Home Left

୧୧ ଝିଅଙ୍କ ବିବାହ ପାଇଁ ସାକ୍ଷାତକାରରେ ସାମିଲ ହେଲେ ୧୯୦୦ ଯୁବକ, ଦେଖନ୍ତୁ କେମିତି ହେଲା ଫାଇନାଲ

ଜୟପୁର,୫।୭: ରାଜସ୍ଥାନରେ, ୧୯୦୦ ଯୁବକ ୧୧ ଜଣ ଝିଅଙ୍କ ସହିତ ବିବାହ ପାଇଁ ଆବେଦନ କରିଥିଲେ, ସେମାନଙ୍କର ସାକ୍ଷାତକାର ନିଆଯାଇଥିଲା। ଯୁବକମାନଙ୍କ ପରିବାର ଏବଂ ବ୍ୟବସାୟ ଦେଖାଯାଇଥିଲା। ମନୋନୀତ ପୁଅମାନଙ୍କ ବିଷୟରେ ଝିଅମାନଙ୍କ ମତାମତ ନିଆଯାଇଥିଲା ଏବଂ ସେମାନଙ୍କ ସମ୍ମତି ପରେ…

ଆମେରିକାରେ ଚମକିଲେ ଓଡ଼ିଆ ଯବାନ: ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭଞ୍ଜନଗର,୫।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ତନରଡା ଆଇଆର୍‌ବି ୮ମ ସ୍ବତନ୍ତ୍ର ବାଟାଲିୟନର ଯବାନ ଅଶୋକ ଦଣ୍ଡସେନା ଆମେରିକାର ବର୍ମିହୋମରେ ଚାଲିଥିବା ବିଶ୍ବ ପୋଲିସ ଓ ଫାୟାର କ୍ରୀଡ଼ାରେ ଚମକିଲେ । ବିଶ୍ବ ପୋଲିସ ଓ ଫାୟାର କ୍ରୀଡ଼ାରେ ଦଣ୍ଡସେନା ଭାଗ…

ବର୍ମିଂହାମରେ ‘ରେକର୍ଡ କିଙ୍ଗ’ ପାଲଟିଲେ ଶୁବମନ, ଏମିତି କରିବାରେ ପାଲଟିଲେ…

ବର୍ମିଂହାମ,୫।୭: ବର୍ମିଂହାମରେ ଇଂଲଣ୍ଡ ବିପକ୍ଷରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଅନେକ ରେକର୍ଡ ସୃଷ୍ଟି କରିଛନ୍ତି। ଏହି ମ୍ୟାଚର ପ୍ରଥମ ଇନିଂସରେ ଶୁବମନ ଗିଲ ୨୬୯ ରନର ଇନିଂସ ଖେଳି ଅନେକ ରେକର୍ଡ ସୃଷ୍ଟି କରିଛନ୍ତି।…

ମ୍ୟାଚ୍‌ ବେଳେ ମଇଦାନକୁ ପଶି ଆସିଲା କୁକୁର, ତା’ ପରେ ଯାହା ହେଲା…

ନୂଆଦିଲ୍ଲୀ,୫।୭: ଅଷ୍ଟ୍ରେଲିଆ ଦଳ ବର୍ତ୍ତମାନ ୱେଷ୍ଟଇଣ୍ଡିଜ ଗସ୍ତରେ ଅଛି। ଏହି ଦୁଇ ଦଳ ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ୍‌ ଶେଷ ହୋଇଛି ଯେଉଁଥିରେ ଅଷ୍ଟ୍ରେଲିଆ ୧୫୯ ରନରେ ବିଜୟୀ ହୋଇଛି। ଦ୍ୱିତୀୟ ଟେଷ୍ଟ ମ୍ୟାଚରେ ମଧ୍ୟ ଟିମ୍‌ ଅଷ୍ଟ୍ରେଲିଆର ପ୍ରଦର୍ଶନ ଦୃଢ଼…

VIDEO: ସର୍ଟ ଲଗାଇବା ଚକ୍କରରେ ବ୍ୟାଟ ଫୋପାଡିଲେ ପନ୍ତ, ଦେଖନ୍ତୁ କ’ଣ ହେଲା ଖେଳାଳି-ଅମ୍ପାୟାରଙ୍କ ଅବସ୍ଥା

ବର୍ମିଂହାମ,୫।୭: ବର୍ମିଂହାମରେ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚର ଚତୁର୍ଥ ଦିନରେ, ଟିମ ଇଣ୍ଡିଆର ଉପ-ଅଧିନାୟକ ରିଷଭ ପନ୍ତଙ୍କ ଅସାଧାରଣ ବ୍ୟାଟିଂ ଶୈଳୀ ଦେଖିବାକୁ ମିଳିଥିଲା। ଏହି ସମୟରେ ପନ୍ତ ଏପରି କିଛି କରିଥିଲେ ଯାହା ଯୋଗୁ…

ବୈବାହିକ ଜୀବନରେ ଝଡ଼ ନା ଆଉ କିଛି! ଜନ୍ମଦିନର ଗୋଟିଏ ଦିନ ପୂର୍ବରୁ ରଣବୀର ନେଲେ ବଡ଼ ନିଷ୍ପତ୍ତି

ମୁମ୍ବାଇ: ଚର୍ଚ୍ଚାରେ ବଲିଉଡ୍‌ ଅଭିନେତା ରଣବୀର ସିଂହ। ନିଜର ଅଭବ ଡ୍ରେସିଂ ଷ୍ଟାଇଲ୍‌ ସହ ଅଭିନୟକୁ ନେଇ ଲୋକପ୍ରିୟତା ହାସଲ କରିଥିବା ଏହି ଅଭିନେତା ବଡ଼ ପଦକ୍ଷେପ ନେଇଛନ୍ତି। ସେ ତାଙ୍କ ଇନଷ୍ଟାଗ୍ରାମରୁ ସମସ୍ତ ପୋଷ୍ଟଗୁଡ଼ିକ ହଟାଇ ଦେଇଛନ୍ତି। ଜନ୍ମଦିନର ଗୋଟିଏ…

ଜୟ ଜଗନ୍ନାଥ ଧ୍ୱନିରେ କମ୍ପିଲା ବଡ଼ ବଜାର

ଗଞ୍ଜାମ,୫।୭(ବିଦ୍ୟାଧର ସାହୁ): ଗଞ୍ଜାମ ସହର ବଡ଼ ବଜାର ବାହୁଡା ଯାତ୍ରାରେ ପ୍ରବଳ ଶ୍ରଦ୍ଧାଳୁଙ୍କ ଭିଡ଼ ପରିଲକ୍ଷିତ ହୋଇଥିଲା। ତ୍ରିବେଣୀ ମଠ ଛକ ମାଉସୀ ମା ମନ୍ଦିରରୁ ଚତୁର୍ଦ୍ଧାମୂର୍ତ୍ତୀଙ୍କୁ ରଥ ଉପରକୁ ପହଣ୍ଡି ବିଜେ କରାଯାଇ ରଥ ଟଣା ହୋଇ ବଡ଼ ବଜାର…

ଠକେଇ ସହ ହତ୍ୟା ଧମକ ଘଟଣା : ଆକାଉଣ୍ଟରେ ଟଙ୍କା ନ ଥାଇ ଦେଇଥିଲେ ଚେକ୍‌ ପରେ… 

ଦିଗପହଣ୍ଡି,୫।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଭିଷ୍ମଗିରି ଗ୍ରାମରେ ବକେୟା ଟଙ୍କା ବାବଦକୁ ବ୍ୟାଙ୍କରେ ଟଙ୍କା ନ ଥାଇ ଏକ ଚେକ ପ୍ରଦାନ କରି ଠକେଇ ସହ ହତ୍ୟା ଧମକ ଦେବା ଘଟଣାରେ ପୋଲିସ ଅଭିଯୁକ୍ତଙ୍କୁ ଶନିବାର ଗିରଫ…

ବଳଗଣ୍ଡି ନିକଟରେ ଅଟକିଲେ ଶ୍ରୀ ବଳଦେବଜୀଉ

କେନ୍ଦୁଝର,୫ା୭(ନରେଶ ଚନ୍ଦ୍ର ପଟ୍ଟନାୟକ) : କେନ୍ଦୁଝରର ଆରାଧ୍ୟ ଦେବତା ଶ୍ରୀଶ୍ରୀ ବଳଦେବଜୀଉଙ୍କର ପବିତ୍ର ବାହୁଡ଼ାଯାତ୍ରା ଲଗାଣବର୍ଷା ମଧ୍ୟରେ ଶନିବାର ପାରମ୍ପରିକ ରୀତିନୀତିରେ ଅନୁଷ୍ଠିତ ହୋଇଯାଇଛି। ବଡ଼ଦାଣ୍ଡର ମଧ୍ୟଭାଗ ବଳଗଣ୍ଡିରୁ ଅଳ୍ପ ବାଟ ଗଡ଼ି ରଥ ଅଟକିଯାଇଛି। ପ୍ରବଳ ବର୍ଷା ସହ ରଥ…

କୁଲାଡ ବାହୁଡା଼ ଯାତ୍ରା:ଡାହୁକଙ୍କ ଅଶ୍ଳୀଳ ଡାକକୁ ନ଼େଇ ଅସନ୍ତୋଷ 

ଭଞ୍ଜନଗର,୫।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଐତିହାସିକ ପ୍ରସିଦ୍ଧ କୁଲାଡ ବାହୁଡା଼ ଯାତ୍ରା ଶନିବାର ସାରେ ଶାନ୍ତିଶୃଙ୍ଖଳାର ସହ ସରିଛି। କିନ୍ତୁ ବାହୁଡା଼ ଯାତ୍ରା ଚାଲିଥିବା ସମୟରେ କିଛି ସମୟ ପାଇଁ ରଥ ଚକ ଆଉ ବଡ ଦାଣ୍ଡରେ  ଗଡ଼ି ନ ଥିଲା।…

ଗୋଟିଏ ଦିନରେ ଦୁଇ କନେଷ୍ଟବଳଙ୍କ ମୃତ୍ୟୁ: ଡ୍ୟୁଟି କରୁଥିବା ବେଳେ …

ରାୟଗଡ଼ା,୫।୭ (ରଞ୍ଜନ ପଣ୍ଡା): ଶ୍ରଦ୍ଧା ଶ୍ରୀକ୍ଷେତ୍ରରେ ବାହୁଡ଼ା ଯାତ୍ରାରେ ଡ୍ୟୁଟି କରୁଥିବା ବେଳେ ଜୀବନ ହାରିଲେ ଆଉ ଜଣେ କନେଷ୍ଟବଳ ତାରିଣୀ ଚରଣ ଗମାଙ୍ଗ(୫୦) । ଶନିବାର ସକାଳୁ ତହସିଲ ଛକଠାରେ ଜାତୀୟ ରାଜପଥ କଡ଼ରେ ଡ୍ୟୁଟି କରୁଥିବା ବେଳେ ଅସୁସ୍ଥତା…

ୟୁରିକ୍‌ ଏସିଡ୍‌ ବଢ଼ିଲେ ଶରୀରରେ ଦେଖାଦିଏ ଏସବୁ  ସମସ୍ୟା? ବେଳହୁଁ ସାବଧାନ ନ ହେଲେ…

ଯଦି ଶରୀରରେ ୟୁରିକ ଏସିଡ ସ୍ତର ସ୍ବାଭାବିକଠାରୁ ଅଧିକ ବୃଦ୍ଧି ପାଏ, ତେବେ ଏହାକୁ ହାଇପରୟୁରିସେମିଆ କୁହାଯାଏ। ଏହି ଅବସ୍ଥା ଧୀରେ ଧୀରେ ଶରୀରର ଅନେକ ଅଙ୍ଗକୁ ପ୍ରଭାବିତ କରେ ଏବଂ ଯଦି ସମୟ ମଧ୍ୟରେ ନିୟନ୍ତ୍ରଣ ନ କରାଯାଏ, ତେବେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri