Home Left

ସାପ, ବାଦୁଡିଙ୍କ ଦ୍ୱାରା ବ୍ୟାପୁଛି କୋରୋନା ଭାଇରସ !

ବେଜିଂ,୨୩।୧: ଚାଇନାରେ ଏବେ ସମସ୍ତଙ୍କୁ ଚିନ୍ତାରେ ପକାଇଛି କୋରୋନା ଭାଇରସ। ଏବେ ଚାଇନାରେ ଏହି ଭାଇରସ ଆକ୍ରାନ୍ତରେ ୧୭ ଜଣଙ୍କ ମୃତ୍ୟୁ ହେବା ସହ ୫୫୦ଜଣ ଆକ୍ରାନ୍ତ ହୋଇଥିବା ସୂଚନା ମିଳିଛି। ଚାଇନାର କେତେଜଣ ବିଶେଷଜ୍ଞଙ୍କ ମତରେ ଯେଉଁମାନେ ବନ୍ୟଜୀବ ଯେମିତିକି,…

ପାହାଡ଼ର ୩ ହଜାର ଫୁଟ ଉପରେ ରହିଛି ହଜାରେ ବର୍ଷ ପୁରୁଣା ଗଣେଶଙ୍କ ମୂର୍ତ୍ତି

ରାୟପୁର: ଭାରତର ବିଭିନ୍ନ ସ୍ଥାନରେ ବହୁ ସାଂସ୍କୃତିକ ସ୍ଥାନ ରହିଛି। ସେଥିମଧ୍ୟରେ ଛତିଶଗଡ଼ ଦନ୍ତଓ୍ବାଡା ଜିଲାର ଦନ୍ତେଶ୍ୱରୀ କାଳି ଏବଂ ଗଣେଶଙ୍କ ପାଖରେ ଶ୍ରଦ୍ଧାଳୁଙ୍କ ଭିଡ଼ ବେଶ୍‌ ଜମିଥାଏ। ଢ଼ୋଲକଲ ପାହାଡ଼ରେ ଥିବା ପ୍ରଭୁ ଗଣେଶଙ୍କ ମନ୍ଦିରରେ ହଜାରେ ବର୍ଷ ପୁରୁଣା…

ଛାତ୍ରାବାସରେ ମସାଜ୍‌ର ମଜା ନେଉଛନ୍ତି ଶିକ୍ଷକ, ଭିଡିଓ ଭାଇରାଲ

ବାରିପଦା ଅଫିସ,୨୩।୧- ମୟୂରଭଞ୍ଜ ଜିଲା ସାରସକଣା ବ୍ଲକ ଖେରଣା ସ୍ଥିତ ଈଶ୍ୱରଚନ୍ଦ୍ର ସରକାରୀ ଉଚ୍ଚ ବିଦ୍ୟାଳୟରେ ଜଣେ ଶିକ୍ଷକଙ୍କୁ ଛାତ୍ରମାନେ ମସାଜ କରୁଥିବାର ଏକ ଭିଡିଓ ସୋସିଆଲ ମେଡିଆରେ ଭାଇରାଲ ହେଉଛି। ଭିଡିଓ କେଉଁ ଦିନର ତାହା ଜଣାପଡ଼ି ନ ଥିବା…

ଅଷ୍ଟ୍ରେଲିଆ ଓପନରୁ ଓହରିଲେ ସାନିଆ ମିର୍ଜା

ମେଲବୋର୍ନ,୨୩।୧- ଭାରତୀୟ ଟେନିସ ତାରକା ସାନିଆ ମିର୍ଜାଙ୍କ ଅଷ୍ଟ୍ରେଲିଆନ ଓପନ ଅଭିଯାନ ପ୍ରଥମ ରାଉଣ୍ଡରେ ଶେଷ ହୋଇଛି। ଆହତ ସମସ୍ୟା ଯୋଗୁ ସେ ମହିଳା ଡବଲ୍ସ ବର୍ଗର ପ୍ରଥମ ମ୍ୟାଚ୍‌ ଅଧାରୁ ଓହରି ଯାଇଛନ୍ତି। ଚାଇନାର ଜିନୟୁନ ହାନ-ଲିନ ଝୁଙ୍କ ବିପକ୍ଷ…

ବିଲ ମଧ୍ୟରୁ ନିଖୋଜ ଯୁବତୀଙ୍କ ଗଳିତ ମୃତଦେହ ଉଦ୍ଧାର: ବଳାତ୍କାର ପରେ ହତ୍ୟା ସନ୍ଦେହ

ସୁନ୍ଦରଗଡ଼,୨୩।୧(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା କୁତ୍ରା ଥାନା ଅନ୍ତର୍ଗତ ମାର୍‌ଖୀପଡ଼ା ହରଡ଼ ବିଲ ମଧ୍ୟରୁ ଗୁରୁବାର ଜଣେ ନିଖୋଜ ଯୁବତୀଙ୍କ ଗଳିତ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ହେଲେ କୁକୁରଭୁକା ଗ୍ରାମର ମୀନା ବାହାଲା(୩୦)। ସ୍ଥାନୀୟ ଗ୍ରାମବାସୀଙ୍କଠାରୁ ଖବର ପାଇ ପୋଲିସ ଘଟଣାସ୍ଥଳରେ…

ବାଉନ୍ସର ପ୍ରବେଶ ଘଟଣାର ତଦନ୍ତ ପାଇଁ କମିଟି ଗଠନ ପ୍ରସଙ୍ଗ: ଇତୀଶ କହିଲେ‘ ଏହା ଚୋର ହାତରେ ଚାବିକାଠି ଭଳି’

ଭୁବନେଶ୍ୱର,୨୩।୧(ବ୍ୟୁରୋ): କଂଗ୍ରେସ ଭବନରେ ବାଉନ୍ସର ପ୍ରବେଶ ଘଟଣାର ତଦନ୍ତ ପାଇଁ କମିଟି ଗଠନକୁ କଡ଼ା ସମାଲୋଚନା କରିଛନ୍ତି ପୂର୍ବତନ ଛାତ୍ର କଂଗ୍ରେସ ଆବାହକ ଇତୀଶ ପ୍ରଧାନ। ସେ କହିଛନ୍ତି, ଘଟଣାକୁ ନେଇ କମିଟଇ ଗଠନ ନିନ୍ଦନୀୟ। ଚୋର ହାତରେ ଚାବିକାଠି ଭଳି।…

ଅଷ୍ଟ୍ରେଲିଆ ବିମାନ ଦୁର୍ଘଟଣା: ୩ ଫାୟାରଫାଇଟର ମୃତ

ନିଉ ସାଉଥ୍‌ ଓ୍ବେଲସ,୨୩।୧: ଅଷ୍ଟ୍ରେଲିଆର ନିଉ ସାଉଥ୍‌ ଓ୍ବେଲସରେ ସି-୧୩୦ ବିମାନ ଗୁରୁବାର ଦୁର୍ଘଟଣା ହୋଇଥିବା ଖବର ମିଳିଛି। ଏଥିରେ ୩ ଆମେରିକୀୟ ଫାୟାପାଇଟରଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଦୁର୍ଘଟଣାର କାରଣ ସ୍ପଷ୍ଟ ହୋଇ ନ ଥିବା ବେଳେ ମୃତକଙ୍କ…

ନେତାଜୀ ସ୍ତ୍ରୀଙ୍କୁ ଶ୍ରଦ୍ଧାରେ ଡାକନ୍ତି…

ବିପ୍ଳବୀ ସ୍ବାଧୀନତା ସଂଗ୍ରାମୀ ତଥା ଓଡ଼ିଶାର ବୀରପୁତ୍ର ସୁଭାଷ ଚନ୍ଦ୍ର ବୋଷଙ୍କ ଜନ୍ମ କଟକର ଓଡ଼ିଆ ବଜାରରେ ୧୮୯୭ ମସିହା ଜାନୁୟାରୀ ୨୩ରେ ହୋଇଥିଲା। ପିତା ଜାନକୀ ନାଥ ବୋଷ ଏବଂ ମା’ ପ୍ରଭାବତୀ। ତାଙ୍କ ପିତା ଥିଲେ ଜଣେ ଆଇନଜୀବୀ।…

ପାକିସ୍ତାନ ଯିବାକୁ ଲାଗୁଛି ଡର

ଢାକା,୨୩।୧- ପାକିସ୍ତାନ ଓ ବାଂଲାଦେଶ ମଧ୍ୟରେ ଶୁକ୍ରବାରଠାରୁ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ ଆରମ୍ଭ ହେବ। ଏହି ସିରିଜ୍‌ ଲାଗି ବାଂଲାଦେଶ ଦଳ ପାକିସ୍ତାନରେ ପହଞ୍ଚିଛି। ମାତ୍ର ଗସ୍ତ ପୂର୍ବରୁ ଦଳର ଦକ୍ଷ ପେସର ମୁସ୍ତାଫିଜୁର ରେହମାନ ଏକ ଟୁଇଟ୍‌…

ଆହାର କେନ୍ଦ୍ରକୁ ମାଲକାନଗିରି ଜିଲାପାଳଙ୍କ ଅଚାନକ ଗସ୍ତ: କର୍ମଚାରୀ ୟୁନିଫର୍ମ ପିନ୍ଧି ନ ଥିବାରୁ ରାଗିଲେ, ଖାଦ୍ୟର ମାନ କଲେ ଯାଞ୍ଚ

କୋରୁକେଣ୍ଡା,୨୩।୧(ଡି.ଏନ୍‌.ଏ): ମାଲକାନଗିରି ଜିଲା ବାଲିମେଳା ବିଜ୍ଞାପିତ ଅଞ୍ଚଳ ପରିଷଦରେ ଥିବା ଆହାର କେନ୍ଦ୍ରକୁ ମାଲକାନଗିରି ଜିଲାପାଳ ମନୀଷ ଅଗ୍ରୱାଲ ଗୁରୁବାର ଅଚାନକ ଗ୍ରସ୍ତ କରିଥିଲେ। ପୂର୍ବରୁ ଏହି ଆହାର କେନ୍ଦ୍ରରେ ନିମ୍ନମାନର ଖାଦ୍ୟ ଦେଉଥିବା ବାରମ୍ବାର ଅଭିଯୋଗ ଆସୁଥିବାରୁ ଜିଲାପାଳ ଏପରି…

ବିବାହ ବିଚ୍ଛେଦର ୧୬ ବର୍ଷ ପରେ ଦୁଃଖ ପ୍ରକାଶ କଲେ ଶୈଫ

ମୁମ୍ବାଇ: ଛୋଟେ ନବାବ ଶୈଫ ଅଲି ଖାଁ ତାଙ୍କ ଅପ୍‌ କମିଂ ଫିଲ୍ମ ‘ତାନାଜୀ-ଅ ଅନସଙ୍ଗ ଓ୍ବାରିୟର’ର ପମୋଶନରେ ଏବେ ବ୍ୟସ୍ତ ଅଛନ୍ତି। ନିକଟରେ ସେ ଦେଇଥିବା ଏକ ସାକ୍ଷାତ୍‌କାରରେ ପୁରୁଣା ସ୍ମୃତିକୁ ମନେ ପକାଇଛନ୍ତି। ସେ ତାଙ୍କ ପ୍ରଥମ ପତ୍ନୀ…

ସିଏଏ-ଏନ୍‌ଆର୍‌ସି ଯୋଗୁ ସ୍ବାଧୀନତାର ୭୩ ବର୍ଷ ପରେ ମଧ୍ୟ ଭାରତୀୟଙ୍କୁ ପ୍ରମାଣିତ କରିବାକୁ ପଡ଼ିବ ଭାରତୀୟତା: ନନ୍ଦିତା

ଜୟପୁର,୨୩।୧: ସିଏଏ ଏବଂ ଏନ୍‌ଆର୍‌ସି ବିରୋଧରେ ବଲିଉଡ୍‌ ଅଭିନେତ୍ରୀ ନନ୍ଦିତା ଦାସଙ୍କ ମନ୍ତବ୍ୟ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ନନ୍ଦିତା ରାଜସ୍ତାନ ଜୟପୁରରେ ଏକ ଗଣମାଧ୍ୟମ ସମ୍ମିଳନୀରେ ଯୋଗଦେଇ ସିଏଏ ଏବଂ ଏନ୍‌ଆର୍‌ସିକୁ କଡ଼ା ସମାଲୋଚନା କରିଛନ୍ତି। ସିଏଏ-ଏନ୍‌ଆର୍‌ସି ମଧ୍ୟରେ ଥିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri