Home Left

ଅକ୍ଷୟଙ୍କୁ ଧନ୍ୟବାଦ ଦେଲେ ଆମିର

ମୁମ୍ବାଇ: ବଲିଉଡ୍‌ ଖିଲାଡି ବୟ ଅକ୍ଷୟ କୁମାରଙ୍କୁ ବଲିଉଡ୍‌ର ମିଷ୍ଟର ପରଫେକ୍ସନିଷ୍ଟ ଆମିର ଖାଁ ଧନ୍ୟବାଦ ଦେଇଥିବା ଜଣାପଡିଛି। ଏହା ପଛରେ କିଛି କାରଣ ନିଶ୍ଚିତ ଭାବେ ରହିଛି। ଘଟଣା ହେଲା ଅକ୍ଷୟଙ୍କ ଅଭିନୀତ ଫିଲ୍ମ ‘ବଚ୍ଚନ ପାଣ୍ଡେ’ ଓ ଆମିରଙ୍କ…

କରୋନା ଆତଙ୍କ: ଦଲାଇ ଲାମାଙ୍କ ‘ପୋଟାଲା ପ୍ୟାଲେସ’କୁ ବନ୍ଦ କଲେ ଚାଇନା ସରକାର

ବେଜିଂ,୨୭।୧: କରୋନା ସଂକ୍ରମଣକୁ ନିୟନ୍ତ୍ରଣ କରିବା ଲାଗି ଚାଇନା ସରକାର ଗୋଟିଏ ପରେ ଗୋଟିଏ ପଦକ୍ଷେପ ଗ୍ରହଣ କରୁଛନ୍ତି। ସରକାର ତିବ୍ଦତରେ ଥିବା ଧର୍ମଗୁରୁ ଦଲାଇ ଲାମାଙ୍କ ବାସଭବନ ‘ପୋଟାଲା ପ୍ୟାଲେସ’କୁ ସୋମବାରଠାରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ କରିଦେଇଛନ୍ତି। କରୋନା…

ସୁସ୍ମିତାଙ୍କ ସହ ବ୍ରେକ୍‌ଅପ୍‌ ପରେ ଆତ୍ମହତ୍ୟା ଉଦ୍ୟମ କରିଥିଲେ ବିକ୍ରମ

ମୁମ୍ବାଇ: ବଲିଉଡ୍‌ ପ୍ରେମ କାହାଣୀ ସବୁଠାରୁ ନିଆରା। ଏଠାରେ ନାୟିକାମାନଙ୍କର ନାଁ ସହ କେତେବେଳେ କାହା ନାଁକୁ ଯୋଡି ଦିଆଯାଇଥାଏ ତାହା ଅନୁମାନ କରିବା ମୁସ୍କିଲ। ଏମିତି ଏକ ନାଁ ହେଉଛି ବଲିଉଡ୍‌ର ସିଙ୍ଗଲ ମଦର ଭାବେ ପରିଚିତ ସୁସ୍ମିତା ସେନ୍‌।…

ବଞ୍ଚିବା ପାଇଁ ମଣିଷ ମାଂସ ଖାଇଥିଲେ ଖେଳାଳି

କିମ୍ବଦନ୍ତୀ ବାସ୍କେଟ୍‌ବଲ ଖେଳାଳି କୋବେ ବ୍ରାଏଣ୍ଟ ହେଲିକପ୍ଟର ଦୁର୍ଘଟଣାରେ ପ୍ରାଣ ହରାଇଛନ୍ତି। ବିମାନ ଦୁର୍ଘଟଣାରେ ପ୍ରାଣ ହରାଇଥିବାରେ ସେ ପ୍ରଥମ ଖେଳାଳି ନୁହନ୍ତି। ତାଙ୍କ ପୂର୍ବରୁ ବହୁ ଖେଳାଳି ବିମାନ କ୍ରାସ୍‌ ହେବାରୁ ମୃତ୍ୟୁବରଣ କରିଛନ୍ତି। ଖେଳାଳିଙ୍କ ସହ ଘଟିଥିବା ସବୁଠୁ…

କରୋନା ଲାଗି ଭୁବନେଶ୍ୱର ବିମାନ ବନ୍ଦରରେ ଯାତ୍ରୀଙ୍କ ସ୍ବାସ୍ଥ୍ୟ ପରୀକ୍ଷା

ଭୁବନେଶ୍ୱର,୨୭।୧(ବ୍ୟୁରୋ): କରୋନା ଭୂତାଣୁ ପାଇଁ ଭୁବନେଶ୍ୱର  ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରେ ସୋମବାର ଯାତ୍ରୀଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଯାଇଛି। ବିଦେଶରୁ ମୁଖ୍ୟତଃ ଚାଇନାରୁ ଆସୁଥିବା ଯାତ୍ରୀଙ୍କଠାରେ ଥଣ୍ଡା, ଜ୍ୱର, କାଶ, ଶ୍ୱାସକ୍ରିୟାରେ କଷ୍ଟ ଅନୁଭବ ଭଳି ସଂକ୍ରମଣ ଲକ୍ଷଣ ଦେଖାଗଲେ ତୁରନ୍ତ…

କରୋନା ଭୂତାଣୁ ଆତଙ୍କ; ଭୟଭୀତ ହୁଅନ୍ତୁ ନାହିଁ : ସ୍ବାସ୍ଥ୍ୟ ବିଭାଗ

ଭୁବନେଶ୍ୱର,୨୭।୧(ବ୍ୟୁରୋ): କରୋନା ଭୂତାଣୁ ପାଇଁ ରାଜ୍ୟ ସରକାର ସମସ୍ତ ପ୍ରକାର ପ୍ରସ୍ତୁତ ଥିବାବେଳେ କେହି ଭୟଭୀତ ନ ହେବା ପାଇଁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି। ସୋମବାର ରାଜ୍ୟ ସ୍ବାସ୍ଥ୍ୟ ମିଶନ କାର୍ଯ୍ୟାଳୟଠାରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ରାଷ୍ଟ୍ର ସଚିବ…

ଆଫଗାନିସ୍ତାନରେ ଯାତ୍ରୀ ବିମାନ ଦୁର୍ଘଟଣାଗ୍ରସ୍ତ

କାବୁଲ,୨୭।୧: ଆଫଗାନିସ୍ତାନରେ ଏକ ଯାତ୍ରୀ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ପୂର୍ବ ଗଜନି ଅଞ୍ଚଳର ଦେହ ୟାକ ଜିଲାରେ ସୋମବାର ଅପରାହ୍ନରେ ଏରିୟାନା ଆଫଗାନ ଏୟାରଲାଇନ୍ସର ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ କେହି ମୃତାହତ ହୋଇଥିବା ନେଇ ସୂଚନା ମିଳିନାହିଁ। ଯେଉଁ…

ଫଳ ବିକ୍ରେତା କହିଲେ: ମୋତେ ମିଳିବ ପଦ୍ମଶ୍ରୀ, ସ୍ବପ୍ନରେ ବି ଭାବି ନ ଥିଲି

କେନ୍ଦ୍ର ସରକାର ସାଧାରଣତନ୍ତ୍ର ଦିବସ ପୂର୍ବରୁ ୨୦୨୦ ପଦ୍ମ ପୁରସ୍କାର ଘୋଷଣା କରିଛନ୍ତି। ଚଳିତବର୍ଷ ୭ଜଣଙ୍କୁ ପଦ୍ମ ବିଭୂଷଣ, ୧୬ଜଣଙ୍କୁ ପଦ୍ମଭୂଷଣ ଏବଂ ୧୧୮ ଜଣଙ୍କୁ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରାଯିବ। ଏଥର ପଦ୍ମଶ୍ରୀ ପୁରସ୍କାର ପାଇଁ ଅନେକ ସାଧାରଣ ବ୍ୟକ୍ତି…

ଓଲଟିଲା ବସ୍‌, ୪୦ ଯାତ୍ରୀ ଆହତ

ବଡ଼ସାହି,୨୭।୧(ସ୍ବ.ପ୍ର.): ମୟୂରଭଞ୍ଜ ଜିଲା ମାଣତ୍ରୀରୁ ବାରିପଦା ଯାଉଥିବା ଏକ ଯାତ୍ରୀବାହୀ ବସ୍‌ ଆରପଟ୍ଟା ନିକଟରେ ସୋମବାର ଅପରାହ୍ନରେ ଭାରସାମ୍ୟ ହରାଇ ରାସ୍ତାପାର୍ଶକୁ ଓଲଟି ପଡ଼ିଛି । ଫଳରେ ୪୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି । ସେମାନଙ୍କୁ ଆମ୍ବୁଲାନ୍ସ ଯୋଗେ ବାରିପଦା…

ସିଏଏ ବିରୋଧୀ ହିଂସା ପାଇଁ ବାହାରୁ ଆସୁଥିଲା ଅର୍ଥ !

ନୂଆଦିଲ୍ଲୀ,୨୭।୧: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ବିରୋଧ କରିବା ପଛରେ ଦେଶ ବିରୋଧୀ ଶକ୍ତି ଅଛି ବୋଲି କୁହାଯାଉଛି। ପ୍ରବର୍ତ୍ତନ ନିର୍ଦ୍ଦଶାଳୟ(ଇଡି)ର ଏକ ରିପୋର୍ଟରେ କୁହାଯାଇଛି କି ସିଏଏକୁ ବିରୋଧ କରି ଦେଶରେ ହିଂସାର ବାତାବରଣ ସୃଷ୍ଟି କରିବାକୁ ବାହାରୁ ଅର୍ଥ ଆସୁଥିଲା।…

ଭାଜପା କର୍ମୀଙ୍କ ଘରେ ଭୋଜନ କରିବାରୁ ଶାହାଙ୍କୁ ଟାର୍ଗେଟ କଲେ ବଲିଉଡ୍‌ ଅଭିନେତ୍ରୀ

ନୂଆଦିଲ୍ଲୀ,୨୭।୧: ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଓ ଦିଲ୍ଲୀର ଭାଜପା ମୁଖ୍ୟ ମନୋଜ ତିଓ୍ବାରୀଙ୍କ ଏକ ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହି ଫଟୋରେ ଶାହା ଓ ମନୋଜ ଭୋଜନ କରୁଥିବାର ଦେଖିବାକୁ ମିଳିଛି। ଅପରପକ୍ଷେ ଏହି…

ଓବାମାଙ୍କ ଟୁଇଟ୍‌କୁ କପି କଲେ ଟ୍ରମ୍ପ: ସୋସିଆଲ ମିଡିଆରେ ଭାଇରାଲ

ଓ୍ବାଶିଂଟନ,୨୭।୧: ଆମେରିକାର ବେଶ୍‌ ପରିଚିତ ବାସ୍କେଟବଲ ଖେଳାଳି କୋବେ କ୍ରାୟଣ୍ଟଙ୍କ ଅସମୟ ମୃତ୍ୟୁକୁ ନେଇ ସାରା ଆମେରିକାରେ ଏକ ପ୍ରକାଶ ଶୋକର ଛାୟା ଖେଳି ଯାଇଛି। ଏହି ଖବର ପାଇବା ପରେ ସମସ୍ତେ ଶୋକ ପ୍ରକାଶ କରୁଛନ୍ତି। କୋବେଙ୍କ ମୃତ୍ୟୁ କେବଳ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri