ମାର୍ଚ୍ଚରୁ ପିଏମ୍ଜିଏସ୍ଓ୍ବାଇ-୩
ଭୁବନେଶ୍ୱର,୨୪ା୧(ବ୍ୟୁରୋ):ରାଜ୍ୟ ସରକାର ସମସ୍ତ ସ୍କୁଲ ଓ ଗ୍ରାମାଞ୍ଚଳରେ ଥିବା ହସ୍ପିଟାଲଗୁଡିକୁ ରାସ୍ତା ସଂଯୋଗ କରିବାକୁ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଏହି ରାସ୍ତାଗୁଡିକୁ ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନା (ପିଏମ୍ଜିଏସ୍ଓ୍ବାଇ)-୩ରେ ଅନ୍ତର୍ଭୁକ୍ତ କରାଯିବ। ମିଳିଥିବା ସୂଚନା ଅନୁଯାୟୀ ପିଏମ୍ଜିଏସ୍ଓ୍ବାଇ-୩ ଚଳିତବର୍ଷ ମାର୍ଚ୍ଚ ମାସରୁ…
୧୨୩ କୋଟି ଟଙ୍କା ଜିଏସ୍ଟି ଠକେଇ
କଟକ ଅଫିସ, ୨୪ା୧:ସାମଗ୍ରୀ କିଛି କିଣାବିକା ନ ହୋଇ କାଗଜରେ ୧୧୮୦ କୋଟି ଟଙ୍କାର କାରବାର ଦର୍ଶାଯାଇଛି। ଜାଲ୍ କାଗଜପତ୍ର ମାଧ୍ୟମରେ କୋଟି କୋଟି ଟଙ୍କାର ବ୍ୟବସାୟ ଦେଖାଇ ୧୨୩ କୋଟି ଟଙ୍କାର ଜିଏସ୍ଟି ଠକେଇ କରିଛନ୍ତି ବ୍ୟବସାୟୀ। ଏହି ଅସାଧୁ…
ଭକ୍ତଙ୍କ ବିଶ୍ୱାସ ସହ ଖେଳ: ଅଙ୍ଗାର ପରେ ଚାଉଳ, ପନିପରିବା ମାନକୁ ନେଇ ଉଠିଲା ପ୍ରଶ୍ନ
ପୁରୀ ଅଫିସ,୨୪ା୧:ଶ୍ରୀମନ୍ଦିର ଭିତରକୁ ଯାଉଛି ବାହାର ଅଙ୍ଗାର। ଏହି ଅଙ୍ଗାରରେ ରୋଷଘରେ ପ୍ରସ୍ତୁତ ହେଉଛି ମହାପ୍ରସାଦ। ଏ ନେଇ ଗତ ଡିସେମ୍ବର ୧୮ତାରିଖ ଛତିଶା ନିଯୋଗ ବୈଠକରେ ଅଭିଯୋଗ ଉଠିଥିଲା। ପରବର୍ତ୍ତୀ ସମୟରେ ଏହାକୁ ସୁଆର ସେବକ ଏବଂ ଶ୍ରୀମନ୍ଦିର ପ୍ରଶାସନ…
ଯୋଗୀ ୧ ନମ୍ବର ମୁଖ୍ୟମନ୍ତ୍ରୀ, ଚତୁର୍ଥରେ ନବୀନ
ନୂଆଦିଲ୍ଲୀ,୨୪ା୧:ଇଣ୍ଡିଆ ଟୁଡେ ମୁଡ୍ ଅଫ୍ ଦି ନେଶନ ପକ୍ଷରୁ ଜାନୁୟାରୀରେ କରାଯାଇଥିବା ସର୍ଭେ ଅନୁଯାୟୀ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ଦେଶର ଶ୍ରେଷ୍ଠ ମୁଖ୍ୟମନ୍ତ୍ରୀ ଭାବେ ଅଭିହିତ କରାଯାଇଛି। ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ ଏବଂ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ…
ଶେଷ ଇଚ୍ଛା ଜଣାଉନାହାନ୍ତି ନିର୍ଭୟା ବଳାତ୍କାରୀ
ନୂଆଦିଲ୍ଲୀ,୨୪ା୧:ନିର୍ଭୟା ଗଣବଳାତ୍କାର ଓ ହତ୍ୟା ମାମଲାର ୪ ଅପରାଧୀଙ୍କୁ ଫେବୃୟାରୀ ୧ରେ ଫାଶୀ ଦିଆଯିବାକୁ ଥିବାବେଳେ ଏହାର ୯ ଦିନ ପୂର୍ବରୁ ତିହାର ଜେଲ୍ କର୍ତ୍ତୃପକ୍ଷ ସେମାନଙ୍କର ଶେଷ ଇଚ୍ଛା ପଚାରିଥିଲେ। ସେମାନେ ପରିବାର ସଦସ୍ୟଙ୍କୁ ଭେଟିବାକୁ ଚାହାନ୍ତି କିମ୍ବା ସେମାନଙ୍କ…
ରିୟଲ ଇଷ୍ଟେଟରେ ବଢୁ ଟିକସ ରିହାତି
ନୂଆଦିଲ୍ଲୀ,୨୪-୧: ଦେଶର ରିୟଲ ଇଷ୍ଟେଟ କ୍ଷେତ୍ର ବର୍ତ୍ତମାନ ବିଭିନ୍ନ ସମସ୍ୟା ସହ ଜୁଝୁ ଥିବା ବେଳେ ଏହି କ୍ଷେତ୍ରରେ ଚାହିଦା ବଢାଇବା ଲାଗି ଶିଳ୍ପ ସଂଘ କନ୍ଫେଡେରେଶନ ଅଫ୍ ଇଣ୍ଡିଆନ ଇଣ୍ଡଷ୍ଟ୍ରିଜ(ସିଆଇଆଇ) ସରକାରଙ୍କୁ ବିଭିନ୍ନ ପରାମର୍ଶ ଦେଇଛି। ସିଆଇଆଇ କହିଛି ଯେ,…
ଫେବୃୟାରୀ ୫ରେ ପଶ୍ଚିମ ଓଡ଼ିଶା ବନ୍ଦ
ବଲାଙ୍ଗୀର ଅଫିସ, ୨୪ା୧: ପଶ୍ଚିମ ଓଡ଼ିଶାରେ ବିଭିନ୍ନ ଓକିଲ ସଂଘ ପକ୍ଷରୁ ଦୀର୍ଘବର୍ଷ ଧରି ଚାଲିଥିବା ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଆନ୍ଦୋଳନ ଏବେ ଏକ ଭିନ୍ନମୋଡ ନେଇଛି। କିଛି ଦିନ ତଳେ ବାର କାଉନସିଲ ଅଫ୍ ଇଣ୍ଡିଆ ଆନ୍ଦୋଳନରତ ଓକିଲମାନଙ୍କ…
ଫିଲ୍ମଫେୟାର ଦୌଡ଼ରେ ଓଡ଼ିଆ ଫିଲ୍ମମେକର
ଭୁବନେଶ୍ୱର,୨୪ା୧(ବ୍ୟୁରୋ):ପ୍ରଥମଥର ପାଇଁ ଓଡ଼ିଶାରୁ ଏକ କ୍ଷୁଦ୍ର ଚଳଚ୍ଚିତ୍ର ‘ଫିଲ୍ମଫେୟାର ଶର୍ଟ ଫିଲ୍ମ ଆଓ୍ବାର୍ଡସ-୨୦୨୦’ ପ୍ରତିଯୋଗିତା ଦୌଡ଼ରେ ସାମିଲ ହୋଇଛି। ଓଡ଼ିଶା ଜନ୍ମିତ ବିଜ୍ଞାପନ ଫିଲ୍ମ ନିର୍ମାତା ଦୟାନିଧି ଦହିମାଙ୍କ ଦ୍ୱାରା ନିର୍ମିତ ପ୍ରଥମ କ୍ଷୁଦ୍ର ଚଳଚ୍ଚିତ୍ର ‘ନବାବ’ ଏହି ସମ୍ମାନଜନକ ଚଳଚ୍ଚିତ୍ର…
ଓଡ଼ିଆ ଅଫିସର ସି.ପି. ମହାନ୍ତି ଦକ୍ଷିଣାଞ୍ଚଳ ସେନା କମାଣ୍ଡର
ନୂଆଦିଲ୍ଲୀ,୨୪ା୧(ପି.ଟି.):ଓଡ଼ିଆ ଅଫିସର ଲ୍ୟୁଟ୍ନାଣ୍ଟ ଜେନେରାଲ ସି.ପି. ମହାନ୍ତିଙ୍କୁ ଦକ୍ଷିଣାଞ୍ଚଳ ସେନା କମାଣ୍ଡର ଭାବେ ନିଯୁକ୍ତି ମିଳିଛି। ସେନା ମୁଖ୍ୟ ଜେନେରାଲ ମନୋଜ ମୁକୁନ୍ଦ ନରଓ୍ବଣେ ତାଙ୍କୁ ଏହି ନିଯୁକ୍ତି ପ୍ରଦାନ କରିଛନ୍ତି। ସେ ଲ୍ୟୁଟ୍ନାଣ୍ଟ ଜେନେରାଲ ଏସ୍.କେ. ସାଇନିଙ୍କ ସ୍ଥାନରେ ଶନିବାର…
ପୂର୍ବତନ ବିଧାୟକ ଅନାମ ନାଏକ ଗିରଫ
କଟକ ଅଫିସ, ୨୪ା୧: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଭବାନୀପାଟଣା ବିଧାନସଭା ଆସନର ପୂର୍ବତନ ବିଧାୟକ ଅନାମ ନାଏକଙ୍କୁ ଭିଜିଲାନ୍ସ ଗୁରୁବାର ଗିରଫ କରିଛି। ଏ ସମ୍ପର୍କରେ କୋରାପୁଟ ଭିଜିଲାନ୍ସ ଥାନାରେ ଏକ ମାମଲା(ନଂ. ୩/୨୦୨୦) ରୁଜୁ କରାଯାଇଛି। ଭବାନୀପାଟଣା…
ଆବର୍ଜନାରୁ ଇନ୍ଧନ ବାହାର କରିବ ପୂର୍ବତଟ ରେଳପଥ
ଭୁବନେଶ୍ୱର,୨୪ା୧(ବ୍ୟୁରୋ):ବର୍ଜ୍ୟବସ୍ତୁ ପରିଚାଳନା ଓ ଅପସାରଣ କ୍ଷେତ୍ରରେ ଇତିହାସ ରଚିଛି ପୂର୍ବତଟ ରେଳପଥ। ବର୍ଜ୍ୟବସ୍ତୁରୁ ଶକ୍ତି ଉତ୍ପାଦନ କ୍ଷେତ୍ରରେ ଦେଶର ପ୍ରଥମ ସରକାରୀ ପ୍ରକଳ୍ପ କାର୍ଯ୍ୟକ୍ଷମ ହୋଇଛି। ଗୁରୁବାର ପୂର୍ବତଟ ରେଳପଥର ମଞ୍ଚେଶ୍ୱରସ୍ଥିତ ରେଳଡବା ମରାମତି କାରଖାନାଠାରେ ରେଳବୋର୍ଡ ସଦସ୍ୟ (ରୋଲିଂ ଷ୍ଟକ୍)…
ଭିମ୍ସାର: ୪ ବର୍ଷରେ ୩୪୭୨ ଶିଶୁ ମୃତ
ସମ୍ବଲପୁର,୨୪ା୧:ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍ସେସ୍ ଆଣ୍ଡ ରିସର୍ଚ୍ଚ (ଭିମ୍ସାର)ରେ ସ୍ବାସ୍ଥ୍ୟସେବା ଉପରେ ସମଗ୍ର ପଶ୍ଚିମ ଓଡ଼ିଶାବାସୀ ନିର୍ଭର କରନ୍ତି। ସେଥିପାଇଁ ସରକାର ଭିମ୍ସାରର ସ୍ବାସ୍ଥ୍ୟସେବା ବିକାଶ ଦିଗରେ ନାନା ପଦକ୍ଷେପ ଗ୍ରହଣ କରିଛନ୍ତି।…
Archives


