Home Left

ଦଳକୁ ଭଲପାଉଥିବା ବ୍ୟକ୍ତି ପୁଅର ନାଁ ରଖିଲେ କଂଗ୍ରେସ

ଜୟପୁର,୨୩।୧: ଘରେ ପିଲାଟିଏ ଜନ୍ମନେଲେ ତା’ର ନାମକରଣ କରିବାକୁ ମାତାପିତାଙ୍କଠାରୁ ଆରମ୍ଭ କରି ବନ୍ଧୁ ପରିଜନ କିଏ କେତେ କ’ଣ ନାଁ ବାଛି ଥାଆନ୍ତି। ହେଲେ ରାଜସ୍ଥାନର ଏକ ଘଟଣା ଏବେ ଚର୍ଚ୍ଚାକୁ ଆସିଛି। ଏଠାରେ ଜଣେ କଂଗ୍ରେସ କର୍ମୀଙ୍କ ପାର୍ଟି…

ନିମିଷକେ ଭୁଶୁଡ଼ିଲା ପାଣିଟାଙ୍କି: ଭିଡ଼ିଓ ଭାଇରାଲ

କୋଲକତା,୨୩।୧: ସୋସିଆଲ୍‌ ମିଡ଼ିଆରେ ଗୁରୁବାର ଏକ ପାଣିଟାଙ୍କି ଭୁଶୁଡ଼ିବାର ଭିଡ଼ିଓ ଶେୟାର କରାଯାଇଛି। ଏହା ବେଶ୍‌ ଭାଇରାଲ ହେବାରେ ଲାଗିଛି। ଏହି ଭିଡ଼ିଓଟି ପଶ୍ଚିମବଙ୍ଗ ବାଙ୍କୁରା ଜିଲାର ବୋଲି କୁହାଯାଉଛି। ସ୍ଥାନୀୟ ସେରେଙ୍ଗା ଗାଁରେ ଥିବା ଏହି ପାଣିଟାଙ୍କିଟି ବୁଧବାର ଅପରାହ୍ନ…

ଏକ୍ସପ୍ରେସ୍‌ଓ୍ବେରେ ବିମାନର ଜରୁରୀ ଅବତରଣ

ଗାଜିଆବାଦ,୨୩।୧: ଉତ୍ତରପ୍ରଦେଶ ଗାଜିଆବାଦର ସହରପୁର ଗାଁ ନିକଟରେ ଇଷ୍ଟର୍ଣ୍ଣ ପେରିଫେରାଲ ଏକ୍ସପ୍ରେସ୍‌ଓ୍ବେରେ ଗୁରୁବାର ଏକ ବିମାନକୁ ଜରୁରୀ ଅବତରଣ କରାଯାଇଛି। ତେବେ ବିମାନରେ ଯାନ୍ତ୍ରୀକ ତୃଟି ପରିଲକ୍ଷିତ ହେବାରୁ ରାସ୍ତା ଉପରେ ବିମାନଟିକୁ ଅବତରଣ କରାଯାଇଥିବା ସୂଚନା ମିଳିଛି। ଏହା ଏକ…

ଅଡୁଆ କରୁଛି କିସ୍‌

ଦିଶା ପଟାନି ଏବେ ଟେନସନରେ। କାରଣ ଯେଉଁ କେତୋଟି ଅଫର ମିଳୁଛି ସେଥିରେ ଲିପ୍‌-ଲକ୍‌ ସିନ୍‌ ରହୁଛି। ଆଉ ଏକଥା ଶୁଣିବା ପରେ ଦିଶା ପ୍ରଥମେ କି ନିଷ୍ପତ୍ତି ନେବେ ଜାଣିପାରି ନ ଥିଲେ। କିଛି ଦିନ ଚିନ୍ତା କରିବା ପରେ…

ଦିଲ୍ଲୀ ବିଧାନସଭା ନିର୍ବାଚନ: ୪୧୧ ପ୍ରାର୍ଥୀପତ୍ର ନାକଚ

ନୂଆଦିଲ୍ଲୀ,୨୩।୧: ଦିଲ୍ଲୀ ବିଧାନସଭା ନିର୍ବାଚନରେ ୪୧୧ ପ୍ରାର୍ଥୀଙ୍କ ପ୍ରାର୍ଥୀପତ୍ର ବିଭିନ୍ନ କାରଣରୁ ନାକଚ ହୋଇଥିବା ନିର୍ବାଚନ କମିଶନଙ୍କ ପକ୍ଷରୁ ଗୁରୁବାର କୁହାଯାଇଛି। ପ୍ରାର୍ଥୀପତ୍ର କୁଡିକର ଯାଞ୍ଚ୍‌ ବୁଧବାର ହୋଇଥିଲା। ୩ ପ୍ରାର୍ଥୀ ନିଜର ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିଛନ୍ତି। ୭୦ଟି ବିଧାନସଭା ଆସନ…

ସୁପରବୟ

ନୂଆ ଓଡ଼ିଆ ସିନେମା ‘ସୁପରବୟ’ ରିଲିଜ ଅପେକ୍ଷାରେ ରହିଛି। ଏକ ସସ୍‌ପେନ୍ସ କାହାଣୀକୁ ଆଧାର କରି ଫିଲ୍ମଟି ନିର୍ମିତ ହୋଇଛି। ଜଣେ ଯୁବକ କିପରି ସୁପର ପାଓ୍ବାରର ଅଧିକାରୀ ହୋଇଛି ଏବଂ ତା’ ଦ୍ୱାରା ସେ କ’ଣ କରିପାରୁଛି ସେକଥା ସିନେମାରେ…

ମାର୍କେଟ ବିଲ୍ଡିଂରେ ଆତଙ୍କ ସୃଷ୍ଟି କରିବା ଘଟଣା: ୩ ଅଭିଯୁକ୍ତଙ୍କ ନାମରେ ଏନ୍‌ଏସ୍‌ଏ ଲଗାଇଲା କମିଶନରେଟ ପୋଲିସ

ଭୁବନେଶ୍ୱର,୨୩।୧(ବ୍ୟୁରୋ): ଭୁବନେଶ୍ୱର ୟୁନିଟ-୨ ମାର୍କେଟ ବିଲ୍ଡିଂରେ ଭଙ୍ଗାରୁଜା ଓ ଆକ୍ରମଣ କରି ଆତଙ୍କ ସୃଷ୍ଟି କରିଥିବା ଘଟଣାରେ ଗିରଫ ୩ ଅଭିଯୁକ୍ତଙ୍କ ନାମରେ କମିଶନରେଟ ପୋଲିସ ନ୍ୟାଶନାଲ ସିକ୍ୟୁରିଟି ଆକ୍ଟ(ଏନ୍‌ଏସ୍‌ଏ) ଲଗାଇଛି। ଅଭିଯୁକ୍ତ ଚନ୍ଦନ ଦାଶ, ବିଶ୍ୱନାଥ ପ୍ରଧାନ ଓ ପ୍ରତ୍ୟୁଷ…

ସେହ୍ବାଗଙ୍କ କେଶଠାରୁ ମୋ ପାଖରେ ଅଧିକ ଟଙ୍କା ଅଛି

ପାକିସ୍ତାନର ପୂର୍ବତନ କ୍ରିକେଟର ସୋଏବ ଅଖତର ଏବଂ ଭାରତୀୟ ଦଳର ବିସ୍ଫୋରକ ବ୍ୟାଟ୍ସମ୍ୟାନ୍‌ ବିରେନ୍ଦ୍ର ସେହ୍ବାଗଙ୍କ ମଧ୍ୟରେ ବାକ୍‌ଯୁଦ୍ଧ ସୀମା ଟପିଛି। ସୋଏବ ବ୍ୟବସାୟ ପାଇଁ ଭାରତୀୟ ଦଳକୁ ସମର୍ଥନ କରୁଛନ୍ତି ବୋଲି ସେହ୍ବାଗ କହିବାର ଗୋଟିଏ ଦିନ ପରେ ପ୍ରତିକ୍ରିୟା…

ଗ୍ୟାସ୍‌ ଚୁଲାରୁ ନିଆଁ ଲାଗି ମହିଳା ଗୁରୁତର

ରାୟଗଡ଼ା ଅଫିସ,୨୩।୧: ରାୟଗଡ଼ା ଥେରୁବାଲି ଝୁପୁଡ଼ି ସାହିର ପରଦେଶୀ ନନ୍ଦଙ୍କ ସ୍ତ୍ରୀ ଲଳିତା ଲଳିତା ଗୁରୁବାର ସକାଳେ ରୋଷେଇ କରିବା ସମୟରେ ଗ୍ୟାସ ଚୁଲାର ପାଇପ ଅଲଗା ହୋଇଯାଇଥିଲା। ସେଥିରୁ ନିଆଁ ବାହାରି ଲଳିତାଙ୍କ ଶରୀରର ଅର୍ଦ୍ଧାଧିକ ଅଂଶ ପୋଡ଼ିଯାଇଛି। ପରିବାର…

ସାଧାରଣତନ୍ତ୍ର ଦିବସ ପାଇଁ ଫୁଲ୍‌ ଡ୍ରେସ୍‌ ରିହର୍ସାଲ

ନୂଆଦିଲ୍ଲୀ,୨୩।୧:ରାଜଧାନୀ ଦିଲ୍ଲୀର ରାଜପଥରେ ସାଧାରଣତନ୍ତ୍ର ଦିବସ ପାଇଁ ପ୍ରସ୍ତୁତି ଜୋରସୋରରେ ଚାଲିଛି। ଗୁରୁବାର ଏଠାରେ ଫୁଲ୍‌ ଡ୍ରେସ୍‌ ରିହର୍ସାଲ କରାଯାଇଛି। ଏଥିପାଇଁ ଦିଲ୍ଲୀର କେତେଗୁଡିଏ ରାସ୍ତାକୁ ଯାତାୟତ ପାଇଁ ବନ୍ଦ କରି ଦିଆଯାଇଛି। ଟ୍ରାଫିକ ପୋଲିସ ପକ୍ଷରୁ ଯେଉଁସବୁ ରାସ୍ତା ବନ୍ଦ…

ପୋଖରୀରେ ପଶିଲା ଟ୍ରକ୍‌, ଡ୍ରାଇଭରଙ୍କୁ ଉଦ୍ଧାର ପାଇଁ ଉଦ୍ୟମ ଜାରି

ଭଣ୍ଡାରିପୋଖରୀ,୨୩।୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ୧୬ନଂ ଜାତୀୟ ରାଜପଥ ତୋରତ ନିକଟରେ ଗୁରୁବାର ପୂର୍ବାହ୍ନରେ ଏକ ଆଇରନ୍‌ ବୋଝେଇ ଟ୍ରକ୍‌ ପୋଖରୀରେ ପଶିଯାଇଛି। ଟ୍ରକ୍‌ଟି କଟକ ପଟୁ ଆସୁଥିବା ବେଳେ ଏକାଧିକ ଗାଡ଼ିକୁ ଧକ୍କା ଦେଇ ପୋଖରୀରେ ପଶିଯାଇଛି। ଫଳରେ…

୫୪ଟି କଷ୍ଟ୍ୟୁମ ପରେ…

ପ୍ରଯୋଜକ ୟଶ ଚୋପ୍ରା। ତାଙ୍କ ପ୍ରଯୋଜିତ ‘ଦିଲ୍‌ ତୋ ପାଗଲ ହେ’ ସୁପରହିଟ୍‌ ହୋଇଥିଲା। କେବଳ ଶାହରୁଖ, ଅକ୍ଷୟ କୁମାର, କରିସ୍ମା କପୁର ଏବଂ ମାଧୁରୀ ଦୀକ୍ଷିତଙ୍କ ବଳିଷ୍ଠ ଅଭିନୟ ନୁହେଁ, ଉତ୍ତମ ସିଂଙ୍କ ସ୍ବର ସଂଯୋଜିତ ଗୀତଗୁଡିକ ମଧ୍ୟ ଦର୍ଶକାଦୃତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri