ସ୍ବାସ୍ଥ୍ୟ ଉପକାରୀ କଦଳୀ
କଦଳୀ ସ୍ବାସ୍ଥ୍ୟ ଉପକାରୀ ହୋଇଥାଏ । କଦଳୀରୁ ଅନେକ ପ୍ରକାର ପୋଷକତତ୍ତ୍ୱ ସହ ଭିଟାମିନ୍ ମିଳିଥାଏ। ଏହା ଅନେକ ପ୍ରକାର ସ୍ବାସ୍ଥ୍ୟ ସମସ୍ୟା ଆଶଙ୍କାରୁ ମୁକ୍ତି ଦେଇଥାଏ। ଏଥିରୁ ପୋଟାସିୟମ, କ୍ୟାଲସିୟମ ଓ ମ୍ୟାଗ୍ନେସିୟମ ମିଳିଥାଏ। ହୃଦ୍ଘାତ ସମସ୍ୟାରୁ ମୁକ୍ତି ଦେବା…
ବିଗ୍ବସ୍ ବଦଳାଇଲା ଭାଗ୍ୟ: ମହେଶ ଭଟ୍ଟଙ୍କ ଫିଲ୍ମରେ ନଜର ଆସିବେ ଆସିମ୍, ନାୟିକା ସାଜିବେ ସନ୍ନି !
ବମ୍ବେ: ଲୋକପ୍ରିୟ ରିଆଲିଟି ଶୋ’ ବିଗ୍ବସ ଭାଗ ନେଉଥିବା ପ୍ରତିଯୋଗୀଙ୍କ ଭାଗ୍ୟ ବଦଳାଇଦିଏ। ଠିକ୍ ଏପରି କିଛି ଘଟିଛି ‘ବିଗ୍ବସ୍-୧୩’ର ପ୍ରତିଯୋଗୀ ଅସିମ୍ ରିଆଜଙ୍କ କ୍ଷେତ୍ରରେ। ଅସିମ୍ ଚଳିତ ସିଜନ୍ର ସବୁଠାରୁ ଅଧିକ ପସନ୍ଦ କରାଯାଉଥିବା ସେଲିବ୍ରିଟି ପାଲଟିଛନ୍ତି। ଏଣୁ ବଲିଉଡର…
ଅଣ୍ଡର ବ୍ରିଜ ନିର୍ମାଣ ଲାଗି ଚତୁର୍ଥ ଦିନରେ ଆନ୍ଦୋଳନ : ଜିଲା ପ୍ରଶାସନ ପକ୍ଷରୁ ବୈଠକ
କେସିଙ୍ଗା, ୨୫।୧(ଡି.ଏନ୍.ଏ.): କଳାହାଣ୍ଡି ଜିଲା କେସିଙ୍ଗା ସହର ନିକଟରେ ଥିବା ରେଳ ଫାଟକ ନିକଟରେ ଅଣ୍ଡର ବ୍ରିଜ ନିର୍ମାଣ ଦାବି ଶନିବାର ଚତୁର୍ଥ ଦିନରେ ପହଞ୍ଚିଛି। ଏ ନେଇ ଜିଲା ପ୍ରଶାସନ ପକ୍ଷରୁ କେସିଙ୍ଗା ଥାନାରେ ଏକ ଜରୁରିକାଳୀନ ବୈଠକ ଅନୁଷ୍ଠିତ…
ସେନା ପୋଷାକରେ ନଜର ଆସିଛନ୍ତି ଏହି ବଲିଉଡ୍ କଳାକାର
ମୁମ୍ବାଇ: ବଲିଉଡ୍ରେ ବିଭିନ୍ନ ସମୟରେ ଭିନ୍ନ ଭିନ୍ନ କାହଣୀକୁ ନେଇ ନିର୍ମାଣ କରାଯାଇଥାଏ ଫିଲ୍ମ। ଏମିତିକି ସତ ଘଟଣାକୁ ନେଇ ତିଆରି ହୋଇଥିବା ଫିଲ୍ମ ଦର୍ଶକଙ୍କ ମନକୁ ମଧ୍ୟ ବେଶ୍ ଛୁଇଁପାରେ। ଏହି କ୍ରମରେ ଭାରତୀୟ ସେନାଙ୍କୁ ମଧ୍ୟ ବଲିଉଡ୍ ପରଦାରେ…
ଏମିତି ସହର, ଯାହାର ସ୍ଥିତି ନାହିଁ ନିଜ ଦେଶରେ
ସାଧାରଣତଃ ପ୍ରତ୍ୟେକ ସହର ନିଜ ଦେଶରେ ହିଁ ରହିଥାଏ। ମାତ୍ର ବିଶ୍ୱରେ ଏମିତି ଏକ ସହର ରହିଛି, ଯାହାର ସ୍ଥିତି ନିଜ ଦେଶରେ ନ ରହି ଅନ୍ୟ ଦେଶରେ ରହିଛି। ଏପରି ସହରଟି ହେଉଛି କାଲିନିନ୍ଗ୍ରାଦ୍। ଯାହା ଋଷ୍ର। ମାତ୍ର ଋଷଠାରୁ…
ଏସିଆ କପ୍ରୁ ଭାରତ ଓହରିଲେ, ଆମେ ୨୦୨୧ ଟି୨୦ ବିଶ୍ୱକପ୍ରେ ଖେଳିବୁ ନାହିଁ: ପିସିବି
ଲାହୋର,୨୫।୧- ଟି୨୦ ଫର୍ମାଟରେ ହେବାକୁ ଥିବା ଏସିଆ କପ୍ ଟୁର୍ନାମେଣ୍ଟ ଆୟୋଜନ ଅଧିକାର ପାକିସ୍ତାନ ଛାଡ଼ିଦେଇଥିବା ରିପୋର୍ଟକୁ ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ମୁଖ୍ୟ କାର୍ଯ୍ୟକାରୀ ଓ୍ବାସିମ ଖାଁ ପ୍ରତ୍ୟାଖ୍ୟାନ କରିଦେଇଛନ୍ତି। ସେ କହିଛନ୍ତିି, ଯଦି ଭାରତ ଏସିଆ କପ୍ ପାଇଁ…
୧୨ ବର୍ଷରେ ଥରେ ଫୁଟେ ଏହି ଫୁଲ
କଶ୍ମୀରରୁ ନେଇ କନ୍ୟାକୁମାରୀ ପର୍ଯ୍ୟନ୍ତ ଭାରତର କୋଣେ କୋଣେ ପ୍ରକୃତି କୋଳରେ ଏମିତି ବିସ୍ମୟ ଖଞ୍ଜି ହୋଇ ରହିଛି ଯାହା ଦେଖେଣାହାରୀଙ୍କ ମନ ମୋହିଥାଏ। ସହର, ଗାଁ, ପାହାଡ, ଗୁମ୍ପା ସବୁଠି କିଛି ନା କିଛି ପ୍ରକୃତିର ବିସ୍ମୟ ଲୁଚି ରହିଛି।…
୫ ଲକ୍ଷ ରନ୍ ପୂରଣ କଲା ଇଂଲଣ୍ଡ
ଜୋହାନ୍ସବର୍ଗ,୨୫।୧- ଟେଷ୍ଟ କ୍ରିକେଟରେ ଇଂଲଣ୍ଡ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଇତିହାସର ପ୍ରଥମ ଦଳ ଭାବେ ଇଂଲଣ୍ଡ ଟେଷ୍ଟ କ୍ରିକେଟରେ ୫ ଲକ୍ଷ ରନ୍ ପୂରଣ କରିଛି। ଦକ୍ଷିଣ ଆଫ୍ରିକା ବିପକ୍ଷ ଚତୁର୍ଥ ତଥା ଅନ୍ତିମ ଟେଷ୍ଟ ମ୍ୟାଚ୍ରେ ଇଂଲଣ୍ଡ ଏହି…
ଜୀବିତ ସ୍ବାମୀଙ୍କ କବର ତିଆରି କଲେ ସ୍ତ୍ରୀ, ଜାଣନ୍ତୁ କାହିଁକି
ଜଣେ ବ୍ୟକ୍ତିଙ୍କ ଫୋନ୍ ୪ ମାସ ଧରି ବାଜୁ ନ ଥିଲା। ଫୋନ୍ ଖରାପ ହୋଇଥିବା ଭାବି ସେ ଦୋକାନରେ ନେଇ ଦେଖାଇଲେ ମାତ୍ର ସବୁ ଠିକ୍ଠାକ୍ ଥିବା ଦୋକାନୀ କହିଲେ। କିନ୍ତୁ କାହିଁକି ତାଙ୍କ ଫୋନ୍ ରିଙ୍ଗ୍ ହେଉନି ସେ…
୧୯ ଲକ୍ଷ ଟଙ୍କାର ଡାକ ଟିକଟ ସଂଗ୍ରହ କରି ରଖିଛନ୍ତି ଏହି ଭାରତୀୟ
କାହାର କେତେ ପ୍ରକାରର ସଉକ ରହିଥାଏ। ହେଲେ ଏମିତି ଜଣେ ଭାରତୀୟ ଅଛନ୍ତି ଯେ ଏବେସୁଦ୍ଧା ପ୍ରାୟ ୧୯ ଲକ୍ଷ ଟଙ୍କାର ଡାକ ଟିକଟ ସଂଗ୍ରହ କରି ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ଦୁବାଇରେ ରହୁଥିବା ୬୫ ବର୍ଷୀୟ ପିସି ରାମଚନ୍ଦ୍ରନ…
କରୋନାଭାଇରସ ମୁକାବିଲା ପାଇଁ ବସିଲା ଉଚ୍ଚ ସ୍ତରୀୟ ବୈଠକ
ନୂଆଦିଲ୍ଲୀ,୨୫।୧: ଚାଇନାରେ ଆତଙ୍କ ଖେଳାଇଥିବା କରୋନା ଭୂତାଣୁ ଏବେ ବିଭିନ୍ନ ଦେଶକୁ ବ୍ୟାପିବାରେ ଲାଗିଛି। ଭାରତରେ ପ୍ରଥମେ ମୁମ୍ବାଇରେ ୨ ଜଣଙ୍କ ଦେହରେ ଏହି ଭୂତାଣୁ ଥିବା ସନ୍ଦେହ କରି ଏମାନଙ୍କୁ ଚିକିତ୍ସା କରାଯାଉଛି। ଏହାର ଭୟାବହତାକୁ ଦେଖି ଶନିବାର ଦିଲ୍ଲୀରେ…
ସାବଧାନ ଥରେ ହ୍ୟାଲୋ କହିଲେ ଆପଣଙ୍କ ବ୍ୟାଙ୍କ ଖାତା ହୋଇଯିବ ଶୂନ !
ରାଞ୍ଚି,୨୫।୧: ବେଳେବେଳେ କେତେକ ଅଚିହ୍ନା ଲୋକ ମୋବାଇଲ ଯୋଗେ ଆପଣଙ୍କ ବ୍ୟାଙ୍କ ଖାତା ସମ୍ପର୍କରେ କିଛି ସୂଚନା ଦେଇଥାନ୍ତି। ତେବେ ଏଭଳି ଫୋନ୍ କଲ୍ ଠାରୁ ଦୂରେଇ ରହିବା ଆବଶ୍ୟକ। ନଚେତ ଆଖିପିଛୁଳାକେ ଆପଣଙ୍କ ବ୍ୟାଙ୍କ ଖାତା ଶୂନ ହୋଇଯିବ। ଝାଡ଼ଖଣ୍ଡର…
Archives


