୬୨ଲିଟର ଦେଶୀ ମଦ ଜବତ: ୫ ଗିରଫ
ମାଧପୁର,୨୪।୧(ଡି.ଏନ.ଏ.): ଅନୁଗୋଳ ଜିଲା ଆଠମଲ୍ଲିକ ଅବକାରୀ ବିଭାଗ ପକ୍ଷରୁ ଶୁକ୍ରବାର ଠାକୁରଗଡ଼ ଥାନା ଅଞ୍ଚଳର ବିଭିନ୍ନ ଗ୍ରାମରେ ଚଢ଼ାଉ କରାଯାଇଛି। ଚଢ଼ାଉ ସମୟରେ ୬୨ଲିଟର ଦେଶୀମଦ ଜବତ କରିବାସହ ଏଥିରେ ସମ୍ପୃକ୍ତ ୫ଜଣଙ୍କୁ ପୋଲିସ ଗିରଫ କରିଛି l ଗୋପପୁର ଗ୍ରାମର…
ଜଙ୍ଗଲରେ ଯୁବତୀଙ୍କ ମୃତଦେହ ପଡ଼ିବା ଘଟଣା: ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ଉଦ୍ଧାର
ମାଧପୁର,୨୪।୧(ଡି.ଏନ୍.ଏ.): ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକର ମାନଯୋର ଜଳସେଚନ ଉପରମୁଣ୍ଡ ଜଙ୍ଗଲରେ ଜଣେ ଯୁବତୀଙ୍କ ଗଳିତ ମୃତଦେହ ପଡ଼ିଥିବା ଖବର ବୁଧବାର ‘ଧରିତ୍ରୀ’ରେ ପ୍ରକାଶ ପାଇଥିଲା। ଶୁକ୍ରବାର ମାଜିଷ୍ଟ୍ରେଟ କ୍ଷମତାରେ ଥିବା ଆଠମଲ୍ଲିକ ଆସିଷ୍ଟାଣ୍ଟ କଲେକ୍ଟର ନାରାୟଣ ସାହୁଙ୍କ ଉପସ୍ଥିତିରେ ଢେଙ୍କାନାଳରୁ…
ଶୀର୍ଷରେ କୋହଲି, ଉପରକୁ ଉଠିଲେ ରାହାନେ
ଦୁବାଇ,୨୪।୧(ପି.ଟି.)- ଭାରତୀୟ ଅଧିନାୟକ ବିରାଟ କୋହଲି ଆଇସିସି ଟେଷ୍ଟ ବ୍ୟାଟ୍ସମ୍ୟାନଙ୍କ ର଼୍ୟାଙ୍କିଙ୍ଗ୍ର ଶୀର୍ଷ ସ୍ଥାନ ବଜାୟ ରଖିଛନ୍ତି। ଉପଅଧିନାୟକ ଅଜିଙ୍କ୍ୟ ରାହାନେ ଉପରକୁ ଉଠି ୮ମ ସ୍ଥାନ ଅଧିକାର କରିଛନ୍ତି। କୋହଲିଙ୍କ ନିକଟରେ ସର୍ବାଧିକ ୯୧୮ ପଏଣ୍ଟ ରହିଛି। ଦ୍ୱିତୀୟ ସ୍ଥାନରେ…
ଭାରତର ଦମଦାର ବିଜୟ
ଅକ୍ଲାଣ୍ଡ,୨୪।୧- ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ମ୍ୟାଚ୍ରେ ଭାରତୀୟ ଦଳ ଦମଦାର ବିଜୟ ହାସଲ କରିଛି। ଘରୋଇ ଦଳ ଦ୍ୱାରା ଧାର୍ଯ୍ୟ ୨୦୩ ରନ୍ର ବିଶାଳ ବିଜୟ ଲକ୍ଷ୍ୟକୁ ଭ୍ରମଣକାରୀ ଭାରତ ଗୋଟିଏ ଓଭର ଓ ୬ ଉଇକେଟ ହାତରେ ରଖି ହାସଲ…
ହଲିଉଡ୍ ହିରୋଙ୍କଠାରୁ ବି କମ୍ ଦିଶୁ ନ ଥିଲେ ରତନ ଟାଟା, ଫଟୋ ଭାଇରାଲ
ଟାଟା ଗ୍ରୁପ୍ର ଚେୟାରମ୍ୟାନ୍ ରତନ୍ ଟାଟା ୮୨ ବର୍ଷ ବୟସରେ ତାଙ୍କ ଇନ୍ଷ୍ଟାଗ୍ରାମରେ ଯୁବାବସ୍ଥାର ଏକ ଫଟୋ ଶେୟାର କରିଛନ୍ତି। ଯାହା ଏବେ ଖୁବ୍ ଭାଇରାଲ ହେବାରେ ଲାଗିଛି। ଏବେସୁଦ୍ଧା ଏହି ଫଟୋକୁ ଅଢ଼େଇ ଲକ୍ଷରୁ ଅଧିକ ଲୋକ ଲାଇକ୍ କରିସାରିଲେଣି।…
ବିବାହ ପାଇଁ ଘୋଡ଼ା ଚଢି ବରଘରେ ପହଞ୍ଚିଲେ ଦୁଇ ଭଉଣୀ
ଖଣ୍ଡଓ୍ବା,୨୪।୧: ରାଜସ୍ଥାନର ଖଣ୍ଡଓ୍ବାରେ ବିବାହକୁ ନେଇ ଦେଖିବାକୁ ମିଳିଛି ଏକ ଭିନ୍ନ ପରମ୍ପରା। ବିବାହ ପାଇଁ ଯାଉଥିବା ସମୟରେ ଘୋଡ଼ା ସହ ବରଯାତ୍ରୀ ଓ ବାଜାବାଣ ସବୁ ଥିଲା ହେଲେ ଘୋଡ଼ା ଉପରେ ବର ବଦଳରେ ଦେଖିବାକୁ ମିଳିଥିଲା ଦୁଇ କନ୍ୟାଙ୍କୁ।…
ନନ୍ଦନକାନନକୁ ଆସିବ ଧଳା ଗଣ୍ଡା, ଆଫ୍ରିକୀୟ ସିଂହ
ଭୁବନେଶ୍ୱର, ୨୪।୧(ବ୍ୟୁରୋ): ନନ୍ଦନକାନନ ପ୍ରାଣୀ ଉଦ୍ୟାନକୁ ଆସିବେ ନୂଆ ଅତିଥି। ସିଙ୍ଗାପୁରରୁ ଧଳା ଗଣ୍ଡା ନନ୍ଦନକାନନ ଆସିବ। ସେହିଭଳି ଶ୍ରୀଲଙ୍କାରୁ ଆଫ୍ରିକୀୟ ସିଂହ ଓ ଅନ୍ୟ ଜନ୍ତୁ ଆଣିବାକୁ ଯୋଜନା କରାଯାଇଛି। ଏଥିସହ ରୋପଓ୍ବେ ପଏଣ୍ଟକୁ ଯିବା ପାଇଁ ଟୟ ଟ୍ରେନ୍…
ଗାର୍ଲଫ୍ରେଣ୍ଡ୍ଙ୍କୁ ବିବାହ ନ କରିବା ପାଇଁ ବୟଫ୍ରେଣ୍ଡ୍ ନାଇଟ୍ କ୍ଲବ ଯାଇ କଲେ ଏମିତି
ବେଜିଂ: ଦୁନିିଆରେ ଭିନ୍ନ ମଣିଷ ଅଛନ୍ତି। ସେମାନଙ୍କ ଚିନ୍ତାଧାରା ମଧ୍ୟ ଅଲଗା ପ୍ରକାର। କେତେବେଳେ କ’ଣ କରିବେ ନିଜେ ମଧ୍ୟ ଜାଣନ୍ତି ନାହିଁ। ଏମିତି ଏକ ଘଟଣା ଦେଖିବାକୁ ମିଳିଛି ଚାଇନାରେ। ଏଠାକାର ଜଣେ ଯୁବକ ତାଙ୍କ ଗାର୍ଲଫ୍ରେଣ୍ଡଙ୍କୁ ବିବାହ କରିବେନି…
ଏପ୍ରିଲ ୧ରୁ ଘଣ୍ଟାଏରେ ମିଳିବ ଜମିବାଡ଼ି କାଗଜପତ୍ର
ଭୁବନେଶ୍ୱର, ୨୪।୧(ବ୍ୟୁରୋ): ରାଜ୍ୟ ସରକାରଙ୍କ ଗୋଟିଏ ପରେ ଗୋଟିଏ ବିଭାଗ ମୋ ସରକାର ଅଧୀନକୁ ଆସୁଛି। ଏହି କ୍ରମରେ ଫେବୃୟାରୀ ୧୦ରେ ରାଜସ୍ବ ବିଭାଗ ମୋ ସରକାର ଅଧୀନକୁ ଆସିବ। ଏହା ପୂର୍ବରୁ ଯେଉଁ ତହସିଲଦାରଙ୍କ କାମ ବାକି ଅଛି, ସେମାନଙ୍କ…
ରଜନୀକାନ୍ତଙ୍କ ବିରୋଧରେ ହୋଇଥିବା ମାମଲାକୁ ଖାରଜ କଲେ ମାଡ୍ରାସ ହାଇକୋର୍ଟ
ଚେନ୍ନାଇ,୨୪।୧: ଅଭିନେତାରୁ ରାଜନେତା ପାଲଟିଥିବା ରଜନୀକାନ୍ତଙ୍କ ବିରୋଧରେ ହୋଇଥିବା ମାମଲାକୁ ନେଇ ଶୁକ୍ରବାର ମାଡ୍ରାସ ହାଇକୋର୍ଟ ଶୁଣାଣି କରି ଉକ୍ତ ମାମଲାକୁ ଖାରଜ କରି ଦେଇଛନ୍ତି। ପେରିୟରଙ୍କୁ ନେଇ ସୁପରଷ୍ଟାର ରଜନୀକାନ୍ତ ବିବାଦୀୟ ବୟାନ ଦେଇଥିବା ଅଭିଯୋଗ କରି ହାଇକୋର୍ଟରେ ଆବେଦନ…
୬ ବର୍ଷରେ ଟେଲରଙ୍କ ପ୍ରଥମ ଟି୨୦ ଅର୍ଦ୍ଧଶତକ
ଅକ୍ଲାଣ୍ଡ,୨୪।୧- ଭାରତ ବିପକ୍ଷ ପ୍ରଥମ ଟି୨୦ ମ୍ୟାଚ୍ରେ ନ୍ୟୁଜିଲାଣ୍ଡର ବରିଷ୍ଠ ବ୍ୟାଟ୍ସମ୍ୟାନ ରସ ଟେଲର ୨୭ ବଲରେ ବିସ୍ଫୋରକ ୫୪ ରନ୍ର ଇନିଂସ ଖେଳିଥିଲେ। ତାଙ୍କ ଅର୍ଦ୍ଧଶତକୀୟ ଇନିଂସରେ ସାମିଲ ଥିଲା ୩ ଲେଖାଏ ଚୌକା ଓ ଛକା। ଗତ ୬…
ପୁଣି କୋର୍ଟଙ୍କ ଦ୍ୱାରସ୍ଥ ହେଲେ ନିର୍ଭୟା ମାମଲାର ଦୋଷୀ
ନୂଆଦିଲ୍ଲୀ,୨୪।୧: ନିର୍ଭୟା ଗଣବଳାତ୍କାର ମାମଲାର ଦୋଷୀମାନେ ପୁଣି କୋର୍ଟ ପହଞ୍ଚିଛନ୍ତି। ଏମାନଙ୍କ ପାଇଁ ଲଢୁଥିବା ଓକିଲ ଏପି ସିଂ ଶୁକ୍ରବାର ପୁଣିଥରେ ପଟିଆଲା ହାଉସ କୋର୍ଟ ପହଞ୍ଚିଥିବା ଜଣାପଡିଛି। ଏଥର ସେ ତିହାର ଜେଲ ପ୍ରଶାସନ ଉପରେ ଅଭିଯୋଗ ଆଣି ଆବେଦନ…
Archives


