ନେପାଳରେ ଚିହ୍ନଟ ହେଲେ ପ୍ରଥମ କୋରୋନା ଭାଇରସ ରୋଗୀ
କାଠମାଣ୍ଡୁ,୨୪।୧: ଚାଇନାର ଉହାନ ସହରରୁ ଆସିଥିବା ଜଣେ ଛାତ୍ରଙ୍କ ନିକଟରେ କୋରୋନା ଭାଇରସ ପଜିଟିଭ ଥିବା ଚିହ୍ନଟ ହୋଇଛି। ନେପାଳ ସ୍ବାସ୍ଥ୍ୟମନ୍ତ୍ରୀ ଏହି ସୂଚନା ଦେଇଛନ୍ତି। ଏହି ଭାଇରସ ଗତବର୍ଷ ଡିସେମ୍ବରରେ ଚାଇନାର ଉହାନ ସହରରେ ଚିହ୍ନଟ ହୋଇଥିବା ବେଳେ ଏବେ…
ନସିରୁଦ୍ଦିନ-ଅନୁପମଙ୍କ ବିବାଦକୁ ନେଇ ଟୁଇଟ୍ କଲେ ରାହୁଲ
ମୁମ୍ବାଇ: ବଲିଉଡ୍ର ଦୁଇ ବରିଷ୍ଠ ଅଭିନେତା ନସିରୁଦ୍ଦିନ ଶାହା ଓ ଅନୁପମ ଖେର ଏବେ ଅଛନ୍ତି ଚର୍ଚ୍ଚାରେ। ନିକଟରେ ନସିରୁଦ୍ଦିନ ଶାହା ଏକ ସାକ୍ଷାତ୍କାରରେ ଅଭିନେତା ଅନୁପମ ଖେରଙ୍କୁ ପରିହାସକାରୀ ବ୍ୟକ୍ତି ବୋଲି କହିଥିଲେ। ଆଉ ଅନୁପମ ଏକ ଭିଟିଓ ଟୁଇଟ୍…
ଏୟାର ଫୋର୍ସ ପାଇଲଟ ଭୂମିକାରେ ନଜର ଆସିବେ କଙ୍ଗନା
ମୁମ୍ବାଇ: ଏଥର ଫ୍ରାଇଡେ ରିଲିଜରେ ସାମିଲ ହୋଇଛି କଙ୍ଗନା ରାନାଓ୍ବତଙ୍କ ଫିଲ୍ମ ‘ପଙ୍ଗା’। ଏହା ବକ୍ସ ଅଫିସରେ ହିଟ୍ ହେବ ବୋଲି ମେକର୍ସ ଆଶା ରଖିଛନ୍ତି। ଏହାସହ କଙ୍ଗନା ତାଙ୍କ ଅପ୍କମିଂ ଫିଲ୍ମ ବିଷୟରେ ମଧ୍ୟ ଘୋଷଣା କରିଛନ୍ତି। ଆଗାମୀ ଫିଲ୍ମରେ…
ଅଭିଷେକ ଶେୟାର କଲେ ଫିଲ୍ମ‘ବବ୍ ବିଶ୍ୱାସ’ର ଝଲକ
ବମ୍ବେ: ସୁପରଷ୍ଟାର ଅମିତାଭ ବଚ୍ଚନଙ୍କ ପୁଅ ହେବା ସତ୍ତ୍ୱେ ବଲିଉଡରେ ଅଭିଷେକ ଦବଦବା ସେତେଟା ଜଣାପଡେନାହିଁ। ଅନେକ ତାଙ୍କ ଅଭିନୟ ପ୍ରଭାବିତ କରୁ ନ ଥିବା ମତ ରଖନ୍ତି। ନିକଟରେ ବିକ୍କି କୌଶଲଙ୍କ ଫିଲ୍ମ ମନ ମର୍ଜିୟାରେ ସେ ନଜର ଆସିଥିଲେ।…
ଡିଗ୍ରୀ କଲେଜ ଗଭର୍ଣ୍ଣିଂ ବଡି ଭାଙ୍ଗିଲା
ଭୁବନେଶ୍ୱର,୨୪।୧(ବ୍ୟୁରୋ): ଭାଙ୍ଗିଲା ଡ୍ରିଗ୍ରୀ କଲେଜ ଗଭର୍ଣ୍ଣିଂ ବଡି। ସମସ୍ତ ବେସରକାରୀ ଅନୁଦାନପ୍ରାପ୍ତ ଡିଗ୍ରୀ କଲେଜର ଗଭର୍ଣ୍ଣିଂ ବଡି ଭାଙ୍ଗିବା ନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ନିର୍ଦ୍ଦେଶନାମାକୁ ତତ୍କାଳ ଲାଗୁ କରିବା ନେଇ ଏଥିରେ ଉଲ୍ଲେଖ ରହିଛି।…
୪ ଦିନିଆ ଭାରତ ଗସ୍ତରେ ନୂଆଦିଲ୍ଲୀ ପହଞ୍ଚିଲେ ବ୍ରାଜିଲ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ,୨୪।୧: ବ୍ରାଜିଲ ପ୍ରଧାନମନ୍ତ୍ରୀ ଜେର ମେସିଆସ ବୋଲସୋନାରୋ ୪ ଦିନିଆ ଭାରତ ଗସ୍ତରେ ଶୁକ୍ରବାର ନୂଆଦିଲ୍ଲୀରେ ପହଞ୍ଚିଛନ୍ତି। ଏଥର ସେ ସାଧାରଣତନ୍ତ୍ର ଦିବସର ଅତିଥି ହୋଇପାରନ୍ତି ବୋଲି କୁହାଯାଉଛି। ବୋଲସୋନାରୋଙ୍କର ଏହି ଗସ୍ତ ସମୟରେ କୃଷି, ପ୍ରତିରକ୍ଷା ଆଦି କ୍ଷେତ୍ରରେ ଆଲୋଚନା…
ପରିତ୍ୟକ୍ତ କୂଅରୁ ଜଙ୍ଗଲି ବାର୍ହା ଉଦ୍ଧାର
ଛେଣ୍ଡିପଦା,୨୪।୧(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବନାଞ୍ଚଳ ବାହାଳସାହି ଗାଁ ନିକଟ ପରିତ୍ୟକ୍ତ କୂଅରୁ ଶୁକ୍ରବାର ଏକ ବାର୍ହା ଉଦ୍ଧାର ହୋଇଛି। କୂଅରେ ବାର୍ହା ପଡିଥିବା ନେଇ ଗ୍ରାମବାସୀ ବନ ବିଭାଗ ଓ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ। ଖବର ପାଇ ବନ…
କେସିଙ୍ଗା ରେଳ ଫାଟକ ଅଣ୍ଡର ବ୍ରିଜ ନିର୍ମାଣ ଦାବି: ୩ୟ ଦିନରେ ଧାରଣା
କେସିଙ୍ଗା,୨୪।୧: କଳାହାଣ୍ଡି ଜିଲା କେସିଙ୍ଗା ସହର ନିକଟରେ ଥିବା ରେଳ ଫାଟକରେ ଅଣ୍ଡର ବ୍ରିଜ ନିର୍ମାଣ ଦାବିକୁ ନେଇ ଚାଲୁଥିବା ଗଣଧାରଣା ଶୁକ୍ରବାର ୩ୟ ଦିନରେ ପହଞ୍ଚିଛି। ଶୁକ୍ରବାର କେସିଙ୍ଗା ବ୍ଲକର ବିଭିନ୍ନ ପଞ୍ଚାୟତ ଲୋକେ ଏହି ଗଣଧାରଣାରେ ସାମିଲ ହୋଇଛନ୍ତି।…
କୋରୋନା ଭାଇରସ ଆକ୍ରାନ୍ତଙ୍କ ଚିକିତ୍ସା ପାଇଁ ୧୦ ଦିନ ଭିତରେ ଚାଇନା ନିର୍ମାଣ କରିବ ନୂଆ ହସ୍ପିଟାଲ
ବେଜିଂ,୨୪।୧: କୋରୋନା ଭାଇରସ ଏବେ ଚାଇନାରେ ଆତଙ୍କ ସୃଷ୍ଟି କରିଛି। ଏବେ ସୁଦ୍ଧା ଏଥିରେ ୮୩୦ରୁ ଊର୍ଦ୍ଧ୍ୱ ଲୋକ ଆକ୍ରାନ୍ତ ଥିବା ବେଳେ ୨୫ ଜଣଙ୍କ ମୃତ୍ୟୁ ହୋଇ ସାରିଲାଣି। ଏହି ସଂଖ୍ୟା ଦ୍ରୁତଗତିରେ ବ୍ୟାପୁଥିବାରୁ ଏହାକୁ ନଜରରେ ରଖି କେବଳ…
ବଲ ଗର୍ଲଙ୍କୁ କିସ୍ କଲେ ନାଡାଲ
ମେଲବୋର୍ନ,୨୪।୧- ଚଳିତ ଅଷ୍ଟ୍ରେଲିଆନ ଓପନର ଏକ ଦ୍ୱିତୀୟ ରାଉଣ୍ଡ ମ୍ୟାଚ୍ବେଳେ ସ୍ପାନିଶ କିମ୍ବଦନ୍ତୀ ରାଫାଲ ନାଡାଲ ପ୍ରଶଂସକଙ୍କ ମନ ଜିଣିଛନ୍ତି। ଆର୍ଜେଣ୍ଟିନା ଫେଡୋରିକୋ ଡେଲବୋନିଙ୍କ ବିପକ୍ଷ ମ୍ୟାଚ୍ବେଳେ ନାଡାଲଙ୍କ ଏକ ଶକ୍ତିଶାଳୀ ଫୋରହ୍ୟାଣ୍ଡ ଶଟ ବଲ ଗର୍ଲଙ୍କ ମୁଣ୍ଡରେ ବାଜିଥିଲା। ୧୯…
ସିଏଏକୁ ବିରୋଧ କରି କବର ସ୍ଥାନରେ କଲେ ପ୍ରାର୍ଥନା
ପ୍ରୟାଗରାଜ,୨୪।୧: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)ଓ ଜାତୀୟ ନାଗରିକ ପଞ୍ଜିକା(ଏନ୍ଆର୍ସି)କୁ ବିରୋଧ କରି ଉତ୍ତର ପ୍ରଦେଶର କଂଗ୍ରେସ ନେତା ଭିନ୍ନ ଢଙ୍ଗରେ ପ୍ରଦର୍ଶନ କରିଛନ୍ତି। କଂଗ୍ରେସ ନେତା ହସିବ ଅହମ୍ମଦ ବିରୋଧ ପ୍ରଦର୍ଶନ କରିବାକୁ କବରସ୍ଥାନ ଯାଇଥିଲେ। ସେଠାରେ ସେ ତାଙ୍କ ପୂର୍ବ…
କୁଡ଼ାସାହି ଗ୍ରାମରେ ଡକାୟତି: ମାଡ଼ମାରି ଲୁଟିନେଲେ ଗହଣା, ଟଙ୍କା
ବଲାଙ୍ଗୀର ଅଫିସ,୨୪।୧: ବଲାଙ୍ଗୀର ଜିଲା କୁଡ଼ାସାହି ଗ୍ରାମରେ ଗୁରୁବାର ବିଳମ୍ବିତ ରାତିରେ ଡକାୟତି ହୋଇଛି। ରାତିରେ ଗ୍ରାମର ଉଜ୍ଜ୍ୱଳ ସାହୁଙ୍କ ଘର ଆଗରେ ଏକ ବୋଲେରୋ ରହିଥିଲା। ବୋଲେରୋରୁ ୧୦/୧୨ ଜଣ ଡକାୟତ ଆସି ଉଜ୍ଜ୍ୱଳଙ୍କ ଘରେ ପଶିଥିଲେ। ତାଙ୍କ ସ୍ତ୍ରୀ…
Archives


