୪୮ଘଣ୍ଟା ପ୍ରଚାର କରିପାରିବେନି କପିଲ ମିଶ୍ରା: ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ
ନୂଆଦିଲ୍ଲୀ,୨୫।୧: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଭାଜପା ପ୍ରାର୍ଥୀ କପିଲ ମିଶ୍ରା ୪୮ ଘଣ୍ଟା ପାଇଁ ପ୍ରଚାର କରିପାରିବେନି। ଏନେଇ ନିର୍ବାଚନ କମିଶନଙ୍କ ପକ୍ଷରୁ ନିର୍ଦ୍ଦେଶ ଜାରି ହୋଇଛି। ବିବାଦୀୟ ଟୁଇଟ୍ ମାମଲାରେ ନିର୍ବାଚନ କମିଶନଙ୍କ ପକ୍ଷରୁ କପିଲଙ୍କ ଉପରେ ଏଭଳି…
ଆମ୍ ଆଦମୀ ପାର୍ଟିରେ ଯୋଗଦେଲେ ଭାଜପା ନେତା
ନୂଆଦିଲ୍ଲୀ,୨୫।୧: ପୂର୍ବତନ ରାଜ୍ୟମନ୍ତ୍ରୀ ତଥା ଭାରତୀୟ ଜନତା ପାର୍ଟି(ଭାଜପା)ର ଜଣେ ବରିଷ୍ଠ ନେତା ଶନିବାର ପଦ୍ମଛାଡି ଝାଡୁ ଧରିଛନ୍ତି। ଅର୍ଥାତ୍ ଭାଜପା ନେତା ହରଶରଣ ସିଂ ବାଲି ଏବେ ଭାଜପା ଛାଡି ଆମ ଆଦମୀ ପାର୍ଟି(ଏଏପି)ରେ ଯୋଗ ଦେଇଛନ୍ତି। ଶନିବାର ଏଏପି…
ଛାତ୍ରୀଙ୍କୁ ଅଧ୍ୟାପକଙ୍କ ଦୁର୍ବ୍ୟବହାର ଅଭିଯୋଗ: ପ୍ରତିବାଦରେ ଧାରଣା
ଗୋପ,୨୫।୧: ପୁରୀ ଜିଲା ଗୋପ କଲେଜର ଅଧ୍ୟାପକ ଜଣେ ଛାତ୍ରୀଙ୍କୁ ଦୁର୍ବ୍ୟବହାର କରିଥିବା ଅଭିଯୋଗରେ ଶନିବାର ଛାତ୍ରୀଛାତ୍ର କାର୍ଯ୍ୟାନୁଷ୍ଠାନ ଦାବିରେ କଲେଜ ସମ୍ମୁଖରେ ଧାରଣା ଦେଇଛନ୍ତି। ପ୍ରକାଶ ଯେ, ମଧ୍ୟାହ୍ନରେ ମହାବିଦ୍ୟାଳୟର ଜଣେ ଅଧ୍ୟାପକ କ୍ଲାସ୍ ନେବାକୁ ଯାଇଥିଲେ। ପାଠ ସମ୍ପର୍କିତ…
ଶେଷନାଗ ସହ ଟକ୍କର ଦେବାକୁ ପ୍ରସ୍ତୁତ ହେଉଛି ବିଭିନ୍ନ ଦେଶର ବରଫ କଳାକୃତି
ଓ୍ବାଶିଂଟନ,୨୫।୧: ଆମେରିକାର କଲରାଡୋରେ ଏବେ ଏକ ଭିନ୍ନ ଧରଣର ତଥା ପ୍ରାଚୀନ ପ୍ରତିଯୋଗୀତା ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଏହି ପ୍ରତିଯୋଗୀତା ହେଉଛି ବରଫ ଉପରେ ନିଜ ନିଜର ମନର ଭାବନାକୁ ପ୍ରକାଶ କରିବା। ବ୍ରେକନରିଜରେ ଆୟୋଜିତ ହେଉଥିବା ୩୦ତମ ଆନୁଆଲ…
ଆତ୍ମହତ୍ୟା କଲେ ଟେଲିଭିଜନ କଳାକାର ସେଜଲ ଶର୍ମା: ଉଦୟପୁରରେ ହେବ ଅନ୍ତିମ ସଂସ୍କାର
ନୂଆଦିଲ୍ଲୀ,୨୫।୧: ଟେଲିଭିଜନ ଧାରାବାହିକ ‘ଦିଲ ତୋ ହାପି ହୈ ଜି’ର ଅଭିନେତ୍ରୀ ସେଜଲ ଶର୍ମା ଶୁକ୍ରବାର ଆତ୍ମହତ୍ୟା କରିଥିବା ଜଣାପଡିଛି। ସେଜଲଙ୍କ ଆତ୍ମହତ୍ୟାର କାରଣ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇ ନ ଥିବା ବେଳେ ବ୍ୟକ୍ତିଗତ କାରଣରୁ ସେ ଆତ୍ମହତ୍ୟା କରିଥାଇ ପାରନ୍ତି…
ସୁପ୍ରିମକୋର୍ଟ ଗଲେ ନିର୍ଭୟା ମାମଲାର ଦୋଷୀ ମୁକେଶ
ନୂଆଦିଲ୍ଲୀ,୨୫।୧: ବହୁ ଚର୍ଚ୍ଚିତ ନିର୍ଭୟା ଗଣବଳାତ୍କାର ମାମଲାର ଅନ୍ୟତମ ଦୋଷୀ ମୁକେଶ କୁମାର ସିଂ ଏବେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଦ୍ୱାରା ତାଙ୍କର କ୍ଷମା ଆବେଦନ ଖାରଜ ହେବା ପରେ ଏବେ ସେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିବା…
ବିମାନବନ୍ଦର ନିର୍ମାଣାଧୀନ ଛାତ ଭୁଶୁଡ଼ିବା ଘଟଣାର ତଦନ୍ତ କରିବ ଏକ୍ସପର୍ଟ ଟିମ୍, ରିପୋର୍ଟ ଦେବା ପରେ କାର୍ଯ୍ୟାନୁଷ୍ଠାନ: ଡିସିପି
ଭୁବନେଶ୍ୱର,୨୫।୧(ବ୍ୟୁରୋ): ବିମାନବନ୍ଦର ଛାତ ଭୁଶୁଡ଼ିବା ଘଟଣାର ତଦନ୍ତ ଏକ୍ସପର୍ଟ ଟିମ୍ କରିବ। ସମ୍ପୃକ୍ତ ଠିକାଦାର ଏବଂ ଇଞ୍ଜିନିୟରମାନଙ୍କୁ ପଚରାଉଚରା ଚାଲିଛି। ଦୁର୍ଘଟଣା କେଉଁ ପରିସ୍ଥିତିରେ ଘଟିଲା ତାହାର ତଦନ୍ତ ପାଇଁ ସ୍ବତନ୍ତ୍ର ଟିମ୍ ଗଠନ କରାଯାଇଛି।ଯୋଜନା, କାର୍ଯ୍ୟାନ୍ବୟନ, ସୁରକ୍ଷା ଠିକ୍ ଥିଲା…
ଜବାବ ରଖିଲା ଭାଜପା: ‘ଠାକୁର ଘରେ କିଏ ନା ମୁଁ କଦଳୀ ଖାଇନି’
ଭୁବନେଶ୍ୱର,୨୫।୧(ବ୍ୟୁରୋ): ବିଜୁ ପଟ୍ଟନାୟକ ବିମାନବନ୍ଦରରେ ଛାତ ଭୁଶୁଡ଼ିବା ଘଟଣାକୁ ଦୁର୍ଭାଗ୍ୟଜନକ କହିବା ସହ ଘଟଣାର ଉପଯୁକ୍ତ ତଦନ୍ତ କରାଯାଇ ଦୋଷୀଙ୍କୁ ଦଣ୍ଡ ଦିଆଯାଉ। ଏଭଳି ଘଟଣାରେ ଭାଜପା ଭଳି ବିଜେଡି ରାଜନୀତିକରଣରେ ବିଶ୍ୱାସ କରେ ନାହିଁ ବୋଲି ଶନିବାର ବିଜେଡି ମୁଖପାତ୍ର…
ଦମକଳ ବାହିନୀଙ୍କ ସହାୟତା ପାଇଁ ୩୩୮ ଫୁଟ ଲମ୍ବ ୯୦ କିଲୋ ପିଜା ତିଆରି କଲେ ଭଉଣୀ-ଭାଇ
ସିଡ୍ନୀ,୨୫।୧: ଅଷ୍ଟ୍ରେଲିଆରେ ଭୟଙ୍କର ଜଙ୍ଗଲ ନିଆଁରେ ଅନେକ କ୍ଷତି ହୋଇଛି। ଜଙ୍ଗଲ ନିଆଁ ଲିଭାଇବା ସମୟରେ ମୃତ୍ୟୁ ଘଟିଥିବା ଦମକଳ ବାହିନୀ କର୍ମଚାରୀଙ୍କ ଲାଗି ଅଷ୍ଟ୍ରେଲିଆରେ ୩୩୮ ଫୁଟ ଲମ୍ବ ୯୦ କିଲୋର ପିଜା ପ୍ରସ୍ତୁତ ହୋଇଛି। ପିଜା ବିକ୍ରିରୁ ଯେଉଁ…
୧୬ ବର୍ଷ ଧରି କୌଣସି ଚିଠି ନ ବାଣ୍ଟି ଘରେ ଲୁଚାଇ ରଖିଲେ ପୋଷ୍ଟମ୍ୟାନ
ଟୋକିଓ,୨୫।୧: ଜାପାନରେ ଜଣେ ୬୧ ବର୍ଷ ବୟସ୍କ ଅବସର ପ୍ରାପ୍ତ ପୋଷ୍ଟମ୍ୟାନ୍ ୨୪ ହଜାରରୁ ଅଧିକ ଚିଠି ନ ବାଣ୍ଟି ପକାଇ ରହିଥିଲେ। ଏନେଇ ଜଣାପଡ଼ିବା ପରେ ପୋଷ୍ଟାଲ ଅଧିକାରୀ ଲୋକଙ୍କୁ କ୍ଷମା ମାଗିଛନ୍ତି। ସ୍ଥାନୀୟ ୟୋକୋହାମାରେ ଏଭଳି ଘଟଣା ଘଟିଛି।…
ଫେଡରରଙ୍କୁ ହରାଇବା ପାଇଁ ଚିଟିଂ କରିଥିଲେ ମିଲମ୍ୟାନ
ମେଲବୋର୍ନ,୨୫।୧(ଏଏଫ୍ପି)- କିମ୍ବଦନ୍ତୀ ଟେନିସ ଖେଳାଳି ରୋଜର ଫେଡରର ଶୁକ୍ରବାର ୫ ସେଟ୍ ବିଶିଷ୍ଟ ମାରାଥନ ମ୍ୟାଚ୍ରେ ଜନ ମିଲମ୍ୟାନଙ୍କୁ ହରାଇଥିଲେ। ମ୍ୟାଚ୍ର ଫଳାଫଳ ଟାଇବ୍ରେକରରେ ବାହାରିଥିଲା। ଏହି ମ୍ୟାଚ୍ରେ ପୂର୍ବତନ ଶୀର୍ଷ ର଼୍ୟାଙ୍କଧାରୀ ଫେଡରରଙ୍କୁ ହରାଇବା ପାଇଁ ୩୦ ବର୍ଷୀୟ ଅଷ୍ଟ୍ରେଲିଆନ…
ଐଶ୍ଚର୍ଯ୍ୟା କ‘ଣ ପୁଣି ଗର୍ଭବତୀ !
ମୁମ୍ବାଇ: ନିକଟରେ ଅଭିଷେକ ବଚ୍ଚନ ନିଜ ଟୁଇଟର ହ୍ୟାଣ୍ଡେଲରେ ପ୍ରଶଂସକଙ୍କୁ ଏକ ସରପ୍ରାଇଜ୍ ଦେବାକୁ କହିଥିଲେ। ସେନେଇ ପ୍ରଶଂସକଙ୍କ ମଧ୍ୟରେ ନାନା କଳ୍ପନାଜଳ୍ପନା ଜାରି ରହିଥିଲା। କେତେକ ଘରକୁ ନୂଆ ଅତିଥି ଆସୁଥିବା ପ୍ରଶ୍ନ କରିଥିଲେ। ଐଶ୍ଚର୍ଯ୍ୟା ରାୟ ବଚ୍ଚନ କ‘ଣ…
Archives


