ୟଟନ ବିଭାଗ ଅଧୀନରେ ଥିବା ତଥା ରାଜ୍ୟ ପ୍ରତ୍ନତତ୍ତ୍ୱ ବିଭାଗ ସୂଚୀ ୧୫୨ରେ ସ୍ଥାନ ପାଇଥିବା ପୁରୁଣା ଭୁବନେଶ୍ୱରର ଐତିହ୍ୟ ରାଜନଅର ନିଜର ସ୍ଥିତି ହରାଇଛି। ଜବର ଦଖଲ ସହ କାଳକ୍ରମେ ଅବକ୍ଷୟ କାରଣରୁ ମାଟିରେ ମିଶି ଗଲାଣି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri