Home Left

ବିଜ୍ଞାନ ବାର୍ତ୍ତାକୁ ଶୁଣୁ ଭାରତ

ଡାଭୋସ୍‌,୨୫ା୧: ‘ବିଜ୍ଞାନକୁ ଶୁଣ’। ଜଳବାୟୁ ପରିବର୍ତ୍ତନର ଭୟାବହତାରୁ ମୁକ୍ତିପାଇବା ପାଇଁ ଡାଭୋସ୍‌ ମଞ୍ଚରୁ ଶୁକ୍ରବାର ଭାରତକୁ ଏହି ବାର୍ତ୍ତା ଦେଇଛନ୍ତି ସ୍ବଳ୍ପବୟସ୍କା ପରିବେଶ କର୍ମୀ ଗ୍ରେଟା ଥନ୍‌ବର୍ଗ। ଅନ୍ୟପକ୍ଷରେ ବିଶ୍ୱ ଅର୍ଥନୈତିକ ମଞ୍ଚ (ଡବ୍ଲ୍ୟୁଇଏଫ୍‌)ରେ ଜଳବାୟୁ ପରିବର୍ତ୍ତନର ମୁକାବିଲା ପାଇଁ ଉଦ୍ଦିଷ୍ଟ…

ହିଂସାରେ ସମ୍ପୃକ୍ତ ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେଉ

ନୂଆଦିଲ୍ଲୀ,୨୫ା୧: ସିଏଏ ଓ ଏନ୍‌ଆର୍‌ସିକୁ ବିରୋଧ କରିବା ଆଳରେ ବିକ୍ଷୋଭ ସହ ହିଂସାକାଣ୍ଡ ଭିଆଉଥିବା ବ୍ୟକ୍ତିଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ବୋଲି ୧୫୪ ବିଶିଷ୍ଟ ନାଗରିକ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ନିକଟରେ ଶୁକ୍ରବାର ଦାବି କରିଛନ୍ତି। ବିଭିନ୍ନ ଅବସରପ୍ରାପ୍ତ…

କପିଲ ମିଶ୍ରାଙ୍କ ବିରୋଧରେ ମାମଲା

ନୂଆଦିଲ୍ଲୀ,୨୫ା୧: ଦିଲ୍ଲୀର ଭାଜପା ନେତା କପିଲ ମିଶ୍ରାଙ୍କ ସାମ୍ପ୍ରଦ।ୟିକ ଟୁଇଟ୍‌କୁ ନେଇ କଠୋର ହୋଇଛନ୍ତି ନିର୍ବାଚନ କମିଶନ(ଇସି)। ତାଙ୍କ ବିରୋଧରେ ମାମଲା ରୁଜୁ କରିବା ପାଇଁ ଇସି ଶୁକ୍ରବାର ଦିଲ୍ଲୀ ପୋଲିସକୁ ନିର୍ଦ୍ଦେଶ ଦେଇଛନ୍ତି। ନୂଆଦିଲ୍ଲୀର ଶାହିନବାଗରେ ନାଗରିକତ୍ୱ ସଂଶୋଧନ ଆଇନ…

ତଥ୍ୟ ଦେଉନାହିଁ ତିହାର ଜେଲ୍‌, କୋର୍ଟ ଗଲେ ଦୋଷୀ

ନୂଆଦିଲ୍ଲୀ,୨୫ା୧: ନିର୍ଭୟା ବଳାତ୍କାର, ହତ୍ୟା ମାମଲାର ଅନ୍ୟ ୨ ଦୋଷୀ ଅକ୍ଷୟ କୁମାର ସିଂ ଓ ପଓ୍ବନ ସିଂଙ୍କ ଓକିଲ ଏ.ପି. ସିଂ ତିହାର ଜେଲ୍‌ ଅଧିକାରୀ ତଥ୍ୟ ଦେବାରେ ଜାଣିଶୁଣି ବିଳମ୍ବ କରୁଛନ୍ତିି ବୋଲି ଅଭିଯୋଗ କରିବା ସହ ଦିଲ୍ଲୀ…

ଆଇନ ହେଲା ବ୍ରେକ୍‌ଜିଟ ଚୁକ୍ତି

ଲଣ୍ଡନ,୨୫ା୧(ଆଇଏଏନ୍‌ଏସ୍‌): ବ୍ରିଟିଶ୍‌ ପ୍ରଧାନମନ୍ତ୍ରୀ ବୋରିସ୍‌ ଜନ୍‌ସନଙ୍କ ବ୍ରେକ୍‌ଜିଟ ଚୁକ୍ତି ସମସ୍ତ ପାର୍ଲମେଣ୍ଟାରୀ ପ୍ରତିବନ୍ଧକ ଅତିକ୍ରମ କରି ରାଣୀଙ୍କ ମଞ୍ଜୁରୀ ପାଇବା ପରେ ଆଇନରେ ପରିଣତ ହୋଇଛି। ଫଳରେ ୟୁରୋପୀୟ ସଂଘ (ଇୟୁ)ରୁ ବ୍ରିଟେନ ବାହ।ରିଯିବା ପାଇଁ ପଥ ପରିଷ୍କାର ହୋଇଯାଇଛି। ଏନେଇ…

ମିଳୁନି ମାଗଣା ଔଷଧ, ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ

ବଇଣ୍ଡା,୨୫ା୧ (ଡି.ଏନ.ଏ.) – କିଶୋରନଗର ବ୍ଲକ ବଇଣ୍ଡା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇପଡ଼ିଛି। ରୋଗୀମାନଙ୍କୁ ମାଗଣା ଔଷଧ ସହ ଠିକ୍‌ ଭାବେ ସେବା ମିଳୁ ନ ଥିବା ସାଧାରଣରେ ଅଭିଯୋଗ ହେଉଛି। ଏ ନେଇ ବଇଣ୍ଡା ଗ୍ରାମବାସୀ ବାରମ୍ବାର ଜିଲା…

ଭୋଟର ପରିଚୟପତ୍ରରେ ସଂଯୋଗ ହେବ ଆଧାର: ଜନପ୍ରତିନିଧି ଆଇନରେ ସଂଶୋଧନ ପାଇଁ ପ୍ରସ୍ତୁତି

ନୂଆଦିଲ୍ଲୀ,୨୫ା୧(ଆଇଏଏନ୍‌ଏସ୍‌): ଭୋଟର ପରିଚୟପତ୍ର ସହ ଆଧାର ନମ୍ବରକୁ ସଂଯୋଗ କରାଯିବ। ଏଥିପାଇଁ କେନ୍ଦ୍ର ଆଇନ ମନ୍ତ୍ରଣାଳୟ ନୂଆ ଆଇନ ପ୍ରସ୍ତୁତ କରୁଥିବା ଜଣାପଡିଛି। ଅନେକେ ଏକାଧିକ ସ୍ଥାନରେ ନିଜକୁ ଭୋଟର ଭାବେ ପଞ୍ଜୀକୃତ କରିଛନ୍ତି। ସେଗୁଡ଼ିକୁ ବନ୍ଦ କରିବାକୁ ହେଲେ ଭୋଟର…

ଅକ୍ସଫୋର୍ଡ ଡିକ୍ସନାରିରେ ‘ଆଧାର’

ନୂଆଦିଲ୍ଲୀ,୨୫ା୧: ଅକ୍ସଫୋର୍ଡ ଡିକ୍‌ସନାରିରେ ‘ଆଧାର’ ଶବ୍ଦ ସ୍ଥାନ ପାଇଛି। ଏହାର ଦଶମ ସଂସ୍କରଣରେ ଆହୁରି ୨୫ଟି ଭାରତୀୟ ଶବ୍ଦକୁ ସାମିଲ କରାଯାଇଛି। ଅକ୍ସଫୋର୍ଡ ଆଡଭାନ୍ସଡ ଲର୍ନର ଡିକ୍‌ସନାରି(ଓଏଏଲ୍‌ଡି)ର ସଦ୍ୟ ସଂସ୍କରଣକୁ ଶୁକ୍ରବାର ଉନ୍ମୋଚନ କରାଯାଇଛି। ଏଥିରେ ୩୮୪ଟି ଭାରତୀୟ ଶବ୍ଦ ରହିଛି।…

ଧର୍ମଘଟ ଯୋଗୁ ପ୍ରଭାବିତ ହୋଇପାରେ ବ୍ୟାଙ୍କ କାରବାର

ମୁମ୍ବାଇ,୨୫-୧: ୩୧ ଜାନୁୟାରୀଠାରୁ ଆରମ୍ଭ ହେଉଥିବା ୨ ଦିନିଆ ଦେଶ ବ୍ୟାପି ବ୍ୟାଙ୍କ ଧର୍ମଘଟ ଯୋଗୁ ବ୍ୟାଙ୍କିଙ୍ଗ କାରବାର ପ୍ରଭାବିତ ହେବାର ଆଶଙ୍କା ଉପୁଜିଛି। ଏହି ସମୟରେ ବ୍ୟାଙ୍କିଙ୍ଗ ସେବା ପ୍ରଭାବିତ ହୋଇପାରେ ବୋଲି ଷ୍ଟେଟ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ଏସ୍‌ବିଆଇ)…

ଅଧା ବାଟରେ ରୋଗୀଙ୍କୁ ଛାଡ଼ି ଚାଲିଗଲା ଆମ୍ବୁଲାନ୍ସ

ଛତ୍ରପୁର/ ଗଞ୍ଜାମ,୨୫ା୧(ଡି.ଏନ.ଏ.)-ଟଙ୍କା ନ ଦେବାରୁ ୧୦୮ ଆମ୍ବୁଲାନ୍ସ ରୋଗୀଙ୍କୁ ଅଧାବାଟରେ ଓହ୍ଲାଇ ଦେଇ ଚାଲିଗଲା। ଏଭଳି ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲାରେ। ଜିଲାପାଳଙ୍କ ନିର୍ଦ୍ଦେଶ ପରେ ସମ୍ପୃକ୍ତ ଆଉଟ୍‌ସୋର୍ସିଂ ସଂସ୍ଥା କାର୍ଯ୍ୟରେ ଅବହେଳା କରିଥିବା ୧୦୮ ଆମ୍ବୁଲାନ୍ସର ୩ କର୍ମଚାରୀଙ୍କୁ…

ପେଟ୍ରୋଲ ଢାଳି ଯୁବକଙ୍କୁ ଜାଳିଦେବାକୁ ଉଦ୍ୟମ

  ଭଞ୍ଜନଗର,୨୫।୧(ଡି.ଏନ୍‌.ଏ.) ଗଞ୍ଜାମ ଜିଲା ବେଲଗୁଣ୍ଠା ଫାଣ୍ଡି ଧୁମୁଛାଇ ଛକରେ ଶୁକ୍ରବାର ଅପରାହ୍ନ ପ୍ରାୟ ୨ଟାରେ ଜଣେ ଯୁବକଙ୍କୁ ୨ଜଣ ପେଟ୍ରୋଲ ପକାଇ ନିଅଁା ଲଗାଇ ଦେଇଥିଲେ। ଯୁବକ ଜଣକ ଗୁରୁତର ଆହତ ହୋଇଛନ୍ତି। ସେହେଲେ ଧୁମୁଛାଇର ସନ୍ତୋଷ ନାୟକ (୩୨)।…

୧୯ ବର୍ଷରୁ କମ୍‌ ବିଶ୍ୱକପ୍‌: ଭାରତ- ଅଷ୍ଟ୍ରେଲିଆ କ୍ୱାର୍ଟର ଫାଇନାଲ

ବ୍ଲୋଏମଫେଣ୍ଟେନ,୨୫।୧(ପି.ଟି.)- ଦକ୍ଷିଣ ଆଫ୍ରିକାରେ ଚାଲିଥିବା ୧୯ ବର୍ଷରୁ କମ୍‌ ବିଶ୍ୱକପ୍‌ରେ ଭାରତ ଓ ଅଷ୍ଟ୍ରେଲିଆ କ୍ୱାର୍ଟର ଫାଇନାଲରେ ପରସ୍ପରକୁ ଭେଟିବା ସ୍ପଷ୍ଟ ହୋଇଛି। ଶୁକ୍ରବାର ଅନୁଷ୍ଠିତ ନ୍ୟୁଜିଲାଣ୍ଡ ବିପକ୍ଷ ବର୍ଷା ବାଧାପ୍ରାପ୍ତ ମ୍ୟାଚ୍‌ରେ ଭାରତ ଡକ୍‌ଓ୍ବର୍ଥ ଲୁଇସ୍‌ ନିୟମରେ ୪୪ ରନରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri