ବାରମୂଳାରୁ ଲସ୍କର-ଇ-ତୋଏବାର ଜଣେ ଆତଙ୍କବାଦୀ ଗିରଫ
ବାରମୂଳା,୨୮।୧: ଜମ୍ମୁ-କଶ୍ମୀର ପୋଲିସକୁ ବଡ଼ ସଫଳତା ମିଳିଛି। ମଙ୍ଗଳବାର ବାରମୁଳା ଜିଲାର ଅଣ୍ଡରଗାମ ପାଟ୍ଟନ ଅଞ୍ଚଳରୁ ଲସ୍କର-ଇ-ତୋଏବାର ଜଣେ ଆତଙ୍କବାଦୀଙ୍କୁ ଜମ୍ମୁ-କଶ୍ମୀର ପୋଲିସ ଗିରଫ କରିଛି। ଗିରଫ ଆତଙ୍କବାଦୀ ଜଣକ ହେଲେ ୧୯ ବର୍ଷୀୟ ସାଜିଦ ଫାରୁଖ ଡାର। ସାଜିଦଙ୍କ ଘର…
ବିବାହରେ ଗାଈ ରହିବ ସାକ୍ଷୀ
ସୁରଟ,୨୮।୧: ଭାରତର ବିଭିନ୍ନ ସ୍ଥାନରେ ଭିନ୍ନ ଭିନ୍ନ ବିବାହ ପରମ୍ପରା ଦେଖିବାକୁ ମିଳିଥାଏ। ହିନ୍ଦୁ ବିବାହରେ ସାଧାରଣତଃ ଅଗ୍ନିକୁ ସାକ୍ଷୀ ରଖି ବିବାହ ହୋଇଥାଏ। ସମ୍ପ୍ରତି ଗୁଜରାଟ ସୁରଟରେ ଗାଈକୁ ସାକ୍ଷୀ ରଖି ବିବାହ କରିବାକୁ କନ୍ୟାବର ନିଷ୍ପତ୍ତି ନେଇଛନ୍ତି। ସେମାନଙ୍କ…
ଲାଲା ଲଜପତ ରାଏଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ମୋଦି
ନୂଆଦିଲ୍ଲୀ,୨୮।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ସ୍ବାଧିନତା ସଂଗ୍ରାମୀ ଲାଲା ଲଜପତ ରାଏଙ୍କ ଜୟନ୍ତୀ ଅବସରରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି। ମୋଦି କହିଛନ୍ତି ରାଷ୍ଟ୍ର ଉଦ୍ଦେଶ୍ୟରେ ତାଙ୍କ ତ୍ୟାଗର କାହାଣୀ ସର୍ବଦା ଦେଶବାସୀଙ୍କୁ ପ୍ରେରଣା ଦେବ। ମୋଦି ଟୁଇଟ୍ କରି…
ନାଗରିକତ୍ୱ ପାଇଁ ଦେବାକୁ ପଡ଼ିବ ଧର୍ମର ପ୍ରମାଣ
ନୂଆଦିଲ୍ଲୀ,୨୮।୧: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ଅନ୍ତର୍ଗତ ଏବେ ପାକିସ୍ତାନ, ଆଫଗାନିସ୍ତାନ, ବାଂଲାଦେଶରୁ ଆସିଥିବା ଶରଣାର୍ଥୀଙ୍କୁ ଭାରତୀୟ ନାଗରିକତ୍ୱ ଲାଗି ଧର୍ମର ପ୍ରମାଣ ଦେବାକୁ ପଡ଼ିବ। ଏସବୁ ଦେଶରୁ ୨୦୧୪ ଡିସେମ୍ବର ୩୧ ପୂର୍ବରୁ ଆସିଥିବା ହିନ୍ଦୁ, ଶିଖ୍, ଖ୍ରୀଷ୍ଟିଆନ୍, ବୌଦ୍ଧ, ଜୈନ…
ଶ୍ରୀଲଙ୍କାରେ ହେବ ସୀତାଙ୍କ ମନ୍ଦିର
ଭୋପାଳ,୨୮।୧: ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ କମଲନାଥ ଘୋଷଣା କରିଛନ୍ତି ଶ୍ରୀଲଙ୍କାରେ ମାତା ସୀତାଙ୍କର ଏକ ସୁନ୍ଦର ମନ୍ଦିର ନିର୍ମାଣ କରାଯିବ। ଏହାକୁ ମଧ୍ୟପ୍ରଦେଶ ସରକାର ନିର୍ମାଣ କରିବେ। ଏଥିପାଇଁ ଶୀଘ୍ର ଯୋଜନା ପ୍ରସ୍ତୁତ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ମନ୍ଦିରର ଚୁଡାନ୍ତ ନିର୍ମାଣକାର୍ଯ୍ୟ…
କୁକୁର ବେଲ୍ଟରେ କ୍ୟାମେରା
ନୂଆଦିଲ୍ଲୀ, ୨୮।୧: ଭାରତୀୟ ସୁରକ୍ଷା ବ୍ୟବସ୍ଥାରେ ଡଗ୍ ସ୍କ୍ବାଡ୍କୁ ନିୟୋଜିତ କରାଯାଇଥାଏ। ତେବେ ଏବେ ଏହି ସ୍କ୍ବାଡ୍ର ପ୍ରତି କୁକୁରଙ୍କ ବେଲ୍ଟରେ କ୍ୟାମେରା ଲଗାଯାଇ ସେମାନଙ୍କୁ କାର୍ଯ୍ୟ ଲଗାଯିବ। ଯେଉଁ ସ୍ଥାନକୁ ସୁରକ୍ଷାକର୍ମୀ ଯାଇପାରିବେ ନାହିଁ ସେଠାକୁ କ୍ୟାମେରା ଲାଗିଥିବା କୁକୁର…
୨ ବର୍ଷ ପରେ ଲାଲୁଙ୍କୁ ଭେଟିଲେ ରାବିଡି ଦେବୀ
ରାଞ୍ଚି,୨୮।୧: ଦୀର୍ଘ ୨ ବର୍ଷ ପରେ ଆରଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବଙ୍କୁ ଭେଟିଛନ୍ତି ସ୍ତ୍ରୀ ରାବିଡି ଦେବୀ। ରାଜେନ୍ଦ୍ର ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍ସ(ରିମ୍ସ)ରେ ଭର୍ତ୍ତି ଥିବା ଲାଲୁଙ୍କୁ ଭେଟି ତାଙ୍କ ସହ ଘଣ୍ଟାଏ ଧରି ଆଲୋଚନା କରିଛନ୍ତି ରାବିଡି।…
ଆଣ୍ଟାର୍କଟିକାର ବରଫ ସ୍ରୋତରେ ପହଁରିଲେ ୫୦ ବର୍ଷ ବୟସ୍କ ଆଥଲେଟ୍
ଲଣ୍ଡନ,୨୮।୧: ଆଣ୍ଟାର୍କଟିକାରେ ପ୍ରବଳ ଥଣ୍ଡା। ଏଠାରେ ତାପମାତ୍ରା ଅତି ନିମ୍ନ। ତେବେ ଜଣେ ୫୦ ବର୍ଷ ବୟସ୍କ ଆଥଲେଟ୍ ଏହାକୁ ଭ୍ରୁକ୍ଷେପ ନ କରି ଦୀର୍ଘ ୧୦ ମିନିଟ୍ କାଳ ଏଠାକାରର ବରଫ ସ୍ରୋତରେ ପହଁରିଛନ୍ତି। ବିଟ୍ରେନ୍ର ଲୁଇସ୍ ପୁଘ୍ ଏପରି…
