Home Left

ପୂର୍ବତନ ସିପକ୍‌ଟାକ୍ର ଖେଳାଳିଙ୍କ ଅକାଳ ବିୟୋଗ

କଟକ ଅଫିସ,୨୮ା୧- ରାଜ୍ୟର ପୂର୍ବତନ ସିପକ୍‌ଟାକ୍ର ଖେଳାଳି ତଥା ଫୁଟବଲ ଆସୋସିଏଶନ ଅଫ ଓଡ଼ିଶା(ଫାଓ) କାର୍ଯ୍ୟାଳୟର କର୍ମଚାରୀ ମୁନା ବାରିକ(୩୨)ଙ୍କର ସୋମବାର ପୂର୍ବାହ୍ନରେ ପରଲୋକ ଘଟିଛି। ଗତ ୨୦ ତାରିଖରେ ମୁନା ଟ୍ରେନ ଦୁର୍ଘଟଣାର ସମ୍ମୁଖୀନ ହୋଇ ଏସ୍‌ସିବି ମେଡ଼ିକାଲରେ ଚିକିତ୍ସାଧୀନ…

ଉପକାରୀ କୋଳଥ ଡାଲି

ସ୍ବାସ୍ଥ୍ୟ ପାଇଁ ଲାଭଦାୟକ କୋଳଥ ଡାଲି। ଏଥିରେ ପୁଷ୍ଟିସାର, ଲୌହସାର, କ୍ୟାଲସିୟମ ଭରପୁର ମାତ୍ରାରେ ଥାଏ। ଶ୍ୱେତସାର ଏବଂ ଚର୍ବିର ମାତ୍ରା କମ ରହିଥାଏ। ଏହାବ୍ୟତୀତ ଏହି ଡାଲି ନିୟମିତ ଖାଇବା ଦ୍ୱାରା ମେଦ ବହୁଳତା  ହ୍ରାସ ପାଇଥାଏ। କୋଳଥ ଡାଲିର…

ବସ୍ତାନି ବୋଝ: ଗଣଶିକ୍ଷା ବିଭାଗକୁ ରିପୋର୍ଟ ତଲବ; ଆବେଦନକାରୀଙ୍କ ପକ୍ଷରୁ ହାଇକୋର୍ଟରେ ସତ୍ୟପାଠ ଦାଖଲ

କଟକ ଅଫିସ,୨୭।୧: ଶିଶୁ କାନ୍ଧରେ ବହିବସ୍ତାନି ବୋଝକୁ ନେଇ ହାଇକୋର୍ଟରେ ରୁଜୁ ହୋଇଥିବା ମାମଲାରେ ସୋମବାର ଆବେଦନକାରୀ ଆଡଭୋକେଟ କହ୍ନେୟାଲାଲ ଶର୍ମା ସତ୍ୟପାଠ ଦାଖଲ କରିଛନ୍ତି। ସତ୍ୟପାଠରେ ଶର୍ମା ଉଲ୍ଲେଖ କରିଛନ୍ତି ଯେ, ବସ୍ତାନି ବୋଝକୁ ହାଲୁକା କରିବା ପାଇଁ ହାଇକୋର୍ଟଙ୍କ…

ରାଜ୍ୟସ୍ତରୀୟ ଆଦିବାସୀ ମେଳାରେ ମୁନିବର ସମ୍ବର୍ଦ୍ଧିତ

ଚମ୍ପୁଆ,୨୭।୧(ଡି.ଏନ.ଏ)-କଣ୍ଢେଇ ନାଚର ପ୍ରତିଭା ପାଇଁ ଚମ୍ପୁଆ ବ୍ଲକ ଅଧୀନ ରଙ୍ଗାମାଟିଆ ପଞ୍ଚାୟତ ଟିଆଁସପଶି ଗ୍ରାମର ମୁନିବର ସିଂ ସମ୍ବର୍ଦ୍ଧିତ ହୋଇଛନ୍ତି। ଭୁବନେଶ୍ୱରଠାରେ ଆୟୋଜିତ ରାଜ୍ୟସ୍ତରୀୟ ଆଦିବାସୀ ମେଳା-୨୦୨୦ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁନିବରଙ୍କୁ ଉପଢୋକନ ଓ ମାନପତ୍ର ଦେଇ ସମ୍ବର୍ଦ୍ଧିତ କରିଛନ୍ତି।…

୫ଲକ୍ଷ ଟଙ୍କାର ବ୍ରାଉନ୍‌ସୁଗାର ଜବତ: ୩ ଗିରଫ

ଜଳେଶ୍ୱର,୨୭।୧((ଡି.ଏନ.ଏ./ସ୍ବ.ପ୍ର)-ଆନ୍ତଃରାଜ୍ୟ ବ୍ରାଉନ୍‌ସୁଗାର କାରବାରର ପେଣ୍ଠସ୍ଥଳି ପାଲଟିଛି ଜଳେଶ୍ୱର। ଏହି ଅଞ୍ଚଳରେ ବିଭିନ୍ନ ସମୟରେ ଏସ୍‌ଟିଏଫ, ପୋଲିସ ଓ ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇ ଲକ୍ଷ ଲକ୍ଷ ଟଙ୍କାର ବ୍ରାଉନ୍‌ସୁଗାର ଜବତ କରାଯାଇଛି। ରବିବାର ଭୋର ସମୟରେ ଜଳେଶ୍ୱର ଆଇଆଇସି ଧନେଶ୍ୱର…

ଅଟୋ-କାର ଧକ୍କା: ଜଣେ ମୃତ, ୧୫ ଆହତ

ଢେଙ୍କିକୋଟ,୨୭ା୧(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଢେଙ୍କିକୋଟ ଫାଣ୍ଡି ଅନ୍ତର୍ଗତ ୨୦ ନଂ. ଜାତୀୟ ରାଜପଥ ବରବେଡ଼ା ଗ୍ରାମ ନିକଟରେ ସୋମବାର ଅପରାହ୍ନରେ ଏକ ଦୁର୍ଘଟଣା ଘଟିଛି। ଗୋଟିଏ କାର ଅଟୋକୁ ଧକ୍କା ଦେବା ଫଳରେ ଅଟୋଟି ଜାତୀୟ ରାଜପଥରୁ ୩୦ ଫୁଟ ତଳକୁ…

ଆଇପିଏଲ୍‌: ରାତି ମ୍ୟାଚ୍‌ ଟାଇମିଂ ଅପରିବର୍ତ୍ତିତ

ନୂଆଦିଲ୍ଲୀ, ୨୭।୧ (ପି.ଟି.)- ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ରାତିରେ ଖେଳାଯିବାକୁ ଥିବା ମ୍ୟାଚ୍‌ର ଆରମ୍ଭ ଟାଇମିଂରେ କୌଣସି ପରିବର୍ତ୍ତନ କରାଯାଇନାହିଁ। ପୂର୍ବଭଳି ରାତି ମ୍ୟାଚ୍‌ ୮ଟାରେ ଆରମ୍ଭ ହେବ। ସୋମବାର ଅନୁଷ୍ଠିତ ହୋଇଥିବା ଆଇପିଏଲ୍‌ ଗଭର୍ନିଂ କାଉନସିଲ୍‌ର ଏକ ଗୁରୁତ୍ୱପୂର୍ଣ୍ଣ…

ଭାରତ-ଅଷ୍ଟ୍ରେଲିଆ କ୍ୱାର୍ଟର ଫାଇନାଲ

ପୋଚେଫ୍‌ଷ୍ଟ୍ରମ (ଦକ୍ଷିଣ ଆଫ୍ରିକା), ୨୭।୧ (ପି.ଟି.)- ଆଇସିସି ୧୯ ବର୍ଷରୁ କମ୍‌ ବିଶ୍ୱକପ୍‌ ଗ୍ରୁପ୍‌ ପର୍ଯ୍ୟାୟ ଶେଷ ହୋଇଯାଇଥିବାବେଳେ ମଙ୍ଗଳବାରଠାରୁ ସୁପର୍‌ ଲିଗ୍‌ କ୍ୱାର୍ଟର ଫାଇନାଲ ଆରମ୍ଭ ହେବ। ଏହି ନକ୍‌ଆଉଟ୍‌ ପର୍ଯ୍ୟାୟର ଏକ ଗୁରୁତ୍ୱପୂର୍ଣ୍ଣ ମୁକାବିଲାରେ ଡିଫେଣ୍ଡିଂ ଚାମ୍ପିୟନ ଭାରତୀୟ…

ଫାଇନାନ୍ସ କର୍ମଚାରୀଙ୍କଠାରୁ ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

ଆନନ୍ଦପୁର,୨୭।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ଘସିପୁରା ଥାନା ଅନ୍ତର୍ଗତ ୨୦ ନଂ. ଜାତୀୟ ରାଜପଥ କଡ଼ରେ ଥିବା ନାହାଗୁଣା ଗ୍ରାମ ନିକଟରେ ସୋମବାର ଜଣେ ଘରୋଇ ଫାଇନାନ୍ସ କର୍ମଚାରୀଙ୍କୁ ଆକ୍ରମଣ କରି ଦୁର୍ବୃତ୍ତମାନେ ଲକ୍ଷାଧିକ ଟଙ୍କା ଲୁଟି ନେଇଛନ୍ତି। ଫାଇନାନ୍ସ କର୍ମଚାରୀ ହେଲେ…

ଧାନକିଣାରେ ଅନିୟମିତତା: ସେବା ସମବାୟ ସମିତିରେ ତାଲା ପକାଇଲେ ଚାଷୀ

ଆନନ୍ଦପୁର,୨୭।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଯୋଗାଣ ବିଭାଗ ଅଧୀନ ଖାଳିଆମେଣ୍ଟା ସେବା ସମବାୟ ସମିତିରେ ଧାନକିଣାରେ ହୋଇଥିବା ଅନିୟମିତତା ଘଟଣା ବିରୋଧରେ ସୋମବାର ଚାଷୀମାନେ ସମବାୟ ସମିତିରେ ତାଲା ପକାଇ ଦେଇଛନ୍ତି। ଏହି ସମବାୟ ସମିତି ଅଧୀନ କେତେକ ଚାଷୀ…

ମାଓବାଦୀ-ଗ୍ରାମବାସୀ ଲଢ଼େଇ: ଘରପୋଡ଼ି କ୍ଷତିଗ୍ରସ୍ତଙ୍କୁ ସହାୟତା ଘୋଷଣା

ମାଲକାନଗିରି,୨୭।୧(ସ୍ବ.ପ୍ର.): ମାଲକାନଗିରି ଜିଲା ସ୍ବାଭିମାନ ଅଞ୍ଚଳର ଜନ୍ତୁରାଇରେ ମାଓବାଦୀ ଓ ଗ୍ରାମବାସୀଙ୍କ ମଧ୍ୟରେ ଗତ ୨୫ ତାରିଖରେ ଖଣ୍ଡଯୁଦ୍ଧ ହୋଇଥିଲା। ଏଥିରେ ମାଓବାଦୀମାନେ ପ୍ରତିଶୋଧ ପରାୟଣ ହୋଇ ଯୋଡ଼ାଆମ୍ବରେ ୧୨ଟି ଘର ଜାଳି ଦେଇଥିଲେ। କିନ୍ତୁ ସୋମବାର ଜିଲାପାଳ ମନିଶ୍‌ ଅଗ୍ରଓ୍ବାଲ…

ମହିଳା ହକି ସିରିଜ: ଦ୍ୱିତୀୟ ମ୍ୟାଚ୍‌ରେ ହାରିଲା ଭାରତ

ଅକ୍‌ଲାଣ୍ଡ,୨୭।୧(ପି.ଟି.)- ଭାରତୀୟ ମହିଳା ହକି ଦଳ ୧-୨ ଗୋଲରେ ନ୍ୟୁଜିଲାଣ୍ଡଠାରୁ ଦ୍ୱିତୀୟ ମ୍ୟାଚ୍‌ରେ ପରାସ୍ତ ହୋଇଛି। ଭାରତ ପକ୍ଷରୁ ଓଡ଼ିଆ ଖେଳାଳି ସାଲିମା ଟେଟେ ଏକମାତ୍ର ସ୍କୋର କରିଥିଲେ। ପ୍ରଥମ ମ୍ୟାଚ୍‌ରେ ଭାରତ ୪-୦ ଗୋଲରେ ନ୍ୟୁଜିଲାଣ୍ଡ ଡେଭଲପମେଣ୍ଟ ଦଳକୁ ହରାଇ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri