ସମସ୍ୟା ଘେରରେ ସାହାଜଟ ଆଶ୍ରମ ବିଦ୍ୟାଳୟ: ବାରଣ୍ଡାରେ ବସି ପାଠ ପଢୁଛନ୍ତି ପିଲା
ନୂଆପଡ଼ା,୬ା୨ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକ ଜଟଗଡ ପଞ୍ଚାୟତର ସାହାଜଟ ଆଶ୍ରମ ବିଦ୍ୟାଳୟ ସମସ୍ୟାଘେରରେ ଗତିକରୁଛି। ୧୯୫୫ ମସିହାରେ ସ୍ଥାପିତ ଏହି ବିଦ୍ୟାଳୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ରହିଥିବା ବେଳେ ଶିଶୁ ବାଟିକାକୁ ମିଶାଇ ୯ଟି ଶ୍ରେଣୀ ରହିଛି।…
ଖଣି ବିଭାଗର ଚଢ଼ାଉ: ୩ ବାଲି ବୋଝେଇ ହାଇୱା ଜବତ
ଥୁଆମୂଳ ରାମପୁର, ୬ା୨ (ଦୁର୍ଗା କୀର୍ତ୍ତି): ଖଣି ବିଭାଗ ଥୁଆମୂଳ ରାମପୁର ଅଞ୍ଚଳରେ ଚଢ଼ାଉ କରି ୩ ବାଲି ବୋଝେଇ ହାଇୱା ଜବତ କରିଛି। କଳାହାଣ୍ଡି ଖଣି ଉପନିର୍ଦ୍ଦେଶକ ବିଶ୍ୱନାଥ ସୋରେନଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଏକ ସ୍ବତନ୍ତ୍ର ଟିମ ବ୍ଲକର ବିଭିନ୍ନ…
ରାଇପାହାଡ଼ରେ ଆନ୍ଧ୍ର ନେତା: ଆନ୍ଧ୍ର ଯୋଜନାରେ ସାମିଲ ପାଇଁ ପ୍ରଲୋଭନ
ନନ୍ଦପୁର/ପାଡୁଆ,୬ା୨(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଆନ୍ଧ୍ର ସୀମାନ୍ତ ଗୋଲୁର ପଞ୍ଚାୟତ ରାଇପାହାଡ଼ ଗ୍ରାମରେ ଆନ୍ଧ୍ରପ୍ରଦେଶ ନେତାମାନେ ଗୁରୁବାର ବୈଠକ କରିଛନ୍ତି। ଆନ୍ଧ୍ରର ଡୁମୁରିଗୁଡା ମଣ୍ଡଳ(ବ୍ଲକ) ସିପିଏମ୍ ସମ୍ପାଦକ ପାଙ୍ଗି ମୋହନ ଦାସ, ପୂର୍ବତନ ରାଙ୍ଗିଲିସିଙ୍ଗି ପଞ୍ଚାୟତ…
ମଣିପୁରରେ ପୁଣି ହିଂସା
ଇମ୍ଫାଲ,୫ା୨: ମଣିପୁରର କୁକି ଅଧ୍ୟୁଷିତ ଚୁରାଚାନ୍ଦପୁର ଜିଲାରେ ଗୁରୁବାର ସନ୍ଧ୍ୟାରେ ହିଂସାକାଣ୍ଡ ଦେଖାଦେଇଛି। ରାଜ୍ୟରେ ଭାଜପା ନେତୃତ୍ୱଧୀନ ସରକାରରେ ବିଧାୟିକା ନେମ୍ଚା କିପ୍ଗେନ୍ଙ୍କୁ ଉପମୁଖ୍ୟମନ୍ତ୍ରୀ କରାଯିବାକୁ ବିରୋଧକରି ବିକ୍ଷୋଭ ହୋଇଥିଲା। ଟୁଇବୋଙ୍ଗ ବଜାର ନିକଟରେ ବିକ୍ଷୋଭକାରୀ କିପ୍ଗେନ୍ଙ୍କ ବିରୋଧରେ ସ୍ଳୋଗାନ ଦେଇ…
ବରଗଡ଼ରେ ଗୋଷ୍ଠୀ ସଂଘର୍ଷ: ବୁଲିଲା ଭୁଜାଲି, ଜଣେ ମୃତ, ୨ଗୁରୁତର
ବରଗଡ଼,୫।୨(ପ୍ରେମାନନ୍ଦ ଖମାରୀ): ବରଗଡ ସହର ହାଟପଦା ସାଇ ମନ୍ଦିର ପାଖରେ ଗୁରୁବାର ସନ୍ଧ୍ୟାରେ ଗୋଷ୍ଠୀ ସଂଘର୍ଷ ହୋଇଛି । କୌଣସି ଏକ କାରଣକୁ ନେଇ ୨ ଗୋଷ୍ଠୀ ମଧ୍ୟରେ ପ୍ରଥମେ ବଚସା ଓ ପରେ ସଂଘର୍ଷ ହୋଇଥିଲା l ଭୁଜାଲି ଆକ୍ରମଣରେ…
ଲୁଚି ଲୁଚି ଏହି ଅଭିନେତ୍ରୀଙ୍କ ସହ ନିର୍ବନ୍ଧ କଲେ ଏଲଭିଶ ଯାଦବ, ଫଟୋ ଭାଇରାଲ
ମୁମ୍ବାଇ: ଲୋକପ୍ରିୟ ୟୁଟ୍ୟୁବର୍ ଏଲଭିଶ ଯାଦବ ଏବଂ ଅଭିନେତ୍ରୀ ଜିଆ ଶଙ୍କରଙ୍କୁ ନେଇ ଏବେ ସୋସିଆଲ ମିଡିଆରେ ଜୋରଦାର ଚର୍ଚ୍ଚା ଚାଲିଛି। ନିକଟରେ ଏଲଭିଶ ଏକ ରହସ୍ୟମୟ ଫଟୋ ସେୟାର କରି ନିଜର ପ୍ରେମ ସମ୍ପର୍କ ବିଷୟରେ ସୂଚନା ଦେବା ପରେ…
ଟି-୨୦ ବିଶ୍ୱକପ ପୂର୍ବରୁ ବେନ୍ ଷ୍ଟୋକ୍ସଙ୍କୁ ଶକ୍ତ ଧକ୍କା: ମୁହଁରେ ବଲ୍ ବାଜି ବିଗିଡ଼ିଗଲା ଚେହେରା
ନୂଆଦିଲ୍ଲୀ,୫।୨: ଟି-୨୦ ବିଶ୍ୱକପ ପୂର୍ବରୁ ଇଂଲଣ୍ଡର ଷ୍ଟାର ଅଲରାଉଣ୍ଡର ବେନ୍ ଷ୍ଟୋକ୍ସ ଏକ ବଡ଼ ଦୁର୍ଘଟଣାର ଶିକାର ହୋଇଛନ୍ତି। ଅଭ୍ୟାସ ସମୟରେ ତାଙ୍କ ମୁହଁରେ ଗଭୀର ଆଘାତ ଲାଗିଛି। ଯାହାଫଳରେ ତାଙ୍କ ଚେହେରାର ଗଠନ ସମ୍ପୂର୍ଣ୍ଣ ବଦଳି ଯାଇଥିବା ଦେଖିବାକୁ ମିଳିଛି।…
ହାଟରୁ ସଉଦା ଧରି ଘରକୁ ଫେରୁଥିଲେ, ହେଲେ ବାଟରେ…
ଆନନ୍ଦପୁର,୫।୨(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ଥାନା ୨୦ ନମ୍ବର ଜାତୀୟ ରାଜପଥ କନ୍ତୋ ଛକଠାରେ ଗୁରୁବାର ଏକ ଦୁର୍ଘଟଣା ଘଟିଛି। ଏକ ଅଜଣା ଗାଡ଼ି ଧକ୍କାରେ ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ନାହଗୁଣା ଗ୍ରାମର ରତ୍ନାକର…
ବିପଦରେ ସୁନେତ୍ରା ପାଓ୍ବାରଙ୍କ ଉପ ମୁଖ୍ୟମନ୍ତ୍ରୀ ପଦ! କାହିଁକି ଉଠୁଛି ଏମିତି ପ୍ରଶ୍ନ? ଉତ୍ତର ରଖିଲା NCP
ମୁମ୍ବାଇ,୫।୨: ଗଣମାଧ୍ୟମ ସହିତ ଏକ ସ୍ବତନ୍ତ୍ର ସାକ୍ଷାତକାରରେ, ମହାରାଷ୍ଟ୍ରର ଏନସିପି ଅଧ୍ୟକ୍ଷ ସୁନୀଲ ତଟକରେ ସୁନେତ୍ରା ପାୱାରଙ୍କୁ ଉପମୁଖ୍ୟମନ୍ତ୍ରୀ ଭାବରେ ନିଯୁକ୍ତି ସମେତ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଖୋଲାଖୋଲି ଭାବରେ କଥା ହୋଇଥିଲେ। ଉପମୁଖ୍ୟମନ୍ତ୍ରୀ ଭାବରେ ସୁନେତ୍ରା ପାୱାରଙ୍କ ପଦବୀ…
BEd ସମ୍ପର୍କରେ ବଡ଼ ଅପଡେଟ୍, ସରକାର ଜାରି କଲେ ବିଜ୍ଞପ୍ତି, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର
ନୂଆଦିଲ୍ଲୀ,୫।୨: ଶିକ୍ଷକତାକୁ ନିଜର ବୃତ୍ତି ଭାବେ ଗ୍ରହଣ କରିବାକୁ ଚାହୁଁଥିବା ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର। ଉତ୍ତର ପ୍ରଦେଶ ଝାନ୍ସୀସ୍ଥିତ ବୁନ୍ଦେଲଖଣ୍ଡ ବିଶ୍ୱବିଦ୍ୟାଳୟ ପକ୍ଷରୁ ‘ୟୁପି BEd ମିଳିତ ପ୍ରବେଶିକା ପରୀକ୍ଷା ୨୦୨୬’ ପାଇଁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି।…
ନିଖୋଜ ଥିଲେ: କେନାଲରୁ ମିଳିଲା ବୃଦ୍ଧଙ୍କ ମୃତଦେହ
କୋକସରା,୫।୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ମାଝୀଗୁଡା ପଞ୍ଚାୟତ କାଦୋପଡା ନିକଟ ଇନ୍ଦ୍ରାବତୀ କେନାଲରୁ କୋକସରା ପୋଲିସ ଜଣେ ବୃଦ୍ଧଙ୍କ ମୃତଦେହ ଉଦ୍ଧାର କରିଛି। ପୋଲିସ ମୃତଦେହ ଜବତ୍ କରି ବ୍ୟବଚ୍ଛେଦ ପରେ ଧର୍ମଗଡ଼ ଉପଖଣ୍ଡ ଚିକିତ୍ସାଳୟକୁ ପଠାଇଥିଲା।…
ଟି-୨୦ ବିଶ୍ୱକପ୍: ଆଇସିସି କ’ଣ ଭାରତକୁ ବାହାର କରିପାରିଥାନ୍ତା? ନାସର ହୁସେନ୍ଙ୍କ ମନ୍ତବ୍ୟକୁ ନେଇ ହଟଚମଟ
ନୂଆଦିଲ୍ଲୀ,୫।୨: ଥମିବାର ନା ନେଉନାହିଁ ଟି-୨୦ ବିଶ୍ୱକପ୍ ବିବାଦ। ଏହାରି ମଧ୍ୟରେ ଏହାକୁ ଆହୁରି ଜଟିଳ ଆତାକୁ ଟାଣି ନେଉଛି ବ୍ୟକ୍ତିବିଶେଷଙ୍କ ବୟାନ। ଏହାରି ମଧ୍ୟରେ ପୂର୍ବତନ ଇଂଲଣ୍ଡ ଅଧିନାୟକ ନାସର ହୁସେନ୍ଙ୍କ ଏକ ମନ୍ତବ୍ୟ କ୍ରିକେଟ ଜଗତରେ ନୂଆ ବିବାଦ…

