Home Left

କିଏ ସେହି ସାଲ୍ଲୁମାରଡା ଥିମ୍ମାକ୍କା, ଯାହାଙ୍କୁ ମନେପକାଇଲେ ମୋଦି

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚଳିତବର୍ଷ ପ୍ରଥମ ‘ମନ୍‌ କୀ ବାତ୍‌’ କାର୍ଯ୍ୟକ୍ରମରେ ଦେଶକୁ ସମ୍ବୋଧିତ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ମୋଦି ଗତବର୍ଷ ଭାଇରାଲ ହୋଇଥିବା ଏକ ଭିଡିଓ ବିଷୟରେ ଆଲୋଚନା କରି କହିଥିଲେ, ଉକ୍ତ ଭିଡିଓରେ ସାରା ଦେଶ ଦେଖିଛି କେମିତି…

ଭୁଲ ବୁଝାମଣାରେ ପୋଲିଓ ଟିମ୍‌କୁ ଅଟକ ରଖି ନିସ୍ତୁକ ମାଡ଼ ମାରିଲେ ଲୋକେ

ମିରଟ,୨୭।୧: ଦେଶର ବିଭିନ୍ନ ସ୍ଥାନରେ ଏବେ ବି ନାଗରିକତ୍ୱ ସଂଶୋଧନ ଆଇନ୍‌ (ସିଏଏ)କୁ ନେଇ ବିରୋଧ ଜାରି ରହିଛି। ଏହାକୁ ନେଇ ବିଭିନ୍ନ ପ୍ରକାରର ଗୁଜବ ସୃଷ୍ଟି ହେଉଥିବା ବେଳେ ଏଥିପାଇଁ କେତେକଙ୍କ ଜୀବନ ମଧ୍ୟ ଯାଉଥିବାର ନଜର ଆସିଛି। ଇତିମଧ୍ୟରେ…

ନିର୍ଭୟା ମାମଲା: ଆବେଦନର ଶୀଘ୍ର ଶୁଣାଣି ପାଇଁ ସୁପ୍ରିମକୋର୍ଟଙ୍କୁ ଅନୁରୋଧ କଲେ ଦୋଷୀ ମୁକେଶ

ନୂଆଦିଲ୍ଲୀ,୨୭।୧: ନିର୍ଭୟା ଗଣବଳାତ୍କାର ମାମଲାରେ ୪ଦୋଷୀଙ୍କୁ ଫେବୃୟାରୀ ୧ରେ ଫାଶୀ ଦିଆଯିବ ବୋଲି କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏବେ ଏହି ଭୟରେ ଦିନ ଗଣୁଥିବା ୪ ଦୋଷୀଙ୍କ ମଧ୍ୟରୁ ମୁକେଶ କୁମାର ସିଂ ପୁଣିଥରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ରାଷ୍ଟ୍ରପତିଙ୍କ ନିକଟରୁ…

ବ୍ରାଏଣ୍ଟଙ୍କ ପଦାଙ୍କ ଅନୁସରଣ କରିଥିଲେ ଝିଅ ଜିଆନା

କାଲିଫର୍ନିଆ, ୨୭।୧: କିମ୍ବଦନ୍ତୀ ବାସ୍କେଟବଲ୍‌ ଖେଳାଳି କୋବେ ବ୍ରାଏଣ୍ଟଙ୍କ ହେଲିକପ୍ଟର ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣାରେ ତାଙ୍କ ୧୩ବର୍ଷ ଝିଅ ଜିଆନା ମାରିଆ ମଧ୍ୟ ପ୍ରାଣ ହରାଇଛନ୍ତି। ବାପାଙ୍କ ଭଳି ଝିଅଙ୍କର ମଧ୍ୟ ବାସ୍କେଟବଲ୍‌ ଖେଳରେ ରୁଚି ରହିଥିଲା। ସେ…

ମଦ ନିଶାରେ ନିଜ ଶରୀରରେ ଭୁସିଦେଲେ ବୋତଲ

ରାୟଗଡ଼ା ଅଫିସ,୨୭।୧: ରାୟଗଡ଼ାର ମଝିଘରିଆଣି ମନ୍ଦିର ନିକଟରେ ଥିବା ବଙ୍ଗାଳିସାହିରେ ମହେଶ୍ୱର କଲାକା ମଦନିଶାରେ ସୋମବାର ନିଜଦେହରେ ମଦ ବୋତଲ ଭୁସି ଦେଇଛନ୍ତି। ରକ୍ତାକ୍ତ ଅବସ୍ଥାରେ ଘରୁ ଟାଉନ୍‌ ପୋଲିସ ଷ୍ଟେଶନକୁ ଦୌଡ଼ି ଯାଇ ନିଜେ ପୋଲିସଙ୍କୁ କହିଥିଲେ। ଏହା ପରେ…

ସାଇକେଲ୍‌ ମେକାନିକ୍‌ଙ୍କଠାରୁ କରଜ କରିଛନ୍ତି ଭାଇଜାନ

ମୁମ୍ବାଇ: ବଲିଉଡ୍‌ ସୁପରଷ୍ଟାର ସଲମାନ ଖାଁଙ୍କ କଥା କିଏ ବା ନ ଜାଣେ। ବଲିଉଡ୍‌ ହେଉ କି ତାଙ୍କ ପ୍ରଶଂସକ ସମସ୍ତଙ୍କ ହୃଦୟରେ ସେ ରାଜ କରିଥାନ୍ତି। ଫିଲ୍ମ ହେଉ ବା ସମାଜ ସେବା ପାଇଁ ସଲମାନ ସବୁବେଳେ ପ୍ରଶଂସା ପାଇଥାନ୍ତି।…

କଙ୍ଗନାଙ୍କୁ ଶୁଭେଚ୍ଛା ଜଣାଇଲେ ଆଲିଆ

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାଣାଓ୍ବତଙ୍କୁ ଭାରତ ସରକାରଙ୍କ ପକ୍ଷରୁ ପଦ୍ମଶ୍ରୀ ପୁରସ୍କାର ପ୍ରଦାନ ଘୋଷଣା ପରେ ତାଙ୍କ ପ୍ରଶଂସକଙ୍କ ମହଲରେ ଆନନ୍ଦର ଲହରି ଖେଳିଯାଇଛି। ଫିଲ୍ମ ଇଣ୍ଡଷ୍ଟ୍ରିର ତାଙ୍କ ପ୍ରତିଦ୍ୱନ୍ଦ୍ୱୀ କୁହାଯାଉଥିବା ଅଭିନେତ୍ରୀମାନେ ମଧ୍ୟ କଙ୍ଗନାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏଥିରୁ…

ଶୋକ ପ୍ରକାଶ କଲେ ରୋନାଲ୍ଡୋ, କୋହଲି

କାଲିଫର୍ନିଆ,୨୭।୧- କିମ୍ବଦନ୍ତୀ ବାସ୍କେଟବଲ ଖେଳାଳି କୋବେ ବ୍ରାଏଣ୍ଟ ହେଲିକପ୍ଟର ଦୁର୍ଘଟଣାରେ ପ୍ରାଣ ହରାଇଛନ୍ତି। ଏଥି ଯୋଗୁ କ୍ରୀଡ଼ା ଜଗତରେ ଖେଳିଯାଇଛି ଶୋକର ଛାୟା। ଫୁଟବଲ ଷ୍ଟାର କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କଠାରୁ ଆରମ୍ଭ କରି ଟେନିସ ଖେଳାଳି ନୋଭାକ ଜୋକୋଭିଚ୍‌, ଭାରତୀୟ କ୍ରିକେଟ ଦଳର…

ଶରଜିଲ୍‌ଙ୍କ ପରିବାରକୁ ମିଳୁଛି ଧମକ

ପାଟନା,୨୭।୧: ଦିଲ୍ଲୀର ସାହିନ ବାଗରେ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ଓ ଏନ୍‌ଆର୍‌ସିକୁ ନେଇ ବିରୋଧ ପ୍ରଦର୍ଶନର ସୂତ୍ରଧର କୁହାଯାଉଥିବା ତଥା ଆପତ୍ତିଜନକ ବୟାନ ଦେଉଥିବା ଶରଜିଲ୍‌ ଇମାମାଙ୍କ ପୈତୃକ ବାସଭବନରେ ଚଢାଉ କରାଯାଇଛି। ଏହାପରେ ଏମିତି ଏକ ବୟାନ ସାମ୍ନାକୁ ଆସିଛି…

ପ୍ରିନ୍ସ ଓ୍ବିଲିୟମ୍‌ଙ୍କୁ ମିଳିଲା ନୂଆ ରାଜକୀୟ ପଦ

ଲଣ୍ଡନ,୨୭।୧: ବ୍ରିଟେନର ମହାରାଣୀ ଏଲିଜାବେଥ ତାଙ୍କ ବଡ଼ ନାତି ପ୍ରିନ୍ସ ଓ୍ବିଲିୟମ୍‌ଙ୍କୁ ଏକ ନୂଆ ରାଜକୀୟ ଉପାଧିରେ ପୁରସ୍କୃତ କରିଛନ୍ତି। ନିକଟରେ ସସେ୍‌କ୍ସର ଡ୍ୟୁକ ଓ ଡଚେସ୍‌ ପ୍ରିନ୍ସ ହ୍ୟାରୀ ଓ ମେଘାନ ମାର୍କେଲ ରାଜ ପରିବାରରେ ନିଜର ଭବିଷ୍ୟତକୁ ନେଇ…

କୋବେ ବ୍ରାଏଣ୍ଟଙ୍କ ମୃତ୍ୟୁରେ ସାରା ବିଶ୍ୱରେ ଶୋକର ଛାୟା: ତାଙ୍କ ଚିଠିରୁ ନିର୍ମିତ ଫିଲ୍ମ ଜିତିଥିଲା ଓସ୍କାର

କାଲିିଫର୍ନିଆ,୨୭।୧: ବିଶ୍ୱର ପ୍ରସିଦ୍ଧ ବାସ୍କେଟବଲ ଖେଳାଳି କୋବେ ବ୍ରାଏଣ୍ଟଙ୍କ ହେଲିକପ୍ଟର ଦୁର୍ଘଟଣାରେ ମୃତ୍ୟୁ ଖବର ପ୍ରସାରିତ ହେବାପରେ ସାରା ବିଶ୍ୱରେ ଶୋକର ଛାୟା ଖେଳିଯାଇଛି। ତାଙ୍କ ମୃତ୍ୟୁରେ କେବଳ କ୍ରୀଡା ଜଗତ ନୁହେଁ, ବିଶ୍ୱର ଲୋକପ୍ରିୟ ସେଲିବ୍ରିଟି ମଧ୍ୟ ଶୋକ ପ୍ରକାଶ…

ବସ୍‌-ଟ୍ରାକ୍ଟର ଦୁର୍ଘଟଣାରେ ୨ ଶ୍ରମିକ ମୃତ୍ୟୁ ଘଟଣା: କାଗଜପତ୍ର ନ ଥିବାରୁ ଜରିମାନା ଆଦାୟ

ସମ୍ବଲପୁର,୨୭।୧(ବ୍ୟୁରୋ): ସମ୍ବଲପୁର ଜାତୀୟ ରାଜପଥ ୫୫ରେ ଯୁଯୁମୁରା ଥାନା ମୁଦେର ଗ୍ରାମ ନିକଟରେ ରବିବାର ପୂର୍ବାହ୍ନରେ ଏକ ଟ୍ରାକ୍ଟର ପଛରେ ଯାତ୍ରୀବାହୀ ବସ୍‌ ଧକ୍କା ଦେବାରୁ ଏଥିରେ ଏକ କମ୍ପାନୀରେ କାମ କରୁଥିବା ୨ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ବେଳେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri