ଧୋନୀଙ୍କ ପାଇଁ ପାଗଳ ପ୍ରଶଂସକ: ପ୍ରସ୍ତୁତ କଲେ ରାପ୍ ସଙ୍ଗ୍, ୟୁଟ୍ୟୁବରେ ମଚାଇଲା ଧୁମ୍
ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ପୁଣି କେବେ କ୍ରିକେଟକୁ ଫେରିବେ ତାକୁ ନେଇ ସବୁଠି ଚର୍ଚ୍ଚା। ପ୍ରଶଂସକମାନେ ମଧ୍ୟ ତାଙ୍କ ଫେରିବା ବାଟକୁ ଚାହିଁ ବସିଛନ୍ତି। ନିକଟରେ ଧୋନୀଙ୍କର ଜଣେ ପ୍ରଶଂସକ ତାଙ୍କୁ ନେଇ ଏକ…
ପର୍ଯ୍ୟଟନ କ୍ଷେତ୍ର ଶ୍ରୀନୀଳମାଧବ ପୀଠ: ରୋପୱେ ଯୋଜନା ଫାଇଲ ତଳେ
ଖଣ୍ଡପଡ଼ା,୨୬ା୧(ସ୍ବ.ପ୍ର.): ରାଜ୍ୟ ପର୍ଯ୍ୟଟନ ମାନଚିତ୍ରରେ ସ୍ଥାନିତ କଣ୍ଟିଲୋ ଶ୍ରୀ ନୀଳମାଧବ ପୀଠକୁ ରାଜ୍ୟ ତଥା ରାଜ୍ୟ ବାହାରୁ ପ୍ରତ୍ୟହ ଶତାଧିକ ପର୍ଯ୍ୟଟକ ଆସୁଛନ୍ତି। ସେମାନଙ୍କ ମଧ୍ୟରୁ କେତେକ ବୟସାଧିକ ଓ ଭିନ୍ନକ୍ଷମ କାରଣରୁ ପାହାଡ ଚଢି ମନ୍ଦିରକୁ ଯିବା କଷ୍ଟସାଧ୍ୟ ହେଉଛି।…
ବିଶ୍ୱାବସୁ ଶବର ରାଜା ବଂଶଧର ଜାତିଆଣ ବୈଠକ ଶବର ଜାତିର ସମସ୍ୟା ଉପରେ ଗୁରୁତ୍ୱ
ଖଣ୍ଡପଡ଼ା,୨୬ା୧(ସ୍ବ.ପ୍ର.): ଭାପୁର ବ୍ଲକ ଧାନଚେଙ୍ଗଡା ପଞ୍ଚାୟତ କାଳିଆପଲ୍ଲୀରେ ଶନିବାର ବିଶ୍ୱାବସୁ ଶବର ରାଜା ବଂଶଧର ଜାତିଆଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ମୁରଲୀ ନାୟକ ସଭାପତିତ୍ୱ କରିଥିବା ବେଳେ ବଲାଙ୍ଗୀର ଜିଲାର ଆଦିବାସୀ ନେତା ସତ୍ୟ ନାରାୟଣ ଭୋଇ ମୁଖ୍ୟଅତିଥି ଭାବେ…
ସଚିନଙ୍କଠାରୁ ଧୋନୀ: ଏହି ୫ ଖେଳାଳି ସେନା ପୋଷାକ ପିନ୍ଧି ଉଡାଇଥିଲେ ତ୍ରିରଙ୍ଗା
ଭାରତୀୟ କ୍ରିକେଟ ଦଳର ଏମିତି କିଛି ଖେଳାଳି ଅଛନ୍ତି, ଯେଉଁମାନେ ଭାରତୀୟ ସେନାରେ ନିଜକୁ ସାମିଲ କରିଛନ୍ତି। ହେମୁ ଅଧିକାରୀ, ମହେନ୍ଦ୍ର ସିଂ ଧୋନୀ, ସଚିନ ତେନ୍ଦୁଲକର ଏବଂ ସିକେ ନାଇଡୁଙ୍କ ଭଳି ଖେଳାଳି କ୍ରିକେଟ ସହ ଭାରତୀୟ ସେନାର ବିଭିନ୍ନ…
‘ନିଜକୁ ହିଁ ଦୋଷ ଦେଇପାରିବେ ପନ୍ତ’
ନୂଆଦିଲ୍ଲୀ,୨୬।୧- ରିଷଭ ପନ୍ତ ଭାରତୀୟ ଦଳରୁ ବାଦ୍ ପଡ଼ିବା ପାଇଁ କେବଳ ନିଜକୁ ଦୋଷ ଦେଇପାରିବେ। ତାଙ୍କୁ ଯଥେଷ୍ଟ ସୁଯୋଗ ମିଳିଛି। ମାତ୍ର ସେ ପ୍ରଦର୍ଶନ କରିବାରେ ବିଫଳ ହୋଇଛନ୍ତି। ଏଭଳି ମତ ଦେଇଛନ୍ତି ପୂର୍ବତନ ଅଧିନାୟକ କପିଳ ଦେବ। ଲୋକେଶ…
ପୁରୁଷୋତ୍ତମପୁରରେ ସାଧାରଣତନ୍ତ୍ର ଦିବସ
ପୁରୁଷୋତ୍ତମପୁର,୨୬।୧(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ସାଧାରଣତନ୍ତ୍ର ଦିବସ ରବିବାର ପାଳିତ ହୋଇଯାଇଛି। ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ଅଦାଲତରେ ବିଚାରପତି ଅନ୍ନପୂଣ୍ଣା ଷଡ଼ଙ୍ଗୀ ଜାତୀୟ ପତାକା ଉତ୍ତୋଳନ କରିଥିବା ବେଳେ ଓକିଲ ସଂଘ କାର୍ଯ୍ୟାଳୟରେ ସଭାପତି ଜଗନ ମୋହନ ପଟ୍ଟନାୟକ,…
ଜେଏନ୍ୟୁ ଛାତ୍ର ନେତା ଶରଜିଲ୍ଙ୍କ ମୁଣ୍ଡକାଟ କଲେ ମିଳିବ ଏକ କୋଟି: ହିନ୍ଦୁ ନେତା କଲେ ଘୋଷଣା
ନୂଆଦିଲ୍ଲୀ,୨୬।୧: ହିନ୍ଦୁତ୍ୱବାଦୀ ନେତା ଅମିତ ଜାନିଙ୍କ ଏକ ବିବାଦୀୟ ମନ୍ତବ୍ୟ ନେଇ ଚର୍ଚ୍ଚା ଜାରି ରହିଛି। ସେ ଜେଏନ୍ୟୁ ଛାତ୍ର ନେତା ଶରଜିଲ୍ ଇମାମ୍ଙ୍କ ମୁଣ୍ଡକାଟ ପାଇଁ କୋଟିଏ ଟଙ୍କାର ପୁରସ୍କାର ଘୋଷଣା କରିଛନ୍ତି। ଏକ ଭାଇରାଲ ଭିଡ଼ିଓରେ ଶରଜିଲ୍ ଭାରତଠାରୁ…
ଘଣ୍ଟା ବଦଳାଇବ ଭାଗ୍ୟ, ଜାଣନ୍ତୁ…
ଘଣ୍ଟା ଖାଲି ସମୟ କହେନି। ବାସ୍ତୁ ଅନୁସାରେ ଏହାକୁ ଘରେ ରଖିଲେ ଭାଗ୍ୟ ବି ବଦଳିପାରେ। ତାହା କେମିତି ଜାଣନ୍ତୁ ନିମ୍ନରୁ… ଦୁର୍ଭାଗ୍ୟ ସୂଚକ ଅଟେ ବନ୍ଦ ଘଣ୍ଟା ବାସ୍ତୁ ଅନୁସାରେ ବନ୍ଦ ଘଣ୍ଟା ଜୀବନରେ ସମସ୍ୟା ସୃଷ୍ଟି କରିପାରେ। ଘରେ…
ସ୍ବାଧୀନତା ସଂଗ୍ରାମରେ ଭଦ୍ରକର ରହିଛି ଅତୁଳନୀୟ ଅବଦାନ: ଜିଲାପାଳ
ଭଦ୍ରକ ଅଫିସ,୨୬।୧: ଭଦ୍ରକଠାରେ ୭୧ ତମ ସାଧାରଣତନ୍ତ୍ର ଦିବସ ରବିବାର ପାଳନ କରାଯାଇଛି। ଭଦ୍ରକ ନେହେରୁ ଷ୍ଟାଡିୟମଠାରେ ଅନୁଷ୍ଠିତ ଏହି ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସରେ ମୁଖ୍ୟଅତିଥି ଭାବେ ଭଦ୍ରକ ଜିଲାପାଳ ଜ୍ଞାନରଞ୍ଜନ ଦାସ ଯୋଗଦେଇ ସ୍ବାଧୀନତା ସଂଗ୍ରାମରେ ସଂଗ୍ରାମୀ ମାଟି ଭଦ୍ରକର…
ପଡ଼ିଲା ପ୍ରଥମ ଉଇକେଟ
ଅକ୍ଲାଣ୍ଡ,୨୬।୧- ଭାରତ ବିପକ୍ଷ ଦ୍ୱିତୀୟ ଟି୨୦ ଅନ୍ତର୍ଜାତୀୟ ମ୍ୟାଚ୍ରେ ନ୍ୟୁଜିଲାଣ୍ଡ ତା’ର ପ୍ରଥମ ଉଇକେଟ ହରାଇଛି। ଦଳୀୟ ସ୍କୋର ୬ ଓଭରରେ ୪୮ ରନ୍ ହୋଇଥିବାବେଳେ ମାର୍ଟିନ ଗୁପଟିଲ (୩୩)ଙ୍କ ରୂପେ ପ୍ରଥମ ବ୍ୟାଟ୍ସମ୍ୟାନ ପ୍ୟାଭିଲିୟନ ଫେରିଛନ୍ତି। ତାଙ୍କ ଉଇକେଟ ହାତେଇଛନ୍ତି…
ଶିକ୍ଷୟିତ୍ରୀଙ୍କ ପାଠପଢା ଶୈଳୀକୁ ପ୍ରଶଂସା କଲେ ଆନନ୍ଦ ମହିନ୍ଦ୍ରା, ଶାହାରୁଖ
ପାଟନା,୨୬।୧: ବିହାର ଶିକ୍ଷା ବ୍ୟବସ୍ଥା ସବୁବେଳେ ଚର୍ଚ୍ଚାରେ ରହୁଥିବା ବେଳେ ଏବେ ସେଠାକାର ଜଣେ ଶିକ୍ଷୟିତ୍ରୀଙ୍କ ପାଠପଢା ଶୈଳୀ ଭାଇରାଲ ହେବାରେ ଲାଗିଛି। ସରକାରୀ ସ୍କୁଲର ଜଣେ ଶିକ୍ଷୟିତ୍ରୀଙ୍କ ପାଠପଢାଇବା ଶୈଳୀକୁ କେବଳ ସାଧାରଣ ଜନତା ନୁହେଁ ବଲିଉଡ୍ ଅଭିନେତା ଶାହାରୁଖ…
ରେଭେନ୍ଶାରେ ସାଧାରଣତନ୍ତ୍ର ଦିବସ,୧୫୨ ମିଟର ତ୍ରିରଙ୍ଗା ଧରି ବିଶ୍ୱବିଦ୍ୟାଳୟ ପରିକ୍ରମା କଲେ ଛାତ୍ରୀଛାତ୍ର
କଟକ ଅଫିସ, ୨୬।୧- ରେଭେନ୍ଶା ବିଶ୍ୱବିଦ୍ୟାଳୟ ଖେଳପଡ଼ିଆରେ ୭୧ତମ ସାଧାରଣତନ୍ତ୍ର ଦିବସ ରବିବାର ପାଳିତ ହୋଇଯାଇଛି। ଏଥିରେ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ଇଶାନ କୁମାର ପାତ୍ର ପତାକା ଉତ୍ତୋଳନ କରିଥିଲେ। ଏହି ଅବସରରେ ସେ କହିଥିଲେ ଯେ, ଛାତ୍ରୀଛାତ୍ରଙ୍କୁ ସବୁବେଳେ ସକାରାତ୍ମକ…
Archives


