ଘର ନିର୍ମାଣକୁ ନେଇ ବେଣୀପୁର ଗାଁରେ ଉତ୍ତେଜନା, ୫ ଘଣ୍ଟା ଧରି ପୋଲିସ ଅଟକ
ଗୋପ,୨୬।୧(ଡି.ଏନ୍.ଏ.): ପୁରୀ ଜିଲା ଗୋପ ଥାନା ଅଧୀନ ବେଣୀପୁର ଗାଁରେ ଗୋପ ପୋଲିସ ଦୀର୍ଘ ୫ ଘଣ୍ଟା ଧରି ଅଟକ ରହିଛି । ଜମିଜମାକୁ ନେଇ ଏପରି ଘଟଣା ଘଟିଥିବା କୁହାଯାଉଛି। ପ୍ରକାଶ ଯେ,ବେଣୀପୁର ଗାଁର ଜଗବନ୍ଧୁ ରାଉତ ରବିବାର ତାଙ୍କ…
ଜମ୍ମୁ-କଶ୍ମୀରରେ ସୁରକ୍ଷା କର୍ମୀଙ୍କୁ ମିଳିଛି ବଡ ସଫଳତା
ଶ୍ରୀନଗର,୨୬।୧: ଅଓ୍ବନ୍ତିପୋରାରେ ଶନିବାର ହୋଇଥିବା ଏନ୍କାଉଣ୍ଟରରେ ସୁରକ୍ଷାକର୍ମୀଙ୍କୁ ବଡ ସଫଳତା ମିଳିଛି। ଏଥିରେ ପୁଲଓ୍ବାମା ଆତଙ୍କବାଦୀ ଆକ୍ରମଣର ମାଷ୍ଟର ମାଇଣ୍ଡଙ୍କ ମୃତ୍ୟୁ ହୋଇଥିବା କୁହାଯାଉଛି। ଆତଙ୍କବାଦୀ ସଙ୍ଗଠନ ଜୈଶ-ଇ-ମହମ୍ମଦର ମୁଖ୍ୟଥିବା କାରୀ ୟାସିରଙ୍କ ଏହି ଏନକାଉଣ୍ଟରରେ ମୃତ୍ୟୁ ହୋଇଛି ବୋଲି କୁହାଯାଉଛି।…
ସ୍ବାଭିମାନ ଅଞ୍ଚଳରେ କଡ଼ା ବିରୋଧ: ଗ୍ରାମବାସୀଙ୍କ ଆକ୍ରମଣରେ ଜଣେ ମାଓବାଦୀ ମୃତ, ଜଣେ ଗୁରୁତର
ମାଲକାନଗିରି,୨୬।୧(ସ୍ବ.ପ୍ର.): ମାଲକାନଗିରି ଜିଲା ସ୍ବାଭିମାନ ଅଞ୍ଚଳରେ ଶନିବାର ରାତିରେ ମାଓବାଦୀଙ୍କୁ କଡ଼ା ବିରୋଧ କରାଯାଇଛି। ଉକ୍ତ ଅଞ୍ଚଳର ଜନ୍ତୁରାଇ ଗାଁକୁ ମାଓବାଦୀ ଆସି ଉନ୍ନୟନମୂଳକ କାର୍ଯ୍ୟକୁ ବିରୋଧ କରିବା ଲାଗି ଗ୍ରାମବାସୀଙ୍କୁ ଆଦେଶ ଦେଇଥିଲେ। ମାତ୍ର ଗ୍ରାମବାସୀ ଏହାର ବିରୋଧ କରିବା…
ସାଧାରଣତନ୍ତ୍ର ଦିବସରେ ଟିମ୍ ଇଣ୍ଡିଆର ଭେଟି
ଅକ୍ଲାଣ୍ଡ,୨୬।୧- ଦେଶର ୭୧ତମ ସାଧାରଣତନ୍ତ୍ର ଦିବସରେ ବିଜୟ ଭେଟି ଦେଇଛି ଟିମ୍ ଇଣ୍ଡିଆ। ସ୍ଥାନୀୟ ଇଡେନ ପାର୍କରେ ଅନୁଷ୍ଠିତ ନ୍ୟୁଜିଲାଣ୍ଡ ବିପକ୍ଷ ଦ୍ୱିତୀୟ ଟି୨୦ ମ୍ୟାଚ୍କୁ ଭାରତ ସହଜରେ ଜିତିନେଇଛି। ଘରୋଇ ଦଳ ପକ୍ଷରୁ ଧାର୍ଯ୍ୟ ୧୩୩ ରନ୍ର ବିଜୟ ଲକ୍ଷ୍ୟକୁ…
ସମ୍ବିଧାନ ସୁରକ୍ଷା ପାଇଁ ୧୧ କିମି ଲମ୍ବ ମାନବ ଶୃଙ୍ଖଳ
କୋଲକାତା,୨୬।୧: ସମ୍ବିଧାନ ସୁରକ୍ଷା ପାଇଁ କୋଲକାତାରେ ୧୧ କିମି ଲମ୍ବ ମାନବ ଶୃଙ୍ଖଳ ଲୋକମାନଙ୍କ ଦ୍ୱାରା କରାଯାଇଛି। ସାଧାରଣତନ୍ତ୍ର ଦିବସ ଅବସରରେ ରବିବାର ଏଭଳି ହୋଇଛି। ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ଏବଂ ରାଷ୍ଟ୍ରୀୟ ନାଗରିକତ୍ୱ ପଞ୍ଜିକା(ଏନ୍ଆର୍ସି)କୁ ବିରୋଧ କରି ୟୁନାଇଟେଡ୍ ଇଣ୍ଟରଫେଥ୍…
ପଦ୍ମଶ୍ରୀ ଶରିଫ୍: ଗତ ୨୭ ବର୍ଷ ଧରି କରୁଛନ୍ତି ଅଚିହ୍ନା ମୃତ ଦେହ ସଂସ୍କାର
ଅଯୋଧ୍ୟା,୨୬।୧: ଉତ୍ତରପ୍ରଦେଶ ଅଯୋଧ୍ୟାର ମହମ୍ମଦ୍ ଶରିଫ୍ଙ୍କୁ ୨୦୨୦ରେ ପଦ୍ମଶ୍ରୀ ସମ୍ମାନ ମିଳିବ ବୋଲି ଘୋଷଣା କରାଯାଇଛି। ଶରିଫ୍ ଗତ ୨୭ ବର୍ଷ ଧରି ଅଚିହ୍ନା ମୃତଦେହଙ୍କ ସଂସ୍କାର ଜାରି ରଖିଛନ୍ତି। ଇତିମଧ୍ୟରେ ସେ ୩ ହଜାର ହିନ୍ଦୁ ଏବଂ ଅଢ଼େଇ ହଜାର…
ଆଜ୍ଞା, ଈଶ୍ୱରଙ୍କୁ ଦେଖିଛନ୍ତି କି
ଈଶ୍ୱରଙ୍କ ମହିମା ଏବଂ ଲୀଳାଗୁଡ଼ିକୁ ବିଭିନ୍ନ ଶାସ୍ତ୍ର ପୁରାଣ, ଗୀତା, ଭାଗବତ, ପ୍ରବଚନ ଅବା ଅନେକ ଭକ୍ତଙ୍କ ଦିବ୍ୟାନୁଭୂତିକୁ ଶ୍ରବଣ କରିସାରିବା ପରେ ଆଧ୍ୟାତ୍ମିକ ଦୁନିଆରେ ପାଦ ଥାପୁଥିବା ଅବା ଏ ଇଲାକାରେ ଅନେକ ଦିନ ହେଲା ଘୂରି ବୁଲୁଥିବା ଜିଜ୍ଞାସୁ…
ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସ
ନୟାଗଡ଼ ଅଫିସ,୨୬ା୧: ନୟାଗଡ଼ ଜିଲା ସଦର ମହକୁମା ପୋଲିସ ଟ୍ରେନିଂ ପଡିଆରେ ରବିବାର ୭୧ତମ ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ମୁଖ୍ୟଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ।…
ରାୟଗଡ଼ାରେ ତ୍ରିରଙ୍ଗା ଉଡ଼ାଇଲେ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ
ରାୟଗଡ଼ା ଅଫିସ,୨୬।୧: ରାୟଗଡ଼ା ଜିଲା ସଦର ମହକୁମାସ୍ଥିତ ଗୋବିନ୍ଦ ଚନ୍ଦ୍ର ଦେବ ଉଚ୍ଚ ବିଦ୍ୟାଳୟ ପଡ଼ିଆରେ ରବିବାର ୭୧ ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ଏଥିରେ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଟୁକୁନି ସାହୁ ମୁଖ୍ୟ ଅତିଥି ଭାବେ…
୩୦ ହଜାର ଯାତ୍ରୀଙ୍କୁ ଜାତୀୟ ପତାକା ବାଣ୍ଟିଲା ଏୟାର ଇଣ୍ଡିଆ
ନୂଆଦିଲ୍ଲୀ,୨୬।୧: ସାଧାରଣତନ୍ତ୍ର ଦିବସ ଅବସରରେ ଏୟାର ଇଣ୍ଡିଆ ପକ୍ଷରୁ ଦେଶର ସମସ୍ତ ମେଟ୍ରୋ ସହର ସମେତ ଶ୍ରୀନଗର ବିମାନ ବନ୍ଦରରେ ଯାତ୍ରୀଙ୍କୁ ରବିବାର ଜାତୀୟ ପତାକା ବଣ୍ଟନ କରାଯାଇଛି। ୩୦ ହଜାରରୁ ଅଧିକ ଯାତ୍ରୀଙ୍କୁ ଜାତୀୟ ପତାକା ପ୍ରଦାନ କରାଯାଇଥିବା ଏୟାର…
ଉଦ୍ଧବ ଠାକରେଙ୍କ କାର୍ଯ୍ୟକ୍ରମକୁ ଆସିବେ ନାହିଁ କଂଗ୍ରେସ-ଏନ୍ସିପି ନେତା
ମୁମ୍ବାଇ, ୨୬।୧: ମହାରାଷ୍ଟ୍ରର ଶିବସେନା, କଂଗ୍ରେସ ଓ ଏନ୍ସିପି ମେଣ୍ଟ ସରକାରରେ ଚାଲିଥିବା ତୁତୁମେମେ ଯେମିତି ଶେଷ ହେବାର ନା ନେଉନି। ବିଶେଷ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ କାର୍ଯ୍ୟକ୍ରମରେ ଏବେ କଂଗ୍ରେସ ଓ ଏନ୍ସିପି ନେତା…
କନ୍ଧମାଳ ଜିଲାସ୍ତରୀୟ ସାଧାରଣତଦନ୍ତ୍ର ଦିବସ, ପତାକା ଉତ୍ତୋଳନ କଲେ ଜିଲାପାଳ
ଫୁଲବାଣୀ ଅଫିସ,୨୬ା୧- ଫୁଲବାଣୀ ଷ୍ଟାଡିୟମରେ କନ୍ଧମାଳ ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ମୁଖ୍ୟଅତିଥି ଭାବେ ଜିଲାପାଳ ଡ. ବୃନ୍ଦା ଡି ଯୋଗଦେଇ ମିଳିତ ପରେଡରେ ଅଭିଭାବଦନ ଗ୍ରହଣ କରିଥିଲେ। ଏହାପରେ ବିଭିନ୍ନ ସ୍କୁଲର ଛାତ୍ରୀଛାତ୍ରମାନେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ମାଧ୍ୟମରେ…
Archives


