କ୍ରିକେଟ ଖେଳିଲେ ଫଡନବିସ-ଗଡକରି
ମୁମ୍ବାଇ,୨୫।୧: କେନ୍ଦ୍ରମନ୍ତ୍ରୀ ନିତିନ ଗଡକରି ଓ ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଭାରତୀୟ ଜନତା ପାର୍ଟି(ଭାଜପା) ନେତା ଦେବେନ୍ଦ୍ର ଫଡନବିସଙ୍କ କ୍ରିକେଟ ଖେଳ ଏବେ ସବୁଠି ଚର୍ଚ୍ଚାର ବିଷୟ ପାଲଟିଛି। ‘କସଦାର କ୍ରୀଡା ମହୋତ୍ସବ’ରେ ଏହି ୨ ନେତା ଶୁକ୍ରବାର ନାଗପୁରରେ…
ମହାକାଶରେ ୨ ଘଣ୍ଟାରେ ତିଆରି ହେଲା କୁକିଜ୍-ଚକୋଲେଟ୍-ଚିପ୍ସ୍
ହଷ୍ଟନ,୨୫।୧: ମହାକାଶଚାରୀମାନେ ପ୍ରଥମ ଥର ପାଇଁ ଅନ୍ତର୍ଜାତୀୟ ମହାକାଶ ଗବେଷଣା କେନ୍ଦ୍ରରେ ଖାଦ୍ୟ ପ୍ରସ୍ତୁତ କରିଛନ୍ତି। ଜିରୋ ଗ୍ରାଭିଟିରେ ମହାକାଶଚାରୀମାନେ ଦୀର୍ଘ ୨ ଘଣ୍ଟା ପରିଶ୍ରମ କରି କୁକିଜ୍,ଚକୋଲେଟ୍ ଓ ଚିପ୍ସ୍ ପ୍ରସ୍ତୁତ କରିଛନ୍ତି। ଖାଦ୍ୟ ତିଆରି କରିବା ଲାଗି ମହାକାଶଚାରୀଙ୍କ…
ମାନବସେବାର ମୂଳଦୁଆ ପକାଇଥିଲେ ରାମକୃଷ୍ଣ, ବିବେକାନନ୍ଦ
ଭୁବନେଶ୍ୱର,୨୫ା୧(ବ୍ୟୁରୋ): ଶ୍ରୀରାମକୃଷ୍ଣ ଏବଂ ସ୍ବାମୀ ବିବେକାନନ୍ଦ ମିଳିତ ଭାବେ ଆଧ୍ୟାତ୍ମିକତା ଉପରେ ଆଧାରିତ ମାନବସେବାର ମୂଳଦୁଆ ପକାଇଥିଲେ। ଭାରତରେ ବେଦର ଜ୍ଞାନ ଓ ପରିଭାଷା ଉପରେ ପର୍ଯ୍ୟବସିତ ଭ୍ରାତୃଭାବକୁ ପୁଣିଥରେ ଲୋକଙ୍କ ମଧ୍ୟରେ ଉଦ୍ରେକ କରିବା ସ୍ବାମିଜୀଙ୍କର ମୁଖ୍ୟ ଉଦ୍ଦେଶ୍ୟ ଥିଲା। ବିବେକାନନ୍ଦଙ୍କ…
ଜେ.କେ. ମହାନ୍ତି ହେଲେ ଏଚ୍ଏଆଇର ଅବୈତନିକ ସଚିବ
ଭୁବନେଶ୍ୱର,୨୫ା୧(ବ୍ୟୁରୋ): ହୋଟେଲ ଆସୋସିଏଶନ ଅଫ୍ ଇଣ୍ଡିଆ(ଏଚ୍ଏଆଇ)ର ୨୩ତମ ବାର୍ଷିକ ସାଧାରଣ ପରିଷଦ ବୈଠକ ଗତ ୨୦ ତାରିଖରେ ନୂଆଦିଲ୍ଲୀରେ ଅନୁଷ୍ଠିତ ହୋଇଥିବା ବେଳେ ଆସୋସିଏଶନ୍ର ନୂତନ ପରିଚାଳନା କମିଟି ଗଠନ କରାଯାଇଛି। ଦି’ ଇଣ୍ଡିଆନ୍ ହୋଟେଲ୍ସ କମ୍ପାନୀ ଲିମିଟେଡ୍ ତଥା ତାଜ୍ ଗ୍ରୁପ୍ର…
ଏନ୍ଏବିଏଲ୍ ସହ ସହବନ୍ଧିତ ହେବ ସରକାରୀ ମେଡିକାଲ
କଟକ ଅଫିସ,୨୫ା୧: ଏସ୍ସିବି ମେଡିକାଲକୁ ବିଶ୍ୱସ୍ତରୀୟ କରିବା ନିମନ୍ତେ ତତ୍ପରତା ଜୋର ଧରିଛି। ବୁଧବାର ଭୋରରୁ ୫-ଟି ସଚିବ, ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଟକ ଗସ୍ତ କରି ସମୀକ୍ଷା କରିବା ପରେ ଶୁକ୍ରବାର ସ୍ବାସ୍ଥ୍ୟ ସଚିବ ନିକୁଞ୍ଜ ବିହାରୀ ଧଳ…
‘ନାରୀ ଚାହିଁଲେ ନୂତନ ଜଗତ ସୃଷ୍ଟି ହୋଇପାରିବ’
କଟକ ଅଫିସ,୨୫ା୧: ସାମ୍ପ୍ରତିକ ସମୟରେ ଯେଉଁ ଜଗତ ଦେଖୁଛନ୍ତି, ତାହା ପ୍ରକୃତ ଜଗତ ନୁହେଁ। ଅନ୍ୟ ଏକ ନୂତନ ଜଗତ ସୃଷ୍ଟି କରିବାକୁ ପଡିବ। ଏଥିପାଇଁ ନାରୀମାନଙ୍କର ଭୂମିକା ଗୁରୁତ୍ୱପୂର୍ଣ୍ଣ। ନାରୀ ଚାହିଁଲେ ନୂତନ ଜଗତ ସୃଷ୍ଟି ହୋଇପାରିବ ବୋଲି କଟକ…
ଘସିପୁରା ଥାନା ମହିଳା ଏସ୍ଆଇଙ୍କୁ ଆକ୍ରମଣ
ଆନନ୍ଦପୁର,୨୫।୧(ଡି.ଏନ.ଏ): କେନ୍ଦୁଝର ଜିଲା ଘସିପୁରା ଥାନାର ଜଣେ ମହିଳା ଏସ୍ଆଇଙ୍କୁ ପଦନପୁର ଗ୍ରାମରେ ଆକ୍ରମଣ ହୋଇଛି। ଗୁରୁବାର ସନ୍ଧ୍ୟାରେ ପଦନପୁର ଗ୍ରାମକୁ ଏକ ପାରିବାରିକ ବିବାଦ ମାମଲାର ଅନୁସନ୍ଧାନ ପାଇଁ ଯାଇଥିବା ବେଳେ ତାଙ୍କ ଉପରେ ଏଭଳି ଆକ୍ରମଣ ହୋଇଥିଲା। ସୂଚନା…
କାର୍ଯ୍ୟ ବନ୍ଦ ଡକରା ଦେଲା ବ୍ୟାଙ୍କ ଅଧିକାରୀ ଓ କର୍ମଚାରୀ ସଂଘ
ବାରିପଦା ଅଫିସ,୨୫ା୧- ବାରିପଦା ବ୍ୟାଙ୍କ ଅଫ ଇଣ୍ଡିଆ ଶାଖାର ସମସ୍ତ ଅଧିକାରୀ ଓ କର୍ମଚାରୀମାନେ ମିଳିତ ଭାବେ ବିଭିନ୍ନ ଦାବି ନେଇ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ସମ୍ମାନଜନକ ଦରମା ବୃଦ୍ଧି, ୫ ଦିବସ ବ୍ୟାଙ୍କ ସେବା ଏବଂ ଅନ୍ୟାନ୍ୟ ଦାବି ଏଥିରେ…
ବିଜ୍ଞାନ ବାର୍ତ୍ତାକୁ ଶୁଣୁ ଭାରତ
ଡାଭୋସ୍,୨୫ା୧: ‘ବିଜ୍ଞାନକୁ ଶୁଣ’। ଜଳବାୟୁ ପରିବର୍ତ୍ତନର ଭୟାବହତାରୁ ମୁକ୍ତିପାଇବା ପାଇଁ ଡାଭୋସ୍ ମଞ୍ଚରୁ ଶୁକ୍ରବାର ଭାରତକୁ ଏହି ବାର୍ତ୍ତା ଦେଇଛନ୍ତି ସ୍ବଳ୍ପବୟସ୍କା ପରିବେଶ କର୍ମୀ ଗ୍ରେଟା ଥନ୍ବର୍ଗ। ଅନ୍ୟପକ୍ଷରେ ବିଶ୍ୱ ଅର୍ଥନୈତିକ ମଞ୍ଚ (ଡବ୍ଲ୍ୟୁଇଏଫ୍)ରେ ଜଳବାୟୁ ପରିବର୍ତ୍ତନର ମୁକାବିଲା ପାଇଁ ଉଦ୍ଦିଷ୍ଟ…
ହିଂସାରେ ସମ୍ପୃକ୍ତ ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେଉ
ନୂଆଦିଲ୍ଲୀ,୨୫ା୧: ସିଏଏ ଓ ଏନ୍ଆର୍ସିକୁ ବିରୋଧ କରିବା ଆଳରେ ବିକ୍ଷୋଭ ସହ ହିଂସାକାଣ୍ଡ ଭିଆଉଥିବା ବ୍ୟକ୍ତିଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ବୋଲି ୧୫୪ ବିଶିଷ୍ଟ ନାଗରିକ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ନିକଟରେ ଶୁକ୍ରବାର ଦାବି କରିଛନ୍ତି। ବିଭିନ୍ନ ଅବସରପ୍ରାପ୍ତ…
କପିଲ ମିଶ୍ରାଙ୍କ ବିରୋଧରେ ମାମଲା
ନୂଆଦିଲ୍ଲୀ,୨୫ା୧: ଦିଲ୍ଲୀର ଭାଜପା ନେତା କପିଲ ମିଶ୍ରାଙ୍କ ସାମ୍ପ୍ରଦ।ୟିକ ଟୁଇଟ୍କୁ ନେଇ କଠୋର ହୋଇଛନ୍ତି ନିର୍ବାଚନ କମିଶନ(ଇସି)। ତାଙ୍କ ବିରୋଧରେ ମାମଲା ରୁଜୁ କରିବା ପାଇଁ ଇସି ଶୁକ୍ରବାର ଦିଲ୍ଲୀ ପୋଲିସକୁ ନିର୍ଦ୍ଦେଶ ଦେଇଛନ୍ତି। ନୂଆଦିଲ୍ଲୀର ଶାହିନବାଗରେ ନାଗରିକତ୍ୱ ସଂଶୋଧନ ଆଇନ…
ତଥ୍ୟ ଦେଉନାହିଁ ତିହାର ଜେଲ୍, କୋର୍ଟ ଗଲେ ଦୋଷୀ
ନୂଆଦିଲ୍ଲୀ,୨୫ା୧: ନିର୍ଭୟା ବଳାତ୍କାର, ହତ୍ୟା ମାମଲାର ଅନ୍ୟ ୨ ଦୋଷୀ ଅକ୍ଷୟ କୁମାର ସିଂ ଓ ପଓ୍ବନ ସିଂଙ୍କ ଓକିଲ ଏ.ପି. ସିଂ ତିହାର ଜେଲ୍ ଅଧିକାରୀ ତଥ୍ୟ ଦେବାରେ ଜାଣିଶୁଣି ବିଳମ୍ବ କରୁଛନ୍ତିି ବୋଲି ଅଭିଯୋଗ କରିବା ସହ ଦିଲ୍ଲୀ…
Archives


