Home Left

ଆଣ୍ଟାର୍କଟିକାର ବରଫ ସ୍ରୋତରେ ପହଁରିଲେ ୫୦ ବର୍ଷ ବୟସ୍କ ଆଥଲେଟ୍‌

ଲଣ୍ଡନ,୨୮।୧: ଆଣ୍ଟାର୍କଟିକାରେ ପ୍ରବଳ ଥଣ୍ଡା। ଏଠାରେ ତାପମାତ୍ରା ଅତି ନିମ୍ନ। ତେବେ ଜଣେ ୫୦ ବର୍ଷ ବୟସ୍କ ଆଥଲେଟ୍‌ ଏହାକୁ ଭ୍ରୁକ୍ଷେପ ନ କରି ଦୀର୍ଘ ୧୦ ମିନିଟ୍‌ କାଳ ଏଠାକାରର ବରଫ ସ୍ରୋତରେ ପହଁରିଛନ୍ତି। ବିଟ୍ରେନ୍‌ର ଲୁଇସ୍‌ ପୁଘ୍‌ ଏପରି…

୩୪ରେ ପାଦ ଥାପିଲେ ଶ୍ରୁତି ହାସନ: ଧନୁଷ ଏବଂ ମାଇକେଲଙ୍କ ସହିତ ଥିଲା ପ୍ରେମ ସମ୍ପର୍କ

ମୁମ୍ବାଇ: ବଲିଉଡ୍‌ ତଥା ଦକ୍ଷିଣ ଫିଲ୍ମ ଇଣ୍ଡଷ୍ଟ୍ରିର ସଫଳ ଅଭିନେତ୍ରୀ କମଲ ହାସନଙ୍କ ଲଳନା ଶ୍ରୁତି ହାସନ ମଙ୍ଗଳବାର ୩୪ ବର୍ଷରେ ପଦାର୍ପଣ କରିଛନ୍ତି। ସେ ୧୯୮୬ ଜାନୁୟାରୀ ୨୮ରେ ଚେନ୍ନାଇଠାରେ ଜନ୍ମଗ୍ରହଣ କରିଥିଲେ। ତାଙ୍କର ପ୍ରକୃତ ନାମ ଶ୍ରୁତି ରାଜଲକ୍ଷ୍ମୀ…

ଆନ୍ଧ୍ରପ୍ରଦେଶରୁ ଉଚ୍ଛେଦ ହେବ ବିଧାନ ପରିଷଦ

ଅମରାବତୀ,୨୮ା୧(ପି.ଟି.): ଆନ୍ଧ୍ରପ୍ରଦେଶରୁ ବିଧାନ ପରିଷଦ ଉଚ୍ଛେଦ ହେବାକୁ ଯାଉଛି। ଏ ନେଇ ରାଜ୍ୟ କ୍ୟାବିନେଟରେ ସୋମବାର ଏକ ପ୍ରସ୍ତାବ ଗୃହୀତ ହୋଇଛି। ଅନୁରୂପ ପ୍ରସ୍ତାବ ବିଧାନସଭାରେ ଗୃହୀତ ହେବା ପରେ ଆବଶ୍ୟକ ପଦକ୍ଷେପ ଲାଗି କେନ୍ଦ୍ରକୁ ପଠାଯିବ। ୫୮ ସଦସ୍ୟ ବିଶିଷ୍ଟ…

ଅତିଥି

କଥାରେ ଅଛି-‘ଅତିଥି ଦେବୋ ଭବ’, ଅର୍ଥାତ୍‌ ସେମାନେ ଦେବତା ସମାନ। ତେଣୁ ସେମାନେ ଘରକୁ ଆସିଲେ ଭଲଭାବେ କିପରି ଚର୍ଚ୍ଚା କରିବେ ସେ ସମ୍ପର୍କରେ… କୌଣସି ପର୍ବପର୍ବାଣି ହେଉ ଅବା କେତେକ କାରଣରୁ ବନ୍ଧୁବାନ୍ଧବ ଘରକୁ ଯିବା କିମ୍ବା ସେମାନେ ଆପଣଙ୍କ…

ଜାତୀୟ ପରେଡ୍‌ରେ ଓଡ଼ିଶା ପ୍ରଜ୍ଞାପନ ମେଢ଼ ଦ୍ୱିତୀୟ

ଭୁବନେଶ୍ୱର,୨୮।୧(ବ୍ୟୁରୋ): ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ନୂଆଦିଲ୍ଲୀଠାରେ ଆୟୋଜିତ ଜାତୀୟ ପରେଡ୍‌ରେ ମୁଖ୍ୟ ଆକର୍ଷଣ ସାଜିଥିଲା ଓଡ଼ିଶାର ପ୍ରଜ୍ଞାପନ ମେଢ଼। ପରେଡ୍‌ରେ ୧୬ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ମୋଟ ୨୨ ପ୍ରଜ୍ଞାପନ ମେଢ଼ ପ୍ରଦର୍ଶିତ ହୋଇଥିଲା। ସେହିଭଳି କେନ୍ଦ୍ର ସରକାରଙ୍କ ବିଭିନ୍ନ…

ଆରମ୍ଭ ହେଲା ଜାତୀୟ ହସ୍ତତନ୍ତ ମେଳା

ଭୁବନେଶ୍ୱର,୨୮।୧(ବ୍ୟୁରୋ): ଜାତୀୟ ହସ୍ତତନ୍ତ ମେଳା-୨୦୨୦ ୟୁନିଟ୍‌-୩ସ୍ଥିତ ପ୍ରଦର୍ଶନୀ ପଡ଼ିଆଠାରେ ଆରମ୍ଭ ହୋଇଯାଇଛି। ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଆନୁକୂଲ୍ୟରେ ‘ବୟନିକା’ ପକ୍ଷରୁ ଆୟୋଜିତ ଏହି ମେଳାକୁ ରବିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍‌ଘାଟନ କରିଛନ୍ତି। ଚଳିତବର୍ଷ…

ପ୍ରଦର୍ଶନୀ ପଡ଼ିଆ ଏବେ ଜନଜାତି ଗାଁ

ଭୁବନେଶ୍ୱର,୨୮।୧(ବ୍ୟୁରୋ): ଓଡ଼ିଆ ସଂସ୍କୃତିରେ ଜନଜାତି କଳା, ନୃତ୍ୟ ଓ ସଙ୍ଗୀତର ସ୍ବତନ୍ତ୍ର ଗୁରୁତ୍ୱ ରହିଛି। ଆଦିବାସୀ ସଂସ୍କୃତିର ବିବିଧତା ଆମ ସଂସ୍କୃତିକୁ ଅଧିକ ଆକର୍ଷଣୀୟ କରିଛି। ଜନଜାତିଙ୍କ ବିକାଶ ଉପରେ ରାଜ୍ୟ ସରକାର ସର୍ବଦା ଗୁରୁତ୍ୱ ଦେଇ ଆସିଛନ୍ତି। ସେମାନଙ୍କ ଶିକ୍ଷା,…

ଝାରସୁଗୁଡ଼ାରୁ କୋଲକାତା ଉଡ଼ିଲା ବିମାନ

ଭୁବନେଶ୍ୱର, ୨୮।୧(ବ୍ୟୁରୋ): ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନବନ୍ଦରରୁ ସୋମବାର କୋଲକାତାକୁ ସିଧାସଳଖ ବିମାନ ଚଳାଚଳ ଆରମ୍ଭ ହୋଇଛି। ଏଲାଏନ୍ସ ଏୟାର୍‌ ପକ୍ଷରୁ ଏହି ବିମାନ ସେବା ଆରମ୍ଭ ହୋଇଛି। ବିମାନଟି କୋଲକାତାରୁ ପୂର୍ବାହ୍ନ ୧୧ଟା ୪୫ରୁ ଛାଡ଼ି ଝାରସୁଗୁଡ଼ାରେ ଅପରାହ୍ନ…

ଏସ୍‌ଭିଏମ୍‌ ମହାବିଦ୍ୟାଳୟରେ ୨ ଅଧ୍ୟାପକ ଗଣ୍ଡଗୋଳ ଘଟଣା: ଜଣେ ଅଧ୍ୟାପକଙ୍କ ସହ ୭ ଗିରଫ

ଜଗତ୍‌ସିଂହପୁର ଅଫିସ୍‌,୨୮ା୧: ଜଗତ୍‌ସିଂହପୁରସ୍ଥିତ ସ୍ବାମୀ ବିବେକାନନ୍ଦ ସ୍ମାରକୀ(ଏସ୍‌ଭିଏମ୍‌) ମହାବିଦ୍ୟାଳୟ ବାଣିଜ୍ୟ ବିଭାଗ ଅଧ୍ୟାପକ(ରିଡର) ଧୀରେନ ମହାନ୍ତି ଓ ଅଧ୍ୟାପକ ଜଗନ୍ନାଥ ବେହେରାଙ୍କ ମଧ୍ୟରେ ଗତ ୨୫ରେ ଗଣ୍ଡଗୋଳ ହୋଇଥିଲା। ଏହି ଗଣ୍ଡଗୋଳ ସୋମବାର ଉଗ୍ର ରୂପ ନେଇଛି। ରିଡର ମହାନ୍ତି ୫…

ମା’ ତାରିଣୀ ଇଷ୍ଟକନ୍‌ ସଂସ୍ଥାର ସମ୍ପତ୍ତି ବାଜ୍ୟାପ୍ତି ନିର୍ଦ୍ଦେଶ

କଟକ ଅଫିସ, ୨୮।୧: ଚିଟ୍‌ଫଣ୍ଡ ସଂସ୍ଥା ମା’ ତାରିଣୀ ଇଷ୍ଟକନ୍‌ ପ୍ରାଇଭେଟ ଲିମିଟେଡ୍‌ର ଜବତ ସ୍ଥାବର ଅସ୍ଥାବର ସମ୍ପତ୍ତିକୁ ବାଜ୍ୟାପ୍ତ କରାଯିବ। ପରେ ଉକ୍ତ ସମ୍ପତ୍ତିକୁ ସର୍ବସାଧାରଣରେ ନିଲାମ ଡକାଯାଇ ବିକ୍ରି କରାଯିବ। ଏଥିରୁ ଯେଉଁ ଅର୍ଥ ମିଳିବ ତାହାକୁ କ୍ଷତିଗ୍ରସ୍ତ…

ଆଜିଠୁ ପ୍ରଥମ ପର୍ଯ୍ୟାୟ ପଦୋନ୍ନତି ଅଦାଲତ

ଭୁବନେଶ୍ୱର,୨୮।୧(ବ୍ୟୁରୋ): ରାଜ୍ୟରେ ସରକାରୀ କର୍ମଚାରୀଙ୍କ ପଦୋନ୍ନତି ବ୍ୟବସ୍ଥାରେ ସ୍ବଚ୍ଛତା ଏବଂ ସମୟାନୁବର୍ତ୍ତିତା ଆଣିବା ପାଇଁ ସମସ୍ତ ପଦକ୍ଷେପ ନିଆଯାଇଛି। ଗତବର୍ଷ ଡିସେମ୍ବର ଶେଷସୁଦ୍ଧା ଉଭୟ ବରିଷ୍ଠ ଏବଂ କନିଷ୍ଠ ପ୍ରଶାସନରେ ପଦୋନ୍ନତି କରାଯାଇଥିଲା। ଏପରିକି କିଛିଦିନ ତଳେ ପଦୋନ୍ନତି ପାଇଁ ସ୍ବତନ୍ତ୍ର…

ଦୁଇ ଦିନ ପ୍ରବଳ କୁହୁଡ଼ି:ଫେବୃୟାରୀ ୧ରେ ବର୍ଷା

ଭୁବନେଶ୍ୱର,୨୮।୧(ବ୍ୟୁରୋ):ଗତ ଦୁଇଦିନ ରାଜ୍ୟରେ ଥଣ୍ଡା ସାମାନ୍ୟ ବୃଦ୍ଧି ପାଇଛି। ରାତ୍ରିର ତାପମାତ୍ରା ୩ରୁ ୪ଡିଗ୍ରୀ ସେଲସିୟସ ତଳକୁ ଖସିଯାଇଛି। ଆସନ୍ତା ଦୁଇଦିନ ପ୍ରବଳ କୁହୁଡ଼ି ହେବାର ସମ୍ଭାବନା ହୋଇଛି। ଉପକୂଳବର୍ତ୍ତୀ ଜିଲା କଟକ, ପୁରୀ, ନୟାଗଡ଼, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri