Home Left

ମାଙ୍କଡ଼ଙ୍କ ଦୌରାତ୍ମ୍ୟ: ଗାଁକୁ ବରଯାତ୍ରୀ ନେଇ ଆସିବାକୁ ଭୟ କରୁଛନ୍ତି ବରପକ୍ଷ

ପାଟନା,୨୮।୧: ମାଙ୍କଡ଼ଙ୍କ ଦୌରାତ୍ମ୍ୟ ଯୋଗୁ ବିହାରର ଏକ ଗାଁରେ ବିବାହ ବୟସ ଗଡ଼ିଯାଉଥିଲେ ମଧ୍ୟ ଯୁବତୀମାନେ ବିବାହ କରିପାରୁ ନାହାଁନ୍ତି। ଗାଁକୁ ବରଯାତ୍ରୀ ନେଇ ଆସିବାକୁ ବରପକ୍ଷ ଭୟ କରୁଛନ୍ତି। ସ୍ଥାନୀୟ ଭୋଜପୁର ଜିଲା ରତନପୁର ଗାଁରେ ଏଭଳି ସମସ୍ୟା ଦେଖାଦେଇଛି।…

ମାର୍କେଟ ବିଲ୍ଡିଂରେ ଆତଙ୍କ ସୃଷ୍ଟି କରିବା ଘଟଣା: ପୁଣି ୩ ଅଭିଯୁକ୍ତଙ୍କ ନାମରେ ଏନ୍‌ଏସ୍‌ଏ ଲଗାଇଲା କମିଶନରେଟ ପୋଲିସ

ଭୁବନେଶ୍ୱର,୨୮।୧(ବ୍ୟୁରୋ): ଭୁବନେଶ୍ୱର ୟୁନିଟ-୨ ମାର୍କେଟ ବିଲ୍ଡିଂରେ ଭଙ୍ଗାରୁଜା ଓ ଆକ୍ରମଣ କରି ଆତଙ୍କ ସୃଷ୍ଟି କରିଥିବା ଘଟଣାରେ ମଙ୍ଗଳବାର ପୁଣି ୩ ଅଭିଯୁକ୍ତଙ୍କ ନାମରେ କମିଶନରେଟ ପୋଲିସ ନ୍ୟାଶନାଲ ସିକ୍ୟୁରିଟି ଆକ୍ଟ(ଏନ୍‌ଏସ୍‌ଏ) ଲଗାଇଛି। ଅଭିଯୁକ୍ତ ଗୋପୀନାଥ ନାୟକ, ସ୍ମୃତିସାଗର ମହାପାତ୍ର, ସୁରଜ…

ବିମାନବନ୍ଦର ନିର୍ମାଣାଧୀନ ଛାତ ଭୁଶୁଡ଼ିବା ଘଟଣାରେ ଓଏଚ୍‌ଆର୍‌ସିଙ୍କ ନିର୍ଦ୍ଦେଶ: ମୃତାହତଙ୍କୁ କ୍ଷତିପୂରଣ ଦେବ ଠିକାଦାର ସଂସ୍ଥା

ଭୁବନେଶ୍ୱର,୨୮।୧(ବ୍ୟୁରୋ): ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଟର୍ମିନାଲ-୧ରୁ ଟର୍ମିନାଲ-୨କୁ ସଂଯୋଗ କରୁଥିବା ବିଲ୍ଡିଂର ଛାତ ଭୁଶୁଡ଼ିବା ଘଟଣାରେ କ୍ଷତିପୂରଣ ଦେବ ଠିକାଦାର ସଂସ୍ଥା ଦିଲୀପ କନ୍‌ଷ୍ଟ୍ରକ୍‌ଶନ। ମୃତକଙ୍କ ପରିବାରକୁ ଅଢ଼େଇ ଲକ୍ଷ, ଆହତଙ୍କୁ ୫୦ହଜାର କ୍ଷତିପୂରଣ ଦେବାକୁ ମଙ୍ଗଳବାର ରାଜ୍ୟ ମାନବାଧିକାର…

ଗ୍ରାଣ୍ଟ ଇଲିଅଟଙ୍କ ଛକା ସ୍ମୃତିରେ ସବୁଜ ରଙ୍ଗର ଚେୟାର

ନ୍ୟୁଜିଲାଣ୍ଡର ଐତିହାସିକ ଇଡେନ ପାର୍କରେ ରହିଛି ଏକ ଭିନ୍ନ ରଙ୍ଗର ଚେୟାର। ଷ୍ଟାଡିୟମର ସମସ୍ତ ଚେୟାର ରଙ୍ଗ ଧୂସର ହୋଇଥିବାବେଳେ ଗୋଟିଏ ଚେୟାରକୁ ସବୁଜ ରଙ୍ଗ ଦିଆଯାଇଛି। ଏହା ପଛରେ ଏକ ବିଶେଷ କାରଣ ରହିଛି। ୨୦୧୫ ବିଶ୍ୱକପ୍‌ ଦକ୍ଷିଣ ଆଫ୍ରିକା…

ଲତାଙ୍କ ପୁରୁଣା ଫଟୋ ଶେୟାର କରି ଭାବବିହ୍ବଳ ହେଲେ ରିଷି

ମୁମ୍ବାଇ: ବଲିଉଡ୍‌ ବାଦ୍‌ଶାହା ଅମିତାଭ ବଚ୍ଚନ ଅନେକ ସମୟରେ କିଛି ନା କିଛି ପୁରୁଣା ଫଟୋ ଓ ଭିଡିଓ ଶେୟାର କରି ଆସିଥାଆନ୍ତି ଚର୍ଚ୍ଚାକୁ। ନିକଟରେ କିନ୍ତୁ କପୁର ଖାନଦାନର ଦାୟଦ ଏମିତି ଏକ ଫଟୋ ଶେୟାର କରି ହୋଇଛନ୍ତି ଭାବ…

ଜାଣନ୍ତୁ ମଧୁମେହ ରୋଗୀଙ୍କ ଲାଗି ଘିଅ ଖାଇବା କେତେଦୂର ଉଚିତ..

ବିଶ୍ୱରେ ମଧୁମେହ ରୋଗୀଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ଏହି ରୋଗୀଙ୍କ ଲାଗି ଖାଦ୍ୟପେୟଜନିତ ଅନେକ କଟକଣା ଥାଏ। ଏଥିରେ ଅବହେଳା କଲେ ରକ୍ତରେ ସୁଗାରର ମାତ୍ରା ବଢ଼ିଥାଏ। ତେବେ ଅନେକ ସମୟରେ ମଧୁମେହ ରୋଗୀ ତାଙ୍କ ଖାଦ୍ୟପେୟକୁ ନେଇ…

ଡମ୍ପର ଧକ୍କାରେ ଜଣେ ମୃତ, ଜଣେ ଗୁରୁତର : ପ୍ରତିବାଦରେ ରାସ୍ତାରୋକୋ

ସିମୁଳିଆ,୨୮।୧(ଡି.ଏନ୍‌.ଏ.): ବାଲେଶ୍ବର ଜିଲା ସିମୁଳିଆ ଥାନାଠାରୁ ୪କି.ମି. ଦୂର ୧୬ନଂ. ଜାତୀୟ ରାଜପଥର ତୁଳସୀ ଆଶ୍ରମ ନିକଟରେ ମଙ୍ଗଳବାର ଡମ୍ପର ଧକ୍କାରେ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି। ମୃତକ ହେଲେ ବାଇକ୍‌ ଆରୋହୀ ଜଗେନ୍ଦ୍ର ମଣ୍ଡଳ(୨୫) ଓ…

ଲୋକସଭା ବାଚସ୍ପତି-ସିଜେଆଇଙ୍କ ସୁରକ୍ଷା ବଢ଼ିଲା

ନୂଆଦିଲ୍ଲୀ,୨୮।୧: ଲୋକସଭା ବାଚସ୍ପତି ଓମ୍‌ ବିରଳା ଏବଂ ସୁପ୍ରିମ୍‌କୋର୍ଟ ପ୍ରଧାନ ବିଚାରପତି ଶରଦ ଅରବିନ୍ଦ ବୋବ୍‌ଡେଙ୍କ ସୁରକ୍ଷା ବ୍ୟବସ୍ଥାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ବଢ଼ାଇଛନ୍ତି। ଉଭୟଙ୍କୁ ଜେଡ୍‌ ଶ୍ରେଣୀ ସୁରକ୍ଷା ପ୍ରଦାନ କରାଯାଇଛି। ପୂର୍ବରୁ ଓମ୍‌ ବିରଳାଙ୍କୁ ସିଆଇଏସ୍‌ଏଫ୍‌ ସୁରକ୍ଷା…

ହାଣ୍ଡି ପନିର

ଆବଶ୍ୟକ ସାମଗ୍ରୀ: ପନିର ୨୦୦ଗ୍ରାମ୍‌, ଘଷା ହୋଇଥିବା ଅଦା ଅଳ୍ପ, ହଳଦୀ ଅଧା ଚାମଚ, ଲାଲ୍‌ ଲଙ୍କାଗୁଣ୍ଡ ଅଧାଚାମଚ, ଗରମ ମସଲା ଅଧା ଛୋଟ ଚାମଚ, ଟମାଟୋ ଦୁଇଟି, ଗୋଲମରିଚ ଗୁଣ୍ଡ ଅଳ୍ପ ପରିମାଣର, ଛୋଟ ଆକାରରେ କଟା ହୋଇଥିବା ତିନୋଟି…

ଅଦନାନ ସାମୀଙ୍କ ନାଗରିକତାକୁ ନେଇ ପ୍ରଶ୍ନ ଉଠାଇଲେ ମାୟାବତୀ

ଲକ୍ଷ୍ନୌ,୨୮।୧: ବହୁଜନ ସମାଜ ପାର୍ଟି(ବିଏସ୍‌ପି) ମୁଖ୍ୟ ମାୟାବତୀ ମଙ୍ଗଳବାର ପାକିସ୍ତାନର ମୂଳ ବାସିନ୍ଦା ଗାୟକ ଅଦନାନ ସାମୀଙ୍କ ନାଗରିକତାକୁ ନେଇ ପ୍ରଶ୍ନ ଉଠାଇଛନ୍ତି। ମାୟାବତୀ କହିଛନ୍ତି ଯଦି କେନ୍ଦ୍ର ସରକାର ଅଦନାନଙ୍କୁ ଭାରତୀୟ ନାଗରିକତା ଓ ପଦ୍ମଶ୍ରୀ ଦେଇପାରୁଛନ୍ତି ତେବେ ଅନ୍ୟ…

ସଡ଼କରେ ସୁରକ୍ଷିତ ଲ୍ୟାଣ୍ଡ କଲା ବିମାନ

ତେହେରାନ,୨୮।୧: ଇରାନର ବନ୍ଦର-ଏ-ମହସହରର ରାସ୍ତା ଉପରେ ସୋମବାର ଏକ ବିମାନ ସୁରକ୍ଷିତ ଭାବେ ଲ୍ୟାଣ୍ଡ କରିବା ଜଣାପଡିଛି। ହେଲେ ଏହି ବିମାନଟି ଲ୍ୟାଣ୍ଡ କରିବା ପରେ ଆଖପାଖରେ ଥିବା ଲୋକେ ଏହା ଦେଖି ଡରି ଯାଇଥିଲେ। କିନ୍ତୁ ବିମାନରେ ଥିବା ସମସ୍ତ…

କରୋନା ଭୂତାଣୁ ପାଇଁ ଆତଙ୍କିତ ହେବାର ନାହିଁ, ସରକାର ଅଛନ୍ତି ପ୍ରସ୍ତୁତ: ସ୍ବାସ୍ଥ୍ୟ ସଚିବ

ଭୁବନେଶ୍ୱର, ୨୮।୧(ବ୍ୟୁରୋ): କରୋନା ଭୂତାଣୁର ମୁକାବିଲା ପାଇଁ ସତର୍କ ଅଛନ୍ତି ରାଜ୍ୟ ସରକାର। ତେଣୁ ଏନେଇ ଆତଙ୍କିତ ହେବାର ନାହିଁ ବୋଲି ମଙ୍ଗଳବାର ସବୁ ଜିଲାର ସିଡିଏମଓଙ୍କ ସହ ଆଲୋଚନା କରି ସ୍ବାସ୍ଥ୍ୟ ସଚିବ ନିକୁଞ୍ଜ ଧଳ ଏହା କହିଛନ୍ତି। କରୋନା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri