ଫୁଟବଲ ପ୍ରତିଯୋଗିତା: ଝାରବେଡ଼ା ଚାମ୍ପିୟନ
କୁଆଁରମୁଣ୍ଡା,୨୮।୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ବ୍ଲକ ଅଧୀନ କାଲୋଷିହିରିଆ ପଞ୍ଚାୟତ ଲୁଚାବାହାଲ ସ୍କୁଲବସ୍ତି ଖେଳ ପଡ଼ିଆରେ ୨ ଦିନିଆ ଫୁଟବଲ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ପବିତ୍ର ରକ୍ଷା ବନ୍ଧନ ଗୁରୁବାରଠାରୁ ଆୟୋଜିତ ଏହି ପ୍ରତିଯୋଗିତାର ଶୁକ୍ରବାର ଥିଲା ଉଦ୍ଯାପନୀ…
ଉଲିବୁର ସଂରକ୍ଷିତ ଜଙ୍ଗଲ ଜମିରେ ରାସ୍ତା ନିର୍ମାଣ ପ୍ରସଙ୍ଗ, ବେଆଇନ ଖନନର ଉଚ୍ଚସ୍ତରୀୟ ତଦନ୍ତ ପରେ ହେବ: ମନ୍ତ୍ରୀ
କେନ୍ଦୁଝର,୨୮ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବଡବିଲ ରେଞ୍ଜ ଅଧୀନ ନାଲଦା ସେକ୍ସନ କାରାଖେଣ୍ଡରା ବିଟ ଅନ୍ତର୍ଗତ ଉଲିବୁର ସଂରକ୍ଷିତ ଜଙ୍ଗଲରେ ଡାଇଭରର୍ସନ ନ କରି ଜଙ୍ଗଲ ଜମିରେ ରାସ୍ତା ନିର୍ମାଣ ଘଟଣାରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଜଙ୍ଗଲ…
ନୂଆପଡ଼ାରେ ୧,୬୭,୦୯୪ ହିତାଧିକାରୀଙ୍କ ଖାତାକୁ ଗଲା ୮୩ କୋଟି
ନୂଆପଡ଼ା,୨୮ା୮(ମକାରୁ ବେମାଲ): ପବିତ୍ର ରାକ୍ଷୀ ପୂର୍ଣ୍ଣିମା ଅବସରରେ ଓଡ଼ିଶା ସରକାରଙ୍କ ମହତ୍ତ୍ୱାକାଂକ୍ଷୀ ‘ସୁଭଦ୍ରା’ ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ସମାରୋହ ନୂଆପଡ଼ା ସହରର ରେଲୱେ ଫାଟକ ନିକଟ ବହୁମୁଖୀ ହଲ୍ରେ ଅନୁଷ୍ଠିତ ହୋଇଯାଇଛି। ଜିଲାର ମୋଟ ୧,୬୭,୦୯୪ ହିତାଧିକାରୀଙ୍କ ଖାତାକୁ ପଞ୍ଚମ…
ସୁଭଦ୍ରାର ପଞ୍ଚମ କିସ୍ତି ବଣ୍ଟନ, ବଲାଙ୍ଗୀରର ୩ ମହିଳା ସ୍ବାବଲମ୍ବୀ ହୋଇଥିବାରୁ…
ବଲାଙ୍ଗୀର,୨୮ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ‘ସୁଭଦ୍ରା’ ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ନେଇ ଜିଲାସ୍ତରୀୟ କାର୍ଯ୍ୟକ୍ରମ ଭୀମଭୋଇ ମେଡିକାଲ କଲେଜ ଓ ହସ୍ପିଟାଲର ଅଡିଟୋରିୟମରେ ଅନୁଷ୍ଠିତ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ମହିଳା ହିତାଧିକାରୀଙ୍କ ପାଇଁ ପଞ୍ଚମ…
ଗଞ୍ଜାମର ୯ ଲକ୍ଷରୁ ଊର୍ଦ୍ଧ୍ୱ ମହିଳାଙ୍କ ଖାତାକୁ ଗଲା ୪୬୩ କୋଟି ୩୨ ଲକ୍ଷ ସୁଭଦ୍ରା ଟଙ୍କା, ବେବି-କବିତାଙ୍କ ସହ ମୁଖ୍ୟମନ୍ତ୍ରୀ କଥା ହୋଇ…
ଛତ୍ରପୁର,୨୮ା୮(ଦିଲ୍ଲୀପ ସାମଲ): ପବିତ୍ର ରାଖି ପୂର୍ଣ୍ଣିମା ଅବସରରେ ଛତ୍ରପୁରସ୍ଥିତ ଗଞ୍ଜାମ ଜିଲା ପରିଷଦର ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲାସ୍ତରୀୟ ସୁଭଦ୍ରା ଯୋଜନାର ୫ମ କିସ୍ତି ଅର୍ଥରାଶି ବଣ୍ଟନ କାର୍ଯ୍ୟକ୍ରମ ରାଜ୍ୟ ସରକାରଙ୍କ ତରଫରୁ ଆୟୋଜିତ ହୋଇଥିଲା। ଏଥିରେ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର…
୧ ଲିଟର ପେଟ୍ରୋଲ ବିକ୍ରିରେ କେତେ ଟଙ୍କା ପାଆନ୍ତି ପେଟ୍ରୋଲ ପମ୍ପ ମାଲିକ? ଜାଣିଲେ ଆଶ୍ଚର୍ଯ୍ୟ ହେବେ…
ନୂଆଦିଲ୍ଲୀ,୨୮।୮: ଯଦି ଆପଣ ଭାବୁଛନ୍ତି ଯେ ପେଟ୍ରୋଲ ପମ୍ପ ମାଲିକ ଟ୍ୟାଙ୍କର ଭର୍ତ୍ତି ପେଟ୍ରୋଲ ଆଣି ପ୍ରତି ଲିଟରରେ ୧୦-୧୨ ଟଙ୍କା ରୋଜଗାର କରନ୍ତି, ତେବେ ତାହା ସମ୍ପୂର୍ଣ୍ଣ ଭୁଲ। ପେଟ୍ରୋଲର ମୂଲ୍ୟ ତୈଳ କମ୍ପାନୀ ଓ ସରକାରଙ୍କ ନିୟମ ଅନୁଯାୟୀ…
ସେପ୍ଟେମ୍ବରରେ ବଦଳିବ ବଡ଼ ଗ୍ରହଙ୍କ ଚଳନ: ୮ ରାଶିଙ୍କୁ ମିଳିବ ଶୁଭଫଳ, ୪ ରାଶି ରୁହନ୍ତୁ ସତର୍କ
ଜ୍ୟୋତିଷ ଦୃଷ୍ଟିରୁ ସେପ୍ଟେମ୍ବର ମାସକୁ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି ମନେ କରାଯାଉଛି। ଏହି ମାସରେ ୪ଟି ବଡ଼ ଗ୍ରହ ନିଜ ରାଶି ପରିବର୍ତ୍ତନ କରିବେ। ମାସ ଆରମ୍ଭରେ ଶୁକ୍ର ବୃଷ ରାଶିରେ ଗୋଚର କରିବେ। ସେହିପରି ବୁଧ ଦୁଇଥର ରାଶି ପରିବର୍ତ୍ତନ…
ଟିଏ, ଡିଏ ନାଁରେ କରିଥିଲେ ଦେଢ଼କୋଟି ଟଙ୍କା ଚଳୁ, ଡାଟା ଏଣ୍ଟ୍ରି ଅପରେଟରଙ୍କୁ ବାନ୍ଧିଲା ପୋଲିସ
କଟକ,୨୮ା୮(ପ୍ରଭୁକଲ୍ୟାଣ ପାଲ): ଟିଏ, ଡିଏ ନାଁରେ ଦେଢ଼ କୋଟି ଟଙ୍କା ଚଳୁ କରି ଶେଷରେ ବନ୍ଧା ହୋଇଛନ୍ତି ଡାଟା ଏଣ୍ଟ୍ରି ଅପରେଟର। ଅନ୍ୟ ଲୋକଙ୍କ ଦରମାରେ ନିଜେ ଅୟସ କରୁଥିଲେ ଡାଟା ଏଣ୍ଟ୍ରି ଅପରେଟର। କଟକ ଏସ୍ସିବି ମେଡିକାଲ ଅଧୀକ୍ଷକଙ୍କ କାର୍ଯ୍ୟାଳୟର…
ଆଜି କମିଛି ସୁନା ଦର! ରୁପା ଦରରେ ବି ବଡ଼ ପରିବର୍ତ୍ତନ; ଚେକ୍ କରନ୍ତୁ ନୂଆ ମୂଲ୍ୟ…
ରାଖୀ ପୂର୍ଣ୍ଣିମା ଅବସରରେ ସୁନା ଓ ରୁପା ଦରକୁ ନେଇ ଆସିଲା ବଡ଼ ଖବର। କାଲି ଅପେକ୍ଷା ଆଜି କମିଛି ସୁନା ଦର। କିଣିବା ପୂର୍ବରୁ ଏଠାରେ ଚେକ୍ କରନ୍ତୁ ଆଜିର ୧୦ ଗ୍ରାମ ମୂଲ୍ୟ… ଗହଣା କିଣିବା ପୂର୍ବରୁ ନଜର…
୭-୮% ଦୁନିଆ ଶେଷ! ୨୦୨୬କୁ ନେଇ ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ ଚର୍ଚ୍ଚାରେ, ଆଉ କ’ଣ ହେବା ବାକି?
ନୂଆଦିଲ୍ଲୀ,୨୮।୮: ନେପାଳରେ ଭୟଙ୍କର ବନ୍ୟା ସହ ବିଶ୍ୱର ବିଭିନ୍ନ ସ୍ଥାନରେ ଲଗାତାର ପ୍ରାକୃତିକ ବିପର୍ଯ୍ୟୟ ଘଟୁଥିବା ବେଳେ ପୁଣିଥରେ ଚର୍ଚ୍ଚାକୁ ଆସିଛି ବୁଲଗେରିଆର ଅନ୍ଧ ଭବିଷ୍ୟବକ୍ତା ବାବା ଭେଙ୍ଗାଙ୍କ ନାମ। ସୋସିଆଲ ମିଡିଆ ଓ ବିଭିନ୍ନ ମିଡିଆ ରିପୋର୍ଟରେ ଦାବି କରାଯାଉଛି…
ଭାଗ୍ୟ ବଦଳାଇବ ସୂର୍ଯ୍ୟଙ୍କ ମହାଗୋଚର! ସେପ୍ଟେମ୍ବରରୁ ଏହି ୩ ରାଶିଙ୍କୁ ମିଳିବ ବଡ଼ ଫାଇଦା! କ୍ୟାରିୟରରୁ ବ୍ୟବସାୟ ଯାଏ…
ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ୧୭ ସେପ୍ଟେମ୍ବର ୨୦୨୬ରେ ସୂର୍ଯ୍ୟ ମହାଗୋଚର କରିବେ। ସିଂହ ରାଶିରେ ନିଜ ଯାତ୍ରା ଶେଷ କରି ସୂର୍ଯ୍ୟ କନ୍ୟା ରାଶିରେ ପ୍ରବେଶ କରିବେ। କନ୍ୟା ରାଶି ସୂର୍ଯ୍ୟଙ୍କ ମିତ୍ର ରାଶି ହୋଇଥିବାରୁ ଏହି ଗୋଚରକୁ ବିଶେଷ ମହତ୍ତ୍ୱ…
ପାର୍ଟିଶନ ପାଇଁ ନେଉଥିଲେ ଏତିକି ଟଙ୍କା ଲାଞ୍ଚ, ରେଭିନ୍ୟୁ ଆସିଷ୍ଟାଣ୍ଟଙ୍କୁ ଧରିଲା ଭିଜିଲାନ୍ସ
ପାଟଣା,୨୮ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲରେ କାର୍ଯ୍ୟରତ ରେଭିନ୍ୟୁ ଆସିଷ୍ଟାଣ୍ଟ ବିଏଚ୍ ଉମାଶଙ୍କର ମ୍ୟୁଟେଶନ ପାଇଁ ଜଣେ ଆବେଦନକାରୀଙ୍କଠାରୁ ୬ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଶୁକ୍ରବାର ପୂର୍ବାହ୍ନରେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। କେନ୍ଦୁଝର ଭିଜିଲାନ୍ସ ଡିଏସ୍ପି ସୁଧାଂଶୁ ଶେଖର…