୩୪ରେ ପାଦ ଥାପିଲେ ଶ୍ରୁତି ହାସନ: ଧନୁଷ ଏବଂ ମାଇକେଲଙ୍କ ସହିତ ଥିଲା ପ୍ରେମ ସମ୍ପର୍କ
ମୁମ୍ବାଇ: ବଲିଉଡ୍ ତଥା ଦକ୍ଷିଣ ଫିଲ୍ମ ଇଣ୍ଡଷ୍ଟ୍ରିର ସଫଳ ଅଭିନେତ୍ରୀ କମଲ ହାସନଙ୍କ ଲଳନା ଶ୍ରୁତି ହାସନ ମଙ୍ଗଳବାର ୩୪ ବର୍ଷରେ ପଦାର୍ପଣ କରିଛନ୍ତି। ସେ ୧୯୮୬ ଜାନୁୟାରୀ ୨୮ରେ ଚେନ୍ନାଇଠାରେ ଜନ୍ମଗ୍ରହଣ କରିଥିଲେ। ତାଙ୍କର ପ୍ରକୃତ ନାମ ଶ୍ରୁତି ରାଜଲକ୍ଷ୍ମୀ…
ଆନ୍ଧ୍ରପ୍ରଦେଶରୁ ଉଚ୍ଛେଦ ହେବ ବିଧାନ ପରିଷଦ
ଅମରାବତୀ,୨୮ା୧(ପି.ଟି.): ଆନ୍ଧ୍ରପ୍ରଦେଶରୁ ବିଧାନ ପରିଷଦ ଉଚ୍ଛେଦ ହେବାକୁ ଯାଉଛି। ଏ ନେଇ ରାଜ୍ୟ କ୍ୟାବିନେଟରେ ସୋମବାର ଏକ ପ୍ରସ୍ତାବ ଗୃହୀତ ହୋଇଛି। ଅନୁରୂପ ପ୍ରସ୍ତାବ ବିଧାନସଭାରେ ଗୃହୀତ ହେବା ପରେ ଆବଶ୍ୟକ ପଦକ୍ଷେପ ଲାଗି କେନ୍ଦ୍ରକୁ ପଠାଯିବ। ୫୮ ସଦସ୍ୟ ବିଶିଷ୍ଟ…
ଅତିଥି
କଥାରେ ଅଛି-‘ଅତିଥି ଦେବୋ ଭବ’, ଅର୍ଥାତ୍ ସେମାନେ ଦେବତା ସମାନ। ତେଣୁ ସେମାନେ ଘରକୁ ଆସିଲେ ଭଲଭାବେ କିପରି ଚର୍ଚ୍ଚା କରିବେ ସେ ସମ୍ପର୍କରେ… କୌଣସି ପର୍ବପର୍ବାଣି ହେଉ ଅବା କେତେକ କାରଣରୁ ବନ୍ଧୁବାନ୍ଧବ ଘରକୁ ଯିବା କିମ୍ବା ସେମାନେ ଆପଣଙ୍କ…
ଜାତୀୟ ପରେଡ୍ରେ ଓଡ଼ିଶା ପ୍ରଜ୍ଞାପନ ମେଢ଼ ଦ୍ୱିତୀୟ
ଭୁବନେଶ୍ୱର,୨୮।୧(ବ୍ୟୁରୋ): ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ନୂଆଦିଲ୍ଲୀଠାରେ ଆୟୋଜିତ ଜାତୀୟ ପରେଡ୍ରେ ମୁଖ୍ୟ ଆକର୍ଷଣ ସାଜିଥିଲା ଓଡ଼ିଶାର ପ୍ରଜ୍ଞାପନ ମେଢ଼। ପରେଡ୍ରେ ୧୬ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ମୋଟ ୨୨ ପ୍ରଜ୍ଞାପନ ମେଢ଼ ପ୍ରଦର୍ଶିତ ହୋଇଥିଲା। ସେହିଭଳି କେନ୍ଦ୍ର ସରକାରଙ୍କ ବିଭିନ୍ନ…
Archives


