Home Left

ଘରେ କେହି ନଥିବାର ସୁଯୋଗ ନେଇ ଘରେ କଳାକନା ବୁଲାଇଲେ ଚୋର, ନେଇଗଲେ ୧୦ ଭରି ସୁନା ଗହଣା ସହ…

କୋକସରା,୫।୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା ଆମପାଣି ଥାନା ଆମପାଣି ଗ୍ରାମର ବ୍ୟବସାୟୀ ସନ୍ତୋଷ କୁମାର ସାହୁ ତାଙ୍କ ପରିବାର ଲୋକଙ୍କ ସହିତ ବୁଧବାର ଘରେ ନ ଥିବା ସୁଯୋଗ ନେଇ ଦୁର୍ବୃତ୍ତମାନେ କବାଟ ଭାଙ୍ଗି କଳାକନା ବୁଲାଇଛନ୍ତି। ମାଲିକ ପରିବାର…

ବିବାହ ଚର୍ଚ୍ଚା ଭିତରେ ବେବି ବମ୍ପ ସହ ନଜର ଆସିଲେ ଅଭିନେତ୍ରୀ, ସାଥିରେ ଥିଲେ ବିବାହିତ ଅଭିନେତା

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ମୃଣାଲ ଠାକୁର ବର୍ତ୍ତମାନ ଅଭିନେତା ଧନୁଷଙ୍କ ସହ ତାଙ୍କ ସମ୍ପର୍କ ଏବଂ ତାଙ୍କ ବିବାହ ଯୋଜନା ପାଇଁ ଖବରରେ ଅଛନ୍ତି। ଅଭିନେତ୍ରୀ ସମ୍ପ୍ରତି ତାଙ୍କ ଆଗାମୀ ପ୍ରୋଜେକ୍ଟ ପାଇଁ ସୁଟିଂ କରିବାକୁ ଯାଉଥିବା ସମୟରେ କ୍ୟାମେରାରେ କଏଦ…

ମେଘାଳୟରେ ଭୟଙ୍କର ଖଣି ବିସ୍ଫୋରଣ: ୧୬ ଶ୍ରମିକଙ୍କ ମୃତ୍ୟୁ, ଅନେକ ଫସି ରହିଥିବା ଆଶଙ୍କା

ନୂଆଦିଲ୍ଲୀ,୫।୨: ମେଘାଳୟର ଏକ ବେଆଇନ ଖଣିରେ ବିସ୍ଫୋରଣ ଘଟି ୧୬ ଶ୍ରମିକ ମୃତ୍ୟୁବରଣ କରିଛନ୍ତି। ଗୁରୁବାର ସକାଳେ ଥାଙ୍ଗସ୍କୁ ଅଞ୍ଚଳରେ ଘଟିଥିବା ଏହି ଦୁର୍ଘଟଣାରେ ଏବେ ମଧ୍ୟ ଅନେକ ଶ୍ରମିକ ଖଣି ଭିତରେ ଫସି ରହିଥିବା ଆଶଙ୍କା କରାଯାଉଛି। ମେଘାଳୟର DGP…

ଭାରତର ଏହି ଧାବିକା ହେଲେ ସସ୍‌ପେଣ୍ଡ

ନୂଆଦିଲ୍ଲୀ,୫ା୨: ଡୋପ୍‌ ଟେଷ୍ଟକୁ ଏଡାଇ ଭାରତର ଲଙ୍ଗ ଡିଷ୍ଟାନ୍ସ ଧାବିକା ପୂଜା ଆତ୍ମାରାମ ଆଥଲେଟିକ୍ସ ଇଣ୍ଡିଗ୍ରିଟି ୟୁନିଟ୍‌ (ଏଆଇୟୁ) ଦ୍ୱାରା ସାମୟିକ ସସ୍‌ପେଣ୍ଡ ହୋଇଛନ୍ତି। ପୂଜା ୫୦୦୦ ମିଟର ଓ ୧୦,୦୦୦ ମିଟର ଇଭେଣ୍ଟରେ ଅଂଶଗ୍ରହଣ କରିଥାନ୍ତି। ୨୦୨୪ ଇଣ୍ଡିଆନ ଗ୍ରାଁ…

ଆସିଲା ନୂଆ ଆଇନ, ମହିଳାଙ୍କୁ ମିଳିଲା ମୋଟରସାଇକେଲ ଚଳାଇବାକୁ ଅନୁମତି

ତେହେରାନ,୫।୨: ଇରାନ ସରକାର ମହିଳାମାନଙ୍କ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ସ୍ଥାନୀୟ ଗଣମାଧ୍ୟମ ଅନୁଯାୟୀ, ଇରାନ ମହିଳାମାନଙ୍କୁ ଆଇନଗତ ଭାବରେ ମୋଟରସାଇକେଲ ଚଲାଇବାକୁ ଅନୁମତି ଦିଆଯାଇଛି। ପ୍ରକୃତରେ, ଇରାନ ଆଇନ ଅନୁଯାୟୀ, ମହିଳାମାନଙ୍କୁ ମୋଟରସାଇକେଲ କିମ୍ବା ସ୍କୁଟର ଚଲାଇବା ପାଇଁ…

ଲଜ୍ଜା: ମୂକ ଓ ବଧିର ଝିଅକୁ ବଳାତ୍କାର କରି ଗର୍ଭବତୀ କଲେ ଜନ୍ମକଲା ବାପା

ମୁମ୍ବାଇ,୫।୨: ମୁମ୍ବାଇର କଫ୍ ପ୍ୟାରେଡ୍ ଅଞ୍ଚଳରୁ ଏକ ଅମାନବୀୟ ତଥା ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ୨୦ ବର୍ଷୀୟା ମୂକ ଓ ବଧିର ଯୁବତୀଙ୍କୁ ବଳାତ୍କାର ଓ ଗର୍ଭବତୀ କରିବା ଅଭିଯୋଗରେ ପୋଲିସ ନିଜ ବାପାକୁ ଗିରଫ କରିଛି। ଡିଏନଏ…

IND vs PAK: ‘ଆମର ଫ୍ଲାଇଟ ବୁକ୍‌ ଅଛି…’, କାହିଁକି ଏମିତି କହିଲେ ସୂର୍ଯ୍ୟକୁମାର? ଜାଣନ୍ତୁ ଏହା ପଛର କାରଣ

ନୂଆଦିଲ୍ଲୀ,୫।୨: ପାକିସ୍ତାନ ସରକାର ସ୍ପଷ୍ଟ କରିଛନ୍ତି ଯେ ସେମାନଙ୍କ ଦଳ 2026 T-20 ବିଶ୍ୱକପ ଖେଳିବ, କିନ୍ତୁ କେବଳ ଫେବୃଆରୀ ୧୫ରେ ଭାରତ ବିପକ୍ଷରେ ମ୍ୟାଚ ଖେଳିବ। ଲୋକମାନେ ଏହି ପ୍ରସଙ୍ଗରେ ଭିନ୍ନ ପ୍ରତିକ୍ରିୟା ଦେଉଛନ୍ତି। ଏବେ, ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର…

T20 WC Opening Ceremony:ନୋରା ଫତେହିଙ୍କ ଡ୍ୟାନ୍ସ ସାଙ୍ଗକୁ ବାଦଶାହାଙ୍କ ଜଲଓ୍ବା! ଓପନିଂ ସେରିମନିରେ ଲାଗିବ ବଲିଉଡ ତଡକା

ନୂଆଦିଲ୍ଲୀ,୫।୨: T20 World Cup 2026 ଶନିବାର, ଫେବୃଆରୀ ୭ରେ ଆରମ୍ଭ ହେବ। ଟୁର୍ଣ୍ଣାମେଣ୍ଟର ପ୍ରଥମ ଦିନରେ ତିନୋଟି ମ୍ୟାଚ ଖେଳାଯିବ, ଯେଉଁଥିରେ ପାକିସ୍ତାନ ଏବଂ ନେଦରଲ୍ୟାଣ୍ଡ ମଧ୍ୟରେ ପ୍ରଥମ ମ୍ୟାଚ ଶ୍ରୀଲଙ୍କାର କଲମ୍ବୋର ସିଂହଳୀ ସ୍ପୋର୍ଟସ କ୍ଲବରେ ଅନୁଷ୍ଠିତ ହେବ।…

ସରୁନି ବିସ୍ଥାପିତଙ୍କ ଥଇଥାନ ଦୁଃଖ: ବଢ଼ୁଛି ଅସନ୍ତୋଷ

ମୋହନା,୫।୨(ମନ୍ମଥ ମିଶ୍ର) ଛେଳିଗଡ଼ ପ୍ରକଳ୍ପରେ କ୍ଷତିଗ୍ରସ୍ତ ହୋଇଥିବା ବିସ୍ଥାପିତଙ୍କ ଆଜି ଯାଏ ଥଇଥାନ ହୋଇପାରି ନାହିଁ। ୩ ଦଶନ୍ଧି ଧରି ଚାଲିଛି ବିସ୍ଥାପନ ପ୍ରକ୍ରିୟା। ଚାଷ ଓ ଚାଷୀଙ୍କ ଉନ୍ନତି ଲାଗି ସରକାରଙ୍କ ମାଳମାଳ ଯୋଜନା ରହିଛି। ଯାହାକୁ ନେଇ ଗଞ୍ଜାମ…

ପାକିସ୍ତାନୀ-ବାଂଲାଦେଶୀ ଭାଇ ଭାଇ, 2026 T20 World Cup ପୂର୍ବରୁ ପାକିସ୍ତାନୀ କ୍ୟାପଟେନଙ୍କ ବୟନକୁ ନେଇ ବିବାଦ

ନୂଆଦିଲ୍ଲୀ,୫।୨: ପାକିସ୍ତାନ କ୍ରିକେଟ ଦଳର ଅଧିନାୟକ ସଲମାନ ଆଗା ICCକୁ ଉସୁକାଇବାକୁ ଚେଷ୍ଟା କରିଛନ୍ତି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ବାଂଲାଦେଶ କ୍ରିକେଟ ଦଳକୁ 2026 T20 ବିଶ୍ୱକପରୁ ବହିଷ୍କାର କରିଛି, କିନ୍ତୁ ଫେବୃଆରୀ ୫ରେ କଲମ୍ବୋରେ ଅନୁଷ୍ଠିତ ଅଧିନାୟକଙ୍କ ସାମ୍ବାଦିକ…

ଅଶ୍ବିନୀ ବୈଷ୍ଣବଙ୍କୁ ଓଡିଶାରେ ପୁରାଇ ଦେବୁନି..’: ରାଜ୍ୟସଭାରେ ଗର୍ଜିଲେ ମୁନ୍ନା ଖାଁ

ନୂଆଦିଲ୍ଲୀ,୫।୨: ରାଜ୍ୟସଭାରେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କୁ ଟାର୍ଗେଟ କରି ଗର୍ଜିଛନ୍ତି ଏମପି ମୁନ୍ନା ଖାଁ। ନବରଙ୍ଗପୁର ଏବଂ ମାଲକାନଗିରି ଜିଲାକୁ ରେଳପଥ ସଂଯୋଗ ପାଇଁ କେନ୍ଦ୍ର ସରକାରଙ୍କ ନିକଟରେ ସେ ଦୃଢ଼ ଦାବି ଉପସ୍ଥାପନ ରଖିଛନ୍ତି। ଏମପି ମୁନ୍ନା ଖାଁ କହିଛନ୍ତି…

ନୂତନ ଉପନିବନ୍ଧନ କାର୍ଯ୍ୟାଳୟ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ: ଏଣିକି ଆଉ ହଇରାଣ ହେବେନି ଅଞ୍ଚଳବାସୀ

ତୁମୁଡିବନ୍ଧ,୫।୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧରେ ଅଭାସୀ ମାଧ୍ୟମରେ ଗୁରୁବାର ମୁଖ୍ୟମନ୍ତ୍ରୀ ତୁମୁଡିବନ୍ଧ ତହସିଲ କାଯ୍ୟଳୟ ପରିସରରେ ଉପନିବନ୍ଧନ କାର୍ଯ୍ୟାଳୟ ଉଦ୍‌ଘାଟନ କରିଛନ୍ତି। ଏହି କାର୍ଯ୍ୟକ୍ରମଟିକୁ ସରସ ସୁନ୍ଦର ଓ ଲୋକଲୋଚନକୁ ଆଣିବା ପାଇଁ ଅତିଥିମାନଙ୍କୁ ପାରମ୍ପରିକ ଚାଙ୍ଗୁ ବାଦ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?