Home Left

ପରିବହନ ମନ୍ତ୍ରୀଙ୍କ ବିରୋଧରେ ତଦନ୍ତ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ ଅଫିସ,୨୮।୧: ହାଇକୋର୍ଟ ମଙ୍ଗଳବାର ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରାଙ୍କ ବିରୋଧରେ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ଶିକ୍ଷାଗତ ଯୋଗ୍ୟତା ନେଇ ପଦ୍ମନାଭ ତଥ୍ୟ ବଦଳାଉଥିବା ଅଭିଯୋଗର ଶୁଣାଣି କରି ବୀରମହାରାଜପୁର ଥାନା ଆଇଆଇସିଙ୍କୁ ଏହାର ତଦନ୍ତ କରିବା ଲାଗି କୋର୍ଟ ନିର୍ଦ୍ଦେଶ…

ଖୁବ୍‌ଶୀଘ୍ର ଆଚାର୍ଯ୍ୟ ହରିହର କ୍ୟାନ୍‌ସର ହସ୍ପିଟାଲ୍‌ର ୨ୟ କ୍ୟାମ୍ପସ୍‌: ମନ୍ତ୍ରୀ

ଭୁବନେଶ୍ୱର,୨୮।୧(ବ୍ୟୁରୋ): ଖୁବ୍‌ଶୀଘ୍ର କଟକସ୍ଥ ଆଚାର୍ଯ୍ୟ ହରିହର କ୍ୟାନ୍‌ସର ହସ୍ପିଟାଲର ୨ୟ କ୍ୟାମ୍ପସ୍‌ ନିର୍ମାଣ କରାଯିବ। ଏନେଇ ମଙ୍ଗଳବାର ଗଭର୍ନିଂ ବଡି ବୈଠକରେ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ସୂଚନା ଦେଇଛନ୍ତି। ସେ କହିଛନ୍ତି, ହସ୍ପିଟାଲକୁ ୪୨୫ ବେଡ୍‌ ବିଶିଷ୍ଟ କରାଯିବ। ନୂଆ ଆଇସିୟୁ…

ଅଟୋ ସହ ଧକ୍କା ହେବା ପରେ କୂଅରେ ପଡ଼ିଲା ବସ୍‌: ୧୧ ମୃତ, ଉଦ୍ଧାର କାର୍ଯ୍ୟ ଜାରି

ନାସିକ୍‌,୨୮।୧: ମହାରାଷ୍ଟ୍ରର ନାସିକ୍‌ ଅନ୍ତର୍ଗତ ଦେଓଲା ଅଞ୍ଚଳରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ମାଲାଗାଓଁରୁ କଲଓ୍ବାନ୍‌ ଯାଉଥିବା ଏକ ବସ୍‌ ଅଟୋ ସହ ଧକ୍କା ଖାଇ କୂଅ ଭିତରକୁ ପଶିଯାଇଛି। ଫଳରେ ୧୧ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ…

ସିଟି ବଜାଇବାରେ କିଏ ଆଗରେ ଧୋନୀ ନା ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ

ରାଞ୍ଚି,୨୮।୧: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଏବେ କ୍ରିକେଟରୁ ନିଜକୁ ଦୂରେଇ ରଖିଛନ୍ତି। ସେ ପୁଣି କେବେ ପଡିଆକୁ ଫେରିବେ ତାହା ଏବେ ପ୍ରଶ୍ନବାଚୀ ହୋଇ ରହିଛି। ଧୋନୀ କ୍ରିକେଟରୁ ଦୂରେଇ ଏବେ ନିଜ ପରିବାର…

ସୁଖ, ସମୃଦ୍ଧି ପାଇଁ ଘରେ ରଖନ୍ତୁ ଏହି ମାଛ

ଘରେ ସୁଖ-ସମୃଦ୍ଧି ଓ ଶାନ୍ତି ଆଣିବା ପାଇଁ ଲୋକମାନେ ବିଭିନ୍ନ ପ୍ରକାର ଉପାୟ ଆପଣାଇଥାନ୍ତି। ଗୋଲ୍ଡ ଫିସ୍‌ ସହ ଏରୋଓ୍ବାନା ମାଛକୁ ବାସ୍ତୁଶାସ୍ତ୍ରରେ ଶୁଭ ବୋଲି ବିଶ୍ୱାସ କରାଯାଏ। ଆଉ ଏହାକୁ ଘରେ ଏକ୍ୱାରିୟମ୍‌ ରଖିଲେ ସୁନ୍ଦର ଦେଖାଯିବା ସହ ସମସ୍ତଙ୍କୁ…

ରାଗିଯାଇ ପ୍ରଶଂସକଙ୍କ ହାତରୁ ଫୋନ୍‌ ଛଡ଼ାଇନେଲେ ସଲମାନ, ଭିଡିଓ ଭାଇରାଲ

ବମ୍ବେ: ରାଗିଗଲେ ଦବଙ୍ଗ ଖାଁ। ରାଗ ପୁଣି ଏପରି ଯେ, ପ୍ରଶଂସକଙ୍କ ହାତରୁ ଫୋନକୁ ଛଡ଼ାଇନେଲେ। ଏପରି କିଛି ଦୃଶ୍ୟ ଦେଖିବାକୁ ମିଳିଛି ଗୋଆ ବିମାନବନ୍ଦର ପରିସରରେ। ପ୍ରଶଂସକ ଜଣଙ୍କ ସଲମାନ୍‌ଙ୍କ ସହ ଏକ ଫଟୋ ନେବାକୁ ଚାହୁଁଥିବା ବେଳେ ସେ…

ଗଛରେ ପିଟିହେଲା ଚାଉଳ ବୋଝେଇ ପିକ୍‌ଅପ

ଶେରଗଡ଼,୨୮ା୧(ଡି.ଏନ୍‌.ଏ.)- ଶେରଗଡ ବ୍ଲକ ଭୁଷୁଣ୍ଡା ଗ୍ରାମ ଛକ ଆସିକା ଶେରଗଡ଼ ମୁଖ୍ୟ ରାସ୍ତାରେ ମଙ୍ଗଳବାର ଅପରାହ୍ନ ପ୍ରାୟ ୩ଟାରେ ଏକ ଚାଉଳ ବୋଝେଇ ପିକ୍‌ଅପର ଟାୟାର ଫାଟିଯିବାରୁ ଭାରସାମ୍ୟ ହରାଇ ଗଛରେ ପିଟି ହୋଇଯାଇଥିଲା। ଚାଳକ ସାମନ୍ୟ ଆହତ ହୋଇଛନ୍ତି। ମାତ୍ର…

ଫେବୃୟାରୀ ୧୪ରେ ପୁଣି ଭାରତରେ ରିଲିଜ ହେବ ‘ଜୋକର୍‌’

ବମ୍ବେ: ପୁଣି ଥରେ ଭାରତରେ ରିଲିଜ୍‌ ହେବ ଚର୍ଚ୍ଚିତ ହଲିଉଡ୍‌ ଚଳଚ୍ଚିତ୍ର ‘ଜୋକର୍‌’। ଜ୍ୱାକୁଇନ୍‌ ଫୋନେକ୍ସଙ୍କ ଅଭିନୀତ ଏହି ଫିଲ୍ମକୁ ଫେବୃୟାରୀ ୧୪ରେ ରିଲିଜ୍‌ କରାଯିବ। ପୂର୍ବରୁ ଅକ୍ଟୋବର ୨ରେ ଏହା ଭାରତରେ ରିଲିଜ୍‌ ହୋଇଥିଲା। ବ୍ୟବସାୟିକ କ୍ଷେତ୍ରରେ ଫିଲ୍ମ ରେକର୍ଡ…

ଆଇସଲ୍ୟାଣ୍ଡ କହୁଛି ଧାର୍ମିକ ବିଶ୍ୱାସ ଭ୍ରମ ଓ ହାନିକାରକ

ରେକ୍ୟାଭିକ ଆଇସଲ୍ୟାଣ୍ଡ,୨୮।୧: ଉତ୍ତର ଆଣ୍ଟଲାଣ୍ଟିକର ଛୋଟ ଦ୍ୱୀପଦେଶ ଆଇସଲ୍ୟାଣ୍ଡ ବହୁ ବିବାଦରେ ଛନ୍ଦି ହୋଇଛି। ୨୦୧୭ରେ ଏହି ଦେଶର ପାର୍ଲାମେଣ୍ଟରେ ସବୁ ବାଇବେଲକୁ ନେଇ ଥିବା ମାନସିକ ସ୍ବାସ୍ଥ୍ୟ ସମ୍ପର୍କିତ ଚେତାବନୀ ପାଇଁ ମତଦାନ ହୋଇଥିଲା। ସେହିବର୍ଷ ଉକ୍ତ ଦେଶ ଆଉ…

‘ବିଗ୍‌ବସ୍‌-୧୩’ର ଏହି ତିନିଜଣ ପ୍ରତିଯୋଗୀଙ୍କୁ ପସନ୍ଦ କରୁଛନ୍ତି ଭୁବନେଶ୍ୱରୀ

ବମ୍ବେ: ଆରମ୍ଭରୁ ଚର୍ଚ୍ଚାରେ ‘ବିଗ୍‌ବସ୍‌-୧୩’। ଶୋ’ ନିର୍ମାତା ମଧ୍ୟ ଦର୍ଶକଙ୍କୁ ମନୋରଞ୍ଜନ ଡୋଜ୍‌ ଦେବାକୁ ଭଳିକିଭଳି ଉପାୟ ଆପଣାଉଛନ୍ତି। ନୂଆ ନୂଆ ଟୁଇଷ୍ଟ ଆଣ୍ଡ ଟର୍ନ ଯୋଗୁ ଶୋ’ ଟିଆର୍‌ପି ତାଲିକାର ଶୀର୍ଷରେ ରହିଆସୁଛି। ତେବେ ଯଦି ଶୋ’ର ଫର୍ମାଟ୍‌କୁ ଦେଖାଯାଏ,…

ବ୍ରଡ ଦଣ୍ଡିତ

ଜୋହାନ୍ସବର୍ଗ,୨୮।୧: ଇଂଲଣ୍ଡ ପେସର ଷ୍ଟୁଆର୍ଟ ବ୍ରଡଙ୍କୁ ଅର୍ଥ ଦଣ୍ଡରେ ଦଣ୍ଡିତ କରାଯାଇଛି। ସେ ଦକ୍ଷିଣ ଆଫ୍ରିକା ବିପକ୍ଷ ଚତୁର୍ଥ ତଥା ଅନ୍ତିମ ଟେଷ୍ଟର ଦ୍ୱିତୀୟ ଇନିଂସବେଳେ ପ୍ରତିପକ୍ଷ ଅଧିନାୟକ ଫାପ ଡୁପ୍ଲେସିଙ୍କୁ ଖରାପ ଭାଷାରେ ଗାଳି କରିଥିଲେ, ଯାହା ସିଧା ପ୍ରସାରଣ…

ଏକତରଫା ପ୍ରେମକୁ ନେଇ ଯୁବକଙ୍କ ଉପରେ ଏସିଡ୍‌ ମାଡ଼ କଲେ ଯୁବତୀ

ଉନ୍ନାଓ,୨୮।୧: ପ୍ରତିଦିନ ରୋଡ ରୋମିଓଙ୍କ ଓ ଏସିଡ୍‌ ମାଡ଼ ଘଟଣା ସାମ୍ନାକୁ ଆସୁଛି। ହେଲେ ଉତ୍ତରପ୍ରଦେଶ ଉନ୍ନାଓରୁ ଏକ ବିଚଳିତ କରିଦେବା ଭଳି ଘଟଣା ଦେଖିବାକୁ ମିଳିଛି। ଏକ ତରଫା ପ୍ରେମକୁ ନେଇ ଜଣେ ଯୁବତୀ ଜଣେ ଯୁବକଙ୍କ ଉପରେ ଏସିଡ୍‌…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri